Home Left

ଦଧିବାମନଜୀଉଙ୍କ ବାହୁଡ଼ା ଯାତ୍ରା

ଆନନ୍ଦପୁର,୯ା୭(ସ୍ବ.ପ୍ର.): ଆନନ୍ଦପୁରର ଶ୍ରୀଶ୍ରୀ ଦଧିବାମନଜୀଉଙ୍କ ବାହୁଡ଼ା ଯାତ୍ରା ଶନିବାର ନୀତିକାନ୍ତି ପୂର୍ବକ ଶେଷ ହୋଇଛି। ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଉପଲକ୍ଷେ ମାଉସୀ ମା’ ମନ୍ଦିରରେ ସମସ୍ତ ଦେବନୀତି ସମ୍ପନ୍ନ କରାଯାଇଥିଲା। ପରେ ପହଣ୍ଡି ବିଜେ କାର୍ଯ୍ୟ ଯଥାବିଧି ଶେଷ ହେବା ପରେ ଛେରାପହଁରା…

ରେକର୍ଡ କଲା ପ୍ରଥମ ଏପିସୋଡ୍‌

ବମ୍ବେ: କରନ୍‌ ଜୋହରଙ୍କ ଲୋକପ୍ରିୟ ଶୋ’ ‘କଫି ଉଇଥ୍‌ କରନ୍‌’ ପୁଣି ଥରେ ଲୋକଙ୍କ ମନୋରଞ୍ଜନ କରୁଛି। ଦୀର୍ଘ ତିନି ବର୍ଷ ପରେ ଶୋ’ ପ୍ରସାରିତ ହେଉଥିବା ଯୋଗୁ ଏହା ନୂଆ ରେକର୍ଡ କରିଛି। ଗୁରୁବାର ପ୍ରଥମ ଏପିସୋଡରେ ଆଲିଆ ଭଟ୍ଟ…

ଅମରନାଥରେ ଫସିଲେ ୫ ଓଡ଼ିଆ ଯାତ୍ରୀ

ରାୟଗଡ଼ା ଅଫିସ,୯ା୭: ଅମରନାଥରେ ଶୁକ୍ରବାର ବାଦଲ ଫଟା ବର୍ଷା ଯୋଗୁ ପ୍ରବଳ ପାଣି ମାଡ଼ି ଆସିଥିଲା। ଫଳରେ ୩ ମହିଳାଙ୍କ ସମେତ ୧୬ ଜଣ ମୃତ୍ୟ ଘଟିଛି । ଏବେବି ଅନେକ ଲୋକ ଫସି ରହିଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।…

୪ ମାସ ପରେ ଏକାଠି ଖେଳିବେ ରୋହିତ-ବିରାଟ-ପନ୍ତ

ବର୍ମିଂହାମ,୯।୭: ଭାରତୀୟ ଟିମ୍‌ ଶନିବାର ଇଂଲଣ୍ଡ ବିପକ୍ଷରେ ଟି୨୦ ସିରିଜର ଦ୍ୱିତୀୟ ମୁକାବିଲା ଖେଳିବ। ଏଜବାଷ୍ଟନରେ ଖେଳାଯିବାକୁ ଥିବା ଏହି ମୁକାବିଲାରେ ପୂର୍ବତନ ଅଧିନାୟକ ବିରାଟ କୋହଲି, ଅଧିନାୟକ ରୋହିତ ଶର୍ମା ଏବଂ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ ପ୍ରମୁଖ ଦଳକୁ…

ହଲିଉଡରେ ଜ୍ୟାକଲିନ

ମୁମ୍ବାଇ: ବଲିଉଡରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଜ୍ୟାକଲିନ ପର୍ନାଡିଜ ଏବେ ହଲିଉଡ ପାଇଁ ପ୍ରସ୍ତୁତ ହୋଇଗଲେଣି । ନିଜର ଷ୍ଟାଇଲିସ ଲୁକ ଓ ସାମଜିକ କାର୍ଯ୍ୟ ପାଇଁ ବେଶ ପରିଚିତ ଏହି ନାୟିକା । ବିଶେଷ ଭାବେ…

ଆଜି ଦ୍ୱିତୀୟ ଟି୨୦: ଜାଣନ୍ତୁ କେବେ, କେଉଁଠି ଆଉ କେତେବେଳେ ଦେଖିବେ…

ନୂଆଦିଲ୍ଲୀ,୯।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟି୨୦ ମୁକାବିଲା ଶନିବାର ଖେଳାଯିବ। ଭାରତ ତିନି ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜରେ ୧-୦ରେ ଆଗୁଆ ରହିଛି। ଏଣୁ ଆଜିର ମ୍ୟାଚ୍‌ ଜିତି ଦଳ ସିରିଜ ଉପରେ କବ୍ଜା କରିବାକୁ ଚାହିଁବ। ଅପରପକ୍ଷେ…

ଆହୁରି ବର୍ଷିବ

ଭୁବନେଶ୍ୱର,୯।୭(ବ୍ୟୁରୋ): ଆସନ୍ତା ୪ରୁ ୫ ଦିନ ରାଜ୍ୟରେ ବର୍ଷା ଜାରି ରହିବ । ମୌସୁମୀ ସକ୍ରିୟ ସହ ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିବ। ୭ରୁ ୨୦ ସେଣ୍ଟିମିଟର ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛିି ।…

ପୁରୁଷଙ୍କ ଶରୀରରେ ମହିଳାଙ୍କ ପ୍ରଜନନ ଅଙ୍ଗ

ମାନବ ଶରୀର ବହୁତ ଅଦ୍ଭୁତ ଅଟେ। ଆମ ଶରୀର ସହିତ ଜଡ଼ିତ ଅନେକ ଦିଗ ଅଛି, ଯାହା ବିଷୟରେ ଆମେ ସଠିକ୍‌ ଭାବରେ ଜାଣିନାହୁଁ। କିଛି ଜିନିଷ ଅଛି, ଯାହା ପ୍ରତ୍ୟେକ ମାନବ ଶରୀରରେ ସମାନ କିନ୍ତୁ କିଛି ଜିନିଷ ସ୍ବାଭାବିକ…

ଡେଟ୍‌ କରୁଛନ୍ତି ପରିଣୀତି!

ବମ୍ବେ: ଡେଟ୍‌ କରୁଛନ୍ତି ପରିଣୀତି। ଲୋକପ୍ରିୟ ଗାୟକ ହାର୍ଡି ସାନ୍ଧୁଙ୍କ ସହ ତାଙ୍କୁ ଏକାଠି ଦେଖାଯିବା ପରେ କିଛି ଏଭଳି ଚର୍ଚ୍ଚା ଏବେ ବଢ଼ିବାରେ ଲାଗିଛି। କିଛି ଏହାକୁ ଗୁଜବ କହୁଥିବା ବେଳେ କିଛି ନୂଆ ଯୋଡ଼ିଙ୍କୁ ଶୁଭକାମନା ଜଣାଉଛନ୍ତି। ସେ…

ଅମରନାଥରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁରେ ଦୁଃଖ ପ୍ରକାଶ କଲେ ଅକ୍ଷୟ

ମୁମ୍ବାଇ: ଦୀର୍ଘ ୨ ବର୍ଷ ପରେ ଚଳିତ ବର୍ଷ ପୁଣିଥରେ ଅମରନାଥ ଯାତ୍ରା ଆରମ୍ଭ ହୋଇଥିବା ବେଳେ ଶହଶହ ଶ୍ରଦ୍ଧାଳୁ ବାବା ବର୍ଫାନିଙ୍କ ଦର୍ଶନ ପାଇଁ ଅମରନାଥ ଯାତ୍ରା କରିଥିଲେ । ହେଲେ ଶୁକ୍ରବାର ସେଠାରେ ହଠତ୍ ବାଦଲଫଟା ବର୍ଷା ହେବା…

ରଥ ଟଣା ଆରମ୍ଭ: ଗଡ଼ୁଛି ବଡ଼ ଭାଇ ବଳଭଦ୍ରଙ୍କ ରଥ

ପୁରୀ ଅଫିସ, ୯।୭: ମହାପ୍ରଭୁଙ୍କ ରଥ ଟଣା ଆରମ୍ଭ ହୋଇଛି । ମହାବାହୁ ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହାରିଛନ୍ତି । ପ୍ରଥମେ ଶରଧାବାଲିରୁ ବଡ ଭାଇ ବଳଭଦ୍ରଙ୍କ ରଥ ବାହାରିଛି । ବଡ ଦାଣ୍ଡରେ କୋଟି କୋଟି ଶ୍ରଦ୍ଧାଳୁ ବଡଭାଇଙ୍କ…

ମୁଲାୟମଙ୍କ ଦ୍ୱିତୀୟ ସ୍ତ୍ରୀ ସାଧନାଙ୍କ ପରଲୋକ …

ଲକ୍ଷ୍ନୌ, ୯।୭ : ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ମୈନପୁରୀ ଏମ୍‌ପି ମୁଲାୟମ ସିଂ ଯାଦବଙ୍କ ଦ୍ୱିତୀୟ ସ୍ତ୍ରୀ ସାଧନା ଗୁପ୍ତାଙ୍କର ଗୁରୁଗାଓଁ ସ୍ଥିତ ମେଦାନ୍ତ ହସ୍ପିଟାଲରେ ପରଲୋକ ଘଟିଛି। ଗତ ସପ୍ତାହରେ ବ୍ଲଡ ସୁଗାର ବୃଦ୍ଧି ସମେତ ଅନ୍ୟାନ୍ୟ ଅସୁସ୍ଥତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?