Home Left

ଏକାଦଶୀରେ ଟଣାହେବ ବ୍ରହ୍ମ ତାଳଧ୍ୱଜ ରଥ

କେନ୍ଦ୍ରାପଡ଼ା ଅଫିସ, ୯।୭: ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରା ଆସନ୍ତା ଏକାଦଶୀରେ ରବିବାର ଶେଷ ହେବ। ଏଥିପାଇଁ ଜିଲା ପ୍ରଶାସନ ଓ ଦେବୋତର ଟ୍ରଷ୍ଟ ବୋର୍ଡର ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଦଶମୀ ତିଥିରେ ଅର୍ଥାତ ଶନିବାର ସନ୍ଧ୍ୟାରୁ…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ସହଯୋଗୀଙ୍କ ଘରୁ ୩ କୋଟି ଜବତ କଲା ଇଡି

ରାଞ୍ଚି,୯।୭: ମନି ଲଣ୍ଡରିଂ ମାମଲାରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସହଯୋଗୀ ପଙ୍କଜ ମିଶ୍ରାଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଥିଲା। ଝାଡ଼ଖଣ୍ଡର ସାହିବଗଞ୍ଜ ଜିଲା ଏବଂ ବରହେଟ, ରାଜମହଲ ସହରର ପାଖାପାଖି ୨୦ଟି ସ୍ଥାନରେ ଏହି…

ରାମଚଣ୍ଡୀ ମନ୍ଦିର ପର୍ଯ୍ୟଟନ କ୍ଷେତ୍ର ମାନ୍ୟତାରୁ ବଞ୍ଚିତ

କେନ୍ଦ୍ରାପଡ଼ା ଅଫିସ, ୯ା୭: କେନ୍ଦ୍ରାପଡ଼ା ଜିଲାର ଅନ୍ୟତମ ଶକ୍ତିପୀଠ ମହାକାଳପଡ଼ା ବ୍ଲକ ରାମନଗରସ୍ଥ ରାମଚଣ୍ଡୀ ମନ୍ଦିର ପରିସର ରାଜ୍ୟ ପର୍ଯ୍ୟଟନ କ୍ଷେତ୍ର ମାନ୍ୟତାରୁ ବଞ୍ଚତ୍ତ ହୋଇଛି। ଏହି ପ୍ରସଙ୍ଗ ଶୀତଳଭଣ୍ଡାରକୁ ଚାଲିଯାଇଛି। ୨୦୧୭ ରୁ ଏ ସମ୍ପର୍କରେ ସମସ୍ତ ତଥ୍ୟ ରାଜ୍ୟ…

ବିପଦପୂର୍ଣ୍ଣ ଅବସ୍ଥାରେ ଶ୍ରେଣୀଗୃହ କାନ୍ଥ

ରଘୁନାଥପୁର,୯ା୭(ଡି.ଏନ୍‌.ଏ.): ପିଲାମାନଙ୍କୁ ଉନ୍ନତମାନର ଶିକ୍ଷା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ବିଦ୍ୟାଳୟ ରୂପାନ୍ତରଣ ଯୋଜନାରେ ସ୍ମାର୍ଟ ସ୍କୁଲ ଖୋଲିବା ଉପରେ ଗୁରୁତ୍ୱ ଦେଉଛନ୍ତି। ଏହାସତ୍ତ୍ୱେ ରାଜ୍ୟରେ ଏପରି ଅନେକ ସ୍କୁଲ ରହିଛି ଯେଉଁଠି ପିଲାମାନଙ୍କ ସୁରକ୍ଷା ଉପରେ ଧ୍ୟାନ ଦିଆଯାଉ…

କାହିଁକି ଫିଲ୍ମରେ ସର୍ଟ ଖୋଲନ୍ତି ସଲମାନ୍‌, କହିଲେ ଏପରି କିଛି

ବଲିଉଡ୍‌ ଦବଙ୍ଗ ଖାନ୍‌ ଅର୍ଥାତ ସଲମାନ୍‌ଙ୍କୁ ପ୍ରାୟତଃ ସମସ୍ତେ ପସନ୍ଦ କରନ୍ତି। ତାଙ୍କର ଲମ୍ବା ଏବଂ ସଫଳ କ୍ୟାରିୟରରେ ଅନେକ ହିଟ୍‌ ଫିଲ୍ମ ସେ ଦର୍ଶକଙ୍କୁ ଭେଟି ଦେଇଛନ୍ତି। ଏଥିଲାଗି ଭାଇଜାନ୍‌ଙ୍କୁ ସମସ୍ତେ ଖୁବ୍‌ ପସନ୍ଦ କରନ୍ତି। ତେବେ ସେ ସର୍ବଦା…

ଉପରମୁହାଁ କରୋନା ସଂକ୍ରମଣ: ୫୧୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୦ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୨୧୨ ଜଣ ଲୋକାଲ…

ବାଜପେୟୀଙ୍କ ବାୟୋପିକରେ ମୁଖ୍ୟ ଭୂମିକାରେ ନଜର ଆସିବେ ଏହି ଅଭିନେତା

ମୁମ୍ବାଇ: ବଲିଉଡରେ ପ୍ରତିବର୍ଷ ନିର୍ମାଣ ହେଉଛି ଜଣେ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ବାୟୋପିକ୍ । ତେବେ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରି ବାଜପେୟୀଙ୍କ ଉପରେ ଏକ ବାୟୋପିକ ନିର୍ମାଣ ନେଇ ପୂର୍ବରୁ ଘୋଷଣା ହୋଇସାରିଥିଲେ ବି ଏବେ ପର୍ଯ୍ୟନ୍ତ ଏଥିପାଇଁ…

୩ ଭାଜପା ଏମ୍‌ପିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ନୂଆଦିଲ୍ଲୀ,୯ା୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ପ୍ରସ୍ତୁତ ଜାଲ୍‌ ତଥା ବିକୃତ ଭିଡିଓକୁ ସୋସିଆଲ ମିଡିଆରେ ଶେୟାର କରି ଭାଜପା ଏମ୍‌ପି ରାଜ୍ୟବର୍ଦ୍ଧନ ସିଂ ରାଠୋର, ସୁବ୍ରତ ପାଠକ ଏବଂ ଭୋଳା ସିଂ ଅଡୁଆରେ ପଡ଼ିଛନ୍ତି। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…

ଆରମ୍ଭ ହେଲା ପହଣ୍ଡି

ପୁରୀ ଅଫିସ,୯।୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ଭଉଣୀଙ୍କୁ ଧରି ଆଜି ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଠାକୁରଙ୍କ ନୀତିକାନ୍ତି ସମାପନ ପରେ ବର୍ତ୍ତମାନ ଆରମ୍ଭ ହୋଇଛି ପହଣ୍ଡି ବିଜେ। ସୁଦର୍ଶନ,ବଳଭଦ୍ର,ସୁଭଦ୍ରାଙ୍କ ପରେ କାଳିଆ ସାଆନ୍ତଙ୍କ…

ନବରଙ୍ଗପୁରରେ କଂଗ୍ରେସର ଜନସମ୍ପର୍କ ପଦଯାତ୍ରା

ଉମରକୋଟ/ରାଇଘର, ୯।୭(ସ୍ବ.ପ୍ର./ଡି.ଏନ୍‌.ଏ.): ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଶୁକ୍ରବାର ନବରଙ୍ଗପୁର ଗ୍ରସ୍ତ କରି ରାଇଘରରେ ଏକ ସଂକଳ୍ପ ସମାବେଶ ଓ ମହାମିଶ୍ରଣ ପର୍ବରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ନବରଙ୍ଗପୁର ଜିଲା କଂଗ୍ରେସ କମିଟି ଆୟୋଜନ କରିଥିବା…

ଜମ୍ମୁ-କଶ୍ମୀରରେ ଭୂକମ୍ପ

ଜମ୍ମୁ,୯ ।୭: ଜମ୍ମୁ-କଶ୍ମୀରରେ ପ୍ରକୃତିର ତାଣ୍ଡବ ଜାରି ରହିଛି । ଅମରନାଥ ଗୁମ୍ଫା ନିକଟରେ ବାଦଲ ଫଟା ବର୍ଷା ପରେ ଏବେ ସେଠାରେ ଭୂକମ୍ପ ହୋଇଥିବା ସୂଚନା ମିଳିଛି । ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି…

ସୀତାରାମନ, ଗୋୟଲଙ୍କ ସମେତ ୨୭ ରାଜ୍ୟ ସଭା ସଦସ୍ୟ ଶପଥ ନେଲେ

ନୂଆଦିଲ୍ଲୀ,୯ା୭ :କେନ୍ଦ୍ର ମନ୍ତ୍ରୀ ନିର୍ମଳା ସୀତାରାମନ, ପୀୟୂଷ ଗୋୟଲ, ବିଜେଡି ନେତା ମାନସ ମଙ୍ଗରାଜ ଏବଂ ସୁଲତା ଦେଓଙ୍କ ସମେତ ୨୭ ଜଣ ନବନିର୍ବାଚିତ ରାଜ ସଭ୍ୟ ସଦସ୍ୟ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?