Home Left

ମହାପ୍ରଭୁଙ୍କ ପାଇଁ ଗଢ଼ାସରିଛି ଅଧର ହାଣ୍ଡି

ପୁରୀ ଅଫିସ, ୯ା୭: ନବଦିନାତ୍ମକ ଘୋଷଯାତ୍ରାରେ ବାହାରି ଦାରୁଦିଅଁ ଏବେ ଆଡ଼ପମଣ୍ଡପରେ ଲୀଳା କରୁଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଲୀଳାଖେଳା ସାରି ଆଷାଢ଼ ଶୁକ୍ଳ ଦଶମୀ ତିଥି ଶନିବାର ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ। ଏକାଦଶୀ ତିଥିରେ ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଓ…

ରୋହିତଙ୍କ ବିରୋଧରେ ହେବନି କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୭: ଘରୋଇ ଟିଭି ଚ୍ୟାନେଲ ଆଙ୍କର ରୋହିତ ରଞ୍ଜନଙ୍କ ବିରୋଧରେ କୌଣସି ରାଜ୍ୟ କଡ଼ା କାର୍ଯ୍ୟାନୁଷ୍ଠାନ ନ ନେବାକୁ ଶୁକ୍ରବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ଜଷ୍ଟିସ୍‌ ଇନ୍ଦ୍ରାଣୀ ବାନାର୍ଜୀ, ଜେ.କେ ମାହେଶ୍ୱରୀଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଏହି ଶୁଣାଣି କରିଛନ୍ତି।…

ଶ୍ରୀଗୁଣ୍ଡିଚା ମନ୍ଦିରକୁ ଗଲା ୩ ଆଖଡ଼ାର ନିଶାନ

ପୁରୀ ଅଫିସ, ୯ା୭: ଆଷାଢ ଶୁକ୍ଳ ନବମୀ ତିଥିରେ ଶୁକ୍ରବାର ୩ ଆଖଡ଼ାର ନିଶାନ ଶୋଭାଯାତ୍ରା ସମ୍ପନ୍ନ ହୋଇଛି। ବଡ଼ ଆଖଡ଼ା, ହାତୀ ଆଖଡ଼ା ଏବଂ ନିର୍ମାହୀ ଆଖଡ଼ା ପକ୍ଷରୁ ନିଶାନ ସହ ମଠର ମହନ୍ତମାନେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ…

ଶିନ୍ଦେଙ୍କ ମୁଖ୍ୟମନ୍ତ୍ରିତ୍ୱକୁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ, ୯।୭(ପି.ଟି.): ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି। ତାଙ୍କୁ ଭାଜପା ଏବଂ ଶିବସେନା ଓ ଅନ୍ୟ କେତେଜଣ ବିଧାୟକଙ୍କୁ ମିଶାଇ ୧୬୪ଜଣଙ୍କ ସମର୍ଥନ ମିଳିଛି। ତେବେ ତାଙ୍କ ମୁଖ୍ୟମନ୍ତ୍ରିତ୍ୱକୁ ଚ୍ୟାଲେଞ୍ଜ କରି ଶିବସେନା ମୁଖ୍ୟ ଉଦ୍ଧବ…

ଆକାର ପଟେଲଙ୍କୁ ଇଡିର ୧୦ କୋଟି ଜରିମାନା

ନୂଆଦିଲ୍ଲୀ,୯।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏକ ମନି ଲଣ୍ଡିରିଂ ମାମଲାରେ ଶୁକ୍ରବାର ଆମ୍‌ନେଷ୍ଟି ଇଣ୍ଡିଆ ଇଣ୍ଟରନ୍ୟାଶନାଲ ପ୍ରାଇଭେଟ ଲିଃ (ଏଆଇଆଇପିଏଲ୍‌) କୁ ୫୧.୭୨ କୋଟି ଏବଂ ଏହାର ପୂର୍ବତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଆକାର ପଟେଲଙ୍କୁ ୧୦ କୋଟି ଟଙ୍କା…

ଟୁଇଟର ସହ ୪୪ ବିଲିୟନ ଡଲାରର ଚୁକ୍ତି ବନ୍ଦ ପାଇଁ ଚିଠି ଲେଖିଲେ ଏଲନ ମସ୍କ

ୱାଶିଂଟନ,୯ ।୭: ଅରବପତି ତଥା ଟେଲସା କମ୍ପାନୀର ମୁଖ୍ୟ ଏଲନ ମସ୍କଙ୍କ ଟିମ ଟୁଇଟରକୁ ଏକ ପତ୍ର ଲେଖିଛନ୍ତି । ଏଥିରେ ଟୁଇଟର ଇଙ୍କର ଅଧିଗ୍ରହଣକୁ ବ୍ୟକ୍ତିଗତ ଭାବେ ଗ୍ରହଣ କରିବାକୁ ହୋଇଥିବା ୪୪ ଡଲାରର ଚୁକ୍ତିକୁ ବନ୍ଦ କରିବା କଥା…

ଶ୍ରୀକ୍ଷେତ୍ରରେ ‘ଜଗା ପାଇଁ ଗଛଟିଏ ଲଗା’

ପୁରୀ ଅଫିସ,୯ା୭:ଆଗକୁ କେବଳ ରଥ ନୁହେଁ, ଠାକୁରଙ୍କ ନିର୍ମାଣ ପାଇଁ ବି କାଠ ଅଭାବ ସମସ୍ୟା ଉପୁଜି ପାରେ। ଏଣୁ ଆସନ୍ତୁ ଠାକୁରଙ୍କ ପାଇଁ ଗଛଟିଏ ଲଗାଇବା। ଏପରି ସ୍ଲୋଗାନ ସହ ପବିତ୍ର ଶରଧାବାଲିର ତିନିରଥ ସମ୍ମୁଖରୁ ଆରମ୍ଭ ହୋଇଛି ‘ଜଗା…

ଚୌବିିନଙ୍କୁ ୨୧ ବର୍ଷ ଜେଲ୍‌

ଓ୍ବାଶିଂଟନ,୯।୭: ଜର୍ଜ ଫ୍ଲଏଡଙ୍କ ହତ୍ୟା ଅଭିଯୋଗରେ ଆମେରିକା ସଂଘୀୟ ଅଦାଲତ ପୂର୍ବତନ ମିନିଆପଲିସି ପୋଲିସ ଅଫିସର ଡେରେକ ଚୌବିନଙ୍କୁ ଶୁକ୍ରବାର ୨୧ ବର୍ଷ ଜେଲ୍‌ ଦଣ୍ଡାଦେଶ କୋର୍ଟ ଶୁଣାଇଛନ୍ତି। ଫ୍ଲଏଡ୍‌ଙ୍କ ନାଗରିକତ୍ୱ ଅଧିକାର ଉଲଂଘନ ହୋଇଥିବା ସଂଘୀୟ ବିଚାରପତି କହିଛନ୍ତି। ୨୦୨୦…

‘ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ମହୋତ୍ସବ’ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର,୯।୭(ବ୍ୟୁରୋ) : ପବିତ୍ର ସନ୍ଧ୍ୟାଦର୍ଶନ ଅବସରରେ ଲୋକସମ୍ପର୍କ ଭବନରେ ଶୁକ୍ରବାର ରଥଯାତ୍ରାର ମହତ୍ତ୍ବ ଓ ବିଭିନ୍ନ ତଥ୍ୟ ସମ୍ବଳିତ ‘ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ମହୋତ୍ସବ’ ପୁସ୍ତକ ଲୋକାର୍ପିତ ହୋଇଯାଇଛି। ଓଡ଼ିଆ ଜାତିର ଅସ୍ମିତା ଓ ସ୍ବାଭିମାନର ମହାବିଗ୍ରହ ଦାରୁବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଏକ…

ଆତଙ୍କବାଦୀ ନିହତ, ଯବାନ ଶହୀଦ

ଶ୍ରୀନଗର,୯।୭: ଜମ୍ମୁ-କଶ୍ମୀର କୁପଓ୍ବାରା ଜିଲାର ନିୟନ୍ତ୍ରଣ ରେଖା (ଏଲ୍‌ଓସି) ନିକଟରେ ଅନୁପ୍ରବେଶବେଳେ ସେନା ଯବାନ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ। ଘଟଣାରେ ଜଣେ ଆତଙ୍କବାଦୀ ପ୍ରାଣ ହରାଇଥିବାବେଳେ ଜଣେ ସେନା ଯବାନ ଶହିଦ ହୋଇଛନ୍ତି। କେତେଜଣ ଆତଙ୍କବାଦୀ କଶ୍ମୀର ଜିଲା ଗୁରାନ…

ଆବେଙ୍କ ଉପରେ ଅସନ୍ତୁଷ୍ଟ ଥିଲେ ହତ୍ୟାକାରୀ

ଟୋକିଓ,୯।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କୁ ନାରା ସହରରେ ଗୁଳି କରି ହତ୍ୟା କରିଥିବା ନୌସେନାର ପୂର୍ବତନ ସଦସ୍ୟ ୟାମାଗାମି ତେତ୍‌ସୁୟା ତାଙ୍କ ଉପରେ ଅସନ୍ତୁଷ୍ଟ ଥିଲେ। ଏଥିପାଇଁ ସେ ତାଙ୍କୁ ହତ୍ୟା କରିଥିବା ଜାପାନ ପୋଲିସ ଜାଣିବାକୁ ପାଇଛି।

ରଥ ଛୁଇଁପାରିଲେନି ଭକ୍ତ

ପୁରୀ ଅଫିସ,୯।୭: ମହାପ୍ରଭୁ ରଥରୁ ଓହ୍ଲାଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିବା ପରେ ସିଂହଦ୍ୱାର ସମ୍ମୁଖରେ ତିନି ରଥ ଦଣ୍ଡାୟମାନ ହୋଇ ରୁହେ। ଅନେକ ଭକ୍ତ ମହାପ୍ରଭୁଙ୍କ ରଥକୁ ସ୍ପର୍ଶ କରିବାର ଇଚ୍ଛା ନେଇ ଶ୍ରୀକ୍ଷେତ୍ର ଆସନ୍ତି। ସେହିଭଳି ମହାପ୍ରଭୁ ରଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?