Home Left

ନଡ୍ଡାଙ୍କୁ ଭେଟିଲେ କଂଗ୍ରେସର ବରିଷ୍ଠ ନେତା: ଚର୍ଚ୍ଚା ଆରମ୍ଭ

ନୂଆଦିଲ୍ଲୀ,୮।୭: କଂଗ୍ରେସର ବରିଷ୍ଠ ନେତା ତଥା ରାଜ୍ୟ ସଭା ଏମ୍‌ପି ଆନନ୍ଦ ଶର୍ମା ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ଭେଟିଛନ୍ତି। ହିମାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ କିଛି ମାସ ପୂର୍ବରୁ ଏହି ଭେଟକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆନନ୍ଦ…

ଟିକସ ଫାଙ୍କିବା ପାଇଁ ଅଧା ଆୟ ଚାଇନାକୁ ପଠାଇଛି ଭିଭୋ

ନୂଆଦିଲ୍ଲୀ, ୮ା୭: ଚାଇନା ମୋବାଇଲ ନିର୍ମାତା ଭିଭୋ ବିରୋଧରେ ସାଂଘାତିକ ଆର୍ଥିକ ଅପରାଧ ଅଭିଯୋଗ ଆସିଛି। ଏହି କମ୍ପାନୀ ଭାରତରେ ସ୍ମାର୍ଟଫୋନ୍‌ ବ୍ୟବସାୟରେ ଆୟ କରିଥିବା ମୋଟ ଅର୍ଥର ୫୦% ଅର୍ଥାତ ୬୨,୪୭୬ କୋଟି ଟଙ୍କା ଚାଇନାକୁ ପଠାଇଛି। ଟିକସ ଫାଙ୍କିବା…

ରାମାନୁଜଆଚାର୍ଯ୍ୟଙ୍କ ‘ଷ୍ଟାଚ୍ୟୁ ଅଫ୍‌ ପିସ୍‌’ ଅନାବରଣ କଲେ ଶାହା

ଶ୍ରୀନଗର, ୮ା୭: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଭର୍ଚୁଆଲ ମାଧ୍ୟମରେ ‘ଷ୍ଟାଚ୍ୟୁ ଅଫ୍‌ ପିସ୍‌’ ଅନାବରଣ କରିଛନ୍ତି। ଏଥିସହ ବେଙ୍ଗାଲୁରୁ ସାଉଥ୍‌ ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସହଯୋଗରେ ପୁନଃନିର୍ମିତ ହୋଇଥିବା ଏକ ଯାତ୍ରୀ ଭବନକୁ ମଧ୍ୟ ସେଠାରେ…

ଖୁବ୍‌ଶୀଘ୍ର ଆରମ୍ଭ ହେବ ଦବଙ୍ଗ- ୪ର ଶୁଟିଂ,ଉତ୍ସାହରେ ଦର୍ଶକ

ବଲିଉଡ୍‌ ଭାଇଜାନ ସଲମାନ ଖାନ୍‌ଙ୍କ ଫିଲ୍ମ ଦେଖିବା ପାଇଁ ଉତ୍ସାହର ସହ ଅପେକ୍ଷା କରିଥାନ୍ତି ଦର୍ଶକ। ଆଗକୁ ମଧ୍ୟ ଭାଇଜାନଙ୍କ ଅନେକ ଫିଲ୍ମ ଆସିବାକୁ ଯାଉଛି। ଶୁଣିବାକୁ ମିଳୁଛି ଯେ,ବଜରଙ୍ଗୀ ଭାଇଜାନ -୨ ମଧ୍ୟ ଆଗକୁ ଆସିବାର ଅଛି। ହେଲେ ଏ…

ମୋଦିଙ୍କ ଟୁଇଟ୍‌ ଦେଖି ରାଗିଗଲା ଚାଇନା: ଭାରତ ଦେଲା ଜବାବ

ନୂଆଦିଲ୍ଲୀ,୮।୭: ତିବ୍ଦତୀୟ ଧର୍ମଗୁରୁ ଦଲାଇ ଲାମା ଗତ କିଛି ବର୍ଷ ଧରି ଭାରତରେ ରହିଆସୁଛନ୍ତି। ଏହିଠାରୁ ହିଁ ସେ ନିଜର ଧର୍ମ ଓ ସଂସ୍କୃତିକୁ ସାରା ବିଶ୍ୱରେ ପ୍ରଚାର କରୁଛନ୍ତି। କିନ୍ତୁ ଚାଇନା ଏହାକୁ ସର୍ବଦା ବିରୋଧ କରିଆସୁଛି। ଦଲାଇ ଲାମାଙ୍କୁ…

ହଟିଲେ ଭାଜପା ଆଇଟି ସେଲ୍‌ ମୁଖ୍ୟ

ନୂଆଦିଲ୍ଲୀ,୮।୭: ମୁସଲମାନ ସମ୍ପ୍ରଦାୟ ବିରୋଧରେ ବିବାଦୀୟ ଟୁଇଟ୍‌ କରିଥିବା ଅଭିଯୋଗରେ ହରିୟାଣା ଭାଜପାର ଆଇଟି ସେଲ ମୁଖ୍ୟ ଅରୁଣ ଯାଦବଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛି ଭାଜପା। ତାଙ୍କୁ ପଦରୁ ହଟାଇ ଦିଆଯାଇଛି। ଅରୁଣ ଯାଦବଙ୍କୁ ଗିରଫ କରିବା ପାଇଁ ବାରମ୍ବାର…

ଅଭିଯୁକ୍ତଙ୍କ ଉପରୁ ଉଠିଲା ଗୁପ୍ତଚରି, ବିଦେଶୀ ଲିଙ୍କ୍‌ ଦଫା

ବାଲେଶ୍ୱର ଅଫିସ,୮ା୭: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଲିକ୍‌ ମାମଲାରେ ଗିରଫ ୫ ଅଭିଯୁକ୍ତଙ୍କ ବିରୋଧରେ ଗୁପ୍ତଚରି ଏବଂ ବିଦେଶୀ ଏଜେଣ୍ଟଙ୍କ ସହ ଲିଙ୍କ ସମ୍ପର୍କିତ ଲାଗିଥିବା ଅଭିଯୋଗକୁ ପ୍ରମାଣ କରିବାରେ କ୍ରାଇମ୍‌…

ସୁଧୁରୁଛି ଲାଲୁ ଯାଦବଙ୍କ ସ୍ବାସ୍ଥ୍ୟବସ୍ଥା

ନୂଆଦିଲ୍ଲୀ,୮।୭: ଦିଲ୍ଲୀ ଏମ୍‌ସରେ ଚିକିତ୍ସାଧୀନ ଥିବା ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସୁଛି। ପୂର୍ବ ଅପେକ୍ଷା ଏବେ ତାଙ୍କ ଦେହ ଭଲ ଅଛି। ଖାଇବାପିଇବା ସହ ଲୋକଙ୍କ ସହ କଥା ହୋଇଥିବା ଜଣାପଡ଼ିଛି। ଲାଲୁ ଯାଦବଙ୍କ ଶରୀରରୁ ଅକ୍ସିଜେନ…

ବଢି ବଢି ଚାଲିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୮।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮,୮୧୫ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୮ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…

ବିପଦସଙ୍କୁଳ ଅବସ୍ଥାରେ ଦାନପୁର ଲକ୍‌ ପୋଲ

ଡେରାବିଶ,୮ା୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ଲୁଣାନଦୀର ଦାନପୁରଠାରେ ନିର୍ମିତ ହୋଇଥିବା ସେତୁଟି ଡେରାବିଶ ସହ ଗରଦପୁର ଓ ମାର୍ଶାଘାଇ ବ୍ଲକର ଜୀବନରେଖା। ଲୁଣାନଦୀରେ ସେତୁ ନିର୍ମାଣ ପାଇଁ ଦୀର୍ଘବର୍ଷର ଦାବିକୁ ଦୃଷ୍ଟିରେ ରଖି ୨୦୧୪ରେ ପାଟକୁରାର ପ୍ରାକ୍ତନ ବିଧାୟକ…

ପାର୍ବତୀଙ୍କ ମୁହଁରେ ଫୁଟିଲା ହସ: ପହଞ୍ଚିଲା ପ୍ରଶାସନ

ମହାକାଳପଡ଼ା, ୮ା୭ (ଡି.ଏନ୍‌.ଏ.): ‘ପେଟକୁ ମିଳୁନି ଭାତ, ମୁଣ୍ଡରେ ନାହିଁ ଛାତ’ ଶୀର୍ଷକ ଖବର ଧରିତ୍ରୀରେ ବୁଧବାର ପ୍ରକାଶ ପାଇଥିଲା। ଗୁରୁବାର ଜିଲା ପ୍ରଶାସନ ସହାୟତାର ରାଶି ସହ ରାଶନ କାର୍ଡ ଦୁର୍ଦ୍ଦିନରେ କାଳ କାଟୁଥିବା ଆଦିବାସୀ ମହିଳା ପାର୍ବତୀ ସିଂଙ୍କ…

ନଦୀକୁ ଖସିଲା କାର୍‌: ୯ ମୃତ

ଡେରାଡୁନ,୮।୭: ଭାରସାମ୍ୟ ହରାଇ ନଦୀକୁ ଖସିପଡ଼ିଲା କାର୍‌। ଉତ୍ତରାଖଣ୍ଡର ରାମନଗରରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। । ଏଥିରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଶିଶୁକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ସୂଚନାନୁସାରେ, ପଞ୍ଜାବର ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?