Home Left

୭୫ ମିଟର ବାହାରେ ହେବ ଅଢ଼େଇ ମିଟର ରାସ୍ତା

ପୁରୀ ଅଫିସ,୪।୩: ଶ୍ରୀକ୍ଷେତ୍ରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଏବେ ଜୋରସୋରରେ ଆଗେଇ ଚାଲିଛି। ଗୁରୁବାର ଓଡ଼ିଶା ସେତୁ ନିର୍ମାଣ ନିଗମ(ଓବିସିସି)ର ବରିଷ୍ଠ ଅଧିକାରୀ ଓ କର୍ତ୍ତୃପକ୍ଷମାନେ ପୁରୀ ଆସି ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଶ୍ରୀମନ୍ଦିର ଚାରିପାଖ ବୁଲି…

ଲୋକାୟୁକ୍ତରେ ଆରୁହା ପାହାଡ଼ କଳାପଥର ଲୁଟ୍‌ ମାମଲା: ମତାମତ ରଖିବାକୁ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ

ଯାଜପୁର ଅଫିସ,୪।୩: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଆରୁହା ପାହାଡ଼ରୁ କଳାପଥର ଲୁଟ୍‌, ଜାଲିଆତି ଅଭିଯୋଗ ମାମଲାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କୁ ମତାମତ ରଖିବାକୁ ଲୋକାୟୁକ୍ତ ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ୮।୪।୨୦୨୨ରେ ମାମଲାର ପରବର୍ତ୍ତୀ ଶୁଣାଣି…

ଆଶଙ୍କାରେ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା

ପୁରୁଣା ଭୁବନେଶ୍ୱର,୪ା୩(ଡି.ଏନ୍‌.ଏ.): ପ୍ରତିବର୍ଷ ମହାଶିବରାତ୍ରି ପରେ ଅମାବାସ୍ୟା ଯିବାର ପ୍ରଥମ ଶନିବାର ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଥାଏ। କପିଳେଶ୍ୱର ମନ୍ଦିରରେ ଖୁଣ୍ଟିଆ ଓ ମଲିଆ ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ଏହି ଯାତ୍ରା ୭ବର୍ଷ ହେବ ବନ୍ଦ ରହିଛି।…

ବିହାର ଭାଗଲପୁରରେ ସିରିଏଲ ବିସ୍ଫୋରଣ: ୪ ମୃତ, ୧୨ ଆହତ

ଭାଗଲପୁର,୪ ।୩: ବିହାରର ଭାଗଲପୁରରେ ଗୁରୁବାର ରାତିରେ ସିରିଏଲ ବିସ୍ଫୋରଣ ହୋଇଛି । ଯାହା ଫଲରେ ସାରା ସହର ଥରି ଉଠିଛି । ବିସ୍ଫୋରଣ ଏତେ ଅଧିକ ଥିଲା ସେ ଏହାର ଶବ୍ଦ ସାରା ସହରକୁ ଶୁଭିଥିବା ବେଳେ ଏଥିରେ ୨-୪ଟି…

କୋରଡ଼ରୁ ଶୁଆଧରା ଭିଡିିଓ ଭାଇରାଲ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲା ବନ ବିଭାଗ

ଭୁବନେଶ୍ୱର,୪।୩(ବ୍ୟୁରୋ): କନ୍ଧମାଳ ଜିଲାରେ ଗଛ କୋରଡରୁ ଶୁଆ ଶାବକଙ୍କୁ ଅତି ଅମାନୁଷିକ ଭାବେ ଉଠାଇ ନିଆଯାଉଥିବା ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ। ବନ୍ୟପ୍ରାଣୀ ପିସିସିଏଫ୍‌ଙ୍କ କାର୍ଯ୍ୟାୟଳର ୱାଇଲ୍ଡଲାଇଫ୍‌ କଞ୍ଜରଭେଶନ…

ମାର୍ଚ୍ଚ ସୁଦ୍ଧା ପିଲାଙ୍କ ଉପସ୍ଥାନ ରିପୋର୍ଟ ଦିଅ

ଭୁବନେଶ୍ୱର,୪।୩(ବ୍ୟୁରୋ): ଦୀର୍ଘ ଦୁଇବର୍ଷ ପରେ ପ୍ରାଥମିକ ପିଲାରେ ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ ହୋଇଛି। ଗତ ୨୮ରେ ସ୍କୁଲରେ ପାଠପଢ଼ା ଆରମ୍ଭ ହୋଇଥିବାବେଳେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ କମ୍‌ ରହୁଥିବାରୁ ଗଣଶିକ୍ଷା ବିଭାଗର ଚିନ୍ତା ବଢ଼ିଛି। ରାଜ୍ୟରେ ମୋଟ ୫୮,୦୮୯ଟି ପ୍ରାଥମିକ ସ୍କୁଲରେ ପାଠପଢ଼ା…

ବିକାଶ ପାଇଁ ମଝିଘରିଆଣୀଙ୍କ ନାଁରେ ଶପଥ

ରାୟଗଡ଼ା ଅଫିସ,୪ା୩: ରାୟଗଡ଼ା ମୋର ମାତୃଭୂମି। ନିଜ ମାଟି ପାଇଁ କାମ କରିପାରିଲେ ନିଜକୁ ଧନ୍ୟ ମନେ କରିବି। ମାଁ ମଝିଘରିଆଣୀଙ୍କ ନାଁରେ ଶପଥ କରି କହୁଛି, ଜିତିଲେ ସହରର ସର୍ବାଙ୍ଗୀନ ବିକାଶ କରିବି। ରାୟଗଡ଼ା ପୌରାଧ୍ୟକ୍ଷ ପଦ ପାଇଁ ଗୁରୁବାର…

ଜୋର୍‌ଦାର ହେବ ଲଢ଼େଇ: ୨୯ ବର୍ଷ ପରେ ମହିଳାଙ୍କ ହାତକୁ ଯିବ ପଦବୀ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୌର ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ସହର ରାଜନୀତି ସରଗରମ ହେଲାଣି। ପ୍ରାର୍ଥତ୍ପତ୍ର ଦାଖଲ ପ୍ରକି୍ରିୟା ଆରମ୍ଭ ହୋଇଥିବାରୁ ଭୁବନେଶ୍ୱର ୩ ବିଧାୟକଙ୍କ ବାସଭବନରେ ପ୍ରବଳ ଗହଳି ଦେଖିବାକୁ ମିଳୁଛି। ଅନେକ ଆଶାୟୀ…

ପୁଟିନ୍‌ଙ୍କ ବଡ଼ ଖୁଲାସା

ମସ୍କୋ,୪।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ନେଉନାହିଁ। ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନଙ୍କ ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି ୟୁକ୍ରେନ୍‌ ବିଦେଶୀ ନାଗରିକଙ୍କୁ ବନ୍ଧକ ରଖିଛି। ବିଦେଶୀଙ୍କୁ ବନ୍ଧକ ରଖି ୟୁକ୍ରେନ୍‌ ସେନା…

ସଚେତନତା ସତ୍ତ୍ୱେ ବଢୁଛି ସାଇବର ଅପରାଧ

ଭୁବନେଶ୍ୱର,୪।୩(ବ୍ୟୁରୋ): ଦିନକୁ ଦିନ ସାଇବର ଠକଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ସରକାର ଏବଂ ପୋଲିସ ପକ୍ଷରୁ ଜନସାଧାରଣଙ୍କୁ ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ ସାଇବର ଠକଙ୍କ ଜାଲରେ ପଡ଼ି ସେମାନେ ଲକ୍ଷ ଲକ୍ଷ ଟଙ୍କା ହରାଉଛନ୍ତି। ଗତ ଜାନୁୟାରୀ ମାସରେ ରାଜଧାନୀରୁ…

ଏମ୍ସରେ ବାର୍ଦ୍ଧକ୍ୟ ରୋଗ ଚିକିତ୍ସା ନିମନ୍ତେ ସ୍ୱତନ୍ତ୍ର କ୍ଲିନିକ୍‌

ଭୁବନେଶ୍ୱର,୪।୩(ବ୍ୟୁରୋ): ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟସେବା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେଇଛି ଏମ୍ସ ଭୁବନେଶ୍ୱର। ବାର୍ଦ୍ଧକ୍ୟ ରୋଗଜନିତ ଚିକିତ୍ସା ନିମନ୍ତେ ଏମ୍ସର ମେଡିସିନ୍‌(ଭେଷଜ) ବିଭାଗ ପକ୍ଷରୁ ଏକ ସ୍ୱତନ୍ତ୍ର କ୍ଲିନିକ୍‌ ସେବା ଆରମ୍ଭ କରାଯାଇଛି। ଏହା ସପ୍ତାହର ପ୍ରତି ମଙ୍ଗଳବାର ଅପରାହ୍ନ ୨…

ଅପରେଶନ ଗଙ୍ଗା: ଆଜି ୧୮ଟି ବିମାନରେ ସ୍ୱଦେଶ ଫେରିବେ ୟୁକ୍ରେନରେ ଫସିଥିବା ଭାରତୀୟ

ନୂଆଦିଲ୍ଲୀ,୪ ।୩: ଅପରେଶନ ଗଙ୍ଗା ମିଶନରେ ଶୁକ୍ରବାର ସକାଳୁ ସକାଳୁ ସ୍ପେଶାଲ ଇଣ୍ଡିଗୋ ବିମାନ ରୋମାନିଆର ବୁଖାରେଷ୍ଟରୁ ଦିଲ୍ଲୀ ପହଞ୍ଚିଛି । ସେଠାରେ କେନ୍ଦ୍ର କୃଷି ରାଜ୍ୟମନ୍ତ୍ରୀ କୈଳାସ ଚୌଧୁରୀ ୟୁକ୍ରେନରୁ ଫେରିଥିବା ଭାରତୀୟଙ୍କୁ ସ୍ୱାଗତ କରିଥିଲେ । ସେହିପରି ଶୁକ୍ରବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri