Home Left

ହାରିଗଲେ ବହୁ ଟାଣୁଆ ନେତା

ଚଣ୍ଡିଖୋଲ,୨।୩(ଡି.ଏନ.ଏ.): ଚଳିତ ପଞ୍ଚାୟତ ନିର୍ବାଚନରେ ବଡ଼ଚଣା ବ୍ଲକରେ ବହୁ ହେଭିୱେଟ୍‌ ନେତାଙ୍କୁ ପରାଜୟର ସ୍ବାଦ ଚାଖିବାକୁ ପଡ଼ିଛି। ସମସ୍ତ ୫ଟି ଜିଲାପରିଷଦ ଜୋନ୍‌ ବିଜେଡି ହାତେଇ ନେଇଛି। ମାତ୍ର ସରପଞ୍ଚ ଓ ସମିତିସଭ୍ୟ ପଦବୀରେ ଲଢ଼େଇ କରି ଦଳୀୟ ସମର୍ଥିତ ପ୍ରାର୍ଥୀ…

ଉତ୍ତର-ପଶ୍ଚିମାଞ୍ଚଳରେ ବଢ଼ିବ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଳୀ,୨ା୩: ଚଳିତ ବର୍ଷ ମାର୍ଚ୍ଚରୁ ମେ’ ମାସ ପର୍ଯ୍ୟନ୍ତ ଦେଶରେ ଗ୍ରୀଷ୍ମ ପ୍ରବାହ କିଭଳି ରହିବ ସେ ନେଇ ମଙ୍ଗଳାବର ଇଣ୍ଡିଆନ୍‌ ମେଟେରୋଲୋଜିକାଲ ଡିପାର୍ଟମେଣ୍ଟ (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି। ଏ ବର୍ଷ କିଛି ସ୍ଥାନରେ ତାପମାତ୍ରା ବଢିବାକୁ ଥିବାବେଳେ ଆଉ…

ପ୍ରାର୍ଥୀଙ୍କ ବ୍ୟକ୍ତିତ୍ୱ ହେବ ମାପକାଠି

ଯାଜପୁର ଅଫିସ,୨।୩: ରାଜ୍ୟର ଅନ୍ୟତମ ୧୫୩ ବର୍ଷର ପୁରୁଣା ଯାଜପୁର ପୌର ପରିଷଦରେ ଦୀର୍ଘ ୩ ବର୍ଷ ପରେ ନିର୍ବାଚନ ହେବାକୁ ଯାଉଛି। ବୁଧବାରଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେଉଥିବାରୁ ଏହି ପୁରୁଣା ସହରରେ ଆଶାୟୀ ପ୍ରାର୍ଥୀ ଏବଂ ଭୋଟରଙ୍କ…

କୋଭି୍‌ଡ ସଂକ୍ରମଣ ରୋକିବ ନିମଛେଲି

କୋଲକାତା,୨ା୩: ମହାମାରୀ କରୋନା ସଂକ୍ରମଣ ରୋକିବାରେ ନିମ ଗଛ ଛେଲିର ରସ ସହାୟକ ହେବ। କୋଲକାତାସ୍ଥିତ ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସାଇନ୍‌ସ ଏଜୁକେସନ୍‌ ଆଣ୍ଡ ରିସର୍ଚ୍ଚ (ଆଇଆଇଏସ୍‌ଇଆର୍‌) ଗବେଷଣାରେ ଏହା କୁହାଯାଇଛି। ନିମର ଔଷଧୀୟ ଗୁଣ ପାଇଁ ଶହ ଶହ ବର୍ଷ…

‘କ୍ଷୀର ଏମ୍‌ଏସ୍‌ପି ଲିଟର ପିଛା ୩୫ ଟଙ୍କା କରାଯାଉ’

ଭୁବନେଶ୍ୱର, ୨।୩(ବ୍ୟୁରୋ): କ୍ଷୀରର ସର୍ବନିମ୍ନ କ୍ରୟ ମୂଲ୍ୟ ସ୍ଥିର କରାଯାଇ ନ ଥିବାରୁ ଚାଷୀମାନେ ବିଭିନ୍ନ ଦୁଗ୍ଧ କମ୍ପାନୀ ଦ୍ବାରା ଶୋଷିତ ହେଉଛନ୍ତି। ତେଣୁ କ୍ଷୀରର ସର୍ବନିମ୍ନ ମୂଲ୍ୟ (ଏମ୍‌ଏସ୍‌ପି) ଲିଟର ପିଛା ୩୫ ଟଙ୍କା କରିବାକୁ ଓଡ଼ିଶା ଦୁଗ୍ଧ ଚାଷୀ…

ପର୍ଯ୍ୟଟକଙ୍କ ଚାହିଦାକୁ ଦେଖି ସୁବିଧା

ସମ୍ବଲପୁର ମାଝିପାଲି ଅଞ୍ଚଳରେ ଥିବା ‘ଦି ଓ୍ବେଲ୍‌କମ୍‌ ରିସର୍ଟ ଆଣ୍ଡ୍‌ ସ୍ପା’ ପର୍ଯ୍ୟଟକଙ୍କ ରହଣି ପାଇଁ ଏକ ଉପଯୁକ୍ତ ସ୍ଥାନ। ପିଲାଙ୍କଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟଟକଙ୍କ ପାଇଁ ଏହି ହୋଟେଲ୍‌ ସବୁ ପ୍ରକାର ସୁବିଧା ଯୋଗାଇଥାଏ। ପିଲାଙ୍କ ଖେଳ ସାମଗ୍ରୀଠୁ…

କୋଶିୟାରୀଙ୍କ ମନ୍ତବ୍ୟକୁ ନେଇ ଆଲୋଡ଼ନ

ମୁମ୍ବାଇ, ୨ା୩: ଛତ୍ରପତି ଶିବାଜୀଙ୍କ ଗୁରୁ ଥିଲେ ସନ୍ଥ ସମର୍ଥ ରାମଦାସ। ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ନିକଟରେ ଔରଙ୍ଗାବାଦଠାରେ ଏକ କାର୍ଯ୍ୟକ୍ରମରେ ଏହା କହିବା ପରଠାରୁ ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଜାତୀୟତାବାଦୀ କଂଗ୍ରେସ (ଏନ୍‌ସିପି), ଶିବସେନା,…

ତିନି ପାଦ ତଳକୁ ଖସିଲା ଭାରତ

ନୂଆଦିଲ୍ଲୀ,୨ା୩: ୨୦୩୦ ମସିହା ବେଳକୁ ଭାରତ ଯେଉଁ ବିକାଶ ଲକ୍ଷ୍ୟ ରଖିଥିଲା ତାହା ପୂରଣ ହେବାପରି ମନେହେଉନାହିଁ। ସେଣ୍ଟର ଫର୍‌ ସାଇନ୍ସ ଆଣ୍ଡ୍‌ ଏନ୍‌ଭାଇରନମେଣ୍ଟସ୍‌ ଷ୍ଟେଟ୍‌ ଅଫ୍‌ ଇଣ୍ଡିଆନ୍ସ ଏନ୍‌ଭାଇରନମେଣ୍ଟ ରିପୋର୍ଟ ୨୦୨୨ରୁ ଏହା ସ୍ପଷ୍ଟ ବାରି ହୋଇପଡୁଛି। ପାକିସ୍ତାନକୁ ଛାଡ଼ିଦେଲେ…

ଆଜି ଫେରିବ ୭ ବିମାନ

ନୂଆଦିଲ୍ଲୀ,୨ା୩: ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍‌ ରାଜଧାନୀ କ୍ୱିଭ୍‌ରେ ଆଉ ଜଣେ ହେଲେ ଭାରତୀୟ ନାହାନ୍ତି। ସମସ୍ତ ନାଗରିକ କ୍ୱିଭ୍‌ ଛାଡ଼ିଥିବା ଭାରତର ଅନୁସନ୍ଧାନରୁ ଜଣାପଡ଼ିଛି ବୋଲି ବହିର୍ବ୍ୟାପାର ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା ମଙ୍ଗଳବାର ସୂଚନା ଦେଇଛନ୍ତି। ୟୁକ୍ରେନ୍‌ରୁ ଭାରତୀୟଙ୍କୁ ଏୟାରଲିଫ୍ଟ କରି…

‘କମ୍‌ ଲୋକ ପୁରାଣ ପଢ଼ନ୍ତି’

ପିଲାଟି ଦିନରୁ ପୁରାଣ ଉପରେ ଥିଲା ତାଙ୍କର ବିଶେଷ ଆଗ୍ରହ। ତେଣୁ ପାଠ ପଢ଼ିବା ସମୟରୁ ସେ ପୌରାଣିକ ବିଷୟବସ୍ତୁ ଉପରେ ଲେଖାଲେଖି ଆରମ୍ଭ କରିଦେଇଥିଲେ। ପରବର୍ତ୍ତୀ ସମୟରେ ଜଣେ ଡାକ୍ତର ହୋଇ ମଧ୍ୟ ଲେଖାଲେଖି ଛାଡ଼ି ନ ଥିଲେ। ବରଂ…

ଶିକ୍ଷା ଅଧିକାର ଆଇନ ଉଲ୍ଲଂଘନ ଅଭିଯୋଗ

ଭୁବନେଶ୍ୱର,୨।୩(ବ୍ୟୁରୋ): ଘରୋଇ ସ୍କୁଲରେ ଶିକ୍ଷା ଅଧିକାର ଆଇନ (ଆର୍‌ଟିଇ) ଉଲ୍ଲଂଘନ କରାଯାଉଥିବା ଓଡ଼ିଶା ଅଭିଭାବକ ମହାସଂଘ ଅଭିଯୋଗ କରିଛି। ସଂଘ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟ ସରକାରଙ୍କ ଆର୍‌ଟିଇ ଅନୁସାରେ ଘରୋଇ ସ୍କୁଲରେ ୨୫% ମାଗଣା ନାମଲେଖା ଆର୍‌ଟିଇ ପାରଦର୍ଶୀ ପୋର୍ଟାଲରେ…

ପୌର ନିର୍ବାଚନ: ଆଜିଠୁ ନାମାଙ୍କନ

ଭୁବନେଶ୍ୱର, ୨।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର କର୍ପୋରେଟର ଓ ମେୟର ପଦବୀ ପାଇଁ ବୁଧବାରଠାରୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେଉଛି। ୨ରୁ ୭ତାରିଖ ଅର୍ଥାତ୍‌ ୬ଦିନ ଧରି ଭୁବନେଶ୍ୱର ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri