Home Left

ବସ୍‌ରେ ମହିଳାଙ୍କୁ ବଳାତ୍କାର କଲେ ଡ୍ରାଇଭର

ହାଇଦ୍ରାବାଦ,୧।୩: ହାଇଦ୍ରାବାଦରେ ଏକ ଘରୋଇ ବସ୍‌ରେ ଜଣେ ମହିଳା ଯାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତ ଡ୍ରାଇଭରଙ୍କ ବିରୋଧରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଅଭିଯୋଗ ମୁତାବକ, ମହିଳା ଜଣଙ୍କ ରାତିରେ ଏକ ଘରୋଇ…

ଚର୍ଚ୍ଚରେ ୩ ଛୁଆଙ୍କୁ ଗୁଳି କରି ହତ୍ୟା

ସାକ୍ରାମେଣ୍ଟୋ,୧।୩: ଚର୍ଚ୍ଚରେ ୩ ଛୁଆଙ୍କୁ ଗୁଳି କରି ହତ୍ୟା କରିବା ପରେ ଆତ୍ମହତ୍ୟା କରିଛନ୍ତି ବାପା। କାଲିଫର୍ନିଆର ସାକ୍ରାମେଣ୍ଟୋଠାରେ ଘଟିଥିବା ଏହି ଗୁଳିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରାଣ ହରାଇଥିବା ୫ମ ବ୍ୟକ୍ତି ମୃତ ପରିବାର ସହ କେଉଁ ଭଳି…

ହସ୍ପିଟାଲରେ ‘କଚା ବାଦାମ’ ଗାୟକ ଭୁବନ ବାଦ୍ୟକର

ବୀରଭୂମ,୧।୩: ପଶ୍ଚିମବଙ୍ଗର ବୀରଭୂମରେ କାଚା ବାଦାମ ଖ୍ୟାତିସମ୍ପନ୍ନ ଗାୟକ ଭୁବନ ବାଦକର ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଏଥିରେ ସେ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଭୁବନଙ୍କ ଛାତିରେ ଆଘାତ ଲାଗିଛି। ନିକଟରେ ଏକ…

୭୧ ବର୍ଷରେ ନୀତିଶ: ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ନିଆରା ଢଙ୍ଗରେ ପାଳନ କଲେ କାର୍ଯ୍ୟକର୍ତ୍ତା

ପାଟନା,୧।୩:: ଆଜି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଜନ୍ମଦିନ। ସେ ଆଜି ୭୧ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଚାରିଆଡୁ ତାଙ୍କୁ ଶୁଭେଚ୍ଛା ବାର୍ତ୍ତା ମିଳୁଛି। ଜେଡିୟୁ କାର୍ଯ୍ୟକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନକୁ ଏକ ନିଆରା ଢଙ୍ଗରେ ପାଳନ କରୁଛନ୍ତି। ଜେଡିୟୁ…

ଶେଷ ରାଉଣ୍ଡରେ ୨ ଭୋଟରେ ଜିତିଲେ

ସମ୍ବଲପୁର,୧।୩(ବ୍ୟୁରୋ): ସମ୍ବଲପୁର ଜିଲାରେ ପଞ୍ଚାୟତ ନିର୍ବାଚନ ଫଳାଫଳ ଘୋଷଣା ହୋଇସାରିଛି। ମାତ୍ର ୨ଖଣ୍ଡ ଭୋଟରେ ଜଣେ ସରପଞ୍ଚ ପ୍ରାର୍ଥୀ ବିଜୟ ହେବା ଘଟଣା ଆଲୋଚନାର ବିଷୟ ହୋଇଛି। ଚଳିତ ନିର୍ବାଚନରେ ଯୁଯୁମୁରା ବ୍ଲକ ଉପାଧ୍ୟକ୍ଷ ନିରଞ୍ଜନ ପଣ୍ଡା ଝାଙ୍କରପାଲି ପଞ୍ଚାୟତ ଓ…

କାଳ ହେଲା ଦୃଢ଼ ଆତ୍ମବିଶ୍ୱାସ

ଯାଜପୁର ଅଫିସ,୧ା୩:ଯାଜପୁର ଜିଲାରେ ୨୦୧୭ ପଞ୍ଚାୟତ ଓ ୨୦୧୯ ସାଧାରଣ ନିର୍ବାଚନରେ ଭାଜପାର ସଫଳତା ବିଜେଡି ଶିବିରକୁ ଦୋହଲାଇ ଦେଇଥିଲା। ଏଥିରେ ଭାଜପା ନେତା ଓ କର୍ମୀମାନଙ୍କ ମଧ୍ୟରେ ଆମତ୍ବିଶ୍ୱାସ ବଢ଼ିଥିଲା। ପରବର୍ତ୍ତୀ ନିର୍ବାଚନରେ ଦଳ ଆହୁରି ଅଧିକ ଭୋଟ ପାଇବ…

ଚମକିଲେ ନିଆରା ହୀରା

ପୁରୀ ଅଫିସ,୧।୩:ବାପା ଦିନମଜୁରିଆ। ମୁଣ୍ଡ ଗୁଞ୍ଜିବାକୁ ପକ୍କା ଘରଟିଏ ନାହିଁ। ଫନୀ ମହାବାତ୍ୟା ପରଠାରୁ ପଲିଥିନ ତଳେ ବିତିଛି ଜୀବନ। ହେଲେ ରାଜନୀତି ପ୍ରତି ଥିବା ଆଗ୍ରହ ଓ ନିଷ୍ଠା ପାଇଁ ସେ ଆଜି ସାରା ଜିଲାରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି।…

ସେପ୍ଟେମ୍ବରରେ ଓସିଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ ଅଫିସ,୧ା୩:ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ସୋମବାର ନିଯୁକ୍ତି କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏହି କ୍ୟାଲେଣ୍ଡର ଅନୁଯାୟୀ ୨୦୨୨-୨୩ ଶିକ୍ଷାବର୍ଷରେ ଓପିଏସ୍‌ସି ପକ୍ଷରୁ ହେବାକୁ ଥିବା ନିଯୁକ୍ତି ପରୀକ୍ଷାଗୁଡ଼ିକର ସମୟ ଏବଂ ମାସ ସ୍ଥିର କରାଯାଇଛି। ୨୦୨୨-୨୩ ଶିକ୍ଷାବର୍ଷରେ ୨୨ଟି…

ବନ୍ଦେ ଉତ୍କଳ ଜନନୀ ଗାଇଲେ ରାଜ୍ୟପାଳ

କଟକ ଅଫିସ,୧ା୩:ଦେଶାତ୍ମବୋଧକ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାଇଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ସୋମବାର କଟକର ଏକ ଷ୍ଟୁଡିଓରେ ଏହି ଗୀତରେ ରାଜ୍ୟପାଳ ନିଜ କଣ୍ଠଦାନ କରିଛନ୍ତି। ଓଡ଼ିଆରେ ଗୀତ ଗାଇ ରାଜ୍ୟପାଳ ବେଶ ଖୁସି ପ୍ରକଟ କରିଛନ୍ତି। ଏ…

ଭବିଷ୍ୟତ ପାଇଁ ପ୍ରସ୍ତୁତ ହୁଅନ୍ତୁ ପିଲା

କୋଭିଡ୍‌ ମହାମାରୀ ସମୟରେ ଏନ୍‌ଆଇଆଇଏସ୍‌ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ କି ସୁବିଧା ପ୍ରଦାନ କରାଯାଇଛି? ମହାମାରୀ ବେଳେ ସମସ୍ତ ଶାଖାରେ ଛାତ୍ରୀଛାତ୍ରଙ୍କୁ ଶିକ୍ଷା ସୁବିଧା ଯୋଗାଇବା ଏକ କଠିନ ବ୍ୟାପାର ଥିଲା। ତେବେ ଆମେ ଏହାକୁ ଏକ ଆହ୍ବାନ ମନେକରି ୨୦୨୦ ଆରମ୍ଭରୁ…

ବଢ଼ୁଛି ପରିକ୍ରମା ପ୍ରକଳ୍ପ ଅଡ଼ୁଆ

ପୁରୀ ଅଫିସ,୧।୩:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ଅଡୁଆ ପରିସ୍ଥିତି ସୃଷ୍ଟି ହେବାରେ ଲାଗିଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ୧୦୦ ମିଟର ପରିଧିରେ ନିର୍ମାଣ କାର୍ଯ୍ୟ ହୋଇପାରିବନାହିଁ ବୋଲି ନ୍ୟାଶନାଲ ମନୁମେଣ୍ଟ ଅଥରିଟି (ଏନ୍‌ଏମ୍‌ଏ) ସ୍ପଷ୍ଟ କରିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ…

ହିଜାବ ନୁହେଁ, ପରୀକ୍ଷାକୁ ଗୁରୁତ୍ୱ ଦେଉଛି ବେଙ୍ଗାଲୁରୁ ସ୍କୁଲ

ବେଙ୍ଗାଲୁରୁ,୧।୩: କର୍ନାଟକ ସ୍କୁଲଗୁଡ଼ିକରେ ବାର୍ଷିକ ପରୀକ୍ଷା ଚାଲିଛି। ବିଭିନ୍ନ ଜିଲାରେ ହିଜାବ ପରିଧାନ କରିଥିବା ଅନେକ ଛାତ୍ରୀଛାତ୍ର ପରୀକ୍ଷା ଦେଇ ପାରି ନ ଥିବା ବେଳେ ବେଙ୍ଗାଲୁରୁ ସ୍ଥିତ ବିଭିନ୍ନ ସ୍କୁଲ କେବଳ ପରୀକ୍ଷାକୁ ଗୁରୁତ୍ୱ ଦେଉଛନ୍ତି। ହିଜାବ ପିନ୍ଧିଥିବା ଛାତ୍ରୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri