Home Left

ପୌର ନିର୍ବାଚନରେ ପଡ଼ିପାରେ ପଞ୍ଚାୟତର ପ୍ରଭାବ

ଭୁବନେଶ୍ୱର, ୧।୩ (ବ୍ୟୁରୋ):ରାତି ପାହିଲେ ପୌର ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ଏଥିପାଇଁ ୩ ପ୍ରମୁଖ ଦଳ ମଧ୍ୟରେ କସରତ ଆରମ୍ଭ ହୋଇଗଲାଣି। ପଞ୍ଚାୟତ ନିର୍ବାଚନରେ ଶାସକ ଦଳ ବିଜେଡିର ସଂଖ୍ୟା ଗରିଷ୍ଠତା ବିଜୟ ଭାଜପା ଓ କଂଗ୍ରେସ…

୨୦ ବର୍ଷର ରେକର୍ଡ ଭାଙ୍ଗିଲା

ଯାଜପୁର ଅଫିସ/ଯାଜପୁର ଟାଉନ (ଡି.ଏନ.ଏ.),୧ା୩:ଯାଜପୁର ଜିଲାରେ ଚଳିତ ପଞ୍ଚାୟତ ନିର୍ବାଚନରେ ବିଜେଡି ଅଭୂତପୂର୍ବ ସଫଳତା ପାଇଛି। ଏକତରଫା ଫଳାଫଳ ସମସ୍ତଙ୍କୁ ଚକିତ କରିଛି। ପଞ୍ଚାୟତ ନିର୍ବାଚନରେ ସମସ୍ତ ରେକର୍ଡଙ୍କୁ ଭାଙ୍ଗି ବିଜେଡି ୨୦ ବର୍ଷରେ ଇତିହାସ ରଚିଛି। ଭୋଟ ଗଣତିର ତୃତୀୟ…

ରାଜନୈତିକ ଦଳକୁ ପୂରାଇ ନ ଦେବାକୁ ନିଷ୍ପତ୍ତି

ପାରାଦୀପ,୧ା୩(ସ୍ବ.ପ୍ର.)ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ପାରାଦୀପ ପୌରାଞ୍ଚଳରେ ନିର୍ବାଚନ ହେବ ବୋଲି ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏଥିପାଇଁ ମାର୍ଚ୍ଚ ୨ ରୁ ୭ ତାରିଖ ମଧ୍ୟରେ ପ୍ରାର୍ଥତ୍ପତ୍ର ଦାଖଲ ହେବ। ପ୍ରମୁଖ ରାଜନୈତିକ ଦଳ ମଧ୍ୟରେ ପ୍ରାର୍ଥୀ ଚୟନକୁ ନେଇ…

ଭୋଟ ଗଣତି କେନ୍ଦ୍ରରୁ ଫେରିଲା ବେଳେ ଦୁର୍ଘଟଣା, ଗଲା ୫ ଜୀବନ

ଖମାର,୧।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡା ବ୍ଲକ ୧୪୯ ନମ୍ବର ଜାତୀୟ ରାଜପଥ ଖମାର ଥାନା ଅନ୍ତର୍ଗତ କଣ୍ଟିଆପସି ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୫ ଜଣ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକଳ, ଇଞ୍ଜିଡି ଗାଁର…

ଯୁଦ୍ଧ ପାଇଁ ୟୁକ୍ରେନ ଦାୟୀ: ରୁଷିଆ

ମସ୍କୋ,୧ ।୩: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଲାଗି ରହିଛି ଯୁଦ୍ଧ । ଇତିମଧ୍ୟରେ ମିଳିତ ଜାତିସଂଘର ସାଧାରଣ ସଭା ପକ୍ଷରୁ ଆୟୋଜିତ ଏକ ସ୍ୱତନ୍ତ୍ର ଅଧିବେଶନରେ ୟୁକ୍ରେନ ସଙ୍କଟକୁ ଗୁରୁତର ଭାବେ ଆଲୋଚନା କରାଯାଇଛି । ମିଳିତ ଜାତିସଂଘର ସାଧାରଣ ସଭାରେ କିଛି…

ବବି ଦେଓଲଙ୍କ ଲାଗି ପୋଷ୍ଟ ଶେୟାର କରି ଏମିତି କହିଲେ ଭାଇଜାନ୍‌

ବବି ଦେଓଲଙ୍କ ଫିଲ୍ମ ‘ଲଭ ହଷ୍ଟେଲ’ ରିଲିଜ ହେବା ଦିନଠାରୁ ତାଙ୍କ ଅଭିନୟ ପାଇଁ ଅନେକ ପ୍ରଶଂସା ମିଳିଛି। ଜି ଫାଇଭ୍‌ରେ ମୁକ୍ତିଲାଭ କରିଥିବା ଏହି ଫିଲ୍ମ ବବି ଦେଓଲ ଖଳନାୟକ ଭୂମିକାରେ ଅଭିନୟ କରିଛନ୍ତି । ଫିଲ୍ମରେ ବବିଙ୍କ ଅଭିନୟକୁ…

ଧବଳେଶ୍ୱର ପୀଠରେ ୧୪୪ ଲାଗୁ

କଟକ ଅଫିସ,୧।୩: ମଙ୍ଗଳବାର ମହାଶିବରାତ୍ରୀ ଅବସରରେ ସମସ୍ତ ଶୈବପୀଠରେ ସ୍ବତନ୍ତ୍ର ପୂଜାର୍ଚ୍ଚନା ଆରମ୍ଭ ହୋଇଯାଇଛି। ହେଲେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ କୋଭିଡ୍‌ କଟକଣା ଜାରି କରାଯାଇଛି। ଏଭଳି ସ୍ଥିତିରେ କଟକ ଜିଲା ଆଠଗଡ଼ ସ୍ଥିତ…

ଆଇପିଏଲରୁ ଓହରିଲେ ବିସ୍ଫୋରକ ଓପନର

ମୁମ୍ବାଇ,୧।୩: ଆସନ୍ତା ୨୬ ତାରିଖରୁ ହେବାକୁ ଯାଉଥିବା ଆଇପିଏଲରୁ ଓହରି ଯାଇଛନ୍ତି ଇଂଲଣ୍ଡ ଓପନର ଜାସନ ରୟ। ପ୍ରାୟ ୨ ମାସ ଧରି ଟୁର୍ନାମେଣ୍ଟ ବବଲରେ ରହିବାକୁ ଚ୍ୟାଲେଞ୍ଜିଂ ମନେ କରି ସେ ଏଭଳି ନିଷ୍ପତ୍ତି ନେଇଛନ୍ତି। ତାଙ୍କୁ ମେଗା ଅକ୍‌ଶନରେ…

ଭାକ୍ୟୁମ ବୋମା ବ୍ୟବହାର କରୁଛି ରୁଷିଆ

ଓ୍ବାଶିଂଟନ,୧।୩: ୟୁକ୍ରେନ ଉପରେ ଆକ୍ରମଣର ୬ଷ୍ଠ ଦିନ ତଥା ସୋମବାର ରୁଷିଆ ଭାକ୍ୟୁମ ଓ କ୍ଲଷ୍ଟର ବୋମାରେ ଆକ୍ରମଣ କରିଛି। ଏହି ଅସ୍ତ୍ରକୁ ବ୍ୟବହାର କରି ରୁଷ ଜେନେଭା ଚୁକ୍ତିର ଉଲ୍ଲଂଘନ କରିଛି ବୋଲି ୟୁକ୍ରେନର ଦୂତ ଆମେରିକାକୁ କହିଛନ୍ତି। ମାନବାଧିକାର…

୭ରେ ଏଚ୍‌ଏଲ୍‌ଟି, ଏସ୍‌ଏସ୍‌ ପରୀକ୍ଷା

କଟକ,୧।୩: ଆସନ୍ତା ମାର୍ଚ୍ଚ ୭ତାରିଖରେ ଅଷ୍ଟମଶ୍ରେଣୀ ଛାତ୍ରୀଛାତ୍ରଙ୍କ ପ୍ରଥମ ଷାଣ୍ମାସିକ ଓଡ଼ିଆ ଭାଷା ପରୀକ୍ଷା (ଏଚ୍‌ଏଲ୍‌ଟି) ଏବଂ ଦଶମ ଶ୍ରେଣୀର ପ୍ରଥମ ଏକକ ବିଷୟ (ଏସ୍‌ଏସ୍‌) ପରୀକ୍ଷା ଅନୁଷ୍ଠିତ ହେବ। ୫୯୧ଜଣ ଏଚ୍‌ଏଲ୍‌ଟି ଏବଂ ୩୦୧୩ ଜଣ ପରୀକ୍ଷାର୍ଥୀ ଏକକ ବିଷୟରେ…

ବାପାଙ୍କ ଟାଙ୍ଗିଆ ଚୋଟରେ ୧୩ ବର୍ଷ ଝିଅର ମୃତ୍ୟୁ

ବୌଦ୍ଧ/ବାଉଁଶୁଣୀ,୧।୩(ସ୍ବ.ପ୍ର./ଡି.ଏନ.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ଥାନାର ଗୋଛାପଡା ଗ୍ରାମରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ବ୍ୟକ୍ତିଙ୍କ ଟାଙ୍ଗିଆ ଆକ୍ରମଣରେ ତାଙ୍କର ୧୩ ବର୍ଷର ଝିଅର ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଓ ଶାଳକ ଗୁରୁତର ହୋଇଛନ୍ତି…

ୟୁକ୍ରେନ୍‌କୁ ବଢ଼ୁଛି ସହଯୋଗ

କ୍ୱିଭ,୧।୩: ୟୁକ୍ରେନରେ ରୁଷିଆର ଆକ୍ରମଣ ଜାରି ଥିବାବେଳେ ବିଭିନ୍ନ ଦେଶ କ୍ୱିଭ୍‌କୁ ସେମାନଙ୍କ ସାମରିକ ସହାୟତା ପ୍ରଦାନ କରିବାରେ ଲାଗିଛନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ୩୫୦ ମିଲିୟନ ଡଲାରର ସାମରିକ ଏବଂ ୫୪ ମିଲିୟନ ଡଲାରର ମାନବୀୟ ସହାୟତା ପ୍ରଦାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri