Home Left

ପୁରୁଷୋତ୍ତମପୁର ୩୬ ଜୋନକୁ ଦଖଲ କଲା ବିଜେଡି

ପୁରୁଷୋତ୍ତମପୁର, ୨୮/୨(ଡିଏନ୍ଏ): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମ ପୁର ବ୍ଲକ ୩୬ ଜୋନ ଅଧିନରେ ଥିବା ୧୦ଗୋଟି ପଞ୍ଚାୟତର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଜିଲ୍ଲା ପରିଷଦ ପ୍ରାର୍ଥୀ ବିଜେଡି ର ଭଜମନ ବେହେରା ୧୭,୮୫୮ ଭୋଟ ପାଇଥିବା ବେଳେ ଭାଜପାର…

୧୮୭ ବର୍ଷ ପରେ କାଶୀ ବିଶ୍ୱନାଥ ମନ୍ଦିରରେ ଏମିତି ଘଟିଲା: ମୋଦି କଲେ ପ୍ରଶଂସା

ବାରାଣସୀ,୨୮।୨: କାଶୀ ବିଶ୍ୱନାଥ ମନ୍ଦିର ଇତିହାସରେ ଆଉ ଏକ ସୁବର୍ଣ୍ଣ ଅଧ୍ୟାୟ ଯୋଡା ଯାଇଛି। ୧୮୭ ବର୍ଷର ଦୀର୍ଘ ଅପେକ୍ଷା ପରେ ମନ୍ଦିରରେ ସୁନା ଲଗାଯାଇଥିଲା। ମନ୍ଦିରର ଗର୍ଭଗୃହ ଭିତରେ ଥିବା କାନ୍ଥଗୁଡ଼ିକ ୩୦ ଘଣ୍ଟା ମଧ୍ୟରେ ସୁନାରେ ଆବୃତ ହୋଇଛି।…

ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୦୭୧କୁ ବୃଦ୍ଧି

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୨୦୦ ତଳେ ଥିବା ବେଳେ ଆଜି ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା…

ପଞ୍ଜାବ ମଙ୍ଗ ଧରିବେ ମୟଙ୍କ

ନୂଆଦିଲ୍ଲୀ,୨୮।୨: ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ ସିଜନରେ ମୟଙ୍କ ଅଗ୍ରଓ୍ବାଲ ପଞ୍ଜାବ କିଙ୍ଗ୍ସ ଦଳର ଅଧିନାୟକ ଭାର ସମ୍ଭାଳିବେ। ୨୦୧୮ଠାରୁ ଭାରତୀୟ ଓପନର ଏହି ଫ୍ରାଞ୍ଚାଇଜ ସହ ଯୋଡ଼ି ହୋଇ ଅଛନ୍ତି। ସେ ପୂର୍ବରୁ ଦଳର ଉପ…

୨୪ ଘଣ୍ଟାରେ ୟୁକ୍ରେନ୍‌ର ହସ୍ପିଟାଲରେ ଶେଷ ହୋଇଯିବ ଅକ୍ସିଜେନ୍‌

କ୍ୱିଭ୍‌,୨୮।୨: ରୁଷିଆର ଆକ୍ରମଣ ପରେ ୟୁକ୍ରେନ୍‌ରେ ଗୁରୁତର ସ୍ବାସ୍ଥ୍ୟ ସଙ୍କଟ ଦେଖାଦେଇଛି। ରାଜଧାନୀ କ୍ୱିଭ୍‌ ସମେତ ସାରା ଦେଶରେ ଅକ୍ସିଜେନ୍‌ ଯୋଗାଣ ସ୍ଥିତି ବିପଜ୍ଜନକସ୍ତରରେ ପହଞ୍ଚତ୍ଛି। ଟ୍ରକ୍‌ ଯୋଗେ ପ୍ଲାଣ୍ଟରୁ ଅକ୍ସିଜେନ ନେଇ ହସ୍ପିଟାଲରେ ପହଞ୍ଚାଇବା ସମ୍ଭବ ହେଉନାହିଁ। କେତେକ ହସ୍ପିଟାଲରେ…

୬ ବର୍ଷର ଝିଅକୁ ପିଟିପିଟି ମାରିଦେଲେ ମା-ବାପା

ଦିଗପହଣ୍ଡି,୨୮ା୨(ଡି.ଏନ୍‌.ଏ.): ଖାଇବାକୁ ଅଝଟ କରିବାରୁ ନିଜ ଝିଅକୁ ପିଟି ପାଟି ମାରିଦେଇଛନ୍ତି ବାପା ଏବଂ ସାବତ ମା’। ଆଗରୁ ଝିଅଟିର ଜନ୍ମକଲା ମା’ ଚାଲି ଯାଇଥିବା ବେଳେ ବାପା ଏବଂ ସାବତ ମା’ଙ୍କ ସହ ରହୁଥିଲା କୁନି ଝିଅଟି। ଶେଷରେ ସାବତ…

ଦୌଡି ଦୌଡି ଯାଇ ଏହି ବ୍ୟକ୍ତିଙ୍କ ହାତରେ ଟ୍ରଫି ଧରାଇଲେ ରୋହିତ ଶର୍ମା

ଧର୍ମଶାଳା,୨୮।୨: ଶ୍ରୀଲଙ୍କା ବିପକ୍ଷରେ ଟି-୨୦ ସିରିଜରେ ଭାରତ ୩-୦ କ୍ଲିନ ସୁଇପ କରିଛି। ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ଭାରତ ଭ୍ରମଣକାରୀ ଦଳକୁ ୬ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ପରେ ଅଧିନାୟକ ରୋହିତ ଶର୍ମା ଟ୍ରଫି ଧରି…

ପାଟଣାର ୨୨ ନଂ ଜୋନ୍‌ରେ ବିଜେଡିର ବାଜିମାତ୍‌

ପାଟଣା,୨୮ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୨୨ ନମ୍ବର ଜୋନ୍‌ରେ ୩ ଜିଲା ପରିଷଦ ପ୍ରାର୍ଥୀ ନିର୍ବାଚନ ଲଢ଼ୁଥିବା ବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପାଟଣାରେ ଭୋଟ୍‌ ଗଣନା ହୋଇଛି। ପାଟଣା ବ୍ଲକ ୨୨ ଜୋନ୍‌ ବିଜେଡି ସୌଭାଗ୍ୟ ମଞ୍ଜରୀ…

ଭାବପ୍ରବଣ ହେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୮।୨: ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧ ମଧ୍ୟରେ ଭାରତୀୟ ଛାତ୍ରୀଛାତ୍ରମାନଙ୍କୁ ଉଦ୍ଧାର କରିବା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ କେନ୍ଦ୍ରକୁ ନିବେଦନ କରିଛନ୍ତି। ୟୁକ୍ରେନରେ ଭାରତୀୟ ଛାତୀଛାତ୍ର ଅବସ୍ଥା ଦେଖି ଭାବପ୍ରବଣ ହୋଇପଡିଛନ୍ତି ରାହୁଲ। ସେ ଏକ…

ଏହି କ୍ରିକେଟର୍‌ଙ୍କ ଧୈର୍ଯ୍ୟକୁ ଦେଶ କରୁଛି ସଲାମ

ନୂଆଦିଲ୍ଲୀ,୨୮।୨: କଥାରେ ଅଛି, ଦୁଃଖ ଯେତେବେଳେ ଆସେ ଭାଇ-ବନ୍ଧୁ-କୁଟୁମ୍ବ ଧରି ଆସେ। ବରୋଦା କ୍ରିକେଟର ବିଷ୍ଣୁ ସୋଲାଙ୍କିଙ୍କ କ୍ଷେତ୍ରରେ ଏହି ଉକ୍ତିର ଯଥାର୍ଥ ପ୍ରତିପାଦିତ ହୋଇଛି। ଝିଅ ପରେ ବାପାଙ୍କୁ ହରାଇଥିବା ବିଷ୍ଣୁ ସବୁ ଭୁଲି ଦଳ ପାଇଁ ମ୍ୟାଚ୍‌ ଖେଳୁଥିବା…

ଖୋଲିଲା ସ୍କୁଲ, ସାଙ୍ଗସାଥୀଙ୍କ ସହ ମଜା କରୁଛନ୍ତି ପିଲା

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ଦୀର୍ଘ ୨ ବର୍ଷ ପରେ ସୋମବାର ଖୋଲିଛି ପ୍ରଥମରୁ ସପ୍ତମ ଶ୍ରେଣୀ। ପିଲାମାନେ ସ୍କୁଲ ପରିସରରେ ପହଞ୍ଚି ବେଶ୍‌ ଖୁସି ହୋଇଥିବା ଦେଖିବାକୁ ମିଳିଛି। ଏପରିକି ନୂଆ ସାଙ୍ଗସାଥୀଙ୍କୁ ପାଇ ସେମାନଙ୍କ ସହ ନାଚ, ଗୀତ, ଖେଳକୁଦ କରୁଛନ୍ତି। ପିଲା…

ସାଥୀ ଖେଳାଳିଙ୍କୁ ଖାସ୍‌ ମେସେଜ୍‌ ଦେଲେ ରୋହିତ ଶର୍ମା

ଧର୍ମଶାଳା,୨୮।୨: ଭାରତୀୟ କ୍ରିକେଟ ଦଳର ବିଜୟ ଧାରା ଜାରି ରହିଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ରବିବାର ସିରିଜର ତୃତୀୟ ତଥା ଅନ୍ତିମ ଟି -୨୦ ମ୍ୟାଚରେ ଶ୍ରୀଲଙ୍କାକୁ ୬ ଉଇକେଟରେ ପରାସ୍ତ କରିଛି। ଏହିପରି, ଆୟୋଜକ ଦଳ ୩ ମ୍ୟାଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri