Home Left

ଶିକ୍ଷୟିତ୍ରୀଙ୍କୁ ହତ୍ୟା କଲେ ନାବାଳକ ପ୍ରେମିକ

ଲକ୍ଷ୍ନୌ ୪।୭: ଉତ୍ତରପ୍ରଦେଶ ଅଯୋଧ୍ୟା କୋତଓ୍ବାଲିରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଅନୈତିକ ସମ୍ପର୍କକୁ ନେଇ ଜଣେ ସ୍କୁଲ ଶିକ୍ଷୟିତ୍ରୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ଜଣେ ୧୭ ବର୍ଷୀୟ ବାଳକଙ୍କୁ ୟୁପି ପୋଲିସ ଗିରଫ କରିଛି।…

ଶହେ ଦିନରେ ୮୪୪କୋଟି ଟଙ୍କାର ସମ୍ପତ୍ତି ଜବତ

ଲକ୍ଷ୍ନୌ,୪।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଦ୍ୱିତୀୟ କାର୍ଯ୍ୟକାଳର ୧୦୦ଦିନ ସୋମବାର ପୂରଣ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଏକ ପତ୍ରିକା ଉନ୍ମୋଚନ କରିଛନ୍ତି। ଯେଉଁଥିରେ ତାଙ୍କ ସରକାରଙ୍କ ସଫଳତା ବିଷୟରେ ବଖାଣିବା ସହ ଏହି ଶହେ ଦିନ ସେବା,…

ଟ୍ରକ୍‌ ଧକ୍କାରେ ଚାଲିଗଲା ୪ ଜୀବନ

ନୂଆପଡ଼ା ଅଫିସ, ୪।୭: ନୂଆପଡ଼ା ଜିଲା କୋମନା ବ୍ଲକ୍‌ କ୍ରିଷ୍ଣା ଗାଁ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି। ଗୁରୁତରଙ୍କୁ ସ୍ଥାନୀୟ ହସ୍ପିଟାଲରେ…

ଗତ ସପ୍ତାହରେ ଉଦ୍ଧବଙ୍କ ଠାକ୍‌ରେ ପାଇଁ କାନ୍ଦୁଥିଲେ, ଆଜି ଦେଲେ ଧୋକା

ମୁମ୍ବାଇ,୪।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କ ଫ୍ଲୋର ଟେଷ୍ଟର ଗୋଟିଏ ଦିନ ପୂର୍ବରୁ ଉଦ୍ଧବ ଠାକରେଙ୍କୁ ଆଉ ଏକ ଝଟ୍‌କା ଲାଗିଥିଲା। ଉଦ୍ଧବ ସହ ଥିବା ଅନ୍ୟ ଜଣେ ଶିବସେନା ବିଧାୟକ ସିନ୍ଧେ ଦଳରେ ଯୋଗ ଦେଇଥିଲେ। ରବିବାର ବିଳମ୍ବିତ ରାତିରେ…

‘ଇଡି’ ସରକାରର ଅର୍ଥ ବୁଝାଇଲେ ଫଡ୍‌ନବିସ

ମୁମ୍ବାଇ,୪।୭: ମହାରାଷ୍ଟ୍ର ବିଧାନସଭାରେ ସୋମବାର ଅନୁଷ୍ଠିତ ଆସ୍ଥା ଭୋଟରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ବାଜି ମାରିନେଇଛନ୍ତି। ତାଙ୍କ ସପକ୍ଷରେ ୧୬୪ ଜଣ ବିଧାୟକ ଭୋଟ ଦେଇଥିବା ବେଳେ ବିରୋଧୀଙ୍କ ପକ୍ଷରେ ୯୯ ଖଣ୍ଡ ଭୋଟ ଯାଇଛି। ଏହାପରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ…

ମୂସଓ୍ବୋଲାଙ୍କୁ ଗୁଳି ମାରିଥିବା ଶୁଟର ଗିରଫ

ନୂଆଦିଲ୍ଲୀ,୪।୭:ପଞ୍ଜାବୀ ଗାୟକ ସିଦ୍ଧୁ ମୂସେୱାଲାଙ୍କୁ ଗୁଳି ମାରି ହତ୍ୟା କରିଥିବା ଶୁଟର୍‌ ଅଙ୍କିତ ସିରସାଙ୍କୁ ତାଙ୍କ ସହଯୋଗୀଙ୍କ ସହ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ଗିରଫ କରିଛି। ମୂସେୱାଲାଙ୍କ ହତ୍ୟାରେ ସମ୍ପୃକ୍ତ ଶୁଟରମାନଙ୍କ ମଧ୍ୟରୁ ଅଙ୍କିତ ଅନ୍ୟତମ। ସେ ରାଜସ୍ଥାନରେ ୨…

ମଣିପୁର ଭୂସ୍ଖଳନ: ୪୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଇମ୍ଫାଲ୍‌,୪।୭: ମଣିପୁର ନୋନି ଜିଲାରେ ଭୂସ୍ଖଳନ ଘଟଣାକୁ ୬ ଦିନ ବିତିଯାଇଛି। ହେଲେ ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସୋମବାର ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୪୨ରେ ପହଞ୍ଚିଛି। ଘଟଣାରେ ୨୦ ଜଣ ଏବେବି ନିଖୋଜ ଥିବା ଉଦ୍ଧାରକାରୀ ଦଳ…

ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲା: ୬ ଜଣିଆ ଟିମ୍‌ ଗଠିତ

ଭୁବନେଶ୍ୱର,୪ା୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାକୁ ନେଇ କଲେଜ ପକ୍ଷରୁ ତଦନ୍ତ ପାଇଁ ୬ ଜଣିଆ ତଦନ୍ତକାରୀ ଟିମ୍‌ ଗଠନ କରାଯାଇଛି। ଏଥିରେ ଆଣ୍ଟି ର଼୍ୟାଗିଂ କମିଟି, ଶୃଙ୍ଖଳା କମିଟି ଓ ସମସ୍ତ ବିଭାଗର ଅଧ୍ୟାପକ ଏଥିରେ…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏହି ସବୁ ଜିଲାରେ ବର୍ଷିବ!

ଭୁବନେଶ୍ୱର,୪।୭(ବ୍ୟୁରୋ): ଦକ୍ଷିଣ ଝାଡଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହେବା ଫଳରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଓ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣି ବଳୟଟି ବାୟୁମଣ୍ଡଳରେ ୫.୮…

ନେପାଳକୁ ୭୫ ଆମ୍ବୁଲାନ୍ସ, ୧୭ ସ୍କୁଲ ବସ୍‌ ଉପହାର ଦେଲା ଭାରତ

ନୂଆଦିଲ୍ଳୀ,୩।୭: ଭାରତ ସରକାରଙ୍କ ପକ୍ଷରୁ ୭୫ଟି ଆମ୍ବୁଲାନ୍ସ ଏବଂ ୧୭ଟି ସ୍କୁଲ ବସ୍‌ ପଡ଼ୋଶୀ ଦେଶ ନେପାଳକୁ ଉପହାର ପ୍ରଦାନ କରାଯାଇଛି। ନେପାଳରେ ନବନିଯୁକ୍ତ ଭାରତ ରାଷ୍ଟ୍ରଦୂତ ନବୀନ ଶ୍ରୀବାସ୍ତବ ଆମ୍ବୁଲାନ୍ସ ଏବଂ ବସ୍‌ର ଚାବି ନେପାଳ ଶିକ୍ଷାମନ୍ତ୍ରୀ ଦେବେନ୍ଦ୍ର ପଉଦେଲଙ୍କୁ…

ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା ଅଭିଯୋଗ

ଭଦ୍ରକ ଅଫିସ,୪ା୭: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବିଜେଗଙ୍ଗାଧରପୁର ଗ୍ରାମରେ ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଉଛନ୍ତି ବିଦ୍ୟାଧର ମାଝି। ସୂଚନା ମୁତାବକ ବିଦ୍ୟାଧର ଏକ ବିବାହ ଭୋଜିରେ ଯୋଗ ଦେବା ପାଇଁ ଯାଇଥିଲେ।…

୧୦ ବର୍ଷ ମଧ୍ୟରେ କୌଣସି ସାକ୍ଷାତକାର ଦେଇ ନ ଥିଲେ ବିଜୟ

ଚେନ୍ନାଇ: ସାଉଥ୍ ସୁପରଷ୍ଟାର ଥାଲାପତି ବିଜୟ ନିଜ ଅଭିନୟ ବଳରେ ଦର୍ଶକଙ୍କ ଖୁବ୍ ନିକଟତର ହୋଇପାରିଛନ୍ତି । ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ବିଷ୍ଟ’ ପାଇଁ ସେ ଏବେ ଚର୍ଚ୍ଚାରେ ଅଛନ୍ତି । ଏହା ବକ୍ସ ଅଫିସରେ ଖୁବ୍ ସଫଳତା ପାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?