ବିଦ୍ୟୁତ୍ ଶୁଳ୍କ ବୃଦ୍ଧିକୁ ବିରୋଧ
ଭୁବନେଶ୍ୱର,୨୮।୨(ବ୍ୟୁରୋ): ବର୍ଦ୍ଧିତ ବିଦ୍ୟୁତ୍ ଦେୟ ଦେଇ ରାଜ୍ୟବାସୀ ଶୋଷଣର ଶିକାର ହେବାକୁ ଯାଉଛନ୍ତି ବୋଲି ସମାଜବାଦୀ ପାର୍ଟି ପକ୍ଷରୁ ଅଭିଯୋଗ କରାଯାଇଛି। ଏନେଇ ଦଳର ରାଜ୍ୟ କମିଟି ସଭାପତି ରବି ବେହେରା କହିଛନ୍ତି, ହାଇକୋର୍ଟ ନିର୍ଦ୍ଦେଶ ସତ୍ତ୍ବେ ବେଦାନ୍ତ ତା’ର ଥର୍ମାଲ…
ମେଗା ଜଳ ଯୋଗାଣ ପ୍ରକଳ୍ପରେ ବ୍ୟାପକ ତ୍ରୁଟି
ଯାଜପୁର ଅଫିସ,୨୮ା୨: ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ଓଏମ୍ବିଏଡିସି (ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ନିର୍ମାଣ ହେଉଥିବା ମେଗା ପାଇପ୍ ଜଳଯୋଗାଣ ପ୍ରକଳ୍ପ-୨ରେ ବ୍ୟାପକ ତ୍ରୁଟି ହୋଇଛି। ଏହି ପ୍ରକଳ୍ପର ପମ୍ପ ହାଉସ୍କୁ ନିର୍ମିତ ପ୍ରବେଶ…
ଗଡ଼ଜାତ ଆନ୍ଦୋଳନର ସଂଗ୍ରାମର ଆଲୋକ ଶିଖା
ଭାରତର ସ୍ବାଧୀନତା ସଂଗ୍ରାମରେ ଝାସ ଦେଇଥିବା ସୁଯୋଗ୍ୟ ସନ୍ତାନଙ୍କ ମଧ୍ୟରେ ସମ୍ବଲପୁରର ବୀର ସୁରେନ୍ଦ୍ର ସାଏ ହେଉଛନ୍ତି ଜଣେ ଜଣାଶୁଣା ବିପ୍ଳବୀ। ଗଡ଼ଜାତ ଆନ୍ଦୋଳନର ନେତୃତ୍ୱ ନେଇଥିବା ସାଏଙ୍କ ଜନ୍ମ ୨୩ ଜାନୁୟାରୀ ୧୮୦୯ରେ ଓଡ଼ିଶାର ସମ୍ବଲପୁରର ଉତ୍ତରରେ ୪୦ କିଲୋମିଟର…
ଭୁଶୁଡ଼ିଲା କୋଇଲା ଖଣି, ଫସି ରହିଛନ୍ତି ଶ୍ରମିକ
ବେଜିଂ,୨୭।୨: ଦକ୍ଷିଣ-ପଶ୍ଚିମ ଚାଇନାରେ ଥିବା ଏକ କୋଇଲା ଖଣି ଭୁଶୁଡ଼ି ପଡ଼ିବାରୁ ଏହା ମଧ୍ୟରେ ୧୪ ଜଣ ଶ୍ରମିକ ଫସି ରହିଛନ୍ତି। ସେମାନଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସୂଚନା ଯୋଗ୍ୟ, ଗୁଇଝୋଉ ପ୍ରଦେଶର ସାନେ ଶୁନଜୁନ୍ କୋଇଲା ଖଣି ଭୁଶୁଡ଼ି…
କ୍ଲିନ ସୁଇପ୍ ସହ ରେକର୍ଡ ସମକକ୍ଷ ହେଲା ଟିମ୍ ଇଣ୍ଡିଆ
ଧର୍ମଶାଳା,୨୭।୨: ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ମ୍ୟାଚ୍ରେ ଶ୍ରୀଲଙ୍କାକୁ ୬ ଉଇକେଟରେ ହରାଇ ଦେଇଛି ଭାରତୀୟ ଦଳ। ଏଥିସହିତ ଘରୋଇ ଦଳ ୩ ମ୍ୟାଚ୍ ବିଶିଷ୍ଟ ସିରିଜ୍କୁ ୩-୦ରେ ମୂଳ ପୋଛ…
ପଞ୍ଚମ ପର୍ଯ୍ୟାୟରେ ୫୩.୯୩% ମତଦାନ
ଲକ୍ଷ୍ନୌ,୨୭।୨ ପଞ୍ଚମ ପର୍ଯ୍ୟାୟରେ ଉତ୍ତରପ୍ରଦେଶ ବିଧାନସଭାର ୬୧ ଆସନ ଲାଗି ରବିବାର ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା ସୁଦ୍ଧା ୫୩.୯୩ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ସୂତ୍ରରୁ ଜଣାପଡ଼ିଛି। ଏହି ପର୍ଯ୍ୟାୟରେ ୬୯୨ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ। ପ୍ରତାପଗଡ଼ର…
ରୁଷ ପାଇଁ ଆକାଶ ମାର୍ଗ ବନ୍ଦ କଲେ ୟୁରୋପ, କାନାଡା
ନୂଆଦିଲ୍ଲୀ,୨୭।୨: ରୁଷିଆ ବିମାନ ପାଇଁ ୟୁରୋପିୟ ଦେଶ ଓ କାନାଡା ତାଙ୍କର ଏୟାରସ୍ପେସ୍ ବନ୍ଦ କରି ଦେଇଛନ୍ତି। ୟୁକ୍ରେନ ଉପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନଙ୍କ ସାମରିକ କାର୍ଯ୍ୟାନୁଷ୍ଠାନକୁ ରୋକିବା ଲାଗି ଏଭଳି ଅପ୍ରତ୍ୟାଶିତ ପଦକ୍ଷେପ ନିଆଯାଇଛି। ରୁଷିଆକୁ ସେମାନଙ୍କ ଏୟାରସ୍ପେସ୍…
ଭୋଟ ଗଣତି କେନ୍ଦ୍ର ସମ୍ମୁଖରେ ଉତ୍ତେଜନା
ଗୁଡ଼ଭେଲା,୨୭ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ କାର୍ଯ୍ୟାଳୟ ପରିସରରେ ରବିବାର ୬ ନମ୍ବର ଜିଲା ପରିଷଦ ଜୋନର ଭୋଟ ଗଣତି ହେଉଥିବା ବେଳେ ସନ୍ଧ୍ୟାରେ ଉତ୍ତେଜନା ପ୍ରକାଶ ପାଇଛି। ବିଜେଡି ପ୍ରାର୍ଥୀ ବିଜୟୀ ହୋଇଥିବା ପ୍ରଚାର ପରେ ଭୋଟ କେନ୍ଦ୍ର ସମ୍ମୁଖରେ…
ସ୍ତ୍ରୀ ଜିଲା ପରିଷଦ, ସ୍ବାମୀ ସରପଞ୍ଚ
ଜୁନାଗଡ଼,୨୭।୨(ଡି.ଏନ୍.ଏ.): ଚଳିତ ପଞ୍ଚାୟତ ନିର୍ବାଚନ ଫଳାଫଳରେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଚୈଗୁଡା ଗ୍ରାମର ଏକ ଦମ୍ପତି ଭୋଟରଙ୍କୁ ଆକୃଷ୍ଟ କରି ମନ ଜିଣିଛନ୍ତି। ଫଳସ୍ବରୁପ ସ୍ତ୍ରୀ ଜିଲା ପରିଷଦ ଓ ସ୍ବାମୀ ନିର୍ଦ୍ୱନ୍ଦ୍ୱରେ ସରପଞ୍ଚ ହେବା ଏହା ପ୍ରମାଣିତ କରୁଛି।…
ରେକର୍ଡ ପାଇଁ ଦରକାର ୧୪୭ ରନ୍
ଧର୍ମଶାଳା,୨୭।୨: ପ୍ରାରମ୍ଭିକ ବିପର୍ଯ୍ୟୟ ସତ୍ତ୍ୱେ ଶ୍ରୀଲଙ୍କା ସମ୍ମାନଜନକ ସ୍କୋର ଛିଡ଼ା କରିଛି। ଅଧିନାୟକ ଦସୁନ ଶନାକା (୭୪ ରନ)ଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଯୋଗୁ ଶ୍ରୀଲଙ୍କା ୨୦ ଓଭରରେ ୫ ଉଇକେଟ ହରାଇ ୧୪୬ ରନ୍ କରିପାରିଛି। ଏହି ମ୍ୟାଚ୍ରେ ବିଜୟୀ ହେଲେ…
ହାରିଗଲେ ୨ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା
ବରଗଡ଼ ଅଫିସ୍,୨୭।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୨ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ (ଭାଜପା) ଏବଂ ଗୀତାଞ୍ଜଳୀ ପୁଟା(ବିଜେଡ଼ି)ଙ୍କୁ ପରାଜୟର ସ୍ବାଦ ଚାଖିବାକୁ ପଡ଼ିଛି । ବରଗଡ଼ ଜୋନ୍-୧ରୁ ଭାଜପା ପ୍ରାର୍ଥିନୀ ରହିଥିବା ମୁକ୍ତାଙ୍କୁ ବିଜେଡ଼ି ପ୍ରାର୍ଥିନୀ ପୁଷ୍ପା…
ରୋହିତଙ୍କ କୀର୍ତ୍ତିମାନ
ଧର୍ମଶାଳା,୨୭।୨: ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ସର୍ବାଧିକ ମ୍ୟାଚ୍ ଖେଳିବାର ରେକର୍ଡର ଅଧିକାରୀ ହୋଇଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ରବିବାର ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ଅନ୍ତିମ ତଥା ତୃତୀୟ ଟି୨୦ ମୁକାବିଲା ଥିଲା ତାଙ୍କ କ୍ୟାରିୟରର ୧୨୫ତମ ମ୍ୟାଚ୍। ଏହି ଧାରାରେ…
Archives


