Home Left

ଜୁଲିଆନ୍‌ ଆସେଞ୍ଜଙ୍କୁ ମୁକ୍ତ କର

ମେଲବୋର୍ନ, ୪!୭: ଅଷ୍ଟ୍ରେଲିଆ ଜନ୍ମିତ ଓ୍ବିକିଲିକ୍ସ ପ୍ରତିଷ୍ଠାତା ଜୁଲିଆନ୍‌ ଆସେଞ୍ଜ ରବିବାର ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଲଣ୍ଡନରେ ଆସେଞ୍ଜଙ୍କ ଜନ୍ମଦିନ ପାଳନ ବେଳେ ସମର୍ଥକମାନେ ଏକ ବସ୍‌ରେ ବିକ୍ଷୋଭ କରି ତାଙ୍କ ମୁକ୍ତି ଦାବି କରିଛନ୍ତି। ବ୍ରିଟେନ୍‌…

ମଣିଷରୁ ହଠାତ୍‌ କାର୍‌ ପାଲଟିଲେ ଜଣେ ବ୍ୟକ୍ତି, ଭିଡିଓ ଦେଖିଲେ…

ଆପଣ ନିଶ୍ଚିତ ଭାବରେ ବିଜ୍ଞାନର ଅନେକ ଫିଲ୍ମ ଦେଖିଥିବେ। ଯେଉଁଥିରେ ଜଣେ ମଣିଷ ରୋବଟ୍‌ ହୋଇଯାଏ। ଟ୍ରାନ୍ସଫର୍ମର୍ସ ଫିଲ୍ମ ଏହି ପ୍ରସଙ୍ଗରେ ବେଶ୍‌ ଜଣାଶୁଣା। ମାତ୍ର ଆପଣ ପ୍ରକୃତରେ ଏପରି ବ୍ୟକ୍ତିଙ୍କୁ ଦେଖିଛନ୍ତି କି, ଯିଏ ହଠାତ୍‌ କାର୍‌ରେ ପରିଣତ ହୋଇଯାଉଛନ୍ତି।…

ଯୋଗୀ ସରକାରଙ୍କ ଦ୍ୱିତୀୟ ପାଳିର ୧୦୦ ଦିନ ପୂରଣ

ଲକ୍ଷ୍ନୌ,୪ ।୭: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କ ଦ୍ୱିତୀୟ ପାଳିକୁ ୧୦୦ ଦିନ ପୂରଣ ହୋଇଛି । ଏହି ୧୦୦ ଦିନ ମଧ୍ୟରେ ଅଧିକାଂଶ କାମ ନିର୍ଦ୍ଧାରିତ ସମୟ ସୀମା ପୂର୍ବରୁ ଶେଷ ହୋଇଥିବା କୁହାଯାଇଛି । ବିଭାଗକୁ ଦିଆଯାଇଥିବା…

୨୦୦ ଫୁଟ୍‌ ତଳକୁ ଖସିଲା ବସ୍‌: ୧୯ ଯାତ୍ରୀ ମୃତ

ଇସ୍‌ଲାମାବାଦ୍‌, ୩।୭: ପାକିସ୍ତାନର ବେଲୁଚିସ୍ତାନର ଶିରାନୀ ଜିଲାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପାହାଡିଆ ରାସ୍ତାରେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଭାରସମ୍ୟା ହରାଇ ୨୦୦ ଫୁଟ୍‌ ତଳକୁ ଖସି ପଡିଛି। ଦୁର୍ଘଟଣାରେ ୧୯ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ…

ଟଙ୍କା ନ ଦେବାରୁ ମା’ଙ୍କୁ କାଠ ଫାଳିଆରେ ଆକ୍ରମଣ

ରାଉରକେଲା ଅଫିସ,୩।୭: ମା’ଙ୍କୁ କାଠ ଫାଳିଆରେ ଆକ୍ରମଣ କରିଥିବା ଅଭିଯୋଗରେ ସେକ୍ଟର-୭ ଥାନା ପୋଲିସ ତାଙ୍କ ପୁଅଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ସୋନୁ ପ୍ରସାଦ(୩୨)। ତାଙ୍କୁ ରବିବାର କୋର୍ଟ ଚାଲାଣ କରାଯାଇଛି। ଏ ନେଇ ପୋଲିସ ଏକ ମାମଲା…

ଫାଣ୍ଡି ସମ୍ମୁଖରେ ରାଜମିସ୍ତ୍ରୀଙ୍କୁ ଛୁରାମାଡ଼: ପୋଲିସର ଅପାରଗତାକୁ ଦାୟୀ କରି ରାସ୍ତାରୋକୋ

ଝାରସୁଗୁଡ଼ା ଅଫିସ୍‌,୩।୭: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ବନ୍ଧବାହାଲ ଶିଲ୍ପାଞ୍ଚଳ ହୋଇଥିବା ବେଳେ ଏଠାରେ ବିଭିନ୍ନ ଅଞ୍ଚଳରୁ ଲୋକେ ଆସି ବସବାସ କରୁଛନ୍ତି। ଏଠାରେ ଅନେକ ସମୟରେ ସାମାନ୍ୟ କଥାକୁ କେନ୍ଦ୍ର କରି ବଚସା, ମାରପିଟ୍‌, ହତ୍ୟାକାଣ୍ଡ, ଲୁଟ୍‌, ଚୋରି,…

‘ସୋସିଆଲ୍‌ ମିଡିଆ ଉପରେ ଅଙ୍କୁଶ ଲାଗିବା ଜରୁରୀ’

ନୂଆଦିଲ୍ଲୀ,୩।୭: ଭାଜପାର ପୂର୍ବତନ ଜାତୀୟ ମୁଖପାତ୍ର ନୂପୁର ଶର୍ମାଙ୍କ ବୟାନକୁ ନେଇ ଭର୍ତ୍ସନା କରିଥିବା ସୁପ୍ରିମକୋର୍ଟର ବିଚାରପତି ଜେବି ପର୍ଦ୍ଦିୱାଲା ରବିବାର ଆଲୋଚକଙ୍କୁ କଡ଼ା ଜବାବ ଦେଇଛନ୍ତି। କୋର୍ଟଙ୍କ ସମାଲୋଚନା ଗ୍ରହଣୀୟ। କିନ୍ତୁ ବିଚାରପତିମାନେ ବ୍ୟକ୍ତିଗତ ଆକ୍ରମଣର ଶିକାର ହେବା ଉଚିତ୍‌…

ଜମ୍ମୁ-କଶ୍ମୀରରେ ଧରାପଡ଼ିଥିବା ଆତଙ୍କବାଦୀ ଥିଲେ ଭାଜପା ଆଇଟି ସେଲ୍‌ ମୁଖ୍ୟ

ଶ୍ରୀନଗର,୩ା୭: ଜମ୍ମୁ-କଶ୍ମୀରର ରେଆସି ଅଞ୍ଚଳରେ ଧରାପଡ଼ିଥିବା ଜଣେ ଆତଙ୍କବାଦୀ ଭାଜପାର ଆଇଟି ସେଲ୍‌ ମୁଖ୍ୟ ଥିଲେ ବୋଲି ଜଣାପଡ଼ିଛି। ଅଲିବ୍‌ ହୁସେନ୍‌ ଶାହାଙ୍କୁ ଗ୍ରାମବାସୀମାନେ ରବିବାର କାବୁ କରିଥିଲେ। ଅନ୍‌ଲାଇନ୍‌ ସଦସ୍ୟତା ପ୍ରଦାନ ବେଳେ ସମ୍ପୃକ୍ତ ବ୍ୟକ୍ତିଙ୍କ ପୃଷ୍ଠଭୂମି ଯାଞ୍ଚ କରାଯାଉ…

ଡବଲ ଇଞ୍ଜିନ ସରକାର ଚାହୁଁଛନ୍ତି ତେଲେଙ୍ଗାନାର ଜନତା: ମୋଦି

ହାଇଦ୍ରାବାଦ୍‌,୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ହାଇଦ୍ରାବାଦର ପ୍ୟାରେଡ ଗ୍ରାଉଣ୍ଡରେ ଭାଜପାର ବିଜୟ ସଙ୍କଳ୍ପ ଜନସଭାକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ତେଲେଙ୍ଗାନାର ଲୋକମାନେ କଠିନ ପରିଶ୍ରମ ପାଇଁ ଜଣାଶୁଣା। ରାଜ୍ୟବାସୀଙ୍କ ପାଖରେ ବହୁତ ପ୍ରତିଭା ଅଛି। ତେଲେଙ୍ଗାନା ଇତିହାସ ଏବଂ…

ଧାନ ବୁଣୁଥିବା ବେଳେ ଚାଷୀଙ୍କୁ ବାର୍‌ହା ଆକ୍ରମଣ

ଖଡ଼ିଆଳ,୩।୭(ଡି.ଏନ.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅଧୀନ କେନ୍ଦୁପାଟି ପଞ୍ଚାୟତ ଖାଲିଆମୁଡ଼ା ଗ୍ରାମରେ ବାର୍‌ହା ଆକ୍ରମଣରେ ୨ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର କ୍ଷୀର ମୋହନ ନିଆଲ(୩୫) ଓ ଜଗବନ୍ଧୁ ପୋଡ (୪୬)। ରବିବାର ସକାଳେ ନିଜ ଜମିରେ…

ପାହାଚରୁ ଖସି ପଡିଲେ ଲାଲୁ ଯାଦବ

ପାଟନା, ୩।୭: ଆରଜେଡି ସଭାପତି ଲାଲୁ ପ୍ରସାଦ ଯାଦବ ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ପାହାଚରୁ ଓହ୍ଲାଉଥିବା ବେଳେ ହଠାତ୍‌ ତାଙ୍କ ଗୋଡ ଖସିଯିବାରୁ ସେ ଭାରସାମ୍ୟ ହରାଇ ତଳେ ପଡ଼ିଯାଇଛନ୍ତି। ତାଙ୍କ ଡାହାଣ କାନ୍ଧ ଫ୍ରାକ୍ଚର ହୋଇଯାଇଛି। ତାଙ୍କୁ…

ମୀନାବଜାରରେ ଅଘଟଣ: ଡିସ୍କୋ ଚେୟାରରେ ବୁଲୁଥିବା ବେଳେ ଚାଲିଗଲା ନାବାଳିକାଙ୍କ ଜୀବନ

କୋଟପାଡ଼,୩ା୭(ଡି.ଏନ୍‌.ଏ.): କୋରାପୁଟ ଜ଼ିଲା କୋଟପାଡ଼ ଅଞ୍ଚଳରେ ରଥଯାତ୍ରା ପାଇଁ ପଡିଥିବା ମୀନାବଜାରରେ ଏକ ଅଘଟଣ ଘଟିଛି। ମ୍ୟାଜିକ ଡିସ୍କୋ ଚେୟାରରେ ବୁଲୁଥିବା ବେଳେ ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ସେ କୋଟପାଡ଼ ମିର୍ଗାନ ସାହିର ଏମ୍‌ଡି ୟାକୁବଙ୍କ ଝିଅ ଆଲଫିଆ (୧୩)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?