Home Left

ସେବା ପାଇଁ ସମର୍ପିତ, ଅନ୍ୟପାଇଁ ଉଦାହରଣ

ପ୍ରତ୍ୟେକ ବ୍ୟକ୍ତି ନିଜ ପରିବାର ପୋଷିବା ପାଇଁ କୌଣସି ନା କୌଣସି ବୃତ୍ତିରେ ଥାଆନ୍ତି। କିନ୍ତୁ ଏମିତି କେତେଜଣ ବ୍ୟକ୍ତି ଅଛନ୍ତି, ଯେଉଁମାନେ ନିଜ ପେସାରେ ଥାଇ ବି ବଳକା ସମୟରେ ଜନସେବାକୁ ଜୀବନର ବ୍ରତ ବୋଲି ମନେକରି ନିଜସ୍ବ ଉଦ୍ୟମରେ…

ୟୁକ୍ରେନ୍‌ରେ ଫସି ରହିଛନ୍ତି ମାଲକାନଗିରି ଯୁବକ

ମାଲକାନଗିରି,୨୭।୨(ଡି.ଏନ.ଏ.): ୟୁକ୍ରେନ ଓ ଋଷିଆ ମଧ୍ୟରେ ଯୁଦ୍ଧ ଜାରି ରହିଥିବା ବେଳେ ସେଠାରେ ପରିସ୍ଥିତି ଶୋଚନୀୟ ହେବାରେ ଲାଗଛି। ଏଭଳି ସ୍ଥିତରେ ୟୁକ୍ରେନକୁ ପାଠପଢିବାକୁ ଯାଇଥିବା ଅନେକ ଓଡିଆ ଛାତ୍ର ସେଠାରେ ଫସି ରହିଛନ୍ତି। ମାଲକାନଗିରି ଜିଲା ବୁଟିଗୁଡାର ରାଜେନ୍ଦ୍ର ପ୍ରଧାନଙ୍କ ପୁଅ…

ସ୍ମୃତିଙ୍କ ମୁଣ୍ଡରେ ବାଜିଲା ବଲ୍‌, ଛାଡିଲେ ପଡିଆ

ଓଭାଲ,୨୭।୨: ଆଇସିସି ମହିଳା ବିଶ୍ୱକପ ଆରମ୍ଭ ପାଇଁ ଆଉ କିଛି ଦିନ ବାକି ଅଛି। ଏହା ପୂର୍ବରୁ ଭାରତୀୟ ଦଳକୁ ଝଟ୍‌କା ଲାଗିଛି। ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷ ୱାର୍ମ ଅପ ମ୍ୟାଚରେ ଭାରତର ଅଭିଜ୍ଞ ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧନାଙ୍କ ମୁଣ୍ଡରେ…

ପିଲାଙ୍କୁ ଛାଡ଼ିବାକୁ ଅଭିଭାବକ ଅମଙ୍ଗ

ବଇଣ୍ଡା, ୨୭।୨(ଡି.ଏନ୍‌.ଏ.): କରୋନାର ତୃତୀୟ ଲହର ନିୟନ୍ତ୍ରଣକୁ ଆସିବା ପରେ ଦୀର୍ଘ ଦୁଇବର୍ଷ ପରେ ସୋମବାରଠାରୁ ଆରମ୍ଭ ହେଉଛି ପ୍ରାଥମିକ ସ୍କୁଲ। ଶ୍ରେଣୀଗୃହରେ ପ୍ରତ୍ୟକ୍ଷ ଶିକ୍ଷାଦାନ ଲାଗି ସରକାରୀସ୍ତରରେ ନିର୍ଦ୍ଦେଶନାମା ଜାରି କରାଯିବା ପରେ ଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ…

କୈଫ୍‌ଙ୍କ ଚେତାବନୀ: ରୋହିତଙ୍କ ସହ ହାତ ମିଳାଇବା ବେଳେ ରୁହନ୍ତୁ ସାବଧାନ

ଧର୍ମଶାଳା,୨୭।୨: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ବିଜୟ ରଥରେ ଚଢିଛି। ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଶ୍ରୀଲଙ୍କାକୁ ୭ ଉଇକେଟରେ ପରାସ୍ତ କରି ୩ ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ରେ ଅଗ୍ରଣୀ ହାସଲ କରିଛି। ସିରିଜରେ…

ୟୁକ୍ରେନ୍‌ରେ ପୋଲସରା ଛାତ୍ର

ପୋଲସରା,୨୭।୨(ଡି.ଏନ.ଏ.): ପୋଲସରା ଷଣ୍ଢସାହିରେ ରହୁଥିବା ପ୍ରଦୀପ କୁମାର ପାତ୍ର ପୋଲସରାରୁ ୯ କିଲୋମିଟର ଦୂରରେ ବୁଢାମ୍ବଠାରେ ଥିବା ଡାକ୍ତରଖାନାରେ ଫାର୍ମାସିଷ୍ଟ ଭାବେ କାର୍ଯ୍ୟରତ। ତାଙ୍କ ପୁଅ ଦେବାଶିଷ ପାତ୍ର (୨୧) ୟୁକ୍ରେନର କିଭ୍‌ ନ୍ୟାଶନାଲ ମେଡିକାଲ ୟୁନିଭର୍ସିଟିରେ ପଢୁଛନ୍ତି। କରୋନା ବେଳେ ସେ…

ବିଦ୍ୟାଳୟ ସମ୍ମୁଖରେ ମୁକୁଳା କୂଅ

ତେଲକୋଇ, ୨୭।୨(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଧୀନରେ ପିଟାନାଳୀ ଠାରେ ଆଦର୍ଶ ବିଦ୍ୟାଳୟ ରହିଛି। ଏହି ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀ ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ୨୮୦ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି । ତେବେ ବିଦ୍ୟାଳୟର ପ୍ରସ୍ଥାନରେ ଏକ ମୂକୁଳା…

ସ୍କୁଲ ଖୋଲିଲେ ବି ସପ୍ତାହଯାକ ହେବନି ପାଠପଢ଼ା

ଭୁବନେଶ୍ୱର,୨୭।୨(ବ୍ୟୁରୋ): କରୋନା ସଂକ୍ରମଣ କିମିଥିବା ବେଳେ ସ୍କୁଲ ଖୋଲିବା ନେଇ ୨୫ ତାରିଖରେ ବିଭାଗର ସମୀକ୍ଷା ବୈଠକ ବସିଥିଲା । ସେଥିରେ ସ୍କୁଲ ଖୋଲିବା ଉପରେ ଆଲୋଚନା ହୋଇଛି । ସୋମବାର ଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ କ୍ଲାସ ଖୋଲିବ ।…

୧୫ ନଂ ଜୋନ୍‌ରେ ଚାଲିଛି ଗଣତି

ଗଞ୍ଜାମ,୨୭ା୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ୧୫ ନମ୍ବର ଜୋନ୍‌ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗଣତି ଜାରି ରହିଛି। ମଧ୍ୟାହ୍ନ ୧୨ଟା ସୁଦ୍ଧା ବିଜେଡି ଆଗୁଆ ଥିବା ଜଣାପଡ଼ିଛି। ଏଥିପାଇଁ ବିଡିଓ ବିଶ୍ୱଜିତ ରାୟ, ତହସିଲଦାର ଅରୁଣ ନାୟକ ପ୍ରମୁଖ ସ୍ଥିତି ସମୀକ୍ଷା କରୁଛନ୍ତି।…

କାର୍ଯ୍ୟକ୍ଷମ ହେଉନି କ୍ଲଷ୍ଟର ସାଲୋ ପଏଣ୍ଟ

ବନ୍ତ,୨୭।୨(ଡି.ଏନ.ଏ.)  ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଗଣିଜାଙ୍ଗ ପଞ୍ଚାୟତ ବିନାୟକପୁର ଗ୍ରାମରେ ଥିବା କ୍ଲଷ୍ଟର ସାଲୋ ପଏଣ୍ଟ କାର୍ଯ୍ୟକ୍ଷମ ହେଉନାହିଁ। ଫଳରେ ୨୫ ହେକ୍ଟର ଜମିରେ ପରିବା ଚାଷ ସମ୍ପୂର୍ଣ୍ଣ ନଷ୍ଟ ହେବା ଆଶଙ୍କା ପ୍ରକାଶ କରିଛନ୍ତି ଚାଷୀ। ଏନେଇ ବାରମ୍ବାର…

ୟୁକ୍ରେନ ଉପରେ ରୁଷିଆ ଆକ୍ରମଣରେ ୨୪୦ ସାଧାରଣ ନାଗରିକ ମୃତ: ମିଳିତ ଜାତିସଂଘ

କ୍ୱିଭ୍‌,୨୭।୨: ରୁଷିଆ-ୟୁକ୍ରେନ ଯୁଦ୍ଧ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଚତୁର୍ଥ ଦିନ ପାଇଁ ରୁଷିଆ ଲଗାତର ଭାବରେ ୟୁକ୍ରେନ ଉପରେ ରକେଟ ସାଙ୍ଗକୁ ଗୁଳି ମାଡ ବର୍ଷା କରି ଚାଲିଛି। ଧୀରେ ଧୀରେ ୟୁକ୍ରେନର ରାଜଧାନୀ କିଭ୍‌କୁ ଦଖଲ କରିବା…

ବେଲଗଛ କେଉଁଠି ରହିଲେ ଶୁଭ, ପଡେନାହିଁ ଖରାପ ଦୃଷ୍ଟି

ଭଗବାନ ଶିବଙ୍କର ଅତି ପ୍ରିୟ ହେଉଛି ବେଲପତ୍ର ।ଶିବପୁରାଣ ଅନୁସାରେ, ଯେଉଁ ବ୍ୟକ୍ତିଙ୍କ ଘରେ ବେଲଗଛ ରହିଥାଏ, ସେହି ଘର ଉପରକୁ କାହାର ଖରାପ ଦୃଷ୍ଟି ପଡେନାହିଁ । ଘରର ପ୍ରତ୍ୟେକ ସଦସ୍ୟଙ୍କୁ ଅକ୍ଷୟ ଫଳ ପ୍ରାପ୍ତି ହୋଇଥାଏ । ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri