Home Left

ଋଷିକୂଲ୍ୟା ଜଳସ୍ତର ବୃଦ୍ଧି ପାଇବା ସହ ଗଞ୍ଜାମରେ ବନ୍ୟା ପରିସ୍ଥିତି ସୃଷ୍ଟି : ଅନୁଧ୍ୟାନ କଲେ ବିଧାୟକ

ଗଞ୍ଜାମ,୪।୧୦: (ବିଦ୍ୟାଧର ସାହୁ ): ଉପର ମୁଣ୍ଡରେ ପ୍ରବଳ ବର୍ଷା ଏବଂ ଘୋଡ଼ାହାଡ଼ ଡ୍ୟାମରେ ଅଧିକ ପାଣି ଯୋଗୁ ଋଷିକୂଲ୍ୟା ଜଳସ୍ତର ବୃଦ୍ଧି ପାଇବା ସହ ଗଞ୍ଜାମରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଥିପାଇଁ ଜିଲା ପ୍ରଶାସନ ଠାରୁ ଆରମ୍ଭ…

୧୩ ଅଭିଯୋଗ ଶୁଣିଲେ ଜିଲାପାଳ: ଶୀଘ୍ର ସମାଧାନ କରିବାକୁ

ନୂଆପଡ଼ା,୩ା୧୦ (ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭା ଗୃହଠାରେ ଶୁକ୍ରବାର ଜିଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୧୩ ଅଭିଯୋଗର ଶୁଣାଣି ହୋଇଥିଲା। ତନ୍ମଧ୍ୟରେ ୧୨ଟି ବ୍ୟକ୍ତିଗତ ଓ ଗୋଟିଏ…

ଲଘୁଚାପ ଜନିତ ପ୍ରବଳ ବର୍ଷା: ନାଳରେ ଭାସି ଜଣେ ମୃତ

ଥୁଆମୂଳ ରାମପୁର,୩।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ ଗତ କିଛି ଦିନ ହେବ ଲଘୁଚାପ ଜନିତ ପ୍ରବଳ ବର୍ଷା ଲାଗି ରହିଛି। ଥୁଆମୂଳ ରାମପୁର  ବ୍ଳକରେ ସର୍ବାଧିକ ୩୫୨ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ଉକ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ଧାନଚାଷ…

ଆର୍ଥିକ ଅନଟନ ସହ୍ୟ କରି ନ ପାରି ଆତ୍ମହତ୍ୟା କରିଦେଲେ ଯୁବକ!

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀର ରବୀନ୍ଦ୍ର ନାୟକ (୨୯) ଶୁକ୍ରବାର ରାତିରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଆର୍ଥିକ ଅନଟନ ସହ୍ୟ କରି ନ ପାରି ସେ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି।…

୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୧୦: ଗଜପତି ଜିଲାରେ ପ୍ରବଳ ବର୍ଷା ଓ ଭୂସ୍ଖଳନରେ ୨ ଜଣଙ୍କର ପ୍ରାଣହାନି ଘଟିଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି। ୨ ମୃତକଙ୍କ…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା: ହାଇଲାଇଟ୍‌ କରୁଛି ମଞ୍ଚସ୍ଥ ଅପେରା ବଞ୍ଚିବାକୁ ଏଠି…

ଦିଗପହଣ୍ଡି,୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆରାଧ୍ୟ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବକୁ ଶୁକ୍ରବାର ୪ ଦିନ ବିତିଛି। ଦୂରଦୁରାନ୍ତରେ ରହୁଥିବା ବ୍ୟକ୍ତି ଯାତ୍ରା ପୀଠରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ନିମନ୍ତେ ସପରିବାର…

ଏଣିକି ୨ ବର୍ଷରୁ କମ୍‌ ବୟସର ଶିଶୁଙ୍କୁ କଫ୍‌ ସିରପ୍‌ ମନା

ନୂଆଦିଲ୍ଲୀ,୩ା୧୦: ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ନକଲି କଫ୍‌ ସିରପ୍‌ ଖାଇ ୧୧ ଶିଶୁଙ୍କ ମୃତ୍ୟୁ ଘଟିଥିବା ଖବର ପ୍ରକାଶ ପାଇଥିଲା। ତେବେ ଉକ୍ତ ସିରପ୍‌ରେ ସେଭଳି କ୍ଷତିକାରକ ଉପାଦାନ ନ ଥିବା ପରୀକ୍ଷାରୁ ଜଣାପଡ଼ିଛି। ଏହ ସତ୍ତ୍ୱେ କେନ୍ଦ୍ର ସରକାର ଶୁକ୍ରବାର…

ମୂଲ୍ୟବାନ ଜମିକୁ ଶାଗମାଛ ଦରରେ ବିକ୍ରି: ମନ୍ଦିର ସମ୍ମୁଖରେ ଶ୍ରଦ୍ଧାଳୁଙ୍କ ବିକ୍ଷୋଭ

ସାକ୍ଷୀଗୋପାଳ,୩ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଆ ବିଶ୍ୱବିଦ୍ୟାଳୟ ସମ୍ପ୍ରସାରଣ ପାଇଁ ସାକ୍ଷୀଗୋପାଳ ଠାକୁରଙ୍କ ମୂଲ୍ୟବାନ ଜମି ଶାଗମାଛ ଦରରେ ବିକ୍ରି ପ୍ରକ୍ରିୟାକୁ ବିରୋଧ କରି ସତ୍ୟବାଦୀ ସଚେତନ ନାଗରିକ ଓ ଶ୍ରଦ୍ଧାଳୁମାନେ ସାକ୍ଷୀଗୋପାଳ ମନ୍ଦିର ସିଂହଦାର ସମ୍ମୁଖରେ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ…

ବାଇକ୍‌ ଦୁର୍ଘଟଣା: ଚାଲିଗଲା ୩ ଯୁବକଙ୍କ ଜୀବନ

ଦାରିଙ୍ଗବାଡ଼ି,୩ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡୁଲୁରୀ ପାଇନବଣ ନିକଟରେ ଏକ ବଡ଼ ବାଇକ୍‌ ଦୁର୍ଘଟଣା ଘଟିଛି ଏଥିରେ ୩ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବା ପୋଲିସ କହିଛି। ମୃତକଙ୍କ ପରିଚୟ ମିଳି ନ ଥିବା ବେଳେ ପୋଲିସ ପରିଚୟ…

TCS ସହ ଏହି ୯ କମ୍ପାନୀ କର୍ମଚାରୀଙ୍କୁ ଛଟେଇ କରିବା ପରେ ରାଗିଗଲେ ଆମେରିକୀୟ ଆଇନ ପ୍ରଣେତା

ଓ୍ବାଶିଂଟନ/ନୂଆଦିଲ୍ଲୀ,୩ା୧୦: ଆମେରିକୀୟ ଆଇନ ପ୍ରଣୟନକାରୀମାନେ ଟାଟା କନ୍‌ସଲଟାନ୍ସି ସର୍ଭିସେସ୍‌ (TCS), Cognizant ଏବଂ ଅନ୍ୟ ୮ଟି ପ୍ରମୁଖ କମ୍ପାନୀକୁ ସମ୍ପ୍ରତି ବହୁ ସଂଖ୍ୟକ ଆମେରିକୀୟ କର୍ମଚାରୀଙ୍କୁ ଛଟେଇ କରିବା ପରେ ହଜାର ହଜାର H-1B ଭିଜା ଆବେଦନ ଦାଖଲ କରିବା ବିଷୟରେ…

ଦଶହରାରେ ଫୁଲ ତୋଳିବାକୁ ଯାଇ ଆଉ ଫେରିଲେନି ଘରକୁ…

ଦିଗପହଣ୍ଡି,୩।୧୦(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଓ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମ ପୋଖରୀରେ ବୁଡି ୨ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ପ୍ରଥମ ଘଟଣାରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ ଆଦିକନ୍ଦପୁର ଗ୍ରାମର ଏସ୍‌. ରାଜମଣୀ…

ବିକ୍ରି ହୋଇପାରିଲେନି ଅଶ୍ୱିନୀ

ଦୁବାଇ,୩ା୧୦: ଆଇଏଲ୍‌ଟି୨୦ ଖେଳାଳି ନିଲାମିରେ ଭାରତର ପୂର୍ବତନ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ବିକ୍ରି ହୋଇ ପାରିନାହାନ୍ତି। ଟୁର୍ନାମେଣ୍ଟ ପାଇଁ ଅଶ୍ୱିନ ଏକ ମାତ୍ର ଖେଳାଳି ଯାହାଙ୍କର ବେସ୍‌ ପ୍ରଇସ୍‌ ୬ ଅଙ୍କ ବିଶିଷ୍ଟ ୧୨୦,୦୦୦ ଆମେରିକୀୟ ଡଲାର ରହିଥିଲା। ମାତ୍ର କୌଣସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri