କୋଲେଷ୍ଟରଲ୍ ନିୟନ୍ତ୍ରଣ କରିବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ସହଜ ଉପାୟ…
ଆମ ଶରୀରରେ କୋଲେଷ୍ଟରଲ ପରିମାଣ ନିୟନ୍ତ୍ରଣରେ ରହିବା ନିହାତି ଦରକାର। ତେବେ ଏହାର ଏକ ସରଳ ତଥା ସହଜ ଉପାୟ ହାତ ପାଆନ୍ତାରେ ରହିଛି। ତାହା କ’ଣ ଜାଣନ୍ତି? ଯଦି ଜଣେ ବ୍ୟକ୍ତି ନିୟମିତ ସକାଳୁ ଖାଲି ପେଟରେ ଉଷୁମ ପାଣି…
ଅଭିଯୋଗ ଶୁଣାଣିକୁ ବିଳମ୍ବରେ ଆସିଲେ ଅଧିକାରୀ, ବାହାର କରିଦେଲେ ଜିଲାପାଳ
ରାୟଗଡା,୫/୨(ଆଶିଷ ରଞ୍ଜନ ପଣ୍ଡା)- ଜିଲା ସ୍ତରୀୟ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ କିଛି ଜିଲାସ୍ତରୀୟ ଅଧିଳାରୀ ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ଆସିବାରୁ ଭିତରକୁ ପ୍ରବେଶ କରିବା ପାଇଁ ଜିଲାପାଳ ମନା କରିଦେଇଥିବା ଭଳି ଘଟଣା ଦେଖିବାକୁ ମିଳିଛି । ସୂଚନା ଅନୁସାରେ,…
ଆଣ୍ଟିବାୟୋଟିକ୍ ଖାଉଥିଲେ ହୋଇଯାନ୍ତୁ ସାବଧାନ: ନଚେତ୍ ହୋଇପାରେ..
କେତେକ ରୋଗରୁ ଉପଶମ ପାଇବା ଲାଗି ଡାକ୍ତର ଔଷଧ ସହ ଆଣ୍ଟିବାୟୋଟିକ୍ ଖାଇବାକୁ ପରାମର୍ଶ ଦେଇଥାଆନ୍ତି। ରୋଗର କାରଣକୁ ଭଲ ଭାବରେ ତର୍ଜମା କରି ସେ ଏଭଳି ନିଷ୍ପତ୍ତି ନେଇଥାଆନ୍ତି। ତେଣୁ କୌଣସି ରୋଗ ବିଷୟରେ ଡାକ୍ତରଙ୍କ ସହ ପରାମର୍ଶ କରୁଥିବା…
ବବି ଦାସଙ୍କୁ କଡ଼ା କାଉଣ୍ଟର କଲେ ପ୍ରୀତିରଞ୍ଜନ ଘଡ଼ାଇ, କହିଲେ କୋରେଇରେ ଯେଉଁମାନେ ଥିଲେ ସମସ୍ତେ…
ଯାଜପୁର,୫ା୧: ବିଜେଡି ନେତା ବବି ଦାସଙ୍କ ମନ୍ତବ୍ୟକୁ କଡ଼ା କାଉଣ୍ଟର କରିଛନ୍ତି ପୂର୍ବତନ ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ। ବବି କୋରେଇର ପୂର୍ବତନ ବିଧାୟକମାନଙ୍କୁ ପରୋକ୍ଷରେ ଟାର୍ଗେଟ୍ କରି କହିଥିଲେ ସୁଯୋଗ ପାଇ ସାରିବା ପରେ କୋରେଇ ଛାଡ଼ି ପଳାଇଛନ୍ତି। ଏହାର ଜବାବରେ…
ଜନ୍ମଦିନରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ଦୀପିକା
ବଲିଉଡର ସବୁଠାରୁ ପ୍ରତିଭାଶାଳୀ ଅଭିନେତ୍ରୀମାନଙ୍କ ମଧ୍ୟରୁ ଦୀପିକା ପାଦୁକୋଣ ଅନ୍ୟତମ। ଦୀପିକି ନିଜ ଜନ୍ମଦିନ ପ୍ରଶଂସକଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଜଣେ ଅଭିନେତ୍ରୀ, ପ୍ରଯୋଜକ, ଉଦ୍ୟୋଗୀ ଏବଂ ମାନସିକ ସ୍ବାସ୍ଥ୍ୟ ପ୍ରବକ୍ତା ଭାବରେ ଜଣାଶୁଣା ଦୀପିକା ତାଙ୍କ ଜନ୍ମଦିନରେ ଏକ…
ଶିକ୍ଷା ସହିତ ମନୋରଞ୍ଜନ ନିତ୍ୟାନ୍ତ ଆବଶ୍ୟକ କହିଲେ ବିଧାୟକ
ପରଜଙ୍ଗ,୫।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ପିଏମ୍ ଶ୍ରୀ ମହେଶ୍ଚନ୍ଦ୍ର ସୁବହୁସିଂହ ନୋଡାଲ ବିଦ୍ୟାପୀଠଠାରେ ସୋମବାର ବିଦ୍ୟାଳୟ ସ୍ତରୀୟ ପିଏମ ଶ୍ରୀ ଉତ୍ସବ ପରଜଙ୍ଗ ବିଧାୟକ ବିଭୂତି ଭୂଷଣପ୍ର ଧାନଙ୍କ କରକମୋଳରେ ଉଦ୍ଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ବକ୍ତା ଭାବେ ବ୍ଲକ…
ମୁସ୍ତାଫିଜୁରଙ୍କୁ KKR ବାଦ୍ ଦେବାପରେ ପାଲଟା ପଦକ୍ଷେପ, ବାଂଲାଦେଶରେ IPL ପ୍ରସାରଣ ଉପରେ ଲାଗିଲା ବ୍ୟାନ
ନୂଆଦିଲ୍ଲୀ,୫।୧: ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ IPLରୁ ବାସନ୍ଦ କରାଯିବା ପରେ ବାଂଲାଦେଶ ବିଚଳିତ ଅବସ୍ଥାରେ ଅଛି। ଏହି ଘଟଣାର ପ୍ରତିକ୍ରିୟାରେ ବାଂଲାଦେଶ କ୍ରିକେଟ୍ ଅଜବ ନିଷ୍ପତ୍ତି ନେଉଛି । T୨୦ ବିଶ୍ୱକପ୍ ମ୍ୟାଚ୍ ଭାରତରୁ ଶ୍ରୀଲଙ୍କାକୁ ସ୍ଥାନାନ୍ତର କରିବାକୁ ବାଂଲାଦେଶ…
ଫେବୃଆରୀ ୫ରୁ ସତ୍ୟବାଦୀ ମହୋତ୍ସବ: ପଞ୍ଚସଖା ଜ୍ୟୋତି ଯାତ୍ରା ହେବ ଆକର୍ଷଣ
ସାକ୍ଷୀଗୋପାଳ,୫ା୧(କିଶୋର ମହାପାତ୍ର/ ପ୍ରଶାନ୍ତ କୁମାର ବାରିକ/ଭରତ ରାଉତ) ଚଳିତ ବର୍ଷ ୧୦ମ ସତ୍ୟବାଦୀ ମହୋତ୍ସବ ଫେବୃଆରୀ ୫ରୁ ଆରମ୍ଭ ହୋଇ ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ସତ୍ୟବାଦୀ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସ୍ଥାନୀୟ…
ଜଣ୍ଡିସ୍ ଆକ୍ରାନ୍ତ ଘଟଣା: ଜବାହର ନବୋଦୟ ବିଦ୍ୟାଳୟରେ ପହଞ୍ଚିଲା ବିଶେଷଜ୍ଞ ଟିମ୍
ଖୋର୍ଦ୍ଧା,୫ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧାସ୍ଥିତ ପିଏମ୍ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ଆକ୍ରାନ୍ତ ଘଟଣାରେ ସ୍କୁଲରେ ପହଞ୍ଚିଛନ୍ତି ଭୁବନେଶ୍ୱର ସ୍ବାସ୍ଥ୍ୟ ବିଶେଷଜ୍ଞ ଓ ଓ୍ବାଟ୍କୋ ଟିମ୍। ୧୨ଟି ସ୍ଥାନରୁ ଜଳ ନମୁନା ସଂଗ୍ରହ କରିଛନ୍ତି। ସମସ୍ତ ନମୁନାକୁ ପରୀକ୍ଷା କରିବାକୁ ଲାବୋରେଟୋରୀକୁ ପଠାଯାଇଛି।…
ଗାଁରେ ପଶି ଦଳିତଙ୍କୁ କରାଉଥିଲେ ଧର୍ମ ପରିବର୍ତ୍ତନ : ପହଞ୍ଚିଗଲେ ଲୋକେ, ପରେ..
ପରଜଙ୍ଗ, ୫।୧ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଗ୍ରାମ ପଞ୍ଚାୟତର ବିଏସ୍ଏନ୍ଏଲ୍ କାର୍ଯ୍ୟାଳୟ ନିକଟରେ ଥିବା ଏକ ଦଳିତ ବସ୍ତି ମଧ୍ୟରେ ଜଣେ ବ୍ୟକ୍ତିଙ୍କ ଘରେ ରବିବାର ସକାଳେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବୋରୋସାହି ପଞ୍ଚାୟତ ଖମାର ଗ୍ରାମର…
ଆମ ବସରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର, କହିଲେ ବିଳମ୍ବ ହେଲେବି ବେଗ….
ଭୁବନେଶ୍ୱର,୫ା୧: ଆମ ବସ୍ ଦୁର୍ଘଟଣା ପରେ ଆକ୍ସନ ମୋଡକୁ ଆସିଛି ପରିବହନ ବିଭାଗ । ସାରା ରାଜ୍ୟରେ ମୋ ବସ୍ ଡ୍ରାଇଭରଙ୍କୁ ଯାଞ୍ଚ କରାଯାଉଥିବା ବେଳେ ଆଜି ଆମ ବସ୍ରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର । ଆଜି…
ପୁଅ ଅନନ୍ତଙ୍କ ସହ ଶ୍ରୀ କଷ୍ଟଭଞ୍ଜନ ଦେବ ହନୁମାନଜୀ ମନ୍ଦିର ପରିଦର୍ଶନ କଲେ ମୁକେଶ ଅମ୍ବାନୀ, ଦାନ କଲେ ୫ କୋଟି ଟଙ୍କା
ମୁମ୍ବାଇ,୫।୧: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ଏକ ଗଭୀର ଆଧ୍ୟାତ୍ମିକ ଭାବନା ସହିତ ୨୦୨୬ ବର୍ଷ ଆରମ୍ଭ କରିଛନ୍ତି। ସେ ତାଙ୍କ ପୁଅ ଅନନ୍ତ ଅମ୍ବାନୀଙ୍କ ସହିତ ଗୁଜରାଟ ଧାର୍ମିକ ଗସ୍ତରେ ଅଛନ୍ତି। ରବିବାର, ଅମ୍ବାନୀ…
Archives


