Home Left

ମୋଦିଙ୍କୁ ଇମ୍ପ୍ରେସ କଲେ ତାଞ୍ଜାନିଆ ସୋସିଆଲ ମିଡିଆ ଷ୍ଟାର କିଲି ପଲ

ନୂଆଦିଲ୍ଲୀ,୨୭ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ରେ ତାଞ୍ଜାନିଆର ଲୋକପ୍ରିୟ ସୋସିଆଲ ମିଡିଆ ଷ୍ଟାର କିଲି ପଲଙ୍କର ପ୍ରଶଂସା କରିଛନ୍ତି । ବଲିଉଡର ଜଣାଶୁଣା ଗୀତକୁ ଗୁଣୁଗୁଣାଇ ଭିଡିଓ କରିଥିବା ତାଞ୍ଜାନିଆର ସୋସିଆଲ…

ମା’ ଭଳି ମାତୃଭାଷା ଆମ ଜୀବନ ଗଢେ: ମୋଦି

ନୂଆଦିଲ୍ଲୀ,୨୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୮୬ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶ ତଥା ବିଶ୍ୱ ସମ୍ମୁଖୀନ ହେଉଥିବା ଆହ୍ବାନ ବିଷୟରେ ଉଲ୍ଲେଖ କରିଛନ୍ତି। ଏହା ସହ ନିଜ ମାତୃଭାଷାକୁ ମା’ ସହ ତୁଳନା କରିଛନ୍ତି ପ୍ରଧାନମନ୍ତ୍ରୀ। ସେ କହିଛନ୍ତି,…

ପୂର୍ବ ଶତ୍ରୁତାରୁ ଦୋକାନୀଙ୍କୁ ହତ୍ୟା

କେନ୍ଦୁଝର,୨୭ା୨(ସ୍ବ.ପ୍ର.): ବାଂଶପାଳ ବ୍ଲକ କାଦକଳା ପଞ୍ଚାୟତର କାଦକଳା ଗ୍ରାମରେ ଦୋକାନୀ ଦୋକାନୀ ମଧ୍ୟରେ ବିବାଦ ହୋଇ ରବିବାର ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଦୋକାନୀଙ୍କ ନାମ ମାୟାଧର ବେହେରା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତକାଲି ରାତିରେ ଭୁଜାଲିରେ ହାଣି…

ହାତୀ ଦାନ୍ତ ଚୋରା କାରବାର: ୨ ଗିରଫ

କେନ୍ଦୁଝର,୨୭ା୨(ସ୍ବ.ପ୍ର.): ରାଜ୍ୟ ଏସ୍‌ଟିଏଫ୍‌ ଟିମ୍‌ ଦାନ୍ତ ଚୋରା କାରବାର ବେଳେ ଚଢ଼ାଉ କରି ଦୁଇ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଦୁଇଟି ହାତୀଦାନ୍ତ ଜବତ କରିଛି। ସେମାନେ ହେଲେ କଲଣ୍ଡା ଗ୍ରାମର ରମାକାନ୍ତ ପ୍ରଧାନ ଓ ଅନାମ ମୁଣ୍ଡା।…

୧୧ ଜୋନ୍‌ରେ ବିଜେଡି, ଭାଜପା ମାତ୍ର ୨

ବାଲେଶ୍ୱର ଅଫିସ,୨୭।୨: ବାଲେଶ୍ୱର ଜିଲାର ୧୩ ଜୋନକୁ ନେଇ ପ୍ରଥମ ପର୍ଯ୍ୟାୟ ଗଣତି ହୋଇଥିଲା। ଏଥିରେ ବିଜେଡି ୧୧ଟି ଜୋନରେ ଜିତିଥିବା ବେଳେ ଭାଜପା ୨ଟି ଜୋନ୍‌ରେ ଜିତିଥିବା ସୂଚନା ମିଳିଛି। ଔପଦା-୧: ମୁନି ସିଂ(ବିଜେଡି) ଖଇରା-୩: ଗଜେନ୍ଦ୍ର ପ୍ରସାଦ ଦାସ(ଭାଜପା)…

କାହିଁକି ସୁସ୍ମିତାଙ୍କୁ ପାଗଳ ବୋଲି ଭାବିଥିଲେ ମ୍ୟାନେଜର, କାରଣ ଜାଣିଲେ…

ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନ ନିଜର ଅଭିନୟରେ ଦର୍ଶକଙ୍କ ହୃଦୟ ଜିତିଛନ୍ତି। କିଛିଦିନ ହେବ ବଡ଼ ପରଦାଠାରୁ ଦୂରରେ ଥିବା ସୁସ୍ମିତା ୱେବ ସିରିଜ ‘ଆର୍ଯ୍ୟା’ ଜରିଆରେ ପୁଣିଥରେ ଅଭିନୟ ଦୁନିଆକୁ ଏଣ୍ଟ୍ରି କରିଥିଲେ। ଆଉ ଏଥିରେ ଦର୍ଶକେ ତାଙ୍କ ଅଭିନୟକୁ…

ଲବ କୁମାର ବିଜୟୀ

ଅମରପାଲି,୨୭।୨(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଜୋନ-୧ ରେ କଂଗ୍ରେସର ଲବ କୁମାର ସାହୁ ବିଜୟୀ ହୋଇଛନ୍ତି। ସେ ବିଜେଡିର ରଞ୍ଜିତ ରଥଙ୍କଠାରୁ ୧୮୮୩ ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ଲବକୁମାର ସର୍ବମୋଟ ୧୩ ହଜାର ୨୩୩ଖଣ୍ଡ ଭୋଟ ପାଇଥିବା ବେଳେ…

ରୁଷିଆକୁ ରୋକିବାକୁ ଏକମାତ୍ର ବିକଳ୍ପ

ଓ୍ବାଶିଂଟନ୍‌,୨୭।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ଅଧିକ ଆକ୍ରମଣାତ୍ମକ ହେବାରେ ଲାଗିଛି। ୟୁକ୍ରେନ ଆତ୍ମସମର୍ପଣ କରିବାକୁ ମନା କରିବା ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର୍‌ ପୁଟିନ ତାଙ୍କ ସେନାକୁ ଆକ୍ରମଣ ଜୋରଦାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା…

ରାଜ୍ୟରୁ ପୁଣି ୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୭।୨(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୮ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୦୬୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…

ଏସବୁ ରାଶି ପାଇଁ ଭାରି ଅଶୁଭ ‘କଇଁଛ ମୁଦି’: ପିନ୍ଧିଥିଲେ ଜାଣି ରଖନ୍ତୁ…

ଆଜିକାଲି ଲୋକମାନେ ହାତରେ ରୂପାର କଇଁଛ ମୁଦି ପିନ୍ଧୁଥିବା ପ୍ରାୟ ଦେଖାଯାଉଛି। ଏହାକୁ ପିନ୍ଧିଲେ ଧନ ପ୍ରାପ୍ତି ହୋଇଥାଏ ବୋଲି ମାନ୍ୟତା ରହିଛି। ହେଲେ ଅନେକ ସମୟରେ ଲୋକେ କିଛି ନ ଜାଣିି କଇଁଛ ମୁଦି ପିନ୍ଧିଥାନ୍ତି। ଏଥିଲାଗି ଏହାର ଶୁଭ…

ଝାରସୁଗୁଡ଼ାରେ ୫ ଜିଲା ପରିଷଦ ଆସନ ହାତେଇନେଲା ବିଜେଡି

ଝାରସୁଗୁଡ଼ା ଅଫିସ,୨୭।୨: ଝାରସୁଗୁଡ଼ା ଜିଲାର ସମୁଦାୟ ୯ଜିଲା ପରିଷଦ ଜୋନ୍‌ ରହିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ୫ ଜିଲା ପରିଷଦ ଜୋନ୍‌ର ଭୋଟ ଗଣତି ହୋଇଥିଲା । ଏହି ଭୋଟ ଗଣତି ରାତି ପର୍ଯ୍ୟନ୍ତ ଚାଲିଥିଲା । ଗଣତି ପରେ ଏହାର…

ଜେପି ନଡ୍ଡାଙ୍କ ଟୁଇଟର୍‌ ଆକାଉଣ୍ଟ ହ୍ୟାକ୍‌

ନୂଆଦିଲ୍ଲୀ,୨୭।୨: ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ଟୁଇଟର୍‌ ଆକାଉଣ୍ଟ ରବିବାର ହ୍ୟାକ ହୋଇଛି। ଆକାଉଣ୍ଟ ହ୍ୟାକ୍‌ କରିବା ପରେ ହ୍ୟାକର୍‌ ‘ସରି’ ଲେଖିଛନ୍ତି। ଏହା ସହ ତାଙ୍କ ଟୁଇଟର ଆକାଉଣ୍ଟରୁ ଗୋଟିଏ ପରେ ଗୋଟିଏ ରୁଷିଆ ଏବଂ ୟୁକ୍ରେନକୁ ଦାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri