Home Left

ସଫଳ ଚିତ୍ରଶିଳ୍ପୀ ହେବାର ଲକ୍ଷ୍ୟ

ଜଣେ ସଫଳ ଚିତ୍ରଶିଳ୍ପୀ ହେବାର ଲକ୍ଷ୍ୟ ତାଙ୍କର ପିଲାଟି ବେଳୁ। ସେଥିପାଇଁ ସ୍କୁଲରେ ପଢ଼ୁଥିବା ସମୟରୁ ହିଁ ଚିତ୍ର ଶିଖିବା ଆରମ୍ଭ କରିଥିଲେ ସେ। ଜଣେ ଜଗନ୍ନାଥପ୍ରେମୀ ଭାବେ ପ୍ରଥମେ ସେ ଜଗନ୍ନାଥ ଚିତ୍ର ଆଙ୍କିବାକୁ ଭଲପାଆନ୍ତି। ଆଉ ଏହି ନିଶା…

ମୁସଲମାନ ପରିବାର କଲେ ହିନ୍ଦୁ ବୃଦ୍ଧଙ୍କ ଅନ୍ତିମ ସଂସ୍କାର…

ପାଟନା, ୩।୭ : ଧର୍ମ ଅପେକ୍ଷା ମାନବିକତା ଅଧିକ ଗୁରୁତ୍ୱପୂର୍ଣ୍ଣ। ବିହାର ରାଜା ବଜାରର ସାବନପୁରାର ଏକ ମୁସଲମାନ ପରିବାର ଭାଇଚାରା ଏବଂ ସୌହାର୍ଦ୍ଦ୍ୟର ଏକ ଉଦାହରଣ ସୃଷ୍ଟି କରିଛନ୍ତି। ରାମଦେବ ଶାହା ନାମକ ଜଣେ ହିନ୍ଦୁ ବୃଦ୍ଧଙ୍କ କୋକେଇକୁ ସଜାଇବା…

ଟିନା ଡାବିଙ୍କ ପରେ ଏବେ ବିବାହ କରିବେ ଅତହର ଆମୀର, ଜାଣନ୍ତୁ କିଏ ସେ ଯୁବତୀ…

ନୂଆଦିଲ୍ଲୀ,୩।୭: ୨୦୧୫ ବ୍ୟାଚ୍‌ର ୟୁପିଏସ୍‌ସି ଟପ୍ପର ତଥା ଆଇଏଏସ୍‌ ଅଫିସର ଟିନା ଡାବିଙ୍କ ପୂର୍ବତନ ସ୍ବାମୀ ତଥା ଆଇଏସ୍‌ ଅଫିସର ଅତହର ଆମୀର ଖାଁ ପୁଣି ବିବାହ କରିବାକୁ ଯାଉଛନ୍ତି। କଶ୍ମୀରର ଡାକ୍ତର ମେହେରିନ କାଜିଙ୍କୁ ସେ ବିବାହ କରିବେ। ଉଭୟଙ୍କ…

ଆଜିଠୁ ଆଡ଼ପ ଦର୍ଶନ ସାଙ୍ଗକୁ ମିଳିବ ଅବଢ଼ା

ପୁରୀ ଅଫିସ,୩।୭: ଚତୁର୍ଦ୍ଧା ବିଗ୍ରହଙ୍କୁ ଶ୍ରଦ୍ଧାଳୁ ଆଜିଠାରୁ ଜନ୍ମବେଦୀ ଆଡ଼ପ ମଣ୍ଡପରେ ଦର୍ଶନ କରିବେ। ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ, ଆଡ଼ପ ଅବଢ଼ା ମଧ୍ୟ ପାଇପାରିବେ। ଶ୍ରୀବିଗ୍ରହଙ୍କ ଦର୍ଶନ ପାଇଁ ଆଡ଼ପ ମଣ୍ଡପରେ ଭିଡ଼ ଦେଖିବାକୁ…

ରାତ୍ରିଭୋଜନ ବିଳମ୍ବରେ କରୁଥିଲେ

କାର୍ଯ୍ୟବ୍ୟସ୍ତତା ଲାଗି ହେଉ ଅବା ଅନ୍ୟାନ୍ୟ କାରଣରୁ ଅନେକେ ରାତ୍ରିଭୋଜନ ବିଳମ୍ବରେ କରିଥା’ନ୍ତି। ହେଲେ ଏହା ଦ୍ୱାରା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଉପୁଜିବାର ଆଶଙ୍କା ରହିଛି। ଜାଣିରଖନ୍ତୁ ସେ ସମ୍ପର୍କରେ… ବାଧା ପାଏ ହଜମକ୍ରିୟା: ରାତି ଖାଇବା ଡେରି ହେଲେ ହଜମକ୍ରିୟା…

ଆଜି ଯାହା ଦେଖିଲି ତାହା ଅଦ୍ଭୁତ, ଅସାମାନ୍ୟ ଥିଲା: ଶାସ୍ତ୍ରୀ

ବର୍ମିଂହାମ,୩।୭: ଇଂଲଣ୍ଡ ବିପକ୍ଷ ଏଜବାଷ୍ଟନ ଟେଷ୍ଟରେ ଭାରତୀୟ ଟିମ୍‌ର ନେତୃତ୍ୱ ସମ୍ଭାଳୁଛନ୍ତି ଜସପ୍ରିତ ବୁମ୍‌ରା। ଶନିବାର ଟେଷ୍ଟର ଦ୍ୱିତୀୟ ଦିନରେ ଇଂଲଣ୍ଡ ଦ୍ରୁତ ବୋଲର୍‌ ଷ୍ଟୁଆର୍ଟ ବ୍ରଡ୍‌ଙ୍କ ଓଭରରେ ବିସ୍ଫୋରକ ବ୍ୟାଟିଂ କରି ଚର୍ଚ୍ଚାରେ ରହିଛନ୍ତି ସେ। ଏହି କ୍ରମରେ ଟିମ୍‌…

ସିରିଆ ଗାଁ ଉପରେ ଇସ୍ରାଏଲର ରକେଟ ମାଡ଼…

ଦାମାସକସ୍‌, ୩।୭ : ଲେବାନନ ସୀମା ନିକଟ ସିରିଆର ଏକ ଗାଁ ଉପରେ ଇସ୍ରାଏଲ ଏୟାର ଷ୍ଟ୍ରାଇକ କରିଛି। ସିରିଆର ରାଜ୍ୟ ଗଣମାଧ୍ୟମ ରିପୋର୍ଟ କରିଛି ଯେ ଏଥିରେ ଜଣେ ମହିଳା ଏବଂ ଜଣେ ପୁରୁଷ ଆହତ ହୋଇଛନ୍ତି। ଜୁନ ୧୦…

ପୁଣି ଡରାଇଲା କରୋନା: ରାଜ୍ୟରେ ୩୪୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୩୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୨୦୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୪…

ବିବାହ, ଅଭିନୟ ଜୀବନର ବଡ ଭୁଲ: ଆୟୁଷ୍ମାନ

ମୁମ୍ବାଇ: ରେଡିଓ ଜକି, ଟେଲିଭିଜନ ହୋଷ୍ଟ, ସିଙ୍ଗର ଓ ହ୍ୟାଣ୍ଡସମ ହଙ୍କ ଆୟୁଷ୍ମାନ ଖୁରାନା ତାଙ୍କ ମନକଥା ଖୋଲି କହିଛନ୍ତି । ସେ ତାଙ୍କ ଜୀବନରେ କରିଥିବା ସବୁଠାରୁ ବଡ ୩ଟି ଭୁଲ ସମ୍ପର୍କରେ ଖୋଲାଖୋଲି କଥା ହୋଇଛନ୍ତି । ଯାହାକୁ…

ବାଘକୁ ଡରାଇ ଦେଉଛି ଠେକୁଆ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ମୁସଲମାନ ଫେରିବାଲାଠାରୁ ଜିନିଷ କିଣିଲେ ୫୧୦୦ ଟଙ୍କା ଜରିମାନା!

ଅହମଦାବାଦ,୩ ।୭: ଉଦୟପୁରରେ ଟେଲରଙ୍କ ହତ୍ୟାକୁ ବିରୋଧ କରି ଗୁଜରାଟ ବନାସକାଣ୍ଠାରେ ମସଲମାନ ଫେରିବାଲାଙ୍କ ଠାରୁ ଜିନିଷ କ୍ରୟ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି । ଏହାକୁ ନେଇ ଶନିବାର ବନାସକାଣ୍ଠା ପ୍ରଶାସନର ପ୍ରତିକ୍ରିୟା ସାମ୍ନାକୁ ଆସିଛି । ପ୍ରଶାସନ…

ସୁସ୍ଥ ହେଲେ କ୍ୟାପ୍‌ଟେନ୍‌

ବର୍ମିଂହାମ,୩।୭: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ରୋହିତ ଶର୍ମା କରୋନା ସଂକ୍ରମିତ ହୋଇଥିଲେ। ଏଥିଲାଗି ସେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ୫ମ ଟେଷ୍ଟ ମ୍ୟାଚ୍‌ ଲାଗି ଉପଲବ୍ଧ ନଥିଲେ। ତାଙ୍କ ସ୍ଥାନରେ ଜସପ୍ରିତ ବୁମ୍‌ରା ଦଳର ନେତୃତ୍ୱ ସମ୍ଭାଳୁଛନ୍ତି। ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?