ସନ୍ଗ୍ଲାସ୍: ଫ୍ୟାଶନ ସହ ସୁରକ୍ଷା
କମି ଆସିଲାଣି ଶୀତର ପ୍ରକୋପ ଏବଂ ପଦାର୍ପଣ କରିବାକୁ ପ୍ରସ୍ତୁତ ହେଲାଣି ଗ୍ରୀଷ୍ମ ା ଧୀରେ ଧୀରେ ବଢ଼ୁଥିବା ଖରାର ପ୍ରକୋପ ସାଙ୍ଗକୁ ବଢ଼ିବାରେ ଲାଗିଛି ‘ସନ୍ଗ୍ଲାସ୍’ ବା କଳା ଚଷମାର ବ୍ୟବହାର, ଯାହାକି ଫ୍ୟାଶନେବଲ୍ ଲୁକ୍ ସାଙ୍ଗକୁ ସୂର୍ଯ୍ୟଙ୍କର ପ୍ରଖର…
ଭାଜପା ଗଡ଼ରେ ଶଙ୍ଖନାଦ
ବାରିପଦା ଅଫିସ,୨୭।୨: ମୟୂରଭଞ୍ଜ ଜିଲାର ୫୬ ଜିଲା ପରିଷଦ ଆସନ ମଧ୍ୟରୁ ଶନିବାର ପ୍ରଥମ ଦିନରେ ୨୬ଟି ଜୋନ୍ର ଭୋଟ ଗଣତି ହୋଇଛି। ଏଥିମଧ୍ୟରୁ ୨୫ଟିରେ ବିଜେଡି ଓ ଗୋଟିଏରେ ଜେଏମ୍ଏମ୍ ପ୍ରାର୍ଥୀ ଆଗୁଆ ରହିଛନ୍ତି। ୨୦୧୭ ନିର୍ବାଚନରେ ମୋଟ ୪୯…
ସର୍ବଦଳୀୟ ରଣନୀତି ଫେଲ୍, ବାଜିମାରିଲେ ସ୍ବାଧୀନ ପ୍ରାର୍ଥୀ
ପଟ୍ଟାଙ୍ଗୀ, ୨୭।୨(ଡି.ଏନ୍.ଏ.): ରାଜ୍ୟରେ ସରିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଶନିବାର ପ୍ରଥମ ପର୍ଯ୍ୟାୟ ଭୋଟଗଣତି ଆରମ୍ଭ ହୋଇଛି। ଚୂଡ଼ାନ୍ତ ବିଜୟୀ ତାଲିକା ପ୍ରକାଶ ପାଇ ନ ଥିଲେ ସୁଦ୍ଧା ୩୧୪ ବ୍ଲକର ୩୧୫ ଜିଲା ପରିଷଦ ଜୋନ୍ରେ ହୋଇଥିବା ଗଣତିରେ ବିଜେଡିର…
ୱାର୍ଲଡ ସ୍କିଲ୍ ସେଣ୍ଟର ପରିଦର୍ଶନ କଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ
ଭୁବନେଶ୍ୱର, ୨୭।୨(ବ୍ୟୁରୋ): ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂ ଓ ତାଙ୍କ ପ୍ରତିନିଧି ଦଳ ଶନିବାର ଭୁବନେଶ୍ୱରସ୍ଥିତ ୱାଲର୍ଡ ସ୍କିଲ୍ ସେଣ୍ଟର ପରିଦର୍ଶନ କରିଛନ୍ତି। ବିଶ୍ୱସ୍ତରୀୟ ଭିତ୍ତିଭୂମି ଦେଖି ସେ ଖୁସି ଅଭିବ୍ୟକ୍ତ କରିବା ସହ…
ଫେରିଗଲେ ୭ଲକ୍ଷ ବିଦେଶୀ ପକ୍ଷୀ
ବାଲୁଗାଁ,୨୭।୨(ଡି.ଏନ୍.ଏ.): ଗ୍ରୀଷ୍ମ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ଚିଲିକାରୁ ବିଦେଶାଗତ ପକ୍ଷୀ ଏବେ ସ୍ବଦେଶ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ଶନିବାର ସୁଦ୍ଧା ଚିଲିକାରୁ ୭ଲକ୍ଷରୁ ଊର୍ଦ୍ଧ୍ୱ ବିଦେଶ ପକ୍ଷୀ ସ୍ବଦେଶ ଫେରିଥିବା ବାଲୁଗଁା ବନ୍ୟପ୍ରାଣୀ ବିଭାଗୀୟ ଏସିଏଫ୍ ଶରତ ଚନ୍ଦ୍ର…
ରୁଷିଆ ପାଇଁ ବନ୍ଦ ଜର୍ମାନୀର ଆକାଶ ମାର୍ଗ
ବର୍ଲିନ,୨୭ ।୨: ଯୁଦ୍ଧର ନିଆଁରେ ଜଳୁଛି ୟୁକ୍ରେନ୍ । ରୁଷିଆର ଆକ୍ରମଣରେ ବେଳକୁ ବେଳ ଧ୍ୱଂସ ହୋଇ ଚାଲିଛି ୟୁକ୍ରେନ୍ । ସମୟକ୍ରମେ ସ୍ଥିତି ଅଣାୟତ ହେଉଥିବା ବେଳେ ରୁଷିଆ ଆଗରେ ମୁଣ୍ଡ ନୁଆଁଇ ନାହିଁ ୟୁକ୍ରେନ୍ । ଏପଟେ ଆମେରିକା,…
ସ୍କୁଲ ଖୋଲିବା ପୂର୍ବରୁ ଅଭିଭାବକ-ଶିକ୍ଷକ ବୈଠକ ନିର୍ଦ୍ଦେଶ
ଭୁବନେଶ୍ୱର, ୨୭।୨(ବ୍ୟୁରୋ) – ଆସନ୍ତା ୨୮ତାରିଖରୁ ରାଜ୍ୟରେ ପ୍ରାଥମିକ ସ୍କୁଲ ଖୋଲିବ। ତେବେ ଏହା ପୂର୍ବରୁ ଅଭିଭାବକ-ଶିକ୍ଷକ ବୈଠକ କରିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଦୀର୍ଘ ଦୁଇବର୍ଷ ହେବ ପିଲାମାନେ ସ୍କୁଲ ଆସି ନ ଥିବାରୁ ସେମାନେ କିଭଳି…
ଓଏମ୍ଭିଡି ଏଏସ୍ଆଇ ଗିରଫ
କଟକ ଅଫିସ,୨୭।୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଝାରସୁଗୁଡ଼ାର ଓଡ଼ିଶା ମୋଟର ଭେଇକିଲ ଡିପାର୍ଟମେଣ୍ଟ(ଓଏମ୍ଭିଡି)ର ଏଏସ୍ଆଇ ହରେକୃଷ୍ଣ ନାୟକଙ୍କୁ ଭିଜିଲାନ୍ସ ଶନିବାର ଗିରଫ କରି ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରିଥିଲା। ପରେ କୋର୍ଟ ତାଙ୍କୁ ମାର୍ଚ୍ଚ ୧୧ ପର୍ଯ୍ୟନ୍ତ…
ନାମୀଦାମୀ କମ୍ପାନୀ ନାଁରେ ନକଲି ଧୂପକାଠି
କଟକ ଅଫିସ,୨୭।୨: କଟକ ଜିଲା ଲାଲବାଗ ଥାନା ଅଧୀନ ଗଙ୍ଗା ମନ୍ଦିର ଅଞ୍ଚଳରେ ଥିବା ଡି.ଆର. ଟ୍ରେଡର୍ସ ନାମକ ଧୂପକାଠି କାରଖାନା ଶନିବାର ଠାବ କରାଯାଇଛି। ସେଠାରୁ ପ୍ରାୟ ୨୫ ଲକ୍ଷ ଟଙ୍କାର ନକଲି ଧୂପକାଠି, ଧୂପକାଠି ପ୍ରସ୍ତୁତ ପାଇଁ ସରଞ୍ଜାମ…
ଯବାନଙ୍କୁ ହତ୍ୟା କଲେ ମାଓବାଦୀ
ମାଲକାନଗିରି,୨୭।୨(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ମାଓବାଦୀମାନେ ପୁଣି ହିଂସା ଘଟାଇଛନ୍ତି। ଛତିଶଗଡ଼ର ବିଜାପୁର ଜିଲା ସି.ଏ.ଏଫ୍.-୨୨ ବାଟାଲିୟନର ଯବାନ ଅର୍ଜୁନ କୁଡିଆମିଙ୍କୁ ହତ୍ୟା କରିଛନ୍ତି। ଗତ କିଛି ଦିନ ହେବ ସେ ଅସୁସ୍ଥ ଥାଇ ନିଜ ଗ୍ରାମ ଧନେରାରେ ରହୁଥିଲେ।…
ଗୁପ୍ତ କୋଠରିରେ ପଶିଲା ମହିଳା ପୋଲିସ
ଭୁବନେଶ୍ୱର,୨୭।୨(ବ୍ୟୁରୋ): ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ଲୁଟିବା ସହ ଚାକିରି ଓ ନାମଲେଖା ଠକେଇ ଅଭିଯୋଗରେ ଗିରଫ ହୋଇଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କୁ କମିଶନରେଟ ପୋଲିସ ଦ୍ୱିତୀୟଥର ରିମାଣ୍ଡରେ ଆଣି ମାରାଥନ ଜେରା କରୁଛି।…
ପଞ୍ଚଭୂତରେ ଲୀନ ହେମାନନ୍ଦଙ୍କ ପାର୍ଥିବ ଶରୀର
ଝାରସୁଗୁଡ଼ା ଅଫିସ,୨୭।୨: ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଶୁକ୍ରବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିଲା। ଶନିବାର ଝାରସୁଗୁଡ଼ା ସହରରେ ଏକ ମହାପ୍ରୟାଣ ଆମ୍ବୁଲାନ୍ସରେ ତାଙ୍କ ମରଶରୀର ପହଞ୍ଚତ୍ବା ପରେ ବିଭିନ୍ନ ଛକରେ ଜନସାଧାରଣ ଶେଷଦର୍ଶନ କରି ହେମାନନ୍ଦ ବିଶ୍ୱାଳ…
Archives


