Home Left

ତୁର୍କୀ, ପେରୁରେ ଭାରତର ନୂଆ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୨।୭: କେନ୍ଦ୍ର ସରକାର ଶୁକ୍ରବାର ତୁର୍କୀ ଓ ପେରୁ ପାଇଁ ଭାରତର ଦୁଇଜଣ ନୂଆ ରାଷ୍ଟ୍ରଦୂତଙ୍କ ନାମ ଘୋଷଣା କରିଛନ୍ତି। ବହିର୍ବ୍ୟାପାର ମନ୍ତ୍ରଣାଳୟରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟରତ ୧୯୯୮ ବ୍ୟାଚ୍‌ ଆଇଏଫ୍‌ଏସ୍‌ ବିଶ୍ୱାସ ବିଦୁ ସପକାଲିଙ୍କୁ ପେରୁର ରାଷ୍ଟ୍ରଦୂତ ବଛା…

ଜୁଲାଇରୁ ସେପ୍ଟେମ୍ବର ୧୩ ଦିନ ଜନଶୁଣାଣି

ଜଗତ୍‌ସିଂହପୁର ଅଫିସ, ୨।୭: ଜିଲା ପ୍ରଶାସନ ପକ୍ଷରୁ ଜୁଲାଇରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ହେବାକୁ ଥିବା ମିଳିତ ଜନଅଭିଯୋଗ ଶୁଣାଣି ଶିବିରର କାର୍ଯ୍ୟସୂଚୀ ଶୁକ୍ରବାର ପ୍ରକାଶ ପାଇଛି। ଜୁଲାଇରେ ୪ ଦିନ ଏହି ଶିବିର ଆୟୋଜନ ହେବ। ୪ ତାରିଖରେ ଏରସମା ବ୍ଲକ,…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ

ପାରାଦୀପ,୨।୭(ସ୍ବ.ପ୍ର.): ପାରାଦୀପ ଅଭୟଚାନ୍ଦପୁର ଥାନା ଅନ୍ତର୍ଗତ ଢିଙ୍କିଆ ଗ୍ରାମରେ ଶୁକ୍ରବାର ଜଣେ ନବବଧୂଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଘୋଡାବନ୍ଧ ଗ୍ରାମର ରୁବି ଦାସ। ଏନେଇ ତାଙ୍କ ମା’…

୩ ପିଲାଙ୍କୁ ବିଷ ଖୁଆଇଦେଲେ ମା’

ଭୋପାଳ, ୨ା୭: ସ୍ବାମୀଙ୍କ ସହ ଫୋନ୍‌ରେ ଝଗଡ଼ା କରି ମଧ୍ୟପ୍ରଦେଶର ୩୫ ବର୍ଷୀୟା ମହିଳା ମମତା ତାଙ୍କ ୩ ପିଲାଙ୍କୁ ମୂଷାମରା ବିଷ ଖୁଆଇଦେଇଛନ୍ତି। ପିଲାଙ୍କ ପରେ ସେ ନିଜେ ମଧ୍ୟ ବିଷ ଖାଇଦେଇଥିଲେ। ଏଥିରେ ତାଙ୍କ ୭ ବର୍ଷୀୟ ଝିଅ…

୨୫ ହଜାର ୟୁନିଟ୍‌ ରକ୍ତ ସଂଗ୍ରହ କରିବ ବିଜୁ ଯୁବଛାତ୍ର ଜନତା ଦଳ

ଭୁବନେଶ୍ୱର,୨।୭(ବ୍ୟୁରୋ): ଆସନ୍ତା ଡିସେମ୍ବର ୨୬ରେ ବିଜୁ ଜନତା ଦଳର ୨୫ତମ ପ୍ରତିଷ୍ଠା ଦିବସ ପାଳନ ହେବ। ଏହା ପୂର୍ବରୁ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟବ୍ୟାପୀ ଜୀବନବିନ୍ଦୁ ରକ୍ତଦାନ ଶିବିର ମାଧ୍ୟମରେ ୨୫,୦୦୦ ୟୁନିଟ୍‌ ରକ୍ତ ସଂଗ୍ରହ କରାଯିବ। ଏ…

ଅଗ୍ନିପଥ ଯୋଜନାରେ ଭାରତୀୟ ସେନା, ନୌସେନାରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ,୨ ।୭: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ନେଇ ଅଧିକାଂଶ ରାଜ୍ୟରେ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ, ଇତିମଧ୍ୟରେ ଭାରତୀୟ ସେନା ଓ ନୌସେନାରେ ନିଯୁକ୍ତ୍ରି ପ୍ରକ୍ରିୟା ଆରମ୍ଭ କରାଯାଇଛି । ଏ ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରଣାଳୟ ସୂଚନା ଦେଇଛି ।…

ବିରୋଧୀଙ୍କ ନେତୃତ୍ୱକୁ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୨।୭(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଶନିବାରଠାରୁ ଆରମ୍ଭ ହେବ। ଏହା ଏକ ମାସ ଧରି ଚାଲିବ। ଏହି ଅଧିବେଶନରେ ରାଜ୍ୟ ସରକାର ପୂର୍ଣ୍ଣାଙ୍ଗ ବଜେଟ ଆଣିବାକୁ ଯାଉଛନ୍ତି। ଏହା ସହ ବିରୋଧୀଙ୍କୁ ସମ୍ମୁଖୀନ ହେବା ସକାଶେ ଶାସକ ଦଳ ପକ୍ଷରୁ ରଣନୀତି…

ମୋଦି-ପୁଟିନ୍‌ ଆଲୋଚନା

ନୂଆଦିଲ୍ଲୀ,୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଶୁକ୍ରବାର ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଫୋନ୍‌ ଯୋଗେ ଦୁଇ ରାଷ୍ଟ୍ରମୁଖ୍ୟଙ୍କ ମଧ୍ୟରେ ଏହି ଆଲୋଚନା ହୋଇଥିବା ଖବର ପ୍ରକାଶ ପାଇଛି। କୃଷି ସାମଗ୍ରୀ, ଫର୍ଟିଲାଇଜର ଏବଂ ଔଷଧୀୟ ଉତ୍ପାଦ…

ଭାଜପାରେ ମିଶିବେ ଅମରିନ୍ଦର ସିଂ

ଚଣ୍ଡିଗଡ଼,୨।୭: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍‌ଟେନ ଅମରିନ୍ଦର ସିଂ ଖୁବ୍‌ଶୀଘ୍ର ଭାଜପାରେ ଯୋଗଦେବେ। ୮ ମାସ ତଳେ ସେ କଂଗ୍ରେସ ଛାଡ଼ି ଗଢ଼ିଥିବା ପଞ୍ଜାବ ଲୋକ କଂଗ୍ରେସର ବିଲୟ ଘଟିବ ଭାଜପାରେ। ୮୦ ବର୍ଷୀୟ ଅମରିନ୍ଦର ସିଂ ଅସ୍ତ୍ରୋପଚାର ପାଇଁ ଲଣ୍ଡନରେ…

ଲିଗାସି ପାଇଁ ଲଢ଼େଇ

ମୁମ୍ବାଇ,୨ା୭: ଏକନାଥ ସିନ୍ଧେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର କିଛି ସମୟ ପରେ ନିଜ ଟୁଇଟର ପ୍ରୋଫାଇଲ ବଦଳାଇଛନ୍ତି। ଶିବସେନା ପ୍ରତିଷ୍ଠାତା ବାଲାସାହେବ ଠାକ୍‌ରେଙ୍କ ସହ ତାଙ୍କର ଏକ ପୁରୁଣା ଫଟୋକୁ ପ୍ରୋଫାଇଲରେ ରଖିଛନ୍ତି। ଏହାକୁ ସିନ୍ଧେଙ୍କ ପୂବର୍ସୁରୀ ଉଦ୍ଧବ ଠାକ୍‌ରେଙ୍କ…

‘ଭଙ୍ଗା, ଗଢ଼ା ପୁରୁଣା ହୋଇଯାଇଛି’

ମୁମ୍ବାଇ,୨।୭: ମହାରାଷ୍ଟ୍ରରେ ଲାଗି ରହିଥିବା ଅସ୍ଥିରତା ମଧ୍ୟରେ ନୂଆ ସରକାର ଗଠନକୁ ନେଇ ଶିବସେନା ନେତା ତଥା ଏମ୍‌ପି ସଞ୍ଜୟ ରାଉତ ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଭାଙ୍ଗିବା ଗଢ଼ିବା ଆମ ପାଇଁ ପୁରୁଣା କଥା ହୋଇଯାଇଛି। ଏବେ ମହାରାଷ୍ଟ୍ରରେ ନୂଆ…

କ୍ଷମତାର ଭୋକ ବିପଜ୍ଜନକ: ଯଶଓ୍ବନ୍ତ

ରାୟପୁର,୨।୭:ମହାରାଷ୍ଟ୍ରର ରାଜନୈତିକ ଘଟଣାକ୍ରମକୁ ବିରୋଧୀଙ୍କ ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା ‘କ୍ଷମତା ପାଇଁ ଏକ ବିପଜ୍ଜନକ କ୍ଷୁଧା’ ବୋଲି ଅବିହିତ କରିଛନ୍ତି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଟିଏମ୍‌ସି ନେତା ଯଶଓ୍ବନ୍ତ କହିଛନ୍ତି, ମହାରାଷ୍ଟ୍ରରେ ଯାହାସବୁ ଘଟିଗଲା ଆପଣମାନେ ତାହା ଦେଖିଛନ୍ତି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?