Home Left

୨୦୩୦ ମଧ୍ୟରେ ୩୦୦ ବିଲିୟନ ଟନ୍‌ ଉତ୍ପାଦନ ଲକ୍ଷ୍ୟ

କୋଣାର୍କ,୨୬ା୨(ଡି.ଏନ୍‌.ଏ.): କୋଣାର୍କ ଇକୋ ରିଟ୍ରିଟ୍‌ ପରିସରରେ ଗୁରୁବାର ଓ ଶୁକ୍ରବାର ଦୁଇଦିନ ବ୍ୟାପୀ ବିଭିନ୍ନ ରାଜ୍ୟର ଖଣି ଓ ଶିଳ୍ପ ମନ୍ତ୍ରୀମାନଙ୍କ ଖଣି ସମ୍ବନ୍ଧୀୟ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂ ମୁଖ୍ୟଅତିଥି ଭାବେ…

ଶାହା, ଜୟଶଙ୍କରଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ୟୁକ୍ରେନ୍‌ ଉପରେ ରୁଷିଆ ଜୋରଦାର ଆକ୍ରମଣ ଚଳାଇଛି। ଏଭଳି ସ୍ଥିତିରେ ୟୁକ୍ରେନ୍‌ରେ ଫସିଯାଇଥିବା ଭାରତୀୟ, ବିଶେଷକରି ଛାତ୍ରୀଛାତ୍ରଙ୍କ ସୁରକ୍ଷା ଚିନ୍ତାର ବିଷୟ ହୋଇଛି। ୟୁକ୍ରେନ୍‌ରୁ ଭାରତୀୟମାନେ ଭିଡିଓ ଜରିଆରେ ନିଜ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କ ସାହାଯ୍ୟ ଲୋଡ଼ୁଛନ୍ତି।…

ନାକରେ ଲାଗିବ ଏୟାର ପ୍ୟୁରିଫାୟର

ନୂଆଦିଲ୍ଲୀ: କରୋନା ସଂକ୍ରମଣରୁ ମୁକ୍ତି ପାଇବା ପାଇଁ ଲୋକେ ମାସ୍କ ପିନ୍ଧିବା ସହିତ ଘରେ ଏୟାର ପ୍ୟୁରିଫାୟର ବ୍ୟବହାର କରୁଛନ୍ତି। କିନ୍ତୁ ଏବେ ଆପଣ ଯେଉଁ ସ୍ଥାନରେ ଥିଲେ ବି ଏୟାର ପ୍ୟୁରିଫାୟର ଲଗାଇଥିବାର ଫାଇଦା ପାଇପାରିବେ। କାହିଁକିନା ଏବେ ଏମିତି…

ପ୍ରାଚୀନ ଐତିହାସିକ ଲେଖନୀ ସମ୍ବନ୍ଧରେ ଆଲୋଚନା

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଶୁକ୍ରବାର ‘ଐତିହାସିକ କୃଷ୍ଣଚନ୍ଦ୍ର ପାଣିଗ୍ରାହୀଙ୍କ ଲେଖନୀରେ ସ୍ବାଧୀନତା ସଂଗ୍ରାମୀ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ପ୍ରାଚୀନ ଐତିହାସିକ ଲେଖନୀ ସମ୍ବନ୍ଧରେ ଆଲୋଚନା କରାଯାଇଥିଲା। ସଂଜୟ…

ସାହାଣମେଲା, ଗର୍ଭଗୃହ ଦର୍ଶନ ବାରଣ

ଭୁବନେଶ୍ୱର, ୨୬।୨ (ବ୍ୟୁରୋ): ଆସନ୍ତା ୧ ତାରିଖରେ ମହାଶିବରାତ୍ରି ଓ ଜାଗରଯାତ୍ରା। ରାଜଧାନୀରେ ଥିବା ମନ୍ଦିରରେ କୋଭିଡ୍‌ କଟକଣା ଭିତରେ ଏହାକୁ ପାଳନ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଶୁକ୍ରବାର ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଶ୍ରୀଲିଙ୍ଗରାଜ…

ଉତ୍ସାହରେ ଭୋଟ ଦେଲେ ଡଙ୍ଗରିଆ

ବିଷମକଟକ,୨୬ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କଲ୍ୟାଣସିଂହପୁର ବ୍ଲକର ରାଇଲିମା ଗ୍ରାମ ୧୪ ନମ୍ବର ବୁଥ୍‌ରେ ଶୁକ୍ରବାର ସାନି ମତଦାନ ହୋଇଛି। ଏହି ବୁଥ୍‌ରେ ରାଇଲିମା, ତଳମୁଶୁଡ଼ି ଓ ଉପରମୁଶୁଡ଼ି ଗ୍ରାମର ଡଙ୍ଗରିଆ ଭୋଟର ଉତ୍ସାହର ସହ ମତ ସାବ୍ୟସ୍ତ…

ପ୍ରାର୍ଥୀଙ୍କ ଖର୍ଚ୍ଚ ସୀମା ଧାର୍ଯ୍ୟ

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ପୌର ନିର୍ବାଚନ ଲାଗି ତାରିଖ ଘୋଷଣା କରାଯିବା ପରେ ଏହାକୁ ନେଇ ଆନୁଷଙ୍ଗିକ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନରେ ମାତ୍ରାଧିକ ଖର୍ଚ୍ଚ ଏଡ଼ାଇବାକୁ ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶନାମା ଜାରି କରିଛନ୍ତି। ୫୦ ହଜାର ପର୍ଯ୍ୟନ୍ତ ଜନସଂଖ୍ୟା ବିଶିଷ୍ଟ…

ଭୋଟ ଗଣତି ନେଇ ଉଠିଲା ପ୍ରଶ୍ନ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନ ପକ୍ଷଭୁକ୍ତ ହୋଇ ଶାସକ ଦଳକୁ ଜିତାଇବାର ନୂଆ ଫନ୍ଦି କରିଛନ୍ତି। ଏହା ପଞ୍ଚାୟତ ଆଇନର ସମ୍ପୂର୍ଣ୍ଣ ବିରୁଦ୍ଧାଚରଣ କରୁଛି। ଶାସକ ଦଳ ବ୍ୟତୀତ ଅନ୍ୟ ସମସ୍ତ ରାଜନୈତିକ ଦଳର ଆଢ଼ୁଆଳରେ ଉଦ୍ଦେଶ୍ୟମୂଳକ ଭାବେ ରାଜ୍ୟ ନିର୍ବାଚନ…

ସଂରକ୍ଷଣ, ବେକାରି କାର୍ଡ ଖେଳିବ କଂଗ୍ରେସ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ମତଦାନ ସରିଛି। ଏଥିସହ ପୌର ନିର୍ବାଚନ ପାଇଁ ତାରିଖ ବି ଘୋଷଣା ହୋଇସାରିଛି। ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ହେବ। ସମୁଦାୟ ୩ଟି ମହାନଗର ନିଗମ, ୪୭ଟି ପୌର ପରିଷଦ, ୫୯ଟି…

ଏସ୍‌ଏଲ୍‌ବିସି ବୈଠକରେ ଯୋଗଦେଲେ ସୋମା ଶଙ୍କର

ଭୁବନେଶ୍ୱର,୨୬।୨: ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୋମା ଶଙ୍କର ପ୍ରସାଦ ନିକଟରେ ପ୍ରଥମ ଥର ପାଇଁ ୨ଦିନିଆ ଭୁବନେଶ୍ୱର ଗସ୍ତରେ ଆସିଥିଲେ। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ଏବଂ ଅତିରିକ୍ତ ମୁଖ୍ୟ ଶାସନ ସଚିବ…

୩,୩୩,୯୪୩ ମାମଲାର ଫଇସଲା

କଟକ ଅଫିସ,୨୬ା୨: କଟକ ଜୁଡିସିଆଲ୍‌ ଏକାଡେମୀରେ ୩ ଦିନ ବ୍ୟାପୀ ହେବାକୁ ଥିବା ଜିଲା ଜଜ୍‌ ସମ୍ମିଳନୀ-୨୦୨୨ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ୨୦୨୧ର ବାର୍ଷିକ ରିପୋର୍ଟ ଉନ୍ମୋଚିତ…

ହେମାନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଶୁକ୍ରବାର ସନ୍ଧ୍ୟାରେ ପରଲୋକ ଘଟିଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି , ‘ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ରାଜନେତା ହେମାନନ୍ଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri