Home Left

ନାରାୟଣପାଟଣା ପୋଷ୍ଟ ଅଫିସରୁ ଜମାକାରୀଙ୍କ ଟଙ୍କା ହଡ଼ପ

ନାରାୟଣପାଟଣା,୨୬ା୨(ଡି.ଏନ.ଏ.): କୋରାପୁଟ ଜିଲାରେ ଥମୁନି ପୋଷ୍ଟ ଅଫିସ ଦୁର୍ନୀତି। ଜମାକାରୀଙ୍କ କଷ୍ଟଲବଧ ଅର୍ଥରେ କେତେଜଣ କର୍ମଚାରୀ ବେଶ୍‌ ସ୍ବଚ୍ଛନ୍ଦରେ ଚଳୁଛନ୍ତି। ଜିଲାର ବୈପାରିଗୁଡା ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡପ ଘଟଣା ଲୋକଙ୍କ ମନରୁ ନ ଲିଭୁଣୁ ଏବେ ନାରାୟଣପାଟଣାରେ ଅନୁରୂପ…

ଜିତିବା, ହାରିବାକୁ ନେଇ ଅଙ୍କକଷା

ଯାଜପୁର ଅଫିସ,୨୬ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ଶେଷହେବା ପରେ ଗଣତି ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୋଟ ଗଣତି ପାଇଁ ବ୍ୟବସ୍ଥା କରାଯାଇଛି। ତେଣୁ ଏବେ ଜିତିବା ହାରିବା ନେଇ ପ୍ରାର୍ଥୀ ଏବଂ ହାଇପ୍ରୋଫାଇଲ…

ଏନ୍‌ଆର୍‌ଆର୍‌ଆଇରେ ଶ୍ରମିକ ଅଶାନ୍ତି

କଟକ ଅଫିସ,୨୬ା୨: କଟକ ଜିଲା ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ରେ ଶୁକ୍ରବାର ଠିକା ଶ୍ରମିକ ଅଶାନ୍ତି ଦେଖାଦେଇଛି। ବିଭିନ୍ନ ଦାବି ନେଇ ସେମାନେ ପ୍ରତିଷ୍ଠାନର ଫାଟକ ସମ୍ମୁଖରେ ଧାରଣାରେ ବସିଥିଲେ। ସେମାନଙ୍କ ଅଭିଯୋଗ ଅନୁଯାୟୀ, କେନ୍ଦ୍ର ସରକାର ଶ୍ରମିକମାନଙ୍କ ପାଇଁ…

‘ନ୍ୟାୟିକସେବା ଶିକ୍ଷାନବିସ ମାତୃଭାଷାକୁ ପ୍ରାଧାନ୍ୟ ଦିଅନ୍ତୁ’

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ଜନସାଧାରଣଙ୍କ ମୌଳିକ ଅଧିକାରକୁ ସୁରକ୍ଷା ଦେବା ଗଣତନ୍ତ୍ରର ପ୍ରଧାନ ଆଭିମୁଖ୍ୟ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିିଛନ୍ତି। ଶୁକ୍ରବାର ନବାଗତ ନ୍ୟାୟିକସେବା ଶିକ୍ଷାନବିସଙ୍କ ସହିତ ପ୍ରତ୍ୟକ୍ଷ ପରିଚୟ ଉଦ୍ଦେଶ୍ୟରେ ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ଏକ ପ୍ରଶିକ୍ଷଣ…

ପିଲାଙ୍କୁ ସୁଯୋଗ ଦେଲେ ସଫଳ ହେବେ

ସକାରାମତ୍କ ଦୃଷ୍ଟିଭଙ୍ଗୀ ଓ କଠିନ ଅଧ୍ୟବସାୟ ହିଁ ପିଲାଙ୍କ ପାଇଁ ସଫଳତା ଆଣିଦେଇଥାଏ। ଏଥିଲାଗି ସେମାନଙ୍କୁ ଉପଯୁକ୍ତ ସୁଯୋଗ ମିଳିବା ଜରୁରୀ। ସାମ୍ପ୍ରତିକ ସ୍ଥିତିରେ ଛାତ୍ରୀଛାତ୍ରଙ୍କ ଆବଶ୍ୟକତାକୁ ବୁଝି ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେବା ପାଇଁ ସେମାନଙ୍କୁ ପ୍ରସ୍ତୁତ କରିବା ପ୍ରତ୍ୟେକ…

ବିଦେଶରେ ଯୁଦ୍ଧ, ଉପକୂଳରେ ପ୍ରଭାବ

ମହାକାଳପଡା,୨୬ା୨(ଡି.ଏନ.ଏ.): ରୁଷ୍‌ ଓ ୟୁକ୍ରେନ୍‌ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଉପକୂଳ ଅଞ୍ଚଳରେ ଏହାର ସିଧାସଳଖ ପ୍ରଭାବ ପଡିଛି ବୋଲି ଆଲୋଚନା ହେଉଛି। ତେବେ ଏହି ଆଶଙ୍କାରେ ଅଞ୍ଚଳରେ ଦରଦାମ୍‌ ବୃଦ୍ଧି ପାଇଛି ବୋଲି ସ୍ଥାନୀୟ ଲୋକମାନେ କହିଛନ୍ତି। ଏହାର ପ୍ରଭାବ…

ପ୍ରାର୍ଥୀ ଚୟନ ଚ୍ୟାଲେଞ୍ଜପୂର୍ଣ୍ଣ

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନଙ୍କ ଘୋଷଣା ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିର୍ବାଚନ ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବ। ପଞ୍ଚାୟତ ଭୋଟ ଗଣତିର ଦିନକ ପୂର୍ବରୁ ଏହି ତାରିଖ ଘୋଷଣା ଅନେକ ନେତାଙ୍କ ପାଇଁ ଚିନ୍ତାର କାରଣ…

ଆଜିଠୁ ପଞ୍ଚାୟତ ନିର୍ବାଚନ ଫଳାଫଳ ଘୋଷଣା

ଜଗତ୍‌ସିଂହପୁର ଅଫିସ, ୨୬ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଫଳାଫଳ ଘୋଷଣା ଶନିବାରଠାରୁ ଆରମ୍ଭ ହେବ। ଜିଲାର ସମସ୍ତ ବିତରଣ କେନ୍ଦ୍ରରେ ସକାଳ ୮ରୁ ଗଣତି ଆରମ୍ଭ ହେବ। ପ୍ରଥମ ଦିନ ଜିଲାର ୨୬ଟି ଜିଲା ପରିଷଦ ଜୋନ୍‌ ମଧ୍ୟରୁ ୮ଟି ବ୍ଲକର…

ଚେର୍ନୋବିଲ୍‌ରୁ ତେଜସ୍କ୍ରିୟ ବିକିରଣ

ୟୁକ୍ରେନ୍‌ର ଚେର୍ନୋବିଲ ଆଣବିକ ପ୍ଲାଣ୍ଟରେ ୧୯୮୬ ଏପ୍ରିଲ ୨୬ରେ ଏକ ରିଆକ୍ଟରରେ ବିସ୍ଫୋରଣ ଘଟିବାରୁ ସାରା ୟୁରୋପରେ ରେଡିଓଆକ୍ଟିଭ ବିକିରଣ ଘଟିଥିଲା। ୨୦୧୭ରେ ନଷ୍ଟ ହୋଇଯାଇଥିବା ରିଆକ୍ଟରକୁ ସୁରକ୍ଷିତ ରଖିବା ଲାଗି ବ୍ୟବସ୍ଥା କରାଯାଇଥିଲା। ହେଲେ ଚେର୍ନୋବିଲ ଅଞ୍ଚଳରେ ରୁଷିଆର ତୀବ୍ର…

କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍‌ କୋର୍ଟରେ ହେବ ଶୁଣାଣି

ବଲାଙ୍ଗୀର ଅଫିସ, ୨୬ା୨: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ଶୁଣାଣି ଖୁବ ଶୀଘ୍ର ଆରମ୍ଭ ହେବ। କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍‌ କୋର୍ଟରେ ଏହି ଶୁଣାଣି ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ବଙ୍ଗୋମୁଣ୍ଡା ଜେଏମ୍‌ଏଫ୍‌ସି କୋର୍ଟରୁ ମାମଲାଟିକୁ କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍‌ କୋର୍ଟକୁ…

ଆନନ୍ଦ ସୁବ୍ରମଣ୍ୟନଙ୍କୁ ଗିରଫ କଲା ସିବିଆଇ

ମୁମ୍ବାଇ,୨୬।୨: ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ଅନିୟମିତତା ମାମଲାରେ ଏହାର ପୂର୍ବତନ ଗ୍ରୁପ୍‌ ଅପରେଟିଂ ଅଫିସର (ଜିଓଓ) ଆନନ୍ଦ ସୁବ୍ରମଣ୍ୟନ୍‌ଙ୍କୁ ସିବିଆଇ ଗିରଫ କରିଛି। ତାଙ୍କୁ ମାର୍ଚ୍ଚ ୮ ପର୍ଯ୍ୟନ୍ତ ହେପାଜତରେ ରଖି ଅଧିକ ପଚରା ଉଚରା କରାଯିବ ବୋଲି ସୂଚନା…

‘ନ୍ୟାୟିକସେବା ଶିକ୍ଷାନବିସ ମାତୃଭାଷାକୁ ପ୍ରାଧାନ୍ୟ ଦିଅନ୍ତୁ’

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ଜନସାଧାରଣଙ୍କ ମୌଳିକ ଅଧିକାରକୁ ସୁରକ୍ଷା ଦେବା ଗଣତନ୍ତ୍ରର ପ୍ରଧାନ ଆଭିମୁଖ୍ୟ। ଆଇନର ଲକ୍ଷ୍ମଣରେଖା ମଧ୍ୟରେ ରହି ମାମଲାରେ ସମ୍ପୃକ୍ତ ଉଭୟ ପକ୍ଷଙ୍କୁ ସମଦୃଷ୍ଟିରେ ଦେଖି ନ୍ୟାୟ ପ୍ରଦାନ କରାଯିବା ଉଚିତ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପ୍ରକାଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri