ଶରଦ ପାୱାରଙ୍କୁ ଆୟକର ବିଭାଗର ନୋଟିସ୍
ମୁମ୍ବାଇ,୧।୭ : ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଝଟକା। ନିର୍ବାଚନ ସତ୍ୟପାଠ ମାମଲା ସମ୍ପର୍କିତ ଶରଦ ପାୱାରଙ୍କୁ ଆୟକର ବିଭାଗ ପକ୍ଷରୁ ନୋଟିସ୍ ଜାରି ହୋଇଛି। ୨୦୦୪, ୨୦୦୯, ୨୦୧୪ ଏବଂ ୨୦୨୯ରେ ହୋଇଥିବା ଲୋକସଭା ନିର୍ବାଚନରେ ଶରଦ ପାୱାର ଦାଖଲ…
ଛେରାପହଁରା କରନ୍ତି ଗାଁର ଗୌନ୍ତିଆ
ଶ୍ରୀମନ୍ଦିର ଉପରେ ଅଠର ଥର ଆକ୍ରମଣ ହୋଇଥିବା ଇତିହାସରୁ ଜଣାଯାଏ। ସେଥିମଧ୍ୟରୁ ରକ୍ତବାହୁଙ୍କ ଆକ୍ରମଣ ଥିଲା ପ୍ରଥମ। ରକ୍ତବାହୁଙ୍କ ଶ୍ରୀକ୍ଷେତ୍ର ଆକ୍ରମଣ ସମୟରେ ମହାପ୍ରଭୁ ଜଳଯାତ୍ରାରେ ଯାଇ ସୁବର୍ଣ୍ଣପୁର ଜିଲା କୋଟସମଲାଇସ୍ଥିତ ଛଳିଆ ପାହାଡ଼ ଗୁମ୍ଫାରେ ପାତାଳି ହୋଇଥିଲେ। ମହାପ୍ରଭୁ ଏହିଠାରେ…
ଆଜିଠୁ ତିନି ଦିନିଆ କେରଳ ଗସ୍ତରେ ରାହୁଲ
ନୂଆଦିଲ୍ଲୀ,୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜିଠୁ ତିନି ଦିନିଆ କେରଳ ଗସ୍ତରେ ଯିବେ। ଗତ ସପ୍ତାହରେ ୱାୟନାଡ ସ୍ଥିତ କାର୍ଯ୍ୟାଳୟରେ ହୋଇଥିବା ଭଙ୍ଗାରୁଜା ଘଟଣା ପରେ ରାହୁଲ ଶୁକ୍ରବାର ତାଙ୍କ ନିର୍ବାଚନମଣ୍ଡଳୀ ପରିଦର୍ଶନ କରିବେ ବୋଲି ଦଳ ପକ୍ଷରୁ ସୂଚନା…
ବ୍ରହ୍ମ ତାଳଧ୍ୱଜ
ଶ୍ରୀକ୍ଷେତ୍ର ତୁଲ୍ୟ ତୁଳସୀ କ୍ଷେତ୍ରରେ ବାରମାସରେ ତେରଯାତ ପାଳିତ ହୋଇଥାଏ। ତନ୍ମଧ୍ୟରୁ ରଥଯାତ୍ରା ମୁଖ୍ୟ। ତୁଳସୀ କ୍ଷେତ୍ରାଧିପତି ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ରଥର ନାମ ବ୍ରହ୍ମ ତାଳଧ୍ୱଜ। ଏହି ଗୋଟିଏ ରଥରେ ଚତୁର୍ଦ୍ଧା ମୂର୍ତ୍ତି ବିରାଜିତ ହୋଇଥାନ୍ତି। ତେବେ ଶ୍ରୀଜଗନ୍ନାଥ ସଂସ୍କୃତିରେ…
ଶିଆଳି ଲଟାର ଦଉଡ଼ି
କେନ୍ଦୁଝରର ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ପରମ୍ପରା ବହୁ ପୁରୁଣା। କୁହାଯାଏ, ତତ୍କାଳୀନ ରାଜରାଜୁଡ଼ା ଶାସନ ସମୟ ୧୬୭୧ ମସିହାରେ ପ୍ରତିଷ୍ଠିତ ଶ୍ରୀଜୀଉଙ୍କ ରଥଯାତ୍ରା ଏବେ ମଧ୍ୟ ପାଳନ ହୋଇଆସୁଛି। ଏଠାକାର ଆରାଧ୍ୟ ଦେବତା ଭଗବାନ ବଳଭଦ୍ର ରହିଥିଲେ ହେଁ ରଥର ନାମ ନନ୍ଦିଘୋଷ…
ଶାବର ଶ୍ରୀକ୍ଷେତ୍ର
ଶାବର ଶ୍ରୀକ୍ଷେତ୍ର ରୂପେ ପରିଚିତ କୋରାପୁଟ ରଥଯାତ୍ରାର ରହିଛି ବିଶେଷ ସ୍ବତନ୍ତ୍ରତା। ରଥଯାତ୍ରାରେ ବିଭିନ୍ନ ଆଦିବାସୀ ସଂସ୍କୃତିର ମହାମିଳନ ଦେଖିବାକୁ ମିଳେ। ଗ୍ରାମ ମୁଖିଆ ତଥା ନାୟକଙ୍କୁ ରାଜାର ସମ୍ମାନ ପ୍ରଦାନ କରାଯାଇଥାଏ। ସେ ରଥରେ ଛେରାପହଁରା କରନ୍ତି। ରଥଯାତ୍ରାରେ ଯୋଗଦେବା…
ଆରମ୍ଭ ହେଲା ‘ଛେରାପହଁରା’
ପୁରୀ ଅଫିସ,୧।୭: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଦୀର୍ଘ ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି। ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେ ପରେ ତିନି ରଥରେ ବିରାଜମାନ କରିଛନ୍ତି। ଅନ୍ୟପଟେ, ଆରମ୍ଭ ହୋଇଛି ରଥଯାତ୍ରାର ଆକର୍ଷଣୀୟ ପରମ୍ପରା…
ସୁପ୍ରିମକୋର୍ଟ ଗଲେ ନୂପୁର: ଲଗାତର ମିଳୁଛି ହତ୍ୟା ଧମକ
ନୂଆଦିଲ୍ଲୀ,୧।୭: ଭାରତୀୟ ଜନତା ପାର୍ଟିର ପୂର୍ବତନ ମୁଖପାତ୍ର ନୂପୁର ଶର୍ମା ଶୁକ୍ରବାର ସୁପ୍ରିମକୋର୍ଟ ଯାଇଛନ୍ତି। ବିଭିନ୍ନ ରାଜ୍ୟରେ ତାଙ୍କ ବିରୋଧରେ ଚାଲିଥିବା ମାମଲାଗୁଡିକୁ ଦିଲ୍ଲୀ ସ୍ଥାନାନ୍ତର କରିବାକୁ ସେ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଛନ୍ତି। ତାଙ୍କୁ କ୍ରମାଗତ ଭାବରେ ହତ୍ୟା…
‘ମୁଁ ସିନ୍ଧେଙ୍କୁ ଶିବସୈନିକ ଭାବୁନାହିଁ’
ମୁମ୍ବାଇ,୧।୭: ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଧେଙ୍କୁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଘୋଷଣା କରାଯାଇଛି। ଏହାର ଗୋଟିଏ ଦିନ ପରେ ଶିବସେନାର ବରିଷ୍ଠ ନେତା ସଞ୍ଜୟ ରାଉତ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରିଛନ୍ତି। ସଞ୍ଜୟ ରାଉତ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ…
କୂଅରେ ଖସିପଡ଼ିଲା ଭାଲୁ, ଉଦ୍ଧାର କାର୍ଯ୍ୟ ଜାରି
କେନ୍ଦୁଝର,୧ା୭(ସ୍ବ.ପ୍ର.): ସଦର ବ୍ଲକ ନେଲୁଙ୍ଗ ଗ୍ରାମ ଆମ୍ବୁଆ ପଶି ସାହିରେ ଏକ ଫାର୍ମ ପରିସରରେ ଥିବା କୂଅରେ ବଣୁଆ ଭାଲୁଟି ପଡ଼ିଯିବାରୁ ବନ ଓ ଦମକଳ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। କୂଅରୁ ପାଣି ବାହାର କରି ଏକ…
ମେଗା ପାନୀୟ ଜଳ ପ୍ରକଳ୍ପ, ବୃଦ୍ଧି ପାଉଛି ସମସ୍ୟା
ନାଉଗାଁ,୧ା୭(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଗଜରାଜପୁର ପଞ୍ଚାୟତ ଦେଇ ପ୍ରବାହିତ ଦେବୀ ନଦୀର ତୁମ୍ବେଶ୍ୱରଠାରେ ନିର୍ମାଣ କରାଯାଉଛି ମେଗା ପାନୀୟ ଜଳ ପ୍ରକଳ୍ପ। ଏହି ପ୍ରକଳ୍ପ ପାଇଁ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ପ୍ରକଳ୍ପ ନିର୍ମାଣ…
ଅହମ୍ମଦାବାଦରେ ରଥଯାତ୍ରା ଆରମ୍ଭ: ମୁଖ୍ୟମନ୍ତ୍ରୀ କଲେ ଛେରାପହଁରା
ଅହମ୍ମଦାବାଦ,୧।୭: ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମହାଆଡମ୍ବରରେ ପାଳନ କରାଯାଏ। କେବଳ ପୁରୀ ନୁହେଁ, ଅହମ୍ମଦାବାଦରେ ମଧ୍ୟ ରଥଯାତ୍ରା ବେଶ୍ ଧୁମ୍ଧାମ୍ରେ ପାଳନ କରାଯାଏ। ଚଳିତ ବର୍ଷ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପ୍ରଭୁ ଜଗନ୍ନାଥଙ୍କ ୧୪୫ତମ ରଥଯାତ୍ରା ଅହମ୍ମଦାବାଦର ଜଗନ୍ନାଥ…

