Home Left

ଓଏମ୍‌ଭିଡି ଏଏସ୍‌ଆଇ ଗିରଫ

କଟକ ଅଫିସ,୨୭।୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଝାରସୁଗୁଡ଼ାର ଓଡ଼ିଶା ମୋଟର ଭେଇକିଲ ଡିପାର୍ଟମେଣ୍ଟ(ଓଏମ୍‌ଭିଡି)ର ଏଏସ୍‌ଆଇ ହରେକୃଷ୍ଣ ନାୟକଙ୍କୁ ଭିଜିଲାନ୍ସ ଶନିବାର ଗିରଫ କରି ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରିଥିଲା। ପରେ କୋର୍ଟ ତାଙ୍କୁ ମାର୍ଚ୍ଚ ୧୧ ପର୍ଯ୍ୟନ୍ତ…

ନାମୀଦାମୀ କମ୍ପାନୀ ନାଁରେ ନକଲି ଧୂପକାଠି

କଟକ ଅଫିସ,୨୭।୨: କଟକ ଜିଲା ଲାଲବାଗ ଥାନା ଅଧୀନ ଗଙ୍ଗା ମନ୍ଦିର ଅଞ୍ଚଳରେ ଥିବା ଡି.ଆର. ଟ୍ରେଡର୍ସ ନାମକ ଧୂପକାଠି କାରଖାନା ଶନିବାର ଠାବ କରାଯାଇଛି। ସେଠାରୁ ପ୍ରାୟ ୨୫ ଲକ୍ଷ ଟଙ୍କାର ନକଲି ଧୂପକାଠି, ଧୂପକାଠି ପ୍ରସ୍ତୁତ ପାଇଁ ସରଞ୍ଜାମ…

ଯବାନଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୭।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ମାଓବାଦୀମାନେ ପୁଣି ହିଂସା ଘଟାଇଛନ୍ତି। ଛତିଶଗଡ଼ର ବିଜାପୁର ଜିଲା ସି.ଏ.ଏଫ୍‌.-୨୨ ବାଟାଲିୟନର ଯବାନ ଅର୍ଜୁନ କୁଡିଆମିଙ୍କୁ ହତ୍ୟା କରିଛନ୍ତି। ଗତ କିଛି ଦିନ ହେବ ସେ ଅସୁସ୍ଥ ଥାଇ ନିଜ ଗ୍ରାମ ଧନେରାରେ ରହୁଥିଲେ।…

ଗୁପ୍ତ କୋଠରିରେ ପଶିଲା ମହିଳା ପୋଲିସ

ଭୁବନେଶ୍ୱର,୨୭।୨(ବ୍ୟୁରୋ): ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ଲୁଟିବା ସହ ଚାକିରି ଓ ନାମଲେଖା ଠକେଇ ଅଭିଯୋଗରେ ଗିରଫ ହୋଇଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କୁ କମିଶନରେଟ ପୋଲିସ ଦ୍ୱିତୀୟଥର ରିମାଣ୍ଡରେ ଆଣି ମାରାଥନ ଜେରା କରୁଛି।…

ପଞ୍ଚଭୂତରେ ଲୀନ ହେମାନନ୍ଦଙ୍କ ପାର୍ଥିବ ଶରୀର

ଝାରସୁଗୁଡ଼ା ଅଫିସ,୨୭।୨: ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଶୁକ୍ରବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିଲା। ଶନିବାର ଝାରସୁଗୁଡ଼ା ସହରରେ ଏକ ମହାପ୍ରୟାଣ ଆମ୍ବୁଲାନ୍ସରେ ତାଙ୍କ ମରଶରୀର ପହଞ୍ଚତ୍ବା ପରେ ବିଭିନ୍ନ ଛକରେ ଜନସାଧାରଣ ଶେଷଦର୍ଶନ କରି ହେମାନନ୍ଦ ବିଶ୍ୱାଳ…

ମୃତ ଖବରଦାତା ରୋହିତ ବିଶ୍ୱାଳଙ୍କ ପରିବାରକୁ ୪ ଲକ୍ଷ ସହାୟତା

ଭବାନୀପାଟଣା,୨୭।୨(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ନିହତ ହୋଇଥିବା ଧରିତ୍ରୀ ଖବରଦାତା ରୋହିତ ବିଶ୍ବାଳଙ୍କ ପରିବାରକୁ ପୋଲିସ ବିଭାଗ ପକ୍ଷରୁ ଶନିବାର ୪ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଏସ୍‌ପି ଡା.ଶ୍ରବଣା ବିବେକ ଏମ ଜିଲାର ମୋହନଗିରି ଯାଇ ମୃତ…

ବ୍ୟବସାୟରେ ନୂତନତ୍ୱ ଆଣେ ଆଗ୍ରହ

ଗୁପ୍ତା ପାଓ୍ବାର ଅପ୍ଟିକାଲ୍‌ ଫାଇବର କେବୁଲ ଏବଂ ଏଲ୍‌ଇଡି/ ସୋଲାର୍‌ ଲାଇଟ୍ସ, ଏଚ୍‌ଟିଏଲ୍‌ଏସ୍‌ କଣ୍ଡକ୍ଟର୍ସ, ରେଲ୍‌ଓ୍ବେ ସିଗ୍‌ନାଲିଂ କେବଲ୍ସ, କ୍ୟାଟେନାରି ଓ୍ବାୟର୍ସର ନିର୍ମାଣରେ ସ୍ବତନ୍ତ୍ରତା ଆଣିଛି। କେନ୍ଦ୍ର ସରକାର ଡିଜିଟାଲ୍‌ ଇଣ୍ଡିଆ ଉପରେ ଗୁରୁତ୍ୱ ଦେଉଥିବାରୁ ଦେଶରେ ଆଇଟି/ଆଇଟିସି/ଓଏଫ୍‌ସି ପ୍ରକଳ୍ପଗୁଡ଼ିକ ଆରମ୍ଭ…

ୟୁକ୍ରେନ୍‌ର ଆସ୍ଥା ‘ସେଣ୍ଟ ଜାଭେଲିନ୍‌’

କ୍ୱିଭ୍‌,୨୭।୨: ରୁଷିଆ ୟୁକ୍ରେନ ଯୁଦ୍ଧକୁ ବିତିଯାଇଛି ତିନିଦିନ। ସାରା ବିଶ୍ୱବାସୀଙ୍କ ନଜର ଏହି ଯୁଦ୍ଧ ଉପରେ ରହିଛି। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ୟୁକ୍ରେନରେ ଏକ ଛବି ଲୋକଙ୍କ ଦୃ୍‌ଷ୍ଟି ଆକର୍ଷଣ କରିଛି। ଛବି ହେଉଛି ଜଣେ ସନ୍ଥଙ୍କର ଯେ, ଏକ ଜାଭେଲିନ୍‌…

‘ରାମାୟଣ’ର ଲକ୍ଷ୍ମଣଙ୍କ ଷ୍ଟାଇଲ୍‌ ଦେଖି ପ୍ରଶଂସକ କହିଲେ…

ମୁମ୍ବାଇ: ରାମାନନ୍ଦ ସାଗରଙ୍କ ସିରିଏଲ ‘ରାମାୟଣ’ରେ ଭିନ୍ନ ଭିନ୍ନ ଚରିତ୍ରରେ ଅଭିନୟ କରିଥିବା ଅଭିନେତାମାନେ ଲକ୍‌ଡାଉନ୍‌ ପରେ ପୁଣି ଲାଇମ୍‌ଲାଇଟ୍‌କୁ ଆସିଥିଲେ। ‘ରାମାୟଣ’ରେ ଲକ୍ଷ୍ମଣ ଭୂମିକାରେ ଅଭିନୟ କରିଥିବା ସୁନିଲ ଲହେରୀଙ୍କ ପ୍ରଶଂସକ ସେହି ଦିନଠାରୁ ବଢ଼ିବାରେ ଲାଗିଛନ୍ତି। ସୁନିଲ ସୋସିଆଲ…

ସୋହେଲା, ଅମ୍ବାଭୋନାରେ ବିଜେଡି ବିଜୟୀ

ବରଗଡ଼ ଅଫିସ,୨୬ା୨: ବରଗଡ଼ ଜିଲା ସୋହେଲା(ଜିଲା ପରିଷଦ ଜୋନ-୩୨) ଏବଂ ଅମ୍ବାଭୋନା(ଜିଲା ପରିଷଦ ଜୋନ-୫)ର ଭୋଟ ଗଣତି ସରିଛି। ଉଭୟ ଜୋନରେ ବିଜେଡି ବାଜିମାତ୍‌ କରିଛି । ସୋହେଲାରେ ଦଳୀୟ ପ୍ରାର୍ଥିନୀ ଜାଇଫୁଲ ସିଂ ବରିହା ତାଙ୍କ ନିକଟତମ ପ୍ରାର୍ଥିନୀ ଭାଜପାର…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୯୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୪୯୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୨,୯୨୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଝିଅର ଅନ୍ତିମ ସଂସ୍କାର ସାରି ଆସିଥିଲେ, ମଇଦାନରେ ଶତକ ମାରି ହୃଦୟ ଜିତିଲେ କ୍ରିକେଟର

ନୂଆଦିଲ୍ଲୀ,୨୬।୨: କ୍ରିକେଟ ଏପରି ଏକ ଖେଳ ଯେଉଁଠାରେ କେହି ଭଲ ପ୍ରଦର୍ଶନ କଲେ ହିରୋ ହୁଅନ୍ତି। ଏଥର ରଣଜୀ ଟ୍ରଫିରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯାହା ସମସ୍ତଙ୍କ ହୃଦୟ ଜିତିଛି। ରଣଜୀ ଟ୍ରଫି ମ୍ୟାଚ୍‌ରେ ବରୋଦା ବ୍ୟାଟ୍ସମ୍ୟାନ ବିଷ୍ଣୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri