Home Left

ଦିଲ୍ଲୀରେ ହଟିଲା ରାତ୍ରିକାଳୀନ କର୍ଫ୍ୟୁ: ବିଳମ୍ବିତ ରାତି ଯାଏ ଖୋଲିବ ରେଷ୍ଟୁରାଣ୍ଟ-ଦୋକାନ

ନୂଆଦିଲ୍ଲୀ,୨୫।୨: କରୋନାର ତୃତୀୟ ଲହର ମଧ୍ୟରେ ସାରାଦେଶରେ ଏବେ ସଂକ୍ରମଣ ମାମଲା ପୂର୍ବାପେକ୍ଷା ବହୁତ କମିବାରେ ଲାଗିଛି। ଲଗାତର ନୂଆ କରୋନା ମାମଲା ଓ ଆକ୍ଟିଭ ମାମଲା ହ୍ରାସ ପାଇବାରୁ ରାଜ୍ୟରେ ଲାଗୁ ହୋଇଥିବା କୋଭିଡ ପ୍ରତିବନ୍ଧକକୁ କୋହଳ କରାଯାଇଛି। ଇତିମଧ୍ୟରେ…

ୟୁକ୍ରେନ ଶରଣାର୍ଥୀଙ୍କୁ ଆଶ୍ରୟ ଦେଲା ପୋଲାଣ୍ଡ

ଓ୍ବାରସ,୨୫।୨: ରୁଷିଆର ଆକ୍ରମଣ ପରେ ୟୁକ୍ରେନବାସୀ ଘର ଛାଡ଼ି ସୁରକ୍ଷିତ ସ୍ଥାନକୁ ପଳାୟନ କରୁଛନ୍ତି। ରାଜଧାନୀ କ୍ୱିଭ୍‌ରୁ ଲୋକେ ୟୁକ୍ରେନର ପଶ୍ଚିମାଞ୍ଚଳ ଆଡକୁ ମୁହାଁଇଛନ୍ତି। ରେଳ ଓ ସଡ଼କ ପଥ ଜରିଆରେ ଶତାଧିକ ୟୁକ୍ରେନ ଶରଣାର୍ଥୀ ପୋଲାଣ୍ଡରେ ପହଞ୍ଚିଛନ୍ତି। ଯୁଦ୍ଧ ନିୟନ୍ତ୍ରଣକୁ…

‘୩୦ ଘଣ୍ଟା ହେଲା ମେଟ୍ରୋ ଷ୍ଟେଶନରେ ଲୁଚିଛୁ, ବାହାରେ ବୋମା ବର୍ଷୁଛି’

ନୂଆଦିଲ୍ଲୀ,୨୫।୨: ରୁଷିଆ ଆକ୍ରମଣ କରିବାରୁ ୟୁକ୍ରେନରେ ଫସିଥିବା ଭାରତୀୟ ଛାତ୍ରୀଛାତ୍ର ସ୍ବଦେଶ ଫେରିବା ପାଇଁ ସାହାଯ୍ୟ ମାଗୁଛନ୍ତି। କିଛି ଛାତ୍ରୀଛାତ୍ର ସେମାନଙ୍କ ଆପାର୍ଟମେଣ୍ଟ ଛାଡ଼ି ନ ଥିବା ବେଳେ ଅନ୍ୟମାନେ ମାଟି ତଳେ ଥିବା ମେଟ୍ରୋ ରେଲଓ୍ବେ ଷ୍ଟେଶନ ତଥା ବୋମା…

ପ୍ରେମ ସମ୍ପର୍କରୁ ଶିକ୍ଷକଙ୍କୁ ହତ୍ୟା, ପ୍ରେମିକା ଅଟକ

ବଲାଙ୍ଗୀର ଅଫିସ,୨୫।୨ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁଷରା ଥାନା ବୀରାମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ କର୍ଲାଖମନ ଗାଁ ନିକଟ ରାହୁଲ ନଦୀ କୂଳରୁ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡିଥିଲା। ଘଟଣାସ୍ଥଳରେ ପହଞ୍ଚତ୍ ବଲାଙ୍ଗୀର ସଦର ଏସ୍‌ଡିପିଓ ତୋଫାନ୍‌ ବାଗ…

ଲେଫ୍ଟନାଣ୍ଟ ଗଭର୍ନରଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ଶ୍ରୀନଗର,୨୫।୨: ଜମ୍ମୁ-କଶ୍ମୀର ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନାଙ୍କ କାର ଶୁକ୍ରବାର ସକାଳେ ବାରାଣସୀରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ସୌଭାଗ୍ୟବଶତଃ ଏହି ଦୁର୍ଘଟଣାରେ କେହି ଆହତ ହୋଇନାହାଁନ୍ତି। ଲେଫ୍ଟନାଣ୍ଟ ଗଭର୍ନର ବାରାଣାସୀରୁ ନିଜ ସହର ଗାଜିପୁରକୁ ଯାଉଥିଲେ। ତାଙ୍କ କାର ରାଜଘାଟ…

ୟୁକ୍ରେନକୁ ସାହାଯ୍ୟର ହାତ ବଢ଼ାଇଲେ ସାଇବର ହ୍ୟାକର

ମସ୍କୋ,୨୫।୨: ୟୁକ୍ରେନ ଉପରେ ବାରମ୍ବାର ସାଇବର ଆକ୍ରମଣ ହେଉଥିବା ବେଳେ ଏଥିପାଇଁ ସେ ରୁଷିଆକୁ ଦାୟୀ କରିଛି। ବର୍ତ୍ତମାନ ସାଇବର ହ୍ୟାକର୍ସଙ୍କ ଏକ ଗୋଷ୍ଠୀ ରୁଷିଆ ବିରୋଧରେ ସାଇବର ଯୁଦ୍ଧ ଆରମ୍ଭ କରିଛି। ଏଥିରେ ଅନେକ ରୁଷିଆର ସରକାରୀ ୱେବସାଇଟକୁ ଟାର୍ଗେଟ…

ପୁଣି ଚର୍ଚ୍ଚାରେ ଡ୍ରାମା କୁଇନ୍‌

ମୁମ୍ବାଇ: ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତ ସବୁବେଳେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାନ୍ତି। କେତେବେଳେ ବିବାହକୁ ନେଇ ତ କେତେବେଳେ ଡ୍ରେସ୍‌କୁ ନେଇ। ଏବେ ପୁଣି ଥରେ ବୋଲ୍ଡ ନଜରରେ ଲୋକଙ୍କ ସାମ୍ନାକୁ ଆସି ଟ୍ରୋଲ ହୋଇଛନ୍ତି। ରାକ୍ଷୀଙ୍କ ଏପରି ଲୁକ୍‌…

ୟୁକ୍ରେନ-ରୁଷିଆ ଯୁଦ୍ଧରେ ଭାରତର ଆଭିମୂଖ୍ୟକୁ ନେଇ ପ୍ରଶ୍ନ ଉଠାଇଲା ଆମେରିକା

ଓ୍ବାଶିଂଟନ୍‌,୨୫।୨: ୟୁକ୍ରେନ ଓ ରୁଷିଆ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି। ତେବେ ଏହି ଯୁଦ୍ଧକୁ ନେଇ ଭାରତ କାହା ସପକ୍ଷରେ ରହିଛି ସେନେଇ ସାରା ବିଶ୍ୱର ନଜର ଏବେ ଭାରତ ଉପରେ ରହିଛି। କାରଣ…

ସୁରକ୍ଷାକର୍ମୀଙ୍କୁ ସଫଳତା

ଶ୍ରୀନଗର,୨୫।୨: ଜମ୍ମୁ-କଶ୍ମୀରରେ ସୁରକ୍ଷାବାହିନୀ ବଡ଼ ସଫଳତା ହାସଲ କରିଛି। ସୁରକ୍ଷା ବାହିନୀ ଗୁଳିରେ ଦୁଇ ଆତଙ୍କବାଦୀ ଟଳିପଡିଛନ୍ତି। ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଚାଲିଛି। ସୂଚନା ଅନୁଯାୟୀ, ଶୋପିଆନ ଜିଲାର ଆମିସିପୋରା ଅଞ୍ଚଳରେ ଆତଙ୍କବାଦୀଙ୍କ ଲୁଚି ରହିଥିବା ସୂଚନା ମିଳିଥିଲା। ସୂଚନା…

ଘରୁ ମିଲିଲା ବିଡା ବିଡ଼ା ଟଙ୍କା, ସୁନା ଅଳଙ୍କାର

ଝାରସୁଗୁଡ଼ା ଅଫିସ,୨୫।୨: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଝାରସୁଗୁଡ଼ା ଓଏମ୍‌ଭିଡି ଏଏସ୍‌ଆଇ ହରେ କୃଷ୍ଣ ନାୟକଙ୍କ ବିଜୁନଗର ସ୍ଥିତ ଭଡାଘର ସମେତ ୫ଟି ସ୍ଥାନରେ ଏକ କାଳୀନ ଶୁକ୍ରବାର ପୂର୍ବାହ୍ନରୁ ଭିଜିଲାନ୍ସ ଚଢାଉ ଜାରି ରହିଛି। ଚଢାଉ ମଧ୍ୟରେ ଏଏସଆଇ ନାୟକଙ୍କ…

ରାଜଧାନୀ କ୍ୱିଭ୍‌ରେ ପଶିଲା ରୁଷିଆ ସେନା

କ୍ୱିଭ୍‌,୨୫।୨: ୟୁକ୍ରେନ ଏବଂ ରୁଷିଆ ମଧ୍ୟ ଯୁଦ୍ଧ ତୀବ୍ର ହେବାରେ ଲାଗିଛି। ରୁଷିଆର ଘନଘନ ଆକ୍ରମଣ କରୁଥିବାର ରାଜଧାନୀ କ୍ୱିଭ୍‌ରେ ସ୍ଥିତି ଅତ୍ୟନ୍ତ ସଙ୍ଗୀନ ରହିଛି। ତେବେ ଶୁକ୍ରବାର ଅପରାହ୍ନରେ ରୁଷିଆ ସେନା କ୍ୱିଭ୍‌ରେ ପଶିଛି। ରୁଷିଆ ସେନା ଆଜି ୬…

ପୋଲିସ ବସ୍‌ ଧକ୍କାରେ ଗଲା ପ୍ରିଜାଉଡିଂ ଅଫିସରଙ୍କ ଜୀବନ

ବଲାଙ୍ଗୀର ଅଫିସ, ୨୫ା୨: ଶେଷ ପର୍ଯ୍ୟାୟ ନିର୍ବାଚନ ସାରି ଘରକୁ ଫେରୁଥିବା ପ୍ରିଜାଇଡିଂ ଅଫିସର ଶିକ୍ଷକ ସୁଦାମ ଚରଣ ପୁରୋହିତ(୫୨)ଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଟିଟିଲାଗଡ଼ ବ୍ଳକ ଖୋଲାନ ନିର୍ବାଚନ ବୁଥରେ ପ୍ରିଜାଇଡିଂ ଅଫିସର ଭାବେ ଦାୟିତ୍ୱ ନିର୍ବାହ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri