Home Left

ଶତ୍ରୁତାକୁ ସମାପ୍ତ ପାଇଁ ରୁଷିଆକୁ ଆଲୋଚନା କରିବାକୁ ପଡ଼ିବ: ଜେଲେନ୍‌ସ୍କି

କ୍ୱିଭ,୨୫।୨: ୟୁକ୍ରେନରେ ରୁଷିଆ ଆକ୍ରମଣର ଆଜି ଦ୍ୱିତୀୟ ଦିନ ହୋଇଥିବା ବେଳେ ଭୟଙ୍କର ଯୁଦ୍ଧ ଜାରି ରହିଛି। ବର୍ତ୍ତମାନ ୟୁକ୍ରେନର ରାଜଧାନୀ କ୍ୱିିଭ ସମେତ ଅନେକ ସହରରେ ରୁଷିଆ ସୈନ୍ୟ ପ୍ରବେଶ କରିଛନ୍ତି। ସୂଚନା ଅନୁସାରେ ରୁଷିଆ ସୈନ୍ୟ ବର୍ତ୍ତମାନ ସୁମି…

ପୁଣି ରିମାଣ୍ଡରେ ଯିବେ ନକଲି ଡାକ୍ତର

ଭୁବନେଶ୍ୱର,୨୫।୨(ବ୍ୟୁରୋ): ନକଲି ଡାକ୍ତର ରମେଶ ସାଇଁଙ୍କ ଗିରଫ ମାମଲା। ଆଜିଠାରୁ ପୁଣି ୩ ଦିନିଆ ରିମାଣ୍ଡରେ ଯିବେ ରମେଶ ସାଇଁ। ଭୁବନେଶର ଏସ୍‌ଡିଜେମ କୋର୍ଟ ରିମାଣ୍ଡ ମଞ୍ଜୁର କରିଛନ୍ତି। ୭ ଦିନିଆ ରିମାଣ୍ଡ ପାଇଁ ଆବେଦନ କରିଥିଲା ମହିଳା ଥାନା ପୋଲିସ।…

ୟୁକ୍ରେନ୍‌ ଯବାନଙ୍କ ଭାବପ୍ରବଣ ଭିଡିଓ ଭାଇରାଲ: ଦେଖନ୍ତୁ ଭିଡିଓ

କ୍ୱିଭ୍‌,୨୫।୨: ଆଜି ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧର ଦ୍ୱିତୀୟ ଦିନ। ଗୋଟିଏ ପଟେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରୁଥିବାବେଳେ ଅନ୍ୟପଟେ ଦୁଇ ଦେଶ ମଧ୍ୟରେ ବଢୁଥିବା ତିକ୍ତତା ବିଶ୍ୱର ଚିନ୍ତା ବଢାଇ ଦେଇଛି। ଏହି ସମୟରେ ସୋସିଆଲ ମିଡିଆରେ…

ଯୁଦ୍ଧ କ୍ଷେତ୍ରକୁ ଯିବା ପୂର୍ବରୁ ଝିଅକୁ ଆଲିଙ୍ଗନ କରି ଭାବପ୍ରବଣ ହେଉଛନ୍ତି ୟୁକ୍ରେନ୍ ଯବାନ: ଭିଡିଓ ଭାଇରାଲ

କ୍ୱିଭ୍‌,୨୫ ।୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦ୍ୱାରା ଯୁଦ୍ଧ ଘୋଷଣା ହେବା ପରେ ଗୁରୁବାର ଅର୍ଥାତ୍ ୨୪ ଫେବୃୟାରୀରେ ରୁଷିଆ ପ୍ରଥମେ ୟୁକ୍ରେନ ଉପରେ ଆକମଣ ଆରମ୍ଭ କରି ଦେଇଛି । ଏହି ସମୟରେ ୟୁକ୍ରେନର ବିଭିନ୍ନ ସ୍ଥାନରେ ରୁଷିଆ…

ଶାହିଦଙ୍କୁ ପ୍ରଥମେ ଦେଖି ଡରିଯାଇଥିଲେ ମୀରା

ବଲିଉଡ୍‌ ଅଭିନେତା ଶାହିଦ କପୁର ଆଜି ୪୧ ବର୍ଷରେ ପଦାର୍ପଣ କରିଛନ୍ତି। ନିଜର ପରିଶ୍ରମ ଏବଂ ଦକ୍ଷତା ଆଧାରରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ତାଙ୍କୁ ଏକ ରୋମାଣ୍ଟିକ୍‌ ହିରୋ ଭାବେ ଗଣାଯାଏ। ୨୫ ଫେବୃୟାରୀ ୧୯୮୧ରେ ଦିଲ୍ଲୀରେ ଜନ୍ମଗ୍ରହଣ…

ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ସମସ୍ତ ମୃତକ ଗୋଟିଏ ଜିଲାର

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 1.A 28 years old Male of Baragarh District who was…

ଘରେ ପଶି ମହିଳାଙ୍କୁ ହତ୍ୟା

ବ୍ରହ୍ମପୁର ଅଫିସ,୨୫।୨: ସଦର ଥାନା ଅନ୍ତର୍ଗତ ଅଳକାପୁରୀରେ ଜଣେ ମହିଳାଙ୍କୁ ଘରେ ପଶି ହତ୍ୟା କରାଯାଇଛି। ଘଟଣା ଜଣାପଡିବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତ ମହିଳା ଜଣଙ୍କ ବିଜୟ ଚରଣ ବେହେରାଙ୍କ ସ୍ତ୍ରୀ ସୁରଜା ବେହେରା (୫୮)। ଖବର ପାଇ…

ଅଙ୍ଗନୱାଡି କର୍ମୀଙ୍କ ନାଁରେ ଅଶାଳୀନ ଗୀତ ଭାଇରାଲ

ଭବାନୀପାଟଣା,୨୫।୨(ସ୍ବ.ପ୍ର.): ଅଙ୍ଗନୱାଡି କର୍ମୀଙ୍କ ଉପରେ ଏକ ଅଶାଳୀନ ଗୀତ ଗତ ୨ ଦିନ ହେଲା ଭାଇରାଲ ହୋଇଛି। ଏହାକୁ ନେଇ କଳାହାଣ୍ଡି ଜିଲାର ୧୩ଟି ବ୍ଲକର ଅଙ୍ଗନୱାଡିି କର୍ମୀଙ୍କ ମଧ୍ୟରେ ଏବେ ତୀବ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଛି। ଏହି ଗୀତରେ ଅଙ୍ଗନୱାଡି…

ମୁଁ ଚାହେଁ ଜାଡେଜା ଉପରେ ବ୍ୟାଟିଂ କରନ୍ତୁ: ରୋହିତ

ଲକ୍ଷ୍ନୌ,୨୫।୨: ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଉପର କ୍ରମରେ ବ୍ୟାଟିଂ କରିବାକୁ ଆସିଥିଲେ। ଦୀର୍ଘ ଦିନ ପରେ ଦଳକୁ ଫେରିଥିବା ଜାଡେଜାଙ୍କୁ ଚତୁର୍ଥ କ୍ରମରେ ବ୍ୟାଟିଂ କରିବାକୁ ପଠା ଯାଇଥିଲା। ତେବେ ତାଙ୍କୁ ଅଧିକ…

ସୂର୍ଯ୍ୟ ମନ୍ଦିର ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ପୁରୀ ଅଫିସ, ୨୫।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ରାମ ଚନ୍ଦ୍ର ପ୍ରସାଦ ସିଂ ଶୁକ୍ରବାର କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି। କୋଣାର୍କ ସୂର୍ଯ୍ୟ ମନ୍ଦିରରେ ବ୍ୟବହୃତ ଲୁହାବିମ୍‌ର ଅନୁଧ୍ୟାନ ହେବ ବୋଲି ସେ ସୂଚନା ଦେଇଛନ୍ତି। ଆହୁରି ମଧ୍ୟ କହିଛନ୍ତି, ଏଥିରେ କଳଙ୍କି…

ଖେଳିବାକୁ ଯାଇ ଫେରିନାହାନ୍ତି ଦ୍ୱିତୀୟ ଶ୍ରେଣୀ ଛାତ୍ର, ବଳି ସନ୍ଦେହ

ହାଟଡିହୀ,୨୫ା୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସୋସୋ ଥାନା ରୁଗୁଡ଼ିଆ(ଖଣି ବଜାର) ଗ୍ରାମର ଜଣେ ଦିତୀୟ ଶ୍ରେଣୀ ଛାତ୍ର ଖେଳିବାକୁ ଯାଇ ଆଉ ଘରକୁ ଫେରିନାହାନ୍ତି। ବାପା ବିଜୟ ପୂର୍ତ୍ତିଙ୍କର ଗତ ୪ ବର୍ଷ ତଳେ ମୃତ୍ୟୁ ହୋଇଥିବା ବେଳେ ମା’ ଅନ୍ୟତ୍ର ପଳାଇ…

ଏହି ୪ ଜଣ ହେଲେ ବିଏମ୍‌ସି ବ୍ରାଣ୍ଡ ଆମ୍ବାସଡର

ଭୁବନେଶ୍ବର,୨୫।୨(ବ୍ୟୁରୋ): ସ୍ବଚ୍ଛତା କ୍ଷେତ୍ରରେ ସଚେତନତା ସୃଷ୍ଟି ପାଇଁ ବିଏମ୍‌ସି ପକ୍ଷରୁ ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ବିଏମ୍‌ସି ବ୍ରାଣ୍ଡ ଆମ୍ବାସଡର ଭାବେ ଘୋଷଣା କରିଛି। ସେମାନେ ହେଉଛନ୍ତି ସିନେ ତାରକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri