ଘରୋଇକରଣ ପରେ ବି ସୁଧାର ନାହିଁ
ନୟାଗଡ଼ ଅଫିସ,୨୫।୨: ନୟାଗଡ଼ ମ୍ୟୁନିସିପାଲିଟିର ପରିମଳ ବ୍ୟବସ୍ଥା ଘରୋଇକରଣ ହେଲା ପରେ ବି ଉପଯୁକ୍ତ ସେବା ମିଳୁନାହିଁ। ପରିମଳ ବ୍ୟବସ୍ଥାରେ ଯେଉଁ ସୁଧାର ଆସିବ ବୋଲି କୁହାଯାଉଥିଲା ତାହା ଫଳପ୍ରଦ ହୋଇନାହିଁ। ୧୪ ଓ ୧୫ ନଂ. ୱାର୍ଡରେ ଆବର୍ଜନା ପାଇଁ…
‘ପୁଷ୍ପା’ ଷ୍ଟାଇଲ୍ରେ ସେଲିବ୍ରେଶନ୍ କଲେ ଜାଡେଜା, ଭିଡିଓ ଭାଇରାଲ
ଲକ୍ଷ୍ନୌ,୨୫।୨, ଲକ୍ଷ୍ନୌରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ପ୍ରଥମ ଟି -୨୦ ମ୍ୟାଚରେ ଭାରତ ୬୨ ରନ୍ରେ ବିଜୟ ହାସଲ କରିଛି। ଏଥିସହ ଭାରତ ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ୧-୦ର ଅଗ୍ରଣୀ ହାସଲ କରିଛି। ଅଟଳ ବିହାରୀ ବାଜପେୟୀ…
ପଦା ହେଲାଣି ମୟୂରଝାଲିଆ କାଜୁ ଜଙ୍ଗଲ
ନୟାଗଡ଼ ଅଫିସ/ରଣପୁର,୨୫।୨(ସ୍ବ.ପ୍ର.): କାଜୁ ନିଗମ ଅଧୀନରେ ଥିବା ନୟାଗଡ଼ ଜିଲା ରଣପୁର ତହସିଲ ମୟୁରଝାଲିଆ ଗାଁରେ ଗୋଚର ଓ କାଜୁ ଜଙ୍ଗଲରୁ ବେଆଇନ ଭାବେ ମାଙ୍କଡା ପଥର ଓ ମୋରମ ଖନନ ଚାଲିଛି । ପ୍ରାୟ ଦେଢ଼ ବର୍ଷ ଭିତରେ କାଜୁ…
ସହର ତାଲିକାରେ ଗାଁ ଭୋଟରଙ୍କ ନାମ
ନୟାଗଡ଼ ଅଫିସ,୨୫।୨: ନୟାଗଡ଼ ମ୍ୟୁନିସିପାଲିଟିର ଡ୍ରାଫ୍ଟ ଭୋଟର ତାଲିକାରେ ଚଞ୍ଚକତା କରାଯାଇଥିବା ଅଭିଯୋଗ ହୋଇଛି । ଏଥିରେ ୨ହଜାର ଭୋଟରଙ୍କ ନାମ ଗାଁ ଓ ସହରରେ ରହିବା, ପୁଣି ଚଞ୍ଚକତା କରାଯାଇ ନୂଆ ୮୬୮ ଭୋଟରଙ୍କ ନାମ ନୟାଗଡ଼ ପୌରାଞ୍ଚଳ ତାଲିକାରେ…
ସାମରିକ ଉପକରଣ ନେଇଯାଉଥିବା ରୁଷିଆ ବିମାନ ଖସିଲା
ମସ୍କୋ,୨୫।୨: ସାମରିକ ଉପକରଣ ନେଇ ଯାଉଥିବା ରୁଷିଆର ଆଣ୍ଟୋନୋଭ ଆନ-୨୬ ଟ୍ରାନ୍ସପୋର୍ଟ ବିମାନ ଭୋରୋନେଞ୍ଜର ଦକ୍ଷିଣାଞ୍ଚଳରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ବିମାନର କ୍ରୁ ମେମ୍ବରଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛି ପ୍ରତିରକ୍ଷା ମନ୍ତ୍ରଣାଳୟ। “ସାମରିକ ଉପକରଣ ପରିବହନ ପାଇଁ ଯୋଜନାବଦ୍ଧ…
ରୁଷିଆ ଆକ୍ରମଣରେ ଏପର୍ଯ୍ୟନ୍ତ ୧୩୭ରୁ ଅଧିକ ଲୋକଙ୍କ ଗଲାଣି ଜୀବନ
କ୍ୱିଭ୍,୨୨।୨: ରୁଷିଆ-ୟୁକ୍ରେନ ଯୁଦ୍ଧ ବଢିବାରେ ଲାଗିଛି। ଦେଶର ପ୍ରାୟ ପ୍ରତ୍ୟେକ ଅଞ୍ଚଳରେ ୟୁକ୍ରେନ ସେନା ରୁଷିଆର ଆକ୍ରୋଶର ଶିକାର ହୋଇଛି। ରୁଷିଆ ଆକ୍ରମଣରେ ଏ ପର୍ଯ୍ୟନ୍ତ ୟୁକ୍ରେନର ୧୩୭ ଜଣ ପ୍ରାଣ ଥିବା ସୂଚନା ମିଳିଛି। ରୁଷିଆର ବିମାନ ଏବଂ ହେଲିକପ୍ଟରଗୁଡ଼ିକ…
ହିତାଧିକାରୀଙ୍କ ଜମାଖାତାକୁ ସିଧାସଳଖ ଯିବ ଭତ୍ତା
କଟକ ଅଫିସ,୨୫ା୨: ସହରରେ ୫୯ଟି ୱାର୍ଡରେ ନିର୍ଦ୍ଧାରିତ କେନ୍ଦ୍ରରେ ବୃଦ୍ଧ, ବିଧବା ଓ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଉଛି। ଏହି ବଣ୍ଟନ ବ୍ୟବସ୍ଥାକୁ ସ୍ବଚ୍ଛ ଓ ବୃଦ୍ଧାବୃଦ୍ଧଙ୍କ ପଥକଷ୍ଟ ଦୂର କରିବା ପାଇଁ ହିତାଧିକାରୀଙ୍କ ଜମାଖାତା ଜରିଆରେ ସିଧାସଳଖ ଭତ୍ତା…
କଟକ ମହାନଗର ନିଗମ: ୫୧୭୪ ବଢ଼ିଲା ଭୋଟର ସଂଖ୍ୟା
କଟକ ଅଫିସ,୨୫ା୨: କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ଚୂଡାନ୍ତ ଭୋଟର ତାଲିକା ବୁଧବାର ପ୍ରକାଶ ପାଇଛି। ପ୍ରାଥମିକ ଭୋଟର ତାଲିକାଠାରୁ ଚୂଡ଼ାନ୍ତ ତାଲିକାରେ ଭୋଟର ସଂଖ୍ୟା ୫୧୭୪ ବୃଦ୍ଧି ପାଇଛି। ସହରରେ ମୋଟ ୪ଲକ୍ଷ ୫୦ ହଜାର ୭୫୯ ଭୋଟର…
ଡାକ୍ତରାଣୀଙ୍କୁ ବିବାହ କରି ୨୩ ଲକ୍ଷ ଲୁଟିଥିଲେ ନକଲି ଡାକ୍ତର
ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ ପରେ ଠକେଇ ଓ ପ୍ରତାରଣା କରି ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁ ପୁଣି ରିମାଣ୍ଡରେ ଆସିବେ। କମିଶନରେଟ ପୋଲିସ ତାଙ୍କୁ ୭ଦିନିଆ ରିମାଣ୍ଡରେ…
ପଞ୍ଚାୟତ ନିର୍ବାଚନ ହିଂସାରେ ଶେଷ
ଭୁବନେଶ୍ୱର,୨୫।୨(ବ୍ୟୁରୋ): ହିଂସାରୁ ଆରମ୍ଭ ହେଲା। ହିଂସାରେ ସରିଲା। ପ୍ରଥମରୁ ଶେଷ ପର୍ଯ୍ୟାୟ ଯାଏ ବୁଥ୍ ଜବରଦଖଲ, ଗୋଷ୍ଠୀ ସଂଘର୍ଷ, ବୋମାମାଡ଼, ହତ୍ୟାକାଣ୍ଡ, ଖବରଦାତା, ପୋଲିସ, ବିଡିଓଙ୍କୁ ମାଡ଼, ବାଲଟ ପେପର ଚିରା, ଭୋଟ ବାକ୍ସ ପୋଖରୀରେ ଫିଙ୍ଗିବା, ପ୍ରାର୍ଥୀ ଅପହରଣ ଭଳି…
ଉଦ୍ୟୋଗ ନୀତି ସରଳ ହେଉ
ମସଲା ଆମର ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଉପାଦାନ ପାଲଟିଛି। ପୂର୍ବରୁ ଗୃହିଣୀମାନେ ମସଲା ବାଟି ବ୍ୟଞ୍ଜନରେ ବ୍ୟବହାର କରୁଥିବାବେଳେ ଏବେ ସବୁଠି ପ୍ୟାକେଟ ସ୍ପାଇସ୍ର ଚାହିଦା ରହିଛି। ଏହି ଚାହିଦାକୁ ଅନେକାଂଶରେ ପୂରଣ କରିଛି ଦିବ୍ୟ ମଲ୍ଟିଗ୍ରେନ୍ସ ପ୍ରାଇଭେଟ୍ ଲିଃର…
ନିରାଶ କରିଛି ଭାରତ:ୟୁକ୍ରେନ ରାଷ୍ଟ୍ରଦୂତ
ନୂଆଦିଲ୍ଲୀ,୨୫ା୨:ୟୁକ୍ରେନ ସଙ୍କଟରେ ହସ୍ତକ୍ଷେପ କରି ଶାନ୍ତି ସ୍ଥାପନ ନିମନ୍ତେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସହ ଆଲୋଚନା କରିବାକୁ ନୂଆଦିଲ୍ଲୀରେ ଅବସ୍ଥାପିତ ୟୁକ୍ରେନ ରାଷ୍ଟ୍ରଦୂତ ଆଇଗୋର ପୋଲିଖା ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରିଥିଲେ। କିନ୍ତୁ ଭାରତ ପକ୍ଷରୁ ଏ…
Archives


