ଡାକ୍ତରାଣୀଙ୍କୁ ବିବାହ କରି ୨୩ ଲକ୍ଷ ଲୁଟିଥିଲେ ନକଲି ଡାକ୍ତର
ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ ପରେ ଠକେଇ ଓ ପ୍ରତାରଣା କରି ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁ ପୁଣି ରିମାଣ୍ଡରେ ଆସିବେ। କମିଶନରେଟ ପୋଲିସ ତାଙ୍କୁ ୭ଦିନିଆ ରିମାଣ୍ଡରେ…
ପଞ୍ଚାୟତ ନିର୍ବାଚନ ହିଂସାରେ ଶେଷ
ଭୁବନେଶ୍ୱର,୨୫।୨(ବ୍ୟୁରୋ): ହିଂସାରୁ ଆରମ୍ଭ ହେଲା। ହିଂସାରେ ସରିଲା। ପ୍ରଥମରୁ ଶେଷ ପର୍ଯ୍ୟାୟ ଯାଏ ବୁଥ୍ ଜବରଦଖଲ, ଗୋଷ୍ଠୀ ସଂଘର୍ଷ, ବୋମାମାଡ଼, ହତ୍ୟାକାଣ୍ଡ, ଖବରଦାତା, ପୋଲିସ, ବିଡିଓଙ୍କୁ ମାଡ଼, ବାଲଟ ପେପର ଚିରା, ଭୋଟ ବାକ୍ସ ପୋଖରୀରେ ଫିଙ୍ଗିବା, ପ୍ରାର୍ଥୀ ଅପହରଣ ଭଳି…
ଉଦ୍ୟୋଗ ନୀତି ସରଳ ହେଉ
ମସଲା ଆମର ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଉପାଦାନ ପାଲଟିଛି। ପୂର୍ବରୁ ଗୃହିଣୀମାନେ ମସଲା ବାଟି ବ୍ୟଞ୍ଜନରେ ବ୍ୟବହାର କରୁଥିବାବେଳେ ଏବେ ସବୁଠି ପ୍ୟାକେଟ ସ୍ପାଇସ୍ର ଚାହିଦା ରହିଛି। ଏହି ଚାହିଦାକୁ ଅନେକାଂଶରେ ପୂରଣ କରିଛି ଦିବ୍ୟ ମଲ୍ଟିଗ୍ରେନ୍ସ ପ୍ରାଇଭେଟ୍ ଲିଃର…
ନିରାଶ କରିଛି ଭାରତ:ୟୁକ୍ରେନ ରାଷ୍ଟ୍ରଦୂତ
ନୂଆଦିଲ୍ଲୀ,୨୫ା୨:ୟୁକ୍ରେନ ସଙ୍କଟରେ ହସ୍ତକ୍ଷେପ କରି ଶାନ୍ତି ସ୍ଥାପନ ନିମନ୍ତେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସହ ଆଲୋଚନା କରିବାକୁ ନୂଆଦିଲ୍ଲୀରେ ଅବସ୍ଥାପିତ ୟୁକ୍ରେନ ରାଷ୍ଟ୍ରଦୂତ ଆଇଗୋର ପୋଲିଖା ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରିଥିଲେ। କିନ୍ତୁ ଭାରତ ପକ୍ଷରୁ ଏ…
ଟି୨୦ରେ ରୋହିତଙ୍କ ରେକର୍ଡ
ଲକ୍ଷ୍ନୌ,୨୫।୨: ଭାରତୀୟ ଅଧିନାୟକ ରୋହିତ ଶର୍ମା ଗୁରୁବାର ଟି୨୦ ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ରନ୍ କରିବାର ରେକର୍ଡ ନିଜ ନାମରେ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍ରେ ୪୪ ରନ୍ର ଇନିଂସ ଖେଳିବା ଅବସରରେ ଏହି ସଫଳତା ପାଇଛନ୍ତି ୩୪…
ଆଜିଠୁ ଖଣିମନ୍ତ୍ରୀମାନଙ୍କୁ ନେଇ ୨ଦିନିଆ ସମ୍ମିଳନୀ
ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ବିଭିନ୍ନ ରାଜ୍ୟର ଖଣି ଓ ଇସ୍ପାତ ମନ୍ତ୍ରୀମାନଙ୍କୁ ନେଇ ଏକ ୨ଦିନିଆ ମନ୍ତ୍ରୀସ୍ତରୀୟ ସମ୍ମିଳନୀ ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଛି। ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ଏବଂ ଶନିବାର କୋଣାର୍କ ଏବଂ ଭୁବନେଶ୍ୱରରେ ଏହି ସମ୍ମିଳନୀ…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨୦ ବୋମାମାଡ଼
ବ୍ରହ୍ମଗିରି,୨୫।୨(ଡି.ଏନ୍.ଏ.): ରାଜନୈତିକ ବିବାଦ ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବ୍ରହ୍ମଗିରି ଥାନା ଅନ୍ତର୍ଗତ ଦଣ୍ଡୁଆସିପଡ଼ା ଗ୍ରାମରେ ଗୁରୁବାର ପୁଣିଥରେ ଗୋଷ୍ଠୀ ସଂଘର୍ଷ ସହ ୨୦ରୁ ଊର୍ଦ୍ଧ୍ୱ ବୋମା ମାଡ଼ ହୋଇଛି। ଏହି ବୋମାମାଡ଼ରେ ଆହତ ଓ କ୍ଷୟକ୍ଷତି ଜଣାପଡି ନ ଥିବାବେଳେ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ପୂର୍ବତନ ଏଏସ୍ପି ତ୍ରିନାଥ ମିଶ୍ରଙ୍କ ଜାମିନ ଖାରଜ
କଟକ ଅଫିସ,୨୫ା୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ବତନ ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ ଜାମିନ ଆବେଦନ ଗୁରୁବାର ଭିଜିଲାନ୍ସ କୋର୍ଟରେ ଖାରଜ ହୋଇଯାଇଛି। ଫଳରେ ତ୍ରିନାଥଙ୍କୁ ଜେଲ୍ରେ ରହିବାକୁ ପଡ଼ିବ। ସୂଚନାଯୋଗ୍ୟ, ଗତ ୧୫ତାରିଖରେ ଆୟ ବହିର୍ଭୂତ ସମ୍ପତ୍ତି…
ବେବି ରୁମ୍ର ପ୍ରଥମ ଫଟୋ ଶେୟାର କଲେ ପ୍ରିୟଙ୍କା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ସ୍ବାମୀ ନିକ୍ ଜୋନାସ୍ ଆଜିକାଲି ମାତାପିତା ହେବାର ସୌଭାଗ୍ୟକୁ ବେଶ୍ ଉପଭୋଗ କରୁଛନ୍ତି। ନିକଟରେ ସରୋଗେସି ମାଧ୍ୟମରେ ମାତାପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏଥିପାଇଁ ଏହି ଦମ୍ପତି ବହୁତ ଖୁସି ଅଛନ୍ତି।…
ବମିଖାଲ ଓଭର ବ୍ରିଜ୍ ଭୁଶୁଡ଼ିବା ଘଟଣା: କଳାତାଲିକାଭୁକ୍ତ ରାୟକୁ କୋହଳ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୫।୨: ୨୦୧୭ ସେପ୍ଟେମ୍ବର ୧୦ରେ ଭୁଶୁଡ଼ି ପଡ଼ିଥିବା ଭୁବନେଶ୍ୱର ବମିଖାଲ ଓଭର ବ୍ରିଜ୍ର ନିର୍ମାଣକାରୀ ସଂସ୍ଥା ପଣ୍ଡା ଇନ୍ପ୍ରା ପ୍ରୋଜେକ୍ଟକୁ ସୁପ୍ରିମକୋର୍ଟରୁ ଗୁରୁବାର ଆଶ୍ୱସ୍ଥି ମିଳିଛି। ଏହି ଘଟଣାରେ ଓଡ଼ିଶା ହାଇକୋର୍ଟ ନିର୍ମାଣକାରୀ ସଂସ୍ଥାକୁ ସ୍ଥାୟୀ କଳା ତାଲିକାଭୁକ୍ତ ଘୋଷଣା କରିଥିବା…
ଆଜି ରିଲିଜ୍ ହେବ ବହୁ ପ୍ରତୀକ୍ଷିତ ଫିଲ୍ମ‘ ଗଙ୍ଗୁବାଇ କାଠିଓ୍ବାବାଡି’
ମୁମ୍ବାଇ: ଅପେକ୍ଷାର ଘଟିବ ଅନ୍ତ। ବହୁ ବାଦ ବିବାଦ ପରେ ଆଜି ରିଲିଜ୍ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ଫିଲ୍ମ‘ ଗଙ୍ଗୁବାଇ କାଠିଓ୍ବାବାଡି’। ଫିଲ୍ମକୁ ନେଇ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରି ଦେଇଛନ୍ତି। ତେବେ ବିବାଦ ଉପରେ ପୂର୍ଣ୍ଣଚ୍ଛେଦ…
ପୋଲାଣ୍ଡ-ହଙ୍ଗେରୀ ରାସ୍ତା ଦେଇ ଆସିବେ ଭାରତୀୟ ନାଗରିକ
ନୂଆଦିଲ୍ଲୀ,୨୪।୨: ରୁଷିଆ ୟୁକ୍ରେନ ଲଢ଼େଇ ସମଗ୍ର ବିଶ୍ୱକୁ ଚିନ୍ତାରେ ପକାଇଦେଇଛି। ୟୁକ୍ରେନ ସଙ୍କଟକୁ ନେଇ ଗୁରୁବାର ବୈଦେଶିକ ମନ୍ତ୍ରଣାଳୟ ଏକ ଖବରଦାତା ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ୟୁକ୍ରେନରେ ଫସିଥିବା ଭାରତୀୟ ନାଗରିକଙ୍କୁ ସେଠାରୁ ସୁରକ୍ଷିତ ବାହାର କରିବା ସରକାରଙ୍କ ସବୁଠାରୁ ବଡ଼…
Archives


