Home Left

ଶେଷ ପର୍ଯ୍ୟାୟରେ ୭୦ ପ୍ରତିଶତରୁ ଅଧିକ ମତଦାନ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟରେ ଗୁରୁବାର ପଞ୍ଚମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଶେଷ ପର୍ଯ୍ୟାୟରେ ସାରା ରାଜ୍ୟରେ ୭୦ ପ୍ରତିଶତରୁ ଅଧିକ ମତଦାନ ହୋଇଛି ବୋଲି ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ପ୍ରଥମ ଥର ପାଇଁ ମାଲକାନାଗିରିରେ ୭୦…

ମା’ଙ୍କ ଫଟୋ ଶେୟାର କରି ଇମୋଶନାଲ ହେଲେ ଖୁସି-ଜାହ୍ନବୀ

ବଲିଉଡ୍‌ ଅଭିନେତ୍ରୀ ଶ୍ରୀଦେବୀଙ୍କର ଗୁରୁବାର ଚତୁର୍ଥ ମୃତ୍ୟୁ ବାର୍ଷିକୀ। ଏହି ଅବସରରେ ଝିଅ ଖୁସି କପୁର ଶ୍ରୀଦେବୀଙ୍କୁ ମନେ ପକାଇ ସୋସିଆଲ ମିଡିଆରେ ଏକ ହୃଦୟସ୍ପର୍ଶୀ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ଖୁସି ପିଲାଦିନେ ମା’ଙ୍କ କୋଳରେ ବସିଥିବାର ନଜର…

ଉର୍ବଶୀଙ୍କ ଭାଗ୍ୟ ଟାଣ

ମୁମ୍ବାଇ: ଅଳ୍ପକେ ବର୍ତ୍ତି ଯାଇଛନ୍ତି ବଲିଉଡ ନାୟିକା ଉର୍ବଶୀ ରୌତେଲା । ୨୫ ଫେବୃୟାରୀରେ ସେ ତାଙ୍କ ଜନ୍ମଦିନ ପାଳନ କରିବାକୁ ଯାଉଛନ୍ତି । ଏଥର ସେ ଜନ୍ମଦିନ ତାଙ୍କ ପରିବାର ସହ ମାଲଦ୍ୱୀପରେ ପାଳନ କରିବାର ଯୋଜନା କରିଛନ୍ତି ।…

ୟୁକ୍ରେନର ୪୦ ଯବାନ ସମେତ ୫୦ ମୃତ

କ୍ୱିଭ,୨୪।୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ଯୁଦ୍ଧ ଘୋଷଣା କରିବା ପରେ ୟୁକ୍ରେନର ରାଜଧାନୀ କ୍ୱିଭ ସମେତ ବିଭିନ୍ନ ପୂର୍ବାଞ୍ଚଳ ସହରରେ ମିସାଇଲ ମାଡ଼ ଜାରି ରହିଛି। ଏହି ଆକ୍ରମଣରେ ୟୁକ୍ରେନର ୪୦ ଯବାନଙ୍କ ସମେତ ୫୦ ଜଣଙ୍କ ମୃତ୍ୟୁ ହୋଇଛି।…

ପ୍ରୟାଗରାଜରେ ଗର୍ଜିଲେ ମୋଦି

ଲକ୍ଷ୍ନୌ,୨୪ ।୨: ଉତ୍ତର ପ୍ରଦେଶର ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗରୁବାର ପ୍ରୟାଗରାଜରେ ଏକ ଜନସଭାକୁ ସମ୍ବୋଧନ କରିଛନ୍ତି । ଏହି ଅବସରରେ ସେ ବିରୋଧିଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି…

ଶିଖ୍‌ ଛାତ୍ରୀଙ୍କୁ ପଗଡ଼ି ଖୋଲିବାକୁ କହିଲା ବେଙ୍ଗାଲୁରୁ କଲେଜ

ବେଙ୍ଗାଲୁରୁ,୨୪।୨: କର୍ନାଟକ ହାଇକୋର୍ଟଙ୍କ ଆନ୍ତରୀଣ ରାୟ ଯୋଗୁ ବେଙ୍ଗାଲୁରୁର ଏକ କଲେଜ ଶିଖ୍‌ ଛାତ୍ରୀଙ୍କୁ କ୍ଲାସରେ ପଗଡ଼ି ବ୍ୟବହାର କରିବାକୁ ମନା କରି ଦେଇଛନ୍ତି। ୩ ଜଣିଆ ବିଚାରପତିଙ୍କୁ ନେଇ ଗଠିତ ଖଣ୍ଡପୀଠ କ୍ୟାମ୍ପସରେ ହିଜାବ ପ୍ରତିବନ୍ଧକ ବିରୋଧରେ ଦାୟର କରାଯାଇଥିବା…

ପ୍ରକାଶ ପାଇଲା ଭୋଟର ତାଲିକା

ଭୁବନେଶ୍ୱର, ୨୪।୨(ବ୍ୟୁରୋ): ମହାନଗର ନିର୍ବାଚନ ପାଇଁ ଆଉ ପାଦେ ଆଗେଇଲା ବିଏମ୍‌ସି। ଗୁରୁବାର ବିଏମ୍‌ସି ପକ୍ଷରୁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି । ୭୦୫ ବୁଥ୍‌ର ୭ଲକ୍ଷ ୨୫ ହଜାର ୬୭୫ ଭୋଟରଙ୍କ ତାଲିକା ପ୍ରକାଶ ପାଇଥିବା ସୂଚନା ରହିଛି।…

ଫିଲ୍ମକୁ ନେଇ ଉତ୍ସାହିତ ଅଛନ୍ତି ଅଭିନେତ୍ରୀ

ମୁମ୍ବାଇ: ‘ଦ ଗ୍ରେଟ ଇଣ୍ଡିଆନ କିଚେନ’ର ହିନ୍ଦୀ ରିମେକ ପାଇଁ ବେଶ୍‌ ଉତ୍ସାହିତ ଅଛନ୍ତି ଅଭିନେତ୍ରୀ ସାନ୍ୟା ମାଲହୋତ୍ରା । ‘ଦ ଗ୍ରେଟ ଇଣ୍ଡିଆନ କିଚେନ’ ହେଉଛି ମାଲାୟାଲମ ଭାଷୀ ଡ୍ରାମା ଫିଲ୍ମ । ତେବେ ଫିଲ୍ମଟି ଜଣେ ନବ ବିବାହିତା…

ଭୋଟ ଦେବାକୁ ଆସି ଚାଲିଗଲା ମହିଳାଙ୍କ ଜୀବନ

ଚିତ୍ରକୋଣ୍ଡା,୨୪।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ରାଲେଗା ପଞ୍ଚାୟତ ବାଣାଝୋଲି ଗ୍ରାମର ଜଣେ ମହିଳା ଭୋଟ ଦେବାକୁ ଆସି ତାଙ୍କର ଜୀବନ ଯାଇଛିି। ସେ ହେଉଛନ୍ତି କମଳା ଖରା (୨୭ )। ସୂଚନାନୁସାରେ, ଆଜି ସକାଳେ ହାଟଗୁଡାକୁ ଭୋଟ ଦେବାକୁ…

ମୋଦିଙ୍କୁ ସହଯୋଗ ମାଗିଲେ ୟୁକ୍ରେନ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୨୪।୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ୟୁକ୍ରେନ ବିପକ୍ଷରେ ଯୁଦ୍ଧ ଘୋଷଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି ୟୁକ୍ରେନ ରାଷ୍ଟ୍ରଦୂତ। ଭାରତରେ ଥିବା ୟୁକ୍ରେନ ରାଷ୍ଟ୍ରଦୂତ ଆଇଗୋର୍‌ ପୋଲିଖା ଗୁରୁବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ରୁଷିଆ ସହ…

କାଜଲଙ୍କ ପ୍ରେମରେ ଏମିତି ପଡ଼ିଥିଲେ ଅଜୟ ଦେବଗନ

ମୁମ୍ବାଇ: ସୁପରଷ୍ଟାର ଅଜୟ ଦେବଗନ ଏବଂ ଅଭିନେତ୍ରୀ କାଜଲ ବି’ ଟାଉନ୍‌ର ସଫଳ ଦମ୍ପତି ଭାବରେ ଜଣାଶୁଣା। ଏମାନଙ୍କ ବିବାହ ସମୟରେ ଅନେକ ଭାବିଥିଲେ ଯେ, ଏମାନଙ୍କ ବିବାହ ଅଧିକ ଦିନ ତିଷ୍ଠିବ ନାହିଁ। କିନ୍ତୁ ଅଜୟ-କାଜଲ ୨୩ ବର୍ଷ ଧରି…

ଆହୁରି ମହଙ୍ଗା ହେଲା ସୁନା ଦର

ନୂଆଦିଲ୍ଲୀ,୨୪।୨: ଆହୁରି ମହଙ୍ଗା ହେଲା ସୁନା ଓ ରୂପା। ଭାରତରେ ୧୦ ଗ୍ରାମ ପିଛା ସୁନା ଦର ପାଖାପାଖି ୧୪୦୦ ଟଙ୍କା ବଢିିଛି। ସେପଟେ ଏକ କିଲୋ ରୁପା ଦାମ୍‌ରେ ମଧ୍ୟ ୨ ହଜାରରୁ ଅଧିକ ଟଙ୍କା ବୃଦ୍ଧି ପାଇଛି। ଭାରତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri