Home Left

ଭୋଟ୍‌ ବାକ୍ସକୁ ମୁଣ୍ଡିଆ ମାରିଲେ ଏମ୍‌ପି ପ୍ରମିଳା ବିଷୋୟୀ

ଗଞ୍ଜାମ,୨୪ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଜି ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ମତଦାନ ଚାଲିଛି। ବେଗୁନିଆପଡା, ଆସିକା ଓ ଭଞ୍ଜନଗର ପ୍ରମୁଖ ୩ଟି ବ୍ଲକରେ ଭୋଟ୍‌ ଗ୍ରହଣ ଚାଲିଛି। ତେବେ ଆସିକା ଏମ୍‌ପି ପ୍ରମିଳା ବିଷୋୟୀ ମତଦାନ ସମୟରେ ଭୋଟ୍‌ ବାକ୍ସକୁ ମୁଣ୍ଡ…

ଦିନକ ପାଇଁ ବାହା ହୋଇଥିଲେ ମହିଳା, ଚତୁର୍ଥୀ ରାତିରେ ଜଣାପଡ଼ିଲା ସବୁ ସତ; ଆଉ ତା’ ପରେ…

ଯେଉଁ ବ୍ୟକ୍ତିଙ୍କୁ ଭରସା କରି ତୁମେ ତୁମର ମାତାପିତା, ପରିବାର, ବନ୍ଧୁବାନ୍ଧବ ଛାଡ଼ି ତୁମେ ତାଙ୍କ ହାତ ଧର ଆଉ ପରେ ଯଦି ଜାଣ ସେ ତୁମ ସହ ପ୍ରତାରଣା କଲେ ତା’ହେଲେ ହୃଦୟରୁ ଭାଙ୍ଗି ପଡ଼ିବେ ନିଶ୍ଚିତ। ସେମିତି ଏକ…

କ୍ରିକେଟ ଇତିହାସର ଅଭୂଲା ଦିନ

ନୂଆଦିଲ୍ଲୀ,୨୪।୨: ଠିକ୍‌ ୧୨ ବର୍ଷ ତଳେ ଅର୍ଥାତ ୨୦୧୦ ଫେବୃୟାରୀ ୨୪ ତାରିଖରେ ସଚିନ ତେନ୍ଦୁଲକର ପୃଥିବୀର ପ୍ରଥମ ପୁରୁଷ ଭାବେ ଦିନିକିଆରେ ଦ୍ୱିଶତକ ହାସଲ କରିଥିଲେ। ଗ୍ବାଲିୟରର କ୍ୟାପଟେନ ରୂପ ସିଂ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରେ ଏହି…

ମତଦାନ କଲେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ

ଭଞ୍ଜନଗର,୨୪ା୨(ଡି.ଏନ୍‌.ଏ.): ଗୁରୁବାର ଭଞ୍ଜନଗର ବ୍ଲକରେ ପଞ୍ଚାୟତ ନିର୍ବାଚନ ପାଇଁ ସମସ୍ତ ୩୨୧ ବୁଥ୍‌ରେ ଶେଷ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ବ୍ଲକରେ ୧ ଲକ୍ଷ ୮୯୬୬ ଜଣ ଭୋଟର ଅଛନ୍ତି। ଭଞ୍ଜନଗର ବ୍ଲକ ଅଗଝୋଳ ଗ୍ରାମରେ ଜଙ୍ଗଲ ଓ ପରିବେଶ ଏବଂ…

ଯୁଦ୍ଧ ଘୋଷଣା ପରେ ରାଜଧାନୀରେ ପ୍ରଚଣ୍ଡ ବିସ୍ଫୋରଣ

କ୍ୱିଭ(ୟୁକ୍ରେନ),୨୪।୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ଗୁରୁବାର ଯୁଦ୍ଧ ଘୋଷଣା କରିବା ପରେ ୟୁକ୍ରେନର ରାଜଧାନୀ କ୍ୱିଭ ସମେତ ଦେଶର ଉପକୂଳବର୍ତ୍ତୀ କିଛି ସହରରେ ପ୍ରଚଣ୍ଡ ବସ୍ଫୋରଣ ଘଟିଛି। ଓଡେସା ସହରର ବ୍ଲାକ ସି ବନ୍ଦରରେ ମଧ୍ୟ ବିସ୍ଫୋରଣ ହୋଇଛି। ପୂରା…

ଭୋଟରଙ୍କୁ ବନ୍ଧୁକ ଦେଖାଇ ଟଙ୍କା ବାଣ୍ଟୁଥିଲା ବିଜେଡି: ଅଭିଯୋଗ ଆଣିଲା ଭାଜପା

ପାଟଣା,୨୪ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ୨୯ ନମ୍ବର ଜୋନ୍‌ ତେଣ୍ଡେରା ପଞ୍ଚାୟତ ଭାଣ୍ଡାରୀ ବିଲା ଓ ଖିଲାରୀ ପାଟ ଗାଁରେ ବୁଧବାର ରାତିରୁ ବଡ଼ବିଲରୁ ଆସିଥିବା କେତେକ ଗୁଣ୍ଡା ଭୋଟରଙ୍କୁ ବନ୍ଧୁକ ଦେଖାଇ ଟଙ୍କା ବାଣ୍ଟୁ ଥିବାର ଘଟଣାଟି ସ୍ଥାନୀୟ…

ଗଜପତିରେ ଅନ୍ତିମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ

ପାରଳାଖେମୁଣ୍ଡି,୨୪ା୨(ଡି.ଏନ୍‌.ଏ.): ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ l ପଞ୍ଚମ ପର୍ଯ୍ୟାୟରେ ଗଜପତି ଜିଲାର ଗୋଷାଣୀ ବ୍ଲକର ଦୁଇଟି ଜିଲା ପରିଷଦ ଜୋନ୍‌ ପାଇଁ ହେଉଛି ଭୋଟ୍‌ ଗ୍ରହଣ l ଗୋଷାଣୀ ବ୍ଲକରେ ୨୧…

ରାଜ୍ୟରେ ଆଉ ୩୩୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୯୯ଜଣ ଥିବା ବେଳେ ୧୪୦ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୬୯ ପିଲା ରହିଛନ୍ତି। ଏନେଇ ଗୁରୁବାର ପୂର୍ବାହ୍ନରେ ରାଜ୍ୟ ସୂଚନା ଓ…

ବଚ୍ଚନ ଦମ୍ପତି ଆଶ୍ୱସ୍ତ

ମୁମ୍ବାଇ,୨୪ ।୨: ବଲିଉଡ ଅଭିନେତା ଅମିତାଭ ବଚ୍ଚନ ଓ ଜୟା ବଚ୍ଚନଙ୍କୁ ତାଙ୍କ ଘର ‘ପ୍ରତିକ୍ଷା’ ମାମଲାରେ ବମ୍ବେ ହାଇକୋର୍ଟ ପକ୍ଷରୁ ଆଶ୍ୱସ୍ତି ମିଳିଛି । ବମ୍ବେ ହାଇକୋର୍ଟ ବୃହାନମୁମ୍ବାଇ ମହାନଗର ପାଳିକା (ବିଏମସି)କୁ ନିର୍ଦ୍ଦେଶ ଦେଇଛନ୍ତି କି ଅମିତାଭ ବଚ୍ଚନ…

କେସିଙ୍ଗା ବ୍ଲକରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ

କେସିଙ୍ଗା,୨୪।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩୦୫ ବୁଥ ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ସକାଳ ୭ରୁ ଆରମ୍ଭ ହୋଇଛି। ଏହି ବ୍ଲକର ୨୬ ଟି ପଞ୍ଚାୟତରେ ୭୭ ହଜାର ୭୬୩ ଭୋଟର ରହିଛନ୍ତି। ବ୍ଲକର ୩ ଟି ଜିଲାପରିଷଦ…

ୟୁକ୍ରେନ୍ ସଙ୍କଟକୁ ନେଇ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଦ୍ୱିତୀୟ ବୈଠକ

ନ୍ୟୁୟର୍କ,୨୪ ।୨: ୟୁକ୍ରେନ୍ ସଙ୍କଟକୁ ନେଇ ମିଳିତ ଜାତିସଂଘ ସୁରକ୍ଷା ପରିଷଦ ସପ୍ତାହକ ମଧ୍ୟରେ ଦ୍ୱିତୀୟଥର ଏକ ଜରୁରୀକାଳିନ ବୈଠକ ଡାକିଛି । ଭାରତୀୟ ସମୟ ଅନୁସାରେ ଗୁରୁବାର ସକାଳ ୮ଟାରେ ଏହି ବୈଠକ ବସିବ । ୟୁକ୍ରେନ୍ ଉପରେ ରୁଷିଆର…

ଶ୍ରୀଲିଙ୍ଗରାଜଙ୍କ ପୀଠରେ ରାତି ୧୦, ଶ୍ରୀଲୋକନାଥଙ୍କ ପୀଠରେ ରାତି ୩

ପୁରୁଣା ଭୁବନେଶ୍ୱର(ଡି.ଏନ୍‌.ଏ.)/ପୁରୀ ଅଫିସ,୨୪ା୨: ମାର୍ଚ୍ଚ ୧ରେ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା। ଏ ନେଇ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଏକ ସମନ୍ବୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସର୍କିଟ ହାଉସ ସଭାକକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଖୋର୍ଦ୍ଧା ଜିଲାପାଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri