Home Left

ବନ୍ଧା ହେଲେ ନକଲି ଡାକ୍ତରଙ୍କ ଭଉଣୀ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ଠକେଇ ଓ ପ୍ରତାରଣା କରିଥିବା ନକଲି ଡାକ୍ତର ରମେଶ ସ୍ବାଇଁଙ୍କର ଗୁମର ଧିରେ ଧିରେ ଫିଟିବାରେ ଲାଗିଛି। ଏଭଳି କାର୍ଯ୍ୟରେ ସମ୍ପୂର୍ଣ୍ଣ ସହଯୋଗ କରିଥିବା ଭଉଣୀ ରଶ୍ମିତା…

ଅଗରକରଙ୍କୁ ମିଳିଲା ନୂଆ ଦାୟିତ୍ୱ

ନୂଆଦିଲ୍ଲୀ,୨୩।୨: ପୂର୍ବତନ ଭାରତୀୟ ପେସର ଅଜିତ ଅଗରକରଙ୍କୁ ବୋଲିଂ କୋଚ୍‌ ଭାବେ ନିଯୁକ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ଏ ନେଇ ଦିଲ୍ଲୀ ଫ୍ରାଞ୍ଚାଇଜ ପକ୍ଷରୁ ସ୍ପଷ୍ଟ କରାଯାଇଛି। ପୂର୍ବତନ ପେସର ଏବେ ମୁଖ୍ୟ କୋଚ୍‌ ରିକି ପଣ୍ଟିଂ, ବୋଲିଂ କୋଚ୍‌ ଜେମ୍ସ…

ପ୍ରଚାର ଅବଧି ଶେଷ ପରେ ବି ଘରକୁ ଘର ବୁଲୁଛନ୍ତି ଏମ୍‌ପି, ଘେରିଲେ ଭାଜପା କର୍ମୀ

ସୁନ୍ଦରଗଡ଼,୨୩ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସୁନ୍ଦରଗଡ଼ ଜିଲାର ସଦର, ଟାଙ୍ଗରପାଲି ଓ ଗୁରଣ୍ଡିଆ ବ୍ଲକର ୬ଟି ଜିଲାପରିଷଦ ଜୋନ୍‌ରେ ଗୁରୁବାର ଅନ୍ତିମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏଥିପାଇଁ ମଙ୍ଗଳବାର ସନ୍ଧ୍ୟାଠାରୁ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏହା ପରେ…

ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ଜମ୍ପ ମାରିଲେ

ଦୁବାଇ,୨୩।୨: ଭାରତୀୟ କ୍ରିକେଟ ଦଳର ମଧ୍ୟକ୍ରମର ବ୍ୟାଟର ସୂର୍ଯ୍ୟକୁମାର ଯାଦବ ଓ ଭେଙ୍କଟଶ ଆୟାର ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ଜମ୍ପ ମାରିଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଭଲ ପ୍ରଦର୍ଶନ ପାଇଁ ଦୁହେଁ ଆଇସିସି ଟି୨୦ ବ୍ୟାଟର…

ବଦଳିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ,୨୩।୨: : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବଦଳିବେ। ଏବେ ଦାୟିତ୍ୱରେ ଥିବା ଆଇଏଏସ୍‌ ଅଫିସର କ୍ରିଷନ କୁମାର କେନ୍ଦ୍ରୀୟ ଡେପୁଟେଶନରେ ଯିବେ। ସେ କେନ୍ଦ୍ର ବାଣିଜ୍ୟ ବିଭାଗର ଯୁଗ୍ମ ସଚିବ ଭାବେ ଅବସ୍ଥାପିତ ହେବେ। ବୁଧବାର ଏନେଇ କେନ୍ଦ୍ର ସରକାରଙ୍କ…

ସଲମାନଙ୍କ ସହ କାମ କରିବାକୁ ମନା କରିଥିଲେ ଦୀପିକା, ଏବେ ଖୋଲିଲେ ରାଜ୍‌

ମୁମ୍ବାଇ: ୨୦୦୭ରେ ଶାହରୁଖ ଖାନ୍‌ଙ୍କ ସହ ଅଭିନେତ୍ରୀ ଦୀପିକା ପାଦୁକୋନ ଫିଲ୍ମ ‘ଓମ୍‌ ଶାନ୍ତି ଓମ୍‌’ରେ ଅଭିନୟ କରିଥିଲେ। କିନ୍ତୁ ଜାଣନ୍ତି କି ବଲିଉଡ୍‌ର ପ୍ରଥମ ଅଫର୍‌ ଦୀପିକାଙ୍କୁ ସଲମାନ ଖାନ ହିଁ ଦେଇଥିଲେ। ଯାହାକୁ ସେ ପ୍ରତ୍ୟାଖ୍ୟାନ କରିଥିଲେ। ବର୍ତ୍ତମାନ…

୪୫ ବୁଥ୍‌ରେ ଶେଷ ହେଲା ସାନି ମତଦାନ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଜାରି ରହିଛି। ଏହାର ଅନ୍ତିମ ତଥା ୫ମ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହେବ। ଅପରପକ୍ଷେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ୪୫ ବୁଥରେ ବିଭିନ୍ନ କାରଣରୁ ଭୋଟିଂ ରଦ୍ଦ ହୋଇଥିଲା। ଏଠାରେ ବୁଧବାର…

କମ୍ପାନୀ ଟଙ୍କାରେ ନିଜର ବିୟୁଟି ଚିକିତ୍ସା କରାଉଥିଲେ

ନୂଆଦିଲ୍ଲୀ,୨୩।୨: ଫିନଟେକ୍‌ ଫାର୍ମ ଭାରତପେ’ ଏହାର ମ୍ୟାନେଜିଂ ଡିରେକ୍ଟର ଅଶନୀର ଗ୍ରୋଭରଙ୍କ ସ୍ତ୍ରୀ ମାଧୁରୀ ଜୈନଙ୍କୁ ବିଦା କରିଛି। ଏକ୍ସଟରନାଲ ଅଡିଟ୍‌ ପରେ ଆର୍ଥିକ ଅନିୟମିତତା ଏବଂ ଷ୍ଟକ ଅପଶନକୁ ବାତିଲ କରିବାରୁ କମ୍ପାନୀ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। “ଏମପ୍ଲୟମେଣ୍ଟ…

ବାଦ୍‌ ପଡ଼ିଲେ ହସରଙ୍ଗା

ନୂଆଦିଲ୍ଲୀ,୨୩।୨: ଭାରତ ବିପକ୍ଷରେ ଟି-୨୦ ସିରିଜ ଖେଳିବା ପୂର୍ବରୁ ଶ୍ରୀଲଙ୍କା ଟିମ୍‌କୁ ଲାଗିଛି ଝଟ୍‌କା। ଦଳର କିମ୍ବଦନ୍ତୀ ଖେଳାଳି ଓ୍ବାନିଣ୍ଡୁ ହସରଙ୍ଗା ଏହି ସିରିଜରୁ ବାଦ୍‌ ପଡ଼ିଛନ୍ତି। ଅଷ୍ଟ୍ରେଲିଆରେ ମଙ୍ଗଳବାର କରାଯାଇଥିବା ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟରେ ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା।…

ବର୍ଷ ବର୍ଷ ଧରି ବିମାନବନ୍ଦରରେ ପାର୍କିଂ ହୋଇଛି କାର୍‌, ଫି’ ଜାଣିଲେ ମାଲିକଙ୍କ ଉଡ଼ିଯିବ ହୋସ୍‌

ବାଲି ଏୟାରପୋର୍ଟ ବା ବିମାନବନ୍ଦରର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଏକ କାର ପାର୍କିଂ ହୋଇଥିବା ଫଟୋ ଶେୟାର କରାଯାଇଛି। ଏହି କାର୍‌ଟି ଦୀର୍ଘବର୍ଷ ଧରି ପାର୍କିଂ ସ୍ଥାନରେ ରଖାଯାଇଛି। ଏବେ ଏହାର ପାର୍କିଂ ଫି’ ଜାଣି…

‘ପୂଜାରା, ରାହାନେଙ୍କୁ ବାଦ୍‌ ଦିଆଯିବା ଉଚିତ ନ ଥିଲା’

ନୂଆଦିଲ୍ଲୀ,୨୩।୨: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡ଼ିଥିବା ଚେତେଶ୍ୱର ପୂଜାରା ଓ ଅଜିଙ୍କ୍ୟ ରାହାନେଙ୍କ ସମର୍ଥନରେ ବାହାରିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଅଜୟ ଜାଡେଜା। ଏହି ଭେଟେରାନ ଯୋଡ଼ିକୁ ଦଳରୁ ବାଦ୍‌ ଦିଆଯିବା ଉଚିତ ନୁହେଁ ବୋଲି ସେ କହିଛନ୍ତି।…

ସ୍ତ୍ରୀ ଡଷ୍ଟବିନ୍‌ରେ ଫିଙ୍ଗିଦେଲେ ଲକ୍ଷାଧିକ ଟଙ୍କାର ସୁନା ଚେନ୍‌, ଅଳିଆ ଗାଡ଼ି ପଛେ ପଛେ ଦୌଡ଼ିଲେ ସ୍ବାମୀ; ଆଉ ତା’ ପରେ…

ମାଲେସିଆରେ ରହୁଥିବା ଜଣେ ମହିଳା ଫେସ୍‌ବୁକରେ ତାଙ୍କ ସହ ଘଟିଥିବା ଏକ କାହାଣୀ ଶେୟାର କରିଛନ୍ତି। ମହିଳା ଜଣକ ହଠାତ୍‌ ତାଙ୍କ ସୁନା ଚେନ୍‌ଟିକୁ ଅଳିଆଗଦାରେ ପକାଇ ଦେଇଥିଲେ। ଏହା ପରେ ଚେନ୍‌ ଖୋଜିବାକୁ ତାଙ୍କ ସ୍ବାମୀ ଅଳିଆ ଗାଡ଼ି ପଛେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri