Home Left

ଆମେରିକାକୁ କଡ଼ା ଜବାବ ଦେଲା ଇରାନ!

ତେହରାନ,୧୧।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଆମେରିକା ସମାଧାନ ପାଇଁ ଚାପ ପ୍ରୟୋଗ କରୁଛି; ଅନ୍ୟପଟେ, ଇରାନ କ୍ଷତିପୂରଣ ଏବଂ ପ୍ରତିବନ୍ଧକ ଉଠାଇବା ପାଇଁ ତା’ର ଦାବିରେ…

ରାହୁଲଙ୍କୁ ମହଙ୍ଗା ପଡ଼ିଲା ଥାଲାପତିଙ୍କ ସହ ଇନଷ୍ଟା ରିଲ ଶେୟାର କରିବା

ନୂଆଦିଲ୍ଲୀ,୧୧।୫: ତାମିଲନାଡୁରେ ବିଜୟ ଥାଲାପତିଙ୍କ ଶପଥ ଗ୍ରହଣ ସମାରୋହ ସମୟରେ, ଟିଭିକେ ମୁଖ୍ୟ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହ ମଞ୍ଚ ଉପରେ ଏକ ରିଲ କରିଥିଲେ। ସୂଚନା ଏବଂ ପ୍ରସାରଣ (ଆଇ ଆଣ୍ଡ ବି) ମନ୍ତ୍ରଣାଳୟର ନିୟମାବଳୀକୁ ଉଦ୍ଧୃତ…

ସ୍ତ୍ରୀଙ୍କ ହାତ ଗୋଡ଼ ବାନ୍ଧି ମାରିବା ପାଇଁ ସ୍ବାମୀଙ୍କ ଉଦ୍ୟମ, ଜ୍ୱାଇଁଙ୍କୁ ମାଡ଼ ମାରି ଶ୍ୱଶୁର ଘର ଲୋକେ…

ମହାକାଳପଡ଼ା,୧୧ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ଖରିନାଶୀ ଗ୍ରାମର ମନୋରଞ୍ଜନ ଗିରି ୧୪ ବର୍ଷ ପୂର୍ବେ ଜମ୍ବୁ ଗ୍ରାମର ସାରଥି ମାନ୍ନାଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ସେମାନଙ୍କର ଝିଅ…

ଦେବାଳିଆ ମଧ୍ୟସ୍ଥ

ପାକିସ୍ତାନକୁ ଆଉ ସାହା ହେଉନାହାନ୍ତି ଆତଙ୍କବାଦୀ କି ଆମେରିକା। ଦେବାଳିଆ ପାକିସ୍ତାନର ଆର୍ଥିକ ମେରୁଦଣ୍ଡ ଭାଙ୍ଗିପଡ଼ିଛି। ଦେଶବାସୀଙ୍କୁ ଦୁଇଓଳି ଖାଇବା ଯୋଗାଇବାକୁ ପାକିସ୍ତାନ ପାଖରେ ସମ୍ବଳ ନାହିଁ। ଆଫଗାନିସ୍ତାନରୁ ପରିଚାଳିତ ତେହେରିକ୍‌- ଏ ତାଲିବାନ୍‌ ସଂଗଠନ ପାକିସ୍ତାନର ବିଭିନ୍ନ ସରକାରୀ ଅନୁଷ୍ଠାନ,…

ଦୀର୍ଘସୂତ୍ରୀର ବିନାଶ ଘଟେ

ସମସ୍ତଙ୍କର ଏକ ସାଧାରଣ ଅଭିଯୋଗ ‘ସମୟ ନାହିଁ’ା ବାସ୍ତବରେ ସମୟ ଅଛି, ଆମେ ଠିକ୍‌ ସମୟରେ କାର୍ଯ୍ୟଟି କରିବାକୁ ନିଜେ ସୁଲଭ ନାହୁଁ। ସମୟ ପାଖରେ ଆମେ ଦ୍ରୁତ ଗତିରେ ଯାଉଛୁ, ଜଣାପଡ଼ୁଛି ସମୟ ସୁଅ ପରି ବହିଚାଲିଛି। ସମୟ କେବେ…

ପ୍ରବଳ ଝଡ଼ତୋଫାନ ସହ ବର୍ଷା: ଭାଙ୍ଗିଲା ଯାତ୍ରା ତୋରଣ,ବ୍ୟାପକ କ୍ଷୟକ୍ଷତି

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରବିବାର ରାତି ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏହାର କିଛି ସମୟ ପରେ ପୁଣି ବର୍ଷା ହୋଇଥିଲା। ଝଡ଼ତୋଫାନ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଭଞ୍ଜନଗର ଠାକୁରାଣୀ…

୭ ଦିନ ପାଇଁ ଇଡି ହାଜତକୁ ଗଲେ ପଞ୍ଜାବ ମନ୍ତ୍ରୀ ଆରୋରା

ଗୁରୁଗ୍ରାମ,୧୧ା୫(ପି.ଟି.): ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ପଞ୍ଜାବ ଶିଳ୍ପମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗୁରୁଗ୍ରାମର ଏକ ସ୍ବତନ୍ତ୍ର ପିଏମ୍‌ଏଲ୍‌ଏ କୋର୍ଟ ୭ ଦିନ ପାଇଁ ଇଡି ହାଜତକୁ ପଠାଇ ଦେଇଛନ୍ତି। ୧୦୦ କୋଟି ଟଙ୍କା ଜିଏସ୍‌ଟି ଜାଲିଆତି…

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ସବୁ ଥାନାରେ ସକାଳ ୯ଟା ପୂର୍ବରୁ ପ୍ରତିଦିନ ‘ବ୍ରିଫିଂ…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ ଯୁବକଙ୍କ ଅବସ୍ଥା ସଂକଟାପନ୍ନ ଥିବା ବେଳେ ତାଙ୍କୁ ଭିମ୍‌ସାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବା ପଥ ପରିଷ୍କାର ହୋଇଯାଇଛି। ରବିବାର…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି । ବାନୁରେ ବିଳମ୍ବିତ ରାତିରେ ଏହି ଘଟଣା…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ ଚିକିଟିଗଡ଼ ବାସଭବନରେ ଥିବା ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ପରିବାର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?