ଫିଲ୍ମ ରିଲିଜ ପରେ ଆହୁରି ବୋଲ୍ଡ ହେଲେ ଦୀପିକା
ବମ୍ବେ: ବୋଲ୍ଡ ଦୃଶ୍ୟକୁ ନେଇ ଚର୍ଚ୍ଚାରେ ରହିଛି ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ ଅଭିନୀତ ‘ଗେହରାଇୟାଁ’। ଚଳଚ୍ଚିତ୍ରରେ ଅଭିନେତା ସିଦ୍ଧାର୍ଥ ଚତୁର୍ବେଦୀଙ୍କ ସହ ସେ ଅନେକ ଚୁମ୍ବନ ଦୃଶ୍ୟ ଦେଇଛନ୍ତି। ବିବାହ ପରେ ଏହା ଦୀପିକାଙ୍କ ପ୍ରଥମ ଫିଲ୍ମ ହୋଇଥିବାରୁ ଭଲ ବ୍ୟବସାୟ…
ନେହା ଆଉଟ୍, ବିଦିଶା ଇନ୍ !
ବମ୍ବେ: ଅନେକ ବର୍ଷ ଧରି ଛୋଟ ପରଦାରେ ରାଜ କରିଆସୁଛି ‘ଭାବି ଜି ଘର ପେ ହୈ’। ମଝି ମଝିରେ କିଛି କଳାକାର ଶୋ’ ଛାଡ଼ୁଥିଲେ ହେଁ ଏହାର ଲୋକପ୍ରିୟତା ବଜାୟ ରହିଛି। ଏବେ ପୁଣି ଜଣେ ନୂଆ କଳାକାର ଧାରାବାହିକ…
ଏଣିକି ୫୦ କିମିରୁ ଅଧିକ ବେଗରେ ଗଲେ ଗଣିବେ ୭ ହଜାର ଜରିମାନା
ଭୁବନେଶ୍ୱର,୨୨।୨(ବ୍ୟୁରୋ): ଏଣିକି ଦ୍ରୁତ ଗତିରେ ଗାଡ଼ି ଚଳାଇଲେ ଗଣିବେ ମୋଟା ଅଙ୍କର ଜରିମାନା। ଘଣ୍ଟା ପ୍ରତି ୫୦ କିଲୋମିଟର ବେଗରୁ ଅଧିକ ଚଳାଉଥିଲେ ୭ ହଜାର ଟଙ୍କାର ଜରିମାନା ଗଣିବାକୁ ପଡ଼ିବ। ଏପରିକି ଆବଶ୍ୟକ ପଡ଼ିଲେ ଡ୍ରାଇଭିଂ ଲାଇସେନ୍ସ ମଧ୍ୟ ବାତିଲ…
ହ୍ବାଟ୍ସଆପ୍ ଚାଟ୍ ଭାଇରାଲ କରି ମୁଖା ଖୋଲିଦେଲେ
ବମ୍ବେ: ଚର୍ଚ୍ଚାରେ ବୋଲ୍ଡ ଲୁକ୍କୁ ନେଇ ଖବର ଶିରୋନାମା ପାଲଟୁଥିବା ଉର୍ଫି ଜାଭେଦ। ସେ ଜଣେ କାଷ୍ଟିଂ ନିର୍ଦ୍ଦେଶକଙ୍କ ନାମରେ କାଷ୍ଟିଂ କାଉଚ୍ ତଥା ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହାପରେ ଅନେକ ଅଭିନେତା ତାଙ୍କ ସପକ୍ଷରେ ବାହାରୁଥିବା ଦେଖାଯାଇଛି। ସୋସିଆଲ…
ପ୍ରଶଂସକଙ୍କ କ୍ଲାସ୍ ନେଲେ ସାମନ୍ଥା
ସାଉଥ୍ ସୁନ୍ଦରୀ ସାମନ୍ଥା ରୁଥ୍ ପ୍ରଭୁ ତାଙ୍କ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି। ଅଭିନେତ୍ରୀ ଭାବେ ସଫଳତାର ଶୀର୍ଷରେ ପହଞ୍ଚିବାକୁ ସେ ଚେଷ୍ଟା ଜାରି ରଖିଛନ୍ତି। ନିକଟରେ ଅଭିନେତ୍ରୀ ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକଙ୍କ ସହ…
ଟି-୨୦ରେ ଯାହା କରିପାରିଲେନି କ୍ରିସ ଗେଲ୍, ତାହା କରିଦେଖାଇବେ ରୋହିତ ଶର୍ମା !
ନୂଆଦିଲ୍ଲୀ,୨୨।୨: ଭାରତର ତାରକା ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମା ନିଜର ବିସ୍ଫୋରକ ବ୍ୟାଟିଂ ପାଇଁ ସାରା ବିଶ୍ୱରେ ଜଣାଶୁଣା। ସେ ଦୁନିଆର ପ୍ରତ୍ୟେକ ମଇଦାନରେ ରନ୍ ସ୍କୋର କରିଛନ୍ତି। ନିକଟରେ ତାଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଦିନିକିଆ ଏବଂ ଟି-୨୦ ସିରିଜରେ ଓ୍ବେଷ୍ଟଇଣ୍ଡିଜକୁ…
ନିଶ୍ଚିନ୍ତକୋଇଲି ତହସିଲ ସମ୍ମୁଖରେ ବିକ୍ଷୋଭ
ନିଶ୍ଚିନ୍ତକୋଇଲି,୨୨।୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଅତିରିକ୍ତ ତହସିଲଦାର ଡ୍ରାଇଭରଙ୍କୁ ଦୁର୍ବ୍ୟବହାର କରିବା ସହ ମୋବାଇଲ ଓ ଟଙ୍କା ଛଡାଇ ନେଇଥିଲେ। ଏହାର ପ୍ରତିବାଦରେ ମଙ୍ଗଳବାର ଡ୍ରାଇଭର ସଂଘର ଶତାଧିକ ଲୋକେ ନିଶ୍ଚିନ୍ତକୋଇଲି ତହସିଲ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅତିରିକ୍ତ ତହସିଲଦାର…
ରାମଭକ୍ତଙ୍କ ଉପରେ ଗୁଳି ଚଳାଇଥିବା ବ୍ୟକ୍ତିଙ୍କୁ ଭୋଟ ଦେବାଭଳି ପାପ କଦାପି କରିବେ ନାହିଁ: ଆଦିତ୍ୟନାଥ
ଅଯୋଧ୍ୟା,୨୨।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୨ ଲାଗି ସମସ୍ତ ରାଜନୈତିକ ଦଳ ପ୍ରଚାର ଜୋରଦାର କରୁଛନ୍ତି। ନେତାମାନେ ସାଧାରଣ ସଭା କରି ଜନସାଧାରଣଙ୍କ ମନ କିଣିବାକୁ ଚେଷ୍ଟା କରୁଛନ୍ତି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଯୋଧ୍ୟାରେ ଏକ ସମାବେଶକୁ ସମ୍ବୋଧିତ…
ଟେଲି ପରଦାରେ ଡେବ୍ୟୁ କରିବାକୁ ଯାଉଛନ୍ତି ଅଙ୍କିତାଙ୍କ ସ୍ବାମୀ ବିକି ଜୈନ
ମୁମ୍ବାଇ: ଟିଭି ପରଦାର ବେଶ୍ ଲୋକପ୍ରିୟ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ୍। ପ୍ରାୟ ସମୟରେ ସେ ଅନେକ ଫଟୋ ଓ ଭିଡିଓମାନ ଶେୟାର କରିଥାନ୍ତି। ନିକଟରେ ଅଙ୍କିତା ନିଜର ଓ ସ୍ବାମୀ ବିକି ଜୈନଙ୍କ ସହ ରୋମାଣ୍ଟିକ…
ରାଜ କୁନ୍ଦ୍ରାଙ୍କ ପର୍ନୋଗ୍ରାଫି ମାମଲାରେ ୪ ଅଭିଯୁକ୍ତ ଗିରଫ
ମୁମ୍ବାଇ, ୨୨।୨: ବଲିଉଡ୍ର ଫିଟ୍ନେସ୍ କୁଇନ୍ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ପର୍ନୋଗ୍ରାଫି ମାମଲାରେ ଏପର୍ଯ୍ୟନ୍ତ ପୋଲିସର ତଦନ୍ତ ଜାରି ରହିଛି। ବର୍ତ୍ତମାନ ଏହି ମାମଲାରେ ଆଉ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ମୁମ୍ବାଇ ପୋଲିସର…
କଚୋଡି ଖାଇବା ପାଇଁ ଟ୍ରେନ୍ ଅଟକାଇ ଦେଲେ ଡ୍ରାଇଭର
ଜୟପୁର,୨୨।୨: ଶୀର୍ଷକକୁ ପଢ଼ିଲେ ନିଶ୍ଚୟ ଆଶ୍ଚର୍ଯ୍ୟ ଲାଗୁଥିବ। କିନ୍ତୁ କଥାଟି ସତ। କିଛି ଦିନ ପୂର୍ବରୁ ପାକିସ୍ତାନ ଲାହୋରର ଏକ ରେଳ ଷ୍ଟେସନ ନିକଟରେ ମଧ୍ୟ ଜଣେ ଟ୍ରେନ୍ ଡ୍ରାଇଭର ଦହି କିଣିବା ପାଇଁ ଟ୍ରେନ୍କୁ ଅଟକାଇ ଦେଇଥିବା ଘଟଣା ସାମ୍ନାକୁ…
ଉତ୍ତରପ୍ରଦେଶ ନିର୍ବାଚନ ପରେ ଭାଜପାଠାରୁ ଅଲଗା ହୋଇପାରନ୍ତି ନୀତିଶ: ସୂତ୍ର
ପାଟନା,୨୨।୨: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ବିରୋଧୀ ଦଳ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ନେଇ ଚର୍ଚ୍ଚା ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶ ନିର୍ବାଚନ ପରେ ନୀତିଶ କୁମାର ଭାଜପା ମେଣ୍ଟ ଆର୍ଥାତ୍ ଏନ୍ଡିଏରୁ ଅଲଗା ହୋଇପାରନ୍ତି।…
Archives


