Home Left

ଯୁଦ୍ଧ ବନ୍ଦ ପାଇଁ ଜେଲେନ୍‌ସ୍କିଙ୍କ ନିବେଦନ

କିଭ୍‌, ୨୮ା୬: ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ସୋମବାର ଭର୍ଚୁଆଲ ମାଧ୍ୟମରେ ଜି-୭ ସମ୍ମିଳନୀକୁ ଉଦ୍‌ବୋଧନ ଦେଇଛନ୍ତି। ସେ ଜି-୭ ଦେଶଗୁଡ଼ିକୁ ଅଧିକ ସହାୟତା ମାଗିବା ସହ ଶୀତଋତୁ ପୂର୍ବରୁ ରୁଷିଆ ଜାରି ରଖିଥିବା ଯୁଦ୍ଧକୁ ଶେଷ କରିବା ନିମନ୍ତେ ପଦକ୍ଷେପ…

ରାଜ୍ୟରେ ୩୫% କମ୍‌ ବର୍ଷା

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ଦୁର୍ବଳ ମୌସୁମୀ ପ୍ରଭାବ ଓଡ଼ିଶାରେ ଦେଖିବାକୁ ମିଳିଲାଣି। ରାଜ୍ୟର ଚାଷୀମାନେ ମୁଖ୍ୟତଃ ମୌସୁମୀ ବର୍ଷା ଉପରେ ନିର୍ଭର କରିଥାଆନ୍ତି। ବର୍ଷା ନ ଥିବାରୁ ଚାଷୀ ହାତ ବାନ୍ଧି ବସିଛନ୍ତି। ଚଳିତ ବର୍ଷ ଜୁନ୍‌ ୧୬ ତାରିଖରେ ରାଜ୍ୟକୁ ମୌସୁମୀ ପ୍ରବେଶ କରିଥିଲେ…

ଚାଇନାର ବିଆର୍‌ଆଇକୁ ଝଟକା

ଏଲମାଉ, ୨୮।୬: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗଙ୍କ ଡ୍ରିମ୍‌ ପ୍ରୋଜେକ୍ଟ ବେଲ୍ଟ ଆଣ୍ଡ୍‌ ରୋଡ୍‌ ଇନିସିଏଟିଭ୍‌ (ବିଆର୍‌ଆଇ)କୁ ପ୍ରତିହତ କରିବା ପାଇଁ ଜି-୭ ରାଷ୍ଟ୍ର ମୁଖ୍ୟମାନେ ୬୦୦ ବିଲିୟନ ଡଲାରର ଏକ ଭିତ୍ତିଭୂମି ନିର୍ମାଣ ପ୍ରକଳ୍ପର ଯୋଜନା କରିଛନ୍ତି। ପାର୍ଟନରଶିପ୍‌ ଫର୍‌…

ଆମେରିକାରେ ଟ୍ରେନ୍ ଦୁର୍ଘଟଣା: ୨ ମୃତ, ୫୦ରୁ ଅଧିକ ଆହତ

ୱାଶିଂଟନ,୨୮ ।୬: ଆମେରିକାର ମିସୌରିରେ ଏକ ବଡ ଧରଣର ଟ୍ରେନ୍ ଦୁର୍ଘଟଣା ହୋଇଛି । ଗଣମାଧ୍ୟମର ସୂଚନା ଅନୁଯାୟୀ, ମିସୌରିରେ ଏକ ଟ୍ରେନ୍ ଲାଇନଚ୍ୟୁତ ହେବାରୁ ଦୁର୍ଘଟଣାର ଶିକାର ହୋଇଛି । ଏଥିରେ ୨ ଜଣଙ୍କ ମୃତ୍ୟୁ ହେବା ସହ ୫୦ରୁ…

ଦୁବାଇରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ଟିମ୍‌ ଦୁବାଇରେ ପହଞ୍ଚତ୍ଛନ୍ତି। ଆସନ୍ତା ୨୯ରେ ସେଠାରେ ଇନ୍‌ଭେଷ୍ଟର୍ସ ମିଟ୍‌ ଆୟୋଜନ ହେବ। ମୁଖ୍ୟମନ୍ତ୍ରୀ ବିଦେଶୀ ନିବେଶକଙ୍କ ସହ ସେଠାରେ ସିଧାସଳଖ ଆଲୋଚନା କରିବେ। ଖାଦ୍ୟ ପ୍ରକ୍ରିୟାକରଣରୁ ଡାଉନ୍‌ଷ୍ଟ୍ରିମ୍‌ ଇଣ୍ଡଷ୍ଟ୍ରିଜ୍‌ରେ…

ଯୌନକର୍ମୀଙ୍କୁ ଢାଲ କରି କୋଟିଏ ହଡ଼ପ

ଯାଜପୁର ଅଫିସ,୨୮ା୬:ମହିଳା ଯୌନକର୍ମୀଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଉଦ୍ଦେଶ୍ୟରେ ୨୦୦୮ରେ ପ୍ରଣୀତ ଲକ୍ଷ୍ୟଭେଦୀ ଯୋଜନା ଯାଜପୁର ଜିଲାରେ ଲକ୍ଷ୍ୟଭ୍ରଷ୍ଟ ହୋଇଛି। ଏହି ଯୋଜନାରେ ଜାଲ୍‌ କାଗଜପତ୍ର ପ୍ରସ୍ତୁତ କରି ଜିଲାରେ ୧୪୭୩ ଜଣ ମହିଳା ଯୌନକର୍ମୀ ଥିବା ଦର୍ଶାଇ କୋଟିଏରୁ…

ଗିରଫ ହେବେ ରେଞ୍ଜର, ଫରେଷ୍ଟର

ଭୁବନେଶ୍ୱର, ୨୮ା୬(ବ୍ୟୁରୋ):ବନ ବିଭାଗକୁ ପଡ଼ିଛି ଶନି ଦଶା। ଆଠଗଡ଼ ପରେ ଅନୁଗୋଳ ସାତକୋଶିଆ ବନଖଣ୍ଡରେ ହାତୀ ମଡ଼କ ଦେଖାଯାଇଛି। ସାତକୋଶିଆ ବନଖଣ୍ଡର ସଂଲଗ୍ନ ନରସିଂହପୁର ଜିଲିଣ୍ଡା ବନାଞ୍ଚଳରେ ୧୪ମାସ ତଳେ ୨୦ ବର୍ଷର ଦନ୍ତା ହାତୀକୁ ମାରି ଲୁଟେରାମାନେ ଦାନ୍ତ ଲୁଟି…

ମୁମ୍ବାଇରେ ଭୁଷୁଡିଲା ୪ ମହଲା କୋଠା

ମୁମ୍ବାଇ,୨୮ ।୬: ମୁମ୍ବାଇ କୁର୍ଲାର ନାୟକ ନଗରରେ ଏକ ୪ ମହଲା କୋଠା ସୋମବାର ବିଳମ୍ବିତ ରାତିରେ ଭୁଷୁଡି ପଡିଛି । ଏହାତଳେ ଅନେକ ଲୋକ ଚାପି ହୋଇ ରହିଥିବା ଅନୁମାନ କରାଯାଉଛି । ଖବରପାଇ ଦମକଳ ବାହିନି ଓ ପୋଲିସ…

ହାତୀ କବରସ୍ଥଳ ଆଠଗଡ଼ ବନଖଣ୍ଡ

ଭୁବନେଶ୍ୱର, ୨୮ା୬(ବ୍ୟୁରୋ):ଆଠଗଡ଼ ବନଖଣ୍ଡ ଏବେ ହାତୀଙ୍କ କବରସ୍ଥଳ ପାଲଟିଛି। ତଦନ୍ତ ଯେତେ ଆଗଉଛି ଗୋଟିଏ ପରେ ଗୋଟିଏ ହାତୀ କଙ୍କାଳ ମାଟି ତଳୁ ମିଳୁଛି। ଇତିମଧ୍ୟରେ ମାସକ ଭିତରେ ୪ ହାତୀ କଙ୍କାଳ ଜବତ ହୋଇଛି। ପୂର୍ବରୁ ବଡ଼ମ୍ବା ରେଞ୍ଜରେ ୩…

ସେଲ୍‌ଫି ନେଲାବେଳେ ଡେଇଁଲା ବାଘ, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ଖବରଦାତା ମହମ୍ମଦ ଜୁବୈରଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୭ା୬: ଧର୍ମୀୟ ଭାବାବେଗକୁ ଆଘାତ ଦେବା ସହ ଦୁଇ ସମୁଦାୟ ମଧ୍ୟରେ ଶତ୍ରୁଭାବ ସୃଷ୍ଟି କରିବା ଅଭିଯୋଗରେ ଅଲ୍ଟ ନ୍ୟୁଜ୍‌ ଓ୍ବେବସାଇଟ ଖବରଦାତା ମହମ୍ମଦ ଜୁବୈରଙ୍କୁ ସୋମବାର ଦିଲ୍ଲୀ ପୋଲିସ ଗିରଫ କରିଛି। ଅଲ୍ଟ ନ୍ୟୁଜ୍‌ ସହପ୍ରତିଷ୍ଠାତା ପ୍ରତୀକ ସିହ୍ନା କହିଛନ୍ତି,…

ଶିକ୍ଷକଙ୍କ ମାଡ଼ରେ ଛାତ୍ର ଗୁରୁତର

ବାଲେଶ୍ୱର ଅଫିସ,୨୭।୬: ବାଲେଶ୍ୱର ସହର ଜିଲା ସ୍କୁଲ୍‌ରେ ଶିକ୍ଷକଙ୍କ ମାଡ଼ରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ନବମ ଶ୍ରେଣୀରେ ପଢ଼ୁଥିବା ଉକ୍ତ ଛାତ୍ର ଜଣକ ହାତରେ ରକ୍ଷା ସୂତ୍ର ବାନ୍ଧିଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?