୧୦ ଷଣ୍ଢକୁ ଡରାଇଲା ଗୋଟିଏ ବତକ:ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ
ଆଜିକାଲି ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ଭାଇରାଲ ହେଉଛି, ଯାହା ଲୋକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଏ। ନିକଟରେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଏହି ଭିଡିଓ ଟୁଇଟ୍ କରିଛନ୍ତି। ଆନନ୍ଦ ସୋସିଆଲ ମିଡିଆରେ ଅତ୍ୟନ୍ତ…
ବୋଲିଂ କୋଚ୍ ଭାବେ ଅଗରକରଙ୍କୁ ଚାହୁଁଛନ୍ତି ସିନିୟର ଖେଳାଳି
ମୁମ୍ବାଇ,୨୨।୨: ଭାରତୀୟ ଦଳର ବୋଲିଂ କୋଚ୍ ଭାବେ ପୂର୍ବତନ ଭାରତୀୟ ପେସର ଅଜିତ୍ ଅଗରକରଙ୍କୁ ନିଯୁକ୍ତ କରାଯାଉ ବୋଲି ସିନିୟର ଖେଳାଳି ଚାହୁଁଛନ୍ତି। ଏବେ ଟିମ୍ ଇଣ୍ଡିଆର ବୋଲିଂ କୋଚ୍ ଦାୟିତ୍ୱରେ ଅଛନ୍ତି ପୂର୍ବତନ ଭାରତୀୟ ପେସର ପାରସ ମାମବ୍ରେ। ୧୯୯୮ରେ…
୧୫ରୁ ବିଦେଶକୁ ନିୟମିତ ଉଡ଼ାଣ
ନୂଆଦିଲ୍ଲୀ,୨୨।୨: ଆସନ୍ତା ମାର୍ଚ୍ଚ ୧୫ରୁ ଆନ୍ତର୍ଜାତିକ ବିମାନ ଉଡାଣ ସେବା ନିୟମିତ ହେବାର ସମ୍ଭାବନା ରହିଛି। ଏନେଇ ବିମାନବନ୍ଦରରେ ଷ୍ଟାଣ୍ଡାର୍ଡ ଅପରେଟିଂ ସିଷ୍ଟମ ପାଳନ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ୨୦୨୦ରେ କୋଭିଡ୍ ମହାମାରୀ ବ୍ୟାପିବା ପରଠାରୁ ଆନ୍ତର୍ଜାତିକ ବିମାନ ଉଡାଣରେ…
କମିବ ଗ୍ରୀଷ୍ମକାଳୀନ ଛୁଟି
ରାୟପୁର,୨୨।୨: ଗ୍ରୀଷ୍ମକାଳୀନ ଛୁଟିକୁ ନେଇ ଛତିଶଗଡ଼ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ବର୍ତ୍ତମାନ ଗ୍ରୀଷ୍ମକାଳୀନ ଛୁଟି ୪୬ ଦିନ ପରିବର୍ତ୍ତେ ୩୨ ଦିନ ହେବ। ଅର୍ଥାତ୍ ଗ୍ରୀଷ୍ମ ଛୁଟିକୁ ୧୫ ଦିନ କମ୍ କରିଦିଆଯାଇଛି। ବର୍ତ୍ତମାନ ଗ୍ରୀଷ୍ମ ଛୁଟି ମେ’…
ନୂଆ ଲୁକ୍କୁ ନେଇ ଚର୍ଚ୍ଚାରେ ସାମନ୍ଥା
ସାଉଥ୍ ସୁନ୍ଦରୀ ସାମନ୍ଥା ରୁଥ ପ୍ରଭୁ ଜବରଦସ୍ତ ଲୁକ୍ ଏବଂ ଅଭିନୟକୁ ନେଇ ସବୁବେଳେ ଚର୍ଚ୍ଚାରେ ରୁହନ୍ତି। ନିକଟରେ ଫିଲ୍ମ ‘ପୁଷ୍ପା’ରେ ଆଇଟମ ଡ୍ୟାନ୍ସ କରି ଦର୍ଶକଙ୍କ ହୃଦୟ ଜିତିଥିବା ସାମନ୍ଥା ଏବେ ପୁଣି ଚର୍ଚ୍ଚାରେ। ସାମନ୍ଥାଙ୍କ ଏକ ସୁନ୍ଦର ଫଟୋ…
ୟୁକ୍ରେନରୁ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ଉଡାଣ ଭରିଲା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ
ନୂଆଦିଲ୍ଲୀ,୨୨।୨: ୟୁକ୍ରେନ ଓ ରୁଷିଆ ମଧ୍ୟରେ ଲାଗିରହିଥିବା ଉତ୍ତେଜନା ଦିନକୁ ଦିନ ବଢ଼ିବାରେ ଲାଗିଛି। ଯେକୌଣସି ମୁହୂର୍ତ୍ତରେ ଯୁକ୍ରେନ ଉପରେ ରୁଷିଆ ଆକ୍ରମଣ କରିପାରେ ବୋଲି ଆମେରିକା ଦାବି କରିଆସୁଛି। ତେବେ ଯୁଦ୍ଧ ଆଶଙ୍କା ମଧ୍ୟରେ ୟୁକ୍ରେନରେ ଫସିରହିଥିବା ଭାରତୀୟ ନାଗରିକଙ୍କୁ…
ଖାଲକୁ ଖସିଲା ବରଯାତ୍ରୀ ଗାଡି: ଚାଲିଗଲା ୧୧ ଜୀବନ
ଡେରାଡୁନ,୨୨।୨: ଉତ୍ତରାଖଣ୍ଡର ଚମ୍ପାବନରେ ଏକ ଅଭାବନୀୟ ଘଟଣା ଘଟିଛି। ବରାଯାତ୍ରୀଙ୍କୁ ନେଇ ଆସୁଥିବା ଗାଡି ହଠାତ୍ ରାସ୍ତା କଡରେ ଥିବା ଖାଲକୁ ଖସିପଡିଛି। ଏଥିରେ ୧୧ ଜଣଙ୍କ ଜୀବନ ଯାଇଥିବା ବେଳେ ଆଉ କିଛି ଲୋକ ଆହତ ହୋଇଛନ୍ତି। ଖବର ପାଇ…
ସ୍ତ୍ରୀଙ୍କ କଥା ସହି ନ ପାରି ନିଜ କାର୍ରେ ନିଆଁ ଲଗାଇଦେଲେ ସ୍ବାମୀ
ଭରତପୁର,୨୨।୨: ମଧ୍ୟପ୍ରଦେଶର ଭରତପୁରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କ ଗାଳି ସହି ନ ପାରି କାର୍ରେ ନିଆଁ ଲଗାଇଦେଇଛନ୍ତି। କାର୍ ଜଳୁଥିବା ସମୟରେ ସମୟରେ ସ୍ତ୍ରୀଙ୍କୁ ଭିଡିଓ କଲରେ ଲାଇଭ ଘଟଣା ଦେଖାଇଥିଲେ। ଏହି…
ରାସ୍ତା କଡ଼ର କୁକୁର ସହ ଏପରି କରୁଛି କୁନି ଝିଅ, ଭିଡିଓ ଦେଖିଲେ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ଗ୍ରାମବାସୀ ନେଲେ ଭୋଟ ବର୍ଜନ ନିଷ୍ପତ୍ତି
ଦଶମନ୍ତପୁର,୨୨ା୨(ଡି.ଏନ୍.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପାଇକ ଫୁଲବେଡ଼ା ପଞ୍ଚାୟତର ୪ଟି ଗ୍ରାମର ଗ୍ରାମବାସୀ ମଙ୍ଗଳବାର ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାସ୍ତା ଓ ପାନୀୟ ଜଳର ସମସ୍ୟା ସମାଧାନ ହୋଇପାରି ନ ଥିବାରୁ ଝାପ୍ରାପଦର,…
ମହିଳାଙ୍କ ଆଖିରୁ ବାହାରିଲା ୨ ସେମି ଲମ୍ବା ଜୀବନ୍ତ ପୋକ
ନୂଆଦିଲ୍ଲୀ,୨୨।୨: ନିକଟରେ ଆମାଜନ ଜଙ୍ଗଲରୁ ଫେରିଥିବା ଜଣେ ଆମେରିକୀୟ ମହିଳା ମାୟାସିସ ନାମକ ଏକ ଭିନ୍ନ ଧରଣର ଟିସୁ ସଂକ୍ରମଣ ରୋଗରେ ପୀଡ଼ିତ ଥିଲେ। ତାଙ୍କ ଆଖିର ସଫଳ ଅସ୍ତ୍ରୋପଚାର ବେଳେ ୩ ଜୀବନ୍ତ ବଟଫ୍ଲାଇଜ (ପୋକ) ମିଳିଥିବା ଦିଲ୍ଲୀର ବେସରକାରୀ…
ଭୋଟ ବର୍ଜନ କଲେ ଦୁଇ ୱାର୍ଡବାସୀ
ପାପଡାହାଣ୍ଡି,୨୨।୨ (ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପାପଡାହାଣ୍ଡି ବ୍ଲକର ଦୁଇ ୱାର୍ଡବାସୀ ଭୋଟ ବର୍ଜନ କରିବା ଦେଖିବାକୁ ମିଳିଛି । ଜିଲା ପରିଷଦ ଜୋନ୍ ୩ର ଘାଟଗୁଡା ପଞ୍ଚାୟତର କାଙ୍ଗମାଝୀ ଗୁଡାର ୧ ନମ୍ବର ୱାର୍ଡବାସୀର ୨୦୨ଭୋଟର ଭୋଟ ବର୍ଜନ କରିଛନ୍ତି।…
Archives


