Home Left

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ ଦେବାରୁ ସ୍ବାମୀ ମୁରଲି ବେହେରା(୬୩) ସ୍ତ୍ରୀ ସୈରିନ୍ଧ୍ରୀ ବେହେରା(୫୩)ଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି।…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫ ଉଇକେଟ ସଫଳତା ଯୋଗୁ ପାକିସ୍ତାନକୁ ୩୮୬ ରନରେ ଅଲଆଉଟ କରି ବାଂଲାଦେଶ ପ୍ରଥମ…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି । ଜି.ଆର – ମାମଲା ନଂ.୧୨/୨୫ ଅନୁଯାୟୀ କୋର୍ଟ ପକ୍ଷରୁ ଅଶ୍ଵିନୀଙ୍କ ବିରୋଧରେ…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଲକ୍ଷ୍ନୌ ଦ୍ୱାରା ପ୍ରଦତ୍ତ ୨୦୪ ରନର…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍ ସିଲିଣ୍ଡରଟି ବିସ୍ପୋରଣ ହୋଇ ନିଆଁ ଲାଗିଯାଇଥିଲା । ତେବେ ବିସ୍ଫୋରଣ ସମୟରରେ ଘରର…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା ବାଲିଅନ୍ତା ଘଟଣାକୁ ନେଇ ଲୋକଙ୍କ ମନରେ ଆଶଙ୍କା ସାମ୍ନାକୁ ଆସିଥିଲା। କମିଶନରେଟ ପୋଲିସ…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ ପଥିକଙ୍କ ପାଇଁ ବିପଦ ସାଜିଛି । ସାହୁ ଜଙ୍ଗଲ ନିକଟସ୍ଥ ରାସ୍ତା କଡ଼ରେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ ଅଧ୍ୟାପକ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଜଣେ ଯୁବକଙ୍କ ମୃତଦେହ ପାଣିରେ…

ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ଆରମ୍ଭ: ଭାଗ ନେଲେ ୧୪୦୦ ରେସଲର

ଗୋଣ୍ଡା,୧୦ା୫: ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ରବିବାର ଆରମ୍ଭ ହୋଇଯାଇଛି। ଜାତୀୟ କ୍ୟାମ୍ପ୍ସ ଏବଂ ଭବିଷ୍ୟତରେ ହେବାକୁ ଥିବା ଅନ୍ତର୍ଜାତୀୟ ପ୍ରତିଯୋଗିତା ଚୟନ ପାଇଁ ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଘରୋଇ ଇଭେଣ୍ଟ। ଏହି ଇଭେଣ୍ଟ ଆରମ୍ଭରୁ ବିବାଦ ଦେଖା…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର ଅତିକ୍ରମ କରିଛି। ଏହାର ସିଧାସଳଖ ପ୍ରଭାବ ଭାରତର ସରକାରୀ ତୈଳ କମ୍ପାନୀଗୁଡ଼ିକ ଉପରେ…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ): ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ ଯାତ୍ରା ଆସନ୍ତା ସୋମବାର ପୂର୍ବାହ୍ନ ୧୧ଟାରେ ପୂର୍ଣ୍ଣାହୁତି ହେବ। ରବିବାର ଅପରାହ୍ଣରେ…

ରୋଗରୁ ହୋଇଛି ଦନ୍ତାହାତୀର ମୃତ୍ୟୁ: ଅପପ୍ରଚାରକାରୀଙ୍କ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ଗାୟଗଣ୍ଡା ନିକଟରେ ମୃତ୍ୟୁବରଣ କରିଥିବା ଦନ୍ତାହାତୀଟି ରୋଗରୁ ମୃତ୍ୟୁ ହୋଇଥିବା ମୃତଦେହ ବ୍ୟବଚ୍ଛେଦରୁ ଜଣାପଡ଼ିଛି। ମୃତହାତୀର ବୟସ ପାଖାପାଖି ୧୦ ବର୍ଷ ହେବ। ରବିବାର ଜେଟିଏଫ୍‌ଟିମ୍‌ର ଉପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?