Home Left

କାହା ସ୍ବାର୍ଥରେ କୋର୍ଟ ବାହାରେ ସମାଧାନ

ଭୁବନେଶ୍ୱର,୨୨।୨(ବ୍ୟୁରୋ):ନବୀନ ନିବାସକୁ ଲାଗି ଭୀମପୁରା ମୌଜାରେ ଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରାୟ ୩ ଏକର ଜମିରେ ବହୁରାଷ୍ଟ୍ରୀୟ କମ୍ପାନୀ ହୋଟେଲ କରିବା ଘଟଣାକୁ ନେଇ ବିବାଦ ଲାଗି ରହିଥିବାବେଳେ ରାଜ୍ୟ ସରକାରଙ୍କ ହସ୍ତକ୍ଷେପକୁ ନେଇ କଂଗ୍ରେସ ଅଭିଯୋଗ ଉଠାଇଛି। ସୋମବାର କଂଗ୍ରେସ…

ଫିଲ୍ମ ‘ଗେହେରାଇୟାଁ’କୁ ଦେଖି ଏମିତି କହିଲେ ଦୀପିକାଙ୍କ ମା’-ବାପା

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ବର୍ତ୍ତମାନ ତାଙ୍କ ଫିଲ୍ମ ‘ଗେହେରାଇୟାଁ’କୁ ନେଇ ଚର୍ଚ୍ଚାରେ। ଫିଲ୍ମକୁ ଦେଖିବା ପାଇଁ ଦର୍ଶକଙ୍କ ମଧ୍ୟରେ କ୍ରେଜ୍‌ ରହିଛି। ଫିଲ୍ମଟି ଫେବୃୟାରୀ ୧୧ରେ ରିଲିଜ୍‌ ହୋଇଥିଲା। ଏହି ଫିଲ୍ମରେ ତାଙ୍କ ଚରିତ୍ର ପାଇଁ ଅଭିନେତ୍ରୀ ବିଭିନ୍ନ ସ୍ଥାନରୁ…

ସମ୍ମାନ ମିଳିଛି, ସାମ୍ବିଧାନିକ ସ୍ବୀକୃତି ନାହିଁ

ବଲାଙ୍ଗୀର ଅଫିସ, ୨୨ା୨:କୋସଲୀ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ବିଶ୍ୱସ୍ତରରେ ସମ୍ମାନ ଓ ଆଦର ମିଳୁଛି। ବିଭିନ୍ନ ଭାଷାରେ ଅନୁବାଦ କରାଯାଉଛି। ଖୋଦ୍‌ କେନ୍ଦ୍ର ଓ ରାଜ୍ୟ ସରକାର ଏହି ଭାଷାର କବି, ଲୋକଙ୍କୁ ମର୍ଯ୍ୟାଦାଜନକ ସମ୍ମାନରେ ସମ୍ମାନିତ କରୁଛନ୍ତି।…

ବୁଧବାର କର୍ନାଟକ ବନ୍ଦ

ବେଙ୍ଗାଲୁରୁ,୨୨ ।୨: ସାଂପ୍ରଦୟିକ ଭାବେ ସମ୍ବେଦନଶୀଳ କର୍ନାଟକର ଶିବମୋଗାରେ ବଜରଙ୍ଗ ଦଳ କର୍ମୀ ହର୍ଷଙ୍କ ହତ୍ୟା ପରେ ସେଠାରେ ଉତ୍ତେଜନା ଲାଗି ରହିଛି । ତାଙ୍କର ଶବଯାତ୍ରା ସମୟରେ ଲୋକଙ୍କ ରାଗ ବଢିଯିବାରୁ ପଥରମାଡ କରାଯାଇଥିଲା । ଫଳରେ ଜଣେ ମହିଳା…

ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଜେଲ,ଦିନକ ପରେ ଝିଅ ବାହାଘର

ବ୍ରହ୍ମପୁର ଅଫିସ,୨୨ା୨:ଦିନକ ପରେ ଅର୍ଥାତ୍‌ ଆସନ୍ତା ବୁଧବାର ଝିଅ ବାହାଘର ନିର୍ଦ୍ଧାରିତ ହୋଇଛି। ଅନ୍ୟପଟେ ତାଙ୍କ ବାପା ଅନ୍ୟ ଜଣେ ମହିଳାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳରେ ରହୁଥିବା…

୦.୭୨%କୁ ଖସିଲା ସଂକ୍ରମଣ ହାର

ଭୁବନେଶ୍ୱର, ୨୧।୨(ବ୍ୟୁରୋ):ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ହାର ୧ ପ୍ରତିଶତ ତଳକୁ ଖସିଛି। ଗତ ୨୪ଘଣ୍ଟାରେ ୫୩,୬୯୦ ନମୁନା ପରୀକ୍ଷା କରାଯାଇଥିବାବେଳେ ୩୮୮ଜଣ ପଜିଟିଭ୍‌ ବାହାରିଛନ୍ତି। ଫଳରେ ସଂକ୍ରମଣ ହାର ୦.୭୨%କୁ ଖସିଆସିଛି। ସେପଟେ ୫ ଜିଲାରେ କିନ୍ତୁ ସଂକ୍ରମଣ ହାର…

ଯୋଗୀଙ୍କ ବିରୋଧରେ ୪୪୦ ଭୋଲ୍ଟ କରେଣ୍ଟ ପ୍ରବାହିତ ହେଉଛି: ଅଖିଳେଶ

ହାର୍ଦୋଇ,୨୨।୨: ଉତ୍ତରପ୍ରଦେଶରେ ଶାସକ ଭାଜପା ବିରୋଧରେ ୪୪୦ ଭୋଲ୍ଟର କରେଣ୍ଟ ପ୍ରବାହିତ ହେଉଛି ବୋଲି ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ କହିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଡାକିଥିବାରୁ ଅଖିଳେଶ ଏହାର ସମାଲୋଚନା କରିଛନ୍ତି।…

ତୃତୀୟ ପର୍ଯ୍ୟାୟରେ ୭୮.୬ % ମତଦାନ

ଭୁବନେଶ୍ୱର,୨୨/୨(ବ୍ୟୁରୋ):ତୃତୀୟ ପର୍ଯ୍ୟାୟରେ ରାଜ୍ୟରେ ୭୮.୬ ପ୍ରତିଶତ ମତଦାନ ହୋଇଛି । ଏ ନେଇ ସୋମବାର ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୁବର୍ଣ୍ଣପୁରରେ ସର୍ବାଧିକ ୮୭.୪୪ ପ୍ରତିଶତ ଭୋଟିଂ ହୋଇଥିବା ବେଳେ ଅନୁଗୋଳରେ ୮୪.୨୪, କୋରାପୁଟରେ ୮୪.୭୮, ବରଗଡ଼ରେ…

ଐତିହ୍ୟ କରିଡର, ଏକାମ୍ର ପ୍ରକଳ୍ପର ସମୀକ୍ଷା

ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର, ୨୨।୨(ଡି.ଏନ୍‌.ଏ.):ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ମହାନିର୍ଦ୍ଦେଶକ (ଡିଜି) ଭି. ବିଦ୍ୟାବତୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ସୋମବାର ପୁରୀରେ ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପର ମାଷ୍ଟର ପ୍ଲାନ୍‌ ସମ୍ପର୍କରେ ସମୀକ୍ଷା…

ଇଭିଏମ୍‌ରେ ରହିବ ‘ନୋଟା’

ଭୁବନେଶ୍ୱର,୨୨ା୨(ବ୍ୟୁରୋ):ଆଗାମୀ ପୌର ନିର୍ବାଚନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। କେବଳ ତାରିଖ ଘୋଷଣାକୁ ଅପେକ୍ଷା କରାଯାଇଛି। ପଞ୍ଚାୟତ ନିବର୍ର୍ାଚନ ଶେଷ ହେବା ପରେ ଅର୍ଥାତ୍‌ ମାର୍ଚ୍ଚ ପ୍ରଥମ ସପ୍ତାହରେ ପୌର ନିର୍ବାଚନ ଘୋଷଣା ହେବ ବୋଲି ଜଣାପଡ଼ିଛି।…

ସରପଞ୍ଚ ପ୍ରାର୍ଥୀଙ୍କ ସହ ୩ ଗିରଫ

ରାଜନଗର,୨୨ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ରବିବାର ୩ୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି। ଡେରା ପଞ୍ଚାୟତ ଗୋଖଣୀ ଗାଁରେ ଭୋଟର ତାଲିକାରେ ନାଁ ନ ଥାଇ ଏଜେଣ୍ଟ ରହିବା ଘଟଣାକୁ ନେଇ ଉତ୍ତ୍ୟକ୍ତ ଲୋକ ପୋଲିସର ବାଡ଼ି ଛଡାଇ…

୧୭ ଅପରାଧ ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା

କଟକ ଅଫିସ,୨୨ା୨: ବିଭିନ୍ନ ଜିଲାରେ ଘଟିଥିବା ୧୭ଟି ହତ୍ୟା ଓ ଶିଶୁଚୋରି ଘଟଣାରେ ନ୍ୟାୟ ପାଇଁ ବଞ୍ଚିତ ୧୭ ପରିବାର ମିଳିତ ଭାବେ ସୋମବାର ହାଇକୋର୍ଟରେ ଏକ ରିଟ୍‌ ପିଟିଶନ୍‌ ଦାଖଲ କରିଛନ୍ତି। ଏସବୁ ଘଟଣା ମଧ୍ୟରେ ଜଗତ୍‌ସିଂହପୁର ଜିଲା କୁଜଙ୍ଗର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri