Home Left

ସରପଞ୍ଚ ପ୍ରାର୍ଥୀଙ୍କ ସହ ୩ ଗିରଫ

ରାଜନଗର,୨୨ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ରବିବାର ୩ୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି। ଡେରା ପଞ୍ଚାୟତ ଗୋଖଣୀ ଗାଁରେ ଭୋଟର ତାଲିକାରେ ନାଁ ନ ଥାଇ ଏଜେଣ୍ଟ ରହିବା ଘଟଣାକୁ ନେଇ ଉତ୍ତ୍ୟକ୍ତ ଲୋକ ପୋଲିସର ବାଡ଼ି ଛଡାଇ…

୧୭ ଅପରାଧ ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା

କଟକ ଅଫିସ,୨୨ା୨: ବିଭିନ୍ନ ଜିଲାରେ ଘଟିଥିବା ୧୭ଟି ହତ୍ୟା ଓ ଶିଶୁଚୋରି ଘଟଣାରେ ନ୍ୟାୟ ପାଇଁ ବଞ୍ଚିତ ୧୭ ପରିବାର ମିଳିତ ଭାବେ ସୋମବାର ହାଇକୋର୍ଟରେ ଏକ ରିଟ୍‌ ପିଟିଶନ୍‌ ଦାଖଲ କରିଛନ୍ତି। ଏସବୁ ଘଟଣା ମଧ୍ୟରେ ଜଗତ୍‌ସିଂହପୁର ଜିଲା କୁଜଙ୍ଗର…

ଆଶାକର୍ମୀଙ୍କୁ ଡାକ୍ତରଙ୍କ ମାଡ଼

କଟକ ଅଫିସ,୨୨ା୨:ଏସ୍‌ସିବି ମେଡିକାଲରେ ଆଶାକର୍ମୀଙ୍କୁ ଜଣେ ଡାକ୍ତର ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ କାଶିଝିରିଆ ଗ୍ରାମର ସମ୍ପୃକ୍ତ ଆଶାକର୍ମୀ ସୋମବାର ଏସ୍‌ସିବି ମେଡିକାଲ ପରିସରସ୍ଥ ଫାଣ୍ଡିରେ ଏ ନେଇ ଏତଲା…

ବହୁ ଜୀବନ ନେଇଛନ୍ତି ନକଲି ଡାକ୍ତର

ଭୁବନେଶ୍ୱର, ୨୨ା୨(ବ୍ୟୁରୋ):ଟଙ୍କା ପାଇଁ ବିଭିନ୍ନ ରାଜ୍ୟର ୧୭ ମହିଳାଙ୍କୁ ବିବାହ କରି ଠକେଇ ଓ ପ୍ରତାରଣା କରିଥିବା ରସିକିଆ ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ବିରୋଧରେ ଦିନକୁ ଦିନ ଠକେଇର ନୂଆ ଫର୍ଦ୍ଦ ଯୋଡ଼ି ହେବାରେ ଲାଗିଛି। କମିଶନରେଟ ପୋଲିସ…

ଯୋଗୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ଆମେରିକା ଆଇନ ସଂସ୍ଥା

ଲଣ୍ଡନ,୨୨।୨:ଉତ୍ତରପ୍ରଦେଶ ପୋଲିସ ୨୦୧୭ରୁ ୨୦୨୧ ମଧ୍ୟରେ ବେଆଇନ ଭାବେ ଏନ୍‌କାଉଣ୍ଟରରେ କେତେଜଣ ଅପରାଧୀଙ୍କୁ ହତ୍ୟା କରିଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଭୂମିକା ରହିଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ଅନ୍ତର୍ଜାତୀୟ ଅପରାଧ ଓ ମାନବାଧିକାର ଆଇନଜୀବୀମାନଙ୍କର ସ୍ବତନ୍ତ୍ର ସଂଗଠନ ଗୁଏର୍ନିକା…

ବିଭେଦ ସୃଷ୍ଟି କରୁଛି ଭାଜପା ସରକାର: ସୋନିଆ

ରାଏବରେଲି,୨୨।୨: ଭାଜପା ନେତୃତ୍ୱାଧୀନ ସରକାର ଲୋକଙ୍କ ମଧ୍ୟରେ ବିଭେଦର ମଞ୍ଜି ବୁଣିବା ବ୍ୟତୀତ ଅନ୍ୟ କିଛି କରୁନାହିଁ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର କହିଛନ୍ତି। ରାଏବରେଲିରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାକୁ ଯାଇଥିବା ସୋନିଆ କହିଥିଲେ, ଭାଜପା…

ପୁଣି ଆସୁଛି ପଶ୍ଚିମା ଝଡ଼, ୨୪ରୁ ବର୍ଷା

ଭୁବନେଶ୍ୱର, ୨୨।୨(ବ୍ୟୁରୋ):ଓଡ଼ିଶା ଆଡ଼କୁ ଆସୁଛି ପଶ୍ଚିମା ଝଡ଼। ଏହାର ପ୍ରଭାବରେ ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ରହିଛି। ୨୪ ଓ ୨୫ରେ ବର୍ଷା ହେବାକୁ ଥିବାବେଳେ ୨୫ରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି…

ଅଷ୍ଟ୍ରେଲୀୟ ଅଭିନେତ୍ରୀଙ୍କ ପ୍ରେମରେ ଏଲନ୍‌ ମସ୍କ

ଓ୍ବାଶିଂଟନ,୨୨ା୨: ବୈଜ୍ଞାନିକ ପରୀକ୍ଷଣ ଏବଂ ଭବିଷ୍ୟବାଣୀ ପାଇଁ ବିଭିନ୍ନ ସମୟରେ ଚର୍ଚ୍ଚାରେ ରହିଆସୁଛନ୍ତି ବିଶ୍ୱର ୧ନଂ. ଧନୀ ଏଲନ୍‌ ମସ୍କ। ଏବେ ଏହି ୫୦ ବର୍ଷୀୟ ଅରବପତି ଜଣେ ଅଷ୍ଟ୍ରେଲୀୟ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିବା ନେଇ ଚର୍ଚ୍ଚାକୁ ଆସିଛନ୍ତି। ଅଭିନେତ୍ରୀ ଜଣକ…

କଠୋର ଦଣ୍ଡ ବ୍ୟବସ୍ଥା ଲୋଡ଼ା

ଭୁବନେଶ୍ୱର, ୨୨ା୨(ବ୍ୟୁରୋ):ରାଜ୍ୟରେ ଅନ୍ଧବିଶ୍ୱାସ ଜନିତ ହତ୍ୟା ଏବଂ ନିର୍ଯାତନା ଘଟଣା ବୃଦ୍ଧି ପାଉଛି। ବିଶେଷ କରି ମହିଳାଙ୍କ ବିରୋଧରେ ଏହି ଅପରାଧ ଅଧିକ। କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ମାଲକାନଗିରି, ଗଜପତି, ଗଞ୍ଜାମ ଭଳି ଜିଲାରେ ଏଭଳି ଘଟଣା ଅଧିକାଂଶ ଘଟୁଥିବା ଓଡ଼ିଶା…

ଚିନ୍ତାରେ ଲାଲୁ, ବଢିଲା ସୁଗାର-ବିପି

ପାଟନା,୨୨ ।୨: ଗୋଖାଦ୍ୟ ଦୁର୍ନିତି ମାମଲରେ ସୋମବାର ଆରଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ୫ ବର୍ଷ ଜେଲ ଓ ୬୦ଲକ୍ଷ ଟଙ୍କା ଜରିମାନା କରାଯିବା ପରେ ଚିନ୍ତିତ ହୋଇ ପଡିଛନ୍ତି ଲାଲୁ । ଏବେ…

ବିବାହ ପରେ ଏକାଠି ନଜର ଆସିଲେ ଫରହାନ-ଶିବାନୀ

ଅଭିନେତା ଫରହାନ ଅଖତର ଓ ଶିବାନୀ ଦାଣ୍ଡେକର ଶନିବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମହାରାଷ୍ଟ୍ରୀୟ ପାରମ୍ପରିକ ରୀତିନୀତିରେ ଦୁହେଁ ବିବାହ କରିଛନ୍ତି। ଏହି ବିବାହ ଉତ୍ସବରେ କେବଳ ପରିବାର ଓ ଘନିଷ୍ଠ ସର୍ମ୍ପକୀୟ ହିଁ ସାମିଲ ହୋଇଥିଲେ। ତେବେ ବିବାହ…

ଝିଅ ଜନ୍ମ ପରେ ପ୍ରଥମ ଥର ଡେଟ୍‌ରେ ପ୍ରିୟଙ୍କା-ନିକ୍‌

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ନିକ ଜୋନାସ ତାଙ୍କ ଝିଅ ଜନ୍ମ ହେବା ପରେ ପ୍ରଥମ ଥର ଡେଟ୍‌ରେ ଯାଇଛନ୍ତି। ଉଭୟ ମାଲିବୁର ଏକ ରେଷ୍ଟୁରାଣ୍ଟରେ ରୋମାଣ୍ଟିକ ଡିନର କରିଥିଲେ। ସେମାନଙ୍କ ଝିଅ ଗତ ମାସରେ ସରୋଗେସି ମାଧ୍ୟମରେ ଜନ୍ମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri