Home Left

ପୌର ନିର୍ବାଚନରେ ହେବ ଇଭିଏମ୍‌ ଭୋଟିଂ: ଦୃଷ୍ଟିହୀନଙ୍କ ପାଇଁ ରହିବ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଭୋଟ ଗ୍ରହଣ ସମୟରେ ସମସ୍ତ ପ୍ରକାରର ବିଭ୍ରାଟକୁ ଏଡ଼ାଇବା ସହ ସ୍ବଚ୍ଛ, ନିରପେକ୍ଷ ଓ ସମୟ ସାପେକ୍ଷ ଭୋଟ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆସନ୍ତା ପୌରସଂସ୍ଥା ନିର୍ବାଚନରେ ଇଭିଏମ୍‌ ବ୍ୟବହାର ହେବ ।…

ଶିବମୋଗାରେ ବଢ଼ୁଛି ଉତ୍ତେଜନା: ୩ଅଭିଯୁକ୍ତ ଗିରଫ, ଏନ୍‌ଆଇଏ ଯାଞ୍ଚ ଦାବି

ବେଙ୍ଗାଲୁରୁ,୨୧।୨: କର୍ନାଟକରେ ହିଜାବ ବିବାଦ ପରେ ଏବେ ନିର୍ବାଚନୀ ହିଂସା କୁହୁଳିବାରେ ଲାଗିଛି। ରବିବାର ଶିଭମୋଗାରେ ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତା ହର୍ଷଙ୍କୁ ହତ୍ୟା କରାଯିବା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ଜାରି ରହିଛି। ଏହି ଘଟଣାରେ ଏଯାଏ ୩ଜଣ ଅଭିଯୁକ୍ତଙ୍କୁ…

ରାଜ୍ୟରୁ ସୁସ୍ଥ ହେଲେ ୧୦୯୫ କରୋନା ଆକ୍ରାନ୍ତ

ଭୁବନେଶ୍ବର,୨୧।୨(ବ୍ୟୁରୋ) : ରାଜ୍ୟରେ ଦୈନିକ କୋଭିଡ ସଂକ୍ରମଣ ହାର ଧିରେଧିରେ କମୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ସୋମବାର ରାଜ୍ୟରେ ୧୦୯୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏଯାବତ୍‌ ମୋଟ୍‌ ୧୨ ଲକ୍ଷ ୬୯…

ତଳମୁହାଁ କରୋନା ଗ୍ରାଫ୍‌: ୨ବର୍ଷ ପରେ ମୁମ୍ବାଇରେ ୧୦୦ରୁ କମ୍‌ ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

ମୁମ୍ବାଇ,୨୧।୨: ଦେଶରେ ଏବେ ବି କରୋନା ପ୍ରକୋପ ଜାରି ରହିଛି। ହେଲେ ଦୈନିକ ସଂକ୍ରମଣ ପୂର୍ବପେକ୍ଷା ବହୁତ କମ୍‌ ରହିଛି। ଗତ ୨ବର୍ଷ ହେଲାଣି ମହାରାଷ୍ଟ୍ରରେ ଅଧିକ ସଂକ୍ରମଣ ବ୍ୟାପିଥିବା ବେଳେ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ନୂଆ କରୋନା ଆକ୍ରାନ୍ତ…

ନବୀନଙ୍କ ନୂଆ ଲୁକ୍‌: ଟ୍ରାକ୍‌ଶୁଟ୍‌ ପିନ୍ଧି ଷ୍ଟାଡିୟମରେ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର କଳିଙ୍ଗ ଷ୍ଟାଡିୟମରେ ନୂଆ ଲୁକ୍‌ରେ ଦେଖିବାକୁ ମିଳିଛି। କଳା -ଧଳା ଟ୍ରାକ ପ୍ୟାଣ୍ଟ ଏବଂ ଟି-ଶର୍ଟ ଫିନ୍ଧି ମୁଖ୍ୟମନ୍ତ୍ରୀ ଷ୍ଟାଡିୟମକୁ ପ୍ରବେଶ କରିଥିଲେ। ସେଠାରେ ସେ ଚାଲିଥିବା ଓଡ଼ିଶା ଓମେନ୍‌ ଫୁଟବଲ ଲିଗ୍‌ ମଧ୍ୟ…

ସିଦ୍ଧାର୍ଥଙ୍କ ସହ ଦେଶୀ ଲୁକ୍‌ରେ ନଜର ଆସିଲେ କିଆରା

ମୁମ୍ବାଇ: ରବିବାର ମୁମ୍ବାଇରେ ଅନୁଷ୍ଠିତ ହୋଇଯାଇଛି ଦାଦା ସାହେବ ଫାଲକେ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ଆୱାର୍ଡ ସେରିମନି । ଏହି ଆୱାର୍ଡ ଶୋ’ରେ ଟେଲିଭିଜନରୁ ଆରମ୍ଭ କରି ଫିଲ୍ମ ଓ ଡିଜିଟାଲ ପ୍ଲାଟଫର୍ମ ସହ ଜଡିତ ଷ୍ଟାରମାନେ ସାମିଲ ହୋଇଥିଲେ ।…

ନିର୍ବାଚନ ପୂର୍ବରୁ ଭାଙ୍ଗିଦେଲେ ୱାର୍ଡସଭ୍ୟ ପ୍ରାର୍ଥୀଙ୍କ ଘର

ବାସୁଦେବପୁର,୨୧।୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତ ଭାତପଡ଼ା ଗ୍ରାମରେ ରାଜନୈତିକ ହିଂସା ଘଟିଛି। କଂଗ୍ରେସ ଏବଂ ବିଜେଡି ସମର୍ଥକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଆକ୍ରମଣରେ ଦୁଇଜଣ ଆହତ ହୋଇଛନ୍ତି। ସେମାନେ ହେଲେ…

ଲିଙ୍ଗରାଜ ମନ୍ଦିର ପରିଦର୍ଶନ କଲେ ଏଏସ୍‌ଆଇ ଡିଜି

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଏଏସ୍‌ଆଇ ଡିଜି ଭି.ବିଦ୍ୟାବତୀ ଆଜି ଲିଙ୍ଗରାଜ ମନ୍ଦିର ପରିଦର୍ଶନ କରିଛନ୍ତି । ଲିଙ୍ଗରାଜ ମନ୍ଦିର ସହିତ ଶ୍ରୀମନ୍ଦିରରେ ଜାରି ରହିଥିବା କାର୍ଯ୍ୟର ତଦାରଖ ମଧ୍ୟ କରିଛନ୍ତି । ଓଡ଼ିଶାରେ ଏଏସ୍‌ଆଇ ଦ୍ୱାରା ବିଭିନ୍ନ କାର୍ଯ୍ୟ ଜାରି ରହିଥିବାବେଳେ ଏହାର ତଦାରଖ…

ପ୍ରଥମ ଥର ଏକାଠି ସ୍କ୍ରିନ୍‌ ଶେୟାର କରିବାକୁ ଯାଉଛନ୍ତି ବଲିଉଡ୍‌ର ଏହି ସେଲିବ୍ରିଟି

ମୁମ୍ବାଇ: ବଲିଉଡ୍‌ ଷ୍ଟାରଙ୍କ ଭଳି ଅନେକ ଏଭଳି ଯୋଡ଼ି ଅଛନ୍ତି ଯେଉଁମାନେ ପରଦାରେ ଏକାଠି ସ୍କ୍ରିନ୍‌ ଶେୟାର କରିସାରିଛନ୍ତି। ଏହି ଯୋଡ଼ିଙ୍କୁ ମଧ୍ୟ ଦର୍ଶକ ପସନ୍ଦ କରୁଥିବା ବେଳେ ବାରମ୍ବାର ସେମାନଙ୍କୁ ଏକାଠି ଦେଖି ବୋର ହୋଇଯାଇଥାନ୍ତି। ଆଉ କିଛି ଏଭଳି…

ପୁଣି ଟ୍ରୋଲ ହେଲେ ଦୀପିକା

ଶକୁନ ବାତ୍ରାଙ୍କ ଦ୍ୱାରା ନିର୍ଦ୍ଦେଶିତ ଫିଲ୍ମ ‘ଗେହରାୟାଁ’ ରିଲିଜ ହେବା ଦିନଠାରୁ ଚର୍ଚ୍ଚାର ବିଷୟ ପାଲଟିଛି। କିଛି ଲୋକ ଏହି ଫିଲ୍ମର ପ୍ରଶଂସା କରିଥିବାବେଳେ କିଛି ଲୋକ ଏହାକୁ ନାପସନ୍ଦ କରିଛନ୍ତି। ଏହି ସମୟରେ ଦୀପିକା ପାଦୁକୋନ ଏହି ଫିଲ୍ମ ପାଇଁ…

‘ସବୁ ଧର୍ମର ଲୋକଙ୍କୁ ସ୍କୁଲ ଡ୍ରେସ୍‌ କୋଡ୍‌ ମାନିବାକୁ ପଡ଼ିବ’

ନୂଆଦିଲ୍ଲୀ,୨୧।୨: ଶିକ୍ଷାନୁଷ୍ଠାନରେ ହିଜାବ ପିନ୍ଧିବା ପ୍ରସଙ୍ଗ ଉପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସମସ୍ତ ଧର୍ମ ସ୍କୁଲ ଡ୍ରେସ କୋଡ୍‌କୁ ସ୍ବୀକାର କରିବାକୁ ପଡ଼ିବ ବୋଲି ସେ କହିଛନ୍ତି। “ସମସ୍ତ ଧର୍ମର ଲୋକଙ୍କୁ…

ବେକରେ ବେଲ୍ଟ ବାନ୍ଧି ଝୁଲି ପଡ଼ିଲେ ପ୍ରେମୀ ଯୁଗଳ

ମାଲକାନଗିରି,୨୧।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଗୋମ୍ଫାକୋଣ୍ଡା ପଞ୍ଚାୟତର କନାଗୁଡା କେନାଲ ନିକଟ ଜଙ୍ଗଲ ଭିତରୁ ଜଣେ ଯୁବକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଉଭୟ ବେଲ୍ଟ ସାହାଯ୍ୟରେ ଗଛରେ ଝୁଲୁଥିବା ଅବସ୍ଥାରେ ସ୍ଥାନୀୟଲୋକ ଦେଖିଥିଲେ ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri