Home Left

୨୩ରେ ବିଞ୍ଜବାହାଳ ପଞ୍ଚାୟତ ୧ନମ୍ବର ବୁଥ୍‌ରେ ସାନି ମତଦାନ

କେନ୍ଦୁଝର,୨୧।୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହିତ ଶେଷ ହୋଇଛି। ଝୁମ୍ପୁରା ବ୍ଲକରେ ୭୫ ପ୍ରତିଶତ, ଆନନ୍ଦପୁରରେ ୭୫ ପ୍ରତିଶତ ଓ ହାଟଡିହି ବ୍ଲକରେ ୭୪ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏହି ୩ ବ୍ଲକର ସମୁଦାୟ…

ବିଷାକ୍ତ ମଦ ପିଇ ଆଜମଗଡରେ ୭ ମୃତ, ୧୨ ଅସୁସ୍ଥ

ଆଜମଗଡ଼,୨୧।୨: ଉତ୍ତରପ୍ରଦେଶର ଆଜମଗଡ ଜିଲାରେ ପୁଣି ଥରେ ବିଷାକ୍ତ ମଦ ନେଲା ଅନେକଙ୍କ ଜୀବନ। ବିଷାକ୍ତ ମଦ ପିଇ ଏପର୍ଯ୍ୟନ୍ତ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଊର୍ଦ୍ଧ୍ୱ ଲୋକ ଅସୁସ୍ଥ ଥିବା ଜଣାପଡ଼ିଛି। ଏହି ଘଟଣା ଯୋଗୁ ଅହିରୁଲା ଥାନା…

ହାଥରସରେ ଭାଜପା ନେତାଙ୍କୁ ହତ୍ୟା

ହାଥରସ,୨୧।୨: ଭାରତୀୟ ଜନତା ପାର୍ଟି ଯୁବା ମୋର୍ଚ୍ଚାର ହାଥରସ ଜିଲାର ସାଧାରଣ ସମ୍ପାଦକ କ୍ରିଷ୍ଣା ଯାଦବଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏଭଳି ଘଟଣା ରବିବାର ଘଟିଛି ଉତ୍ତରପ୍ରଦେଶର ହାଥରସ ଅଞ୍ଚଳରେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପିସ୍ତଲ ଓ…

ଏ ବର୍ଷ ହେବନି ୫ମ,୮ମ ଶ୍ରେଣୀ ବୋର୍ଡ ପରୀକ୍ଷା

ଚଣ୍ଡିଗଡ଼,୨୧।୨: ରାଜ୍ୟରେ ଏ ବର୍ଷ ଶିକ୍ଷାବର୍ଷରେ ପିଲାମାନେ ୫ମ ଓ ୮ମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେବେ ନାହିଁ। ଏ ନେଇ ସୋମବାର ହରିଆଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର ଘୋଷଣା କରିଛନ୍ତି। ତେବେ ଆସନ୍ତା ଶିକ୍ଷାବର୍ଷରୁ ପିଲାମାନେ ବୋର୍ଡ ପରୀକ୍ଷା ଦେବେ…

ଗୋଟିଏ ମିନିଟ୍‌ ମଧ୍ୟରେ ସ୍ତ୍ରୀଙ୍କୁ ଛାଡପତ୍ର ଦେଲେ ୩ ଭାଇ

ଅଲଜିୟର୍‌ସ,୨୧।୨: ଆଲଜେରିଆରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ପରିବାରର ୩ ଭାଇ ଗୋଟିଏ ମିନିଟ୍‌ ମଧ୍ୟରେ ନିଜ ନିଜ ସ୍ତ୍ରୀଙ୍କୁ ଛାଡପତ୍ର ଦେଇଛନ୍ତି। ସବୁଠୁ ରୋଚକ କଥା ହେଉଛି, ଛାଡପତ୍ର ପାଇଁ ପୂର୍ବରୁ କୌଣସି ପ୍ରକାରର ଆଇନଗତ ଲଢେଇ…

କରହଲରେ ପୁନଃ ମତଦାନ ପାଇଁ ଦାବି କଲେ ବାଘେଲ

ମୈନପୁରୀ,୨୧।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ମତଦାନ ରବିବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ଭିଭିଆଇପି ଆସନ କରହଲରେ ମଧ୍ୟ ମତଦାନ ଅନୁଷ୍ଠିତ ହୋଇସାରିଛି। ମତଦାନ ପରେ ଏଠାରେ ବୁଥ୍‌ ଦଖଲ, ନକଲି ଭୋଟ ଦେବା ଓ…

ହ୍ରିତିକ୍‌ଙ୍କ ପରିବାର ସହ ନଜର ଆସିଲେ ସବା, ଫଟୋ ଭାଇରାଲ

ବଲିଉଡ ଅଭିନେତା ହ୍ରିତିକ୍‌ ରୋଶନ ତାଙ୍କ ଲଭ ଲାଇଫ୍‌କୁ ନେଇ ଏବେ ଚର୍ଚ୍ଚାରେ ରହୁଛନ୍ତି। ହ୍ରିତିକ୍‌ ରୋଶନ ଅଭିନେତ୍ରୀ ସବା ଆଜାଦଙ୍କ ସହ ବହୁଥର ଏକାଠି ନଜର ଆସିଛନ୍ତି। ଦୁହେଁ ଦୁହିଁଙ୍କୁ ଡେଟ୍‌ କରୁଥିବା ନେଇ ଶୁଣିବାକୁ ମିଳୁଛି। ତେବେ ନିକଟରେ…

‘ଫୁଲ୍‌ ଟସ୍‌ ବଲ୍‌ ପକାଉଛନ୍ତି ଅଖିଳେଶ, ଚୌକା ମାରିଦିଅ’

ଲକ୍ଷ୍ନୌ,୨୧।୨: ଉତ୍ତର ପ୍ରଦେଶରେ ତିନିଟି ପର୍ଯ୍ୟାୟରେ ୧୭୨ଟି ଆସନରେ ଭୋଟ ଗ୍ରହଣ ସରିଛି। ଏବେ ଅବଶିଷ୍ଟ ଚାରିଟି ପର୍ଯ୍ୟାୟ ପାଇଁ ପ୍ରଚାର ଅଭିଯାନ ଚାଲିଛି। ନିର୍ବାଚନୀ ପ୍ରଚାର ପାଇଁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୀତାପୁରରେ ପହଞ୍ଚିଥିଲେ। ଏକ ସଭାକୁ…

ସ୍କୁଲ ଉପରେ ଖସି ପଡ଼ିଲା ଫାଇଟର ଜେଟ୍‌

ତେହରାନ,୨୧।୨: ଉତ୍ତରପୂର୍ବାଞ୍ଚଳ ସହର ଜାବ୍ରିଜର ସ୍କୁଲ ଉପରେ ସୋମବାର ଇରାନର ଏକ ଏଫ୍‌-୫ ଫାଇଟର ଜେଟ୍‌ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ବିମାନର ୨ କ୍ରୁ ମେମ୍ବର ଓ ଜଣେ ସ୍ଥାନୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଧିକାରୀ କହିଛନ୍ତି। “ଭାଗ୍ୟବଶତଃ କୋଭିଡ୍‌-୧୯…

ଆନ୍ଧ୍ରପ୍ରଦେଶ ଶିଳ୍ପମନ୍ତ୍ରୀଙ୍କ ହୃଦଘାତରେ ପରଲୋକ

ହାଇଦ୍ରାବାଦ,୨୧।୨: ହୃଦଘାତରେ ଆନ୍ଧ୍ରପ୍ରଦେଶର ଶିଳ୍ପମନ୍ତ୍ରୀ ମେକାପଟି ଗୌଥମ ରେଡ୍ଡୀଙ୍କ ସୋମବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୦ ବର୍ଷ ବୟସ ହୋଇଥିଲା। ସୋମବାର ଘରେ ଥିବା ବେଳେ ସେ ଚେତାଶୂନ୍ୟ ହୋଇପଡିଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ…

୧୦୦ ଯୁବକଙ୍କ ସହ ଡେଟ୍‌ରେ ଗଲେଣି ଯୁବତୀ, କିନ୍ତୁ…

ସାଧାରଣତଃ ନିଜ ମତମୁତାବକ ସାଥୀ ପାଇବା ପାଇଁ ପ୍ରଥମେ ଡେଟ୍‌ରେ ଯିବାକୁ ପସନ୍ଦ କରନ୍ତି ପ୍ରେମିକା-ପ୍ରେମିକ। କିନ୍ତୁ ପୂର୍ବ ମିସ୍‌ ଗ୍ରେଟ୍‌ ବ୍ରିଟେନ୍‌ ରହିଥିବା ଏପ୍ରିଲ୍‌ ବନ୍‌ବରୀ ଏ ପର୍ଯ୍ୟନ୍ତ ୧୦୦ରୁ ଅଧିକ ଯୁବକଙ୍କ ସହ ଡେଟ୍‌ରେ ଗଲେଣି କିନ୍ତୁ ତାଙ୍କୁ…

ସର୍ଚ୍ଚ ଅପରେଶନ ବେଳେ ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି,୨୧।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳରେ ଦୀର୍ଘ ୧୦ ବର୍ଷ ପରେ ୨୪ ତାରିଖରେ ନିର୍ବାଚନ ହେବ। ନିର୍ବାଚନକୁ ଦୃଷ୍ଟିରେ ରଖି ସେହି ଅଞ୍ଚଳରେ ବିଏସ୍‌ଏଫ, ଡିଭିଏଫ୍‌ ତରଫରୁ ପ୍ରତିଦିନ ଘନ ଘନ ସର୍ଚ୍ଚ ଅପରେଶନ କରାଯାଉଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri