କପିଲ ଶର୍ମାଙ୍କୁ ଦେଖି ଧାଇଁ ଆସିଲେ କାନାଡ଼ାର ପ୍ରଶଂସକ
ବମ୍ବେ: ଦେଶ ତଥା ବିଦେଶରେ କମେଡି କିଙ୍ଗ କପିଲ ଶର୍ମାଙ୍କ ପ୍ରଶଂସକ କାହିଁରେ କେତେ। ସେ ଯେଉଁଠାକୁ ବି ଯାଆନ୍ତି ତାଙ୍କୁ ଦେଖିବାକୁ ଭିଡ ଜମେ। ସେଭଳି କିଛି ଘଟିଛି କାନାଡ଼ାରେ। କପିଲ ଏବେ ପୁରା ଟିମ୍ ସହ କାନାଡ଼ା ଯାଇଛନ୍ତି।…
ଆତ୍ମହତ୍ୟା, ହେଲେ କାହିଁକି???
ଦିନକୁ ଦିନ ବଢିବାରେ ଲାଗିଛି ଆତ୍ମହତ୍ୟା ଜନୀତ ମୃତ୍ୟୁ ସଂଖ୍ୟା। ବିଶେଷ କରି ଏଭଳି ମୃତ୍ୟୁ ଘଟଣାରେ ଯୁବ ବୟସ୍କଙ୍କ ସଂଖ୍ୟା ଅଧିକ ଥିବା ଅତ୍ୟନ୍ତ ପରିତାପର ବିଷୟ। ଏହି ଆତ୍ମହତ୍ୟା ପ୍ରବଣତା ଏକ ପ୍ରକାରର ମାନସିକ ବ୍ୟାଧି। ତେବେ କ’ଣ…
ଅନବସର ଦର୍ଶନ ଲାଗି ଅଲାରନାଥଙ୍କ ପୀଠରେ ଭକ୍ତଙ୍କ ଭିଡ଼
ବ୍ରହ୍ମଗିରି,୨୬।୬(ଡି.ଏନ୍.ଏ.): ଆଜି ଦ୍ୱାଦଶ ଦିନରେ ପହଞ୍ଚିଛି ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନ। ଅଲାରନାଥଙ୍କ ଅନବସର ଦର୍ଶନକୁ ଆଉ ମାତ୍ର ୨ ଦିନ ଥିବା ବେଳେ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଛି। ରବିବାର ଛୁଟିଦିନ ଥିବା ହେତୁ ଚତୁର୍ଭୁଜ ନାରାୟଣ ରୂପରେ…
୩୦ ବର୍ଷ ଯାଏ ପୁରୁଷ ବେଶରେ ରହିଲେ ମହିଳା,କାରଣ ଜାଣିଲେ…
ମା’ ନିଜ ସନ୍ତାନକୁ ସୁରକ୍ଷା ଦେବା, ତା’ର ଉପଯୁକ୍ତ ଲାଳନ ପାଳନ କରିବା ପାଇଁ କିଛି ବି କରିପାରେ। ନାନା କଷ୍ଟ ସହିପାରେ। ଅନେକ ସମୟରେ ସେ ଉଭୟ ମା’ ଓ ବାପାର ଭୂମିକା ବି ତୁଲାଇଥାଏ। ତାମିଲନାଡୁ, ଥୁଥୁକୁଡି ଜିଲାସ୍ଥ…
ପୁଣି ରାଜ୍ୟରେ ୬୮ କରୋନା ପଜିଟିଭ୍ ଚିହ୍ନଟ, ଆଗରେ ଖୋର୍ଦ୍ଧା
ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ରବିବାର ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୪୦ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୮ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା…
ସମସ୍ୟାଘେରରେ ବାଉଁଶ କାରିଗର
ପଟ୍ଟାମୁଣ୍ଡାଇ,୨୬।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବାଉଁଶ କାରିଗରମାନେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ସମୟ ସହ ତାଳ ଦେଇ ଉଭୟ ଗ୍ରାମ ଓ ସହରାଞ୍ଚଳରେ ଦିନକୁ ଦିନ ବାଉଁଶ ତିଆରି ଉପକରଣର ଚାହିଦା କମିବାରେ ଲାଗିଛି। ଆଜିର ପ୍ଲାଷ୍ଟିକ୍…
୪ ଦିନ ପରେ ବି ଦୁର୍ବୃତ୍ତଙ୍କ ଟେର୍ ମିଳୁନି
ରଘୁନାଥପୁର,୨୬।୬(ଡି.ଏନ୍.ଏ.): ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରସିଦ୍ଧ ବିଭୂତି କ୍ଷେତ୍ର ପ୍ରଭୁ ଗୋରେଖନାଥଙ୍କ ସମ୍ମୁଖରେ ଥିବା ୨ ନଂ. ଦାନବାକ୍ସରୁ ଗତ ମଙ୍ଗଳବାର ମଧ୍ୟରାତ୍ରିରେ ଦୁର୍ବୃତ୍ତମାନେ ୧୦ ଲକ୍ଷ ଟଙ୍କା ଚୋରିକରି ଫେରାର ହୋଇଯାଇଥିଲେ। ଏହା ମଧ୍ୟରେ ୪ ଦିନ…
ବୈଷୟିକ ସହାୟତା ପାଇଁ କଟକ ଗଲେ ଆଇଓ
ଜଗତ୍ସିଂହପୁର ଅଫିସ,୨୬।୬: ଜଗତ୍ସିଂହପୁର ହସ୍ତଶିଳ୍ପ ସହକାରୀ ନିର୍ଦ୍ଦେଶକଙ୍କ ଆକାଉଣ୍ଟରୁ ୪୬,୧୨,୯୦୦ ଟଙ୍କା ଗାଏବ ମାମଲା ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଜାଲ୍ ଚେକ୍ ବଳରେ ବ୍ୟାଙ୍କ୍ ଅଫ୍ ବରୋଦା ଜଗତ୍ସିଂହପୁର ଶାଖାରୁ ଗତ ୧୭ ତାରିଖରେ କୋଲ୍କାତାସ୍ଥିତ ଇଣ୍ଡିଆନ…
ବିନା ଅନୁମତିରେ ଚାଲିଛି ପାଥୋଲାବ୍,ଏକ୍ସରେ କ୍ଲିନିକ୍
ପଟ୍ଟାମୁଣ୍ଡାଇ, ୨୬।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରରେ ଛତୁ ଫୁଟିଲା ଭଳି ମାଳ ମାଳ ଖୋଲିଚାଲିଛି ପାଥୋଲାବ୍ ଓ ଏକ୍ସରେ କ୍ଲିନିକ୍। ସ୍ବାସ୍ଥ୍ୟ ବିଭାଗ କର୍ତ୍ତୃପକ୍ଷ ସମସ୍ତ ବିଷୟ ଜାଣୁଥିଲେ ମଧ୍ୟ ନୀରବଦ୍ରଷ୍ଟା ସଜିଛନ୍ତି। ଡିଏମ୍ଏଲ୍ଟିର ବିନା ଅମୁମତି ଓ ତାଙ୍କ…
ଟଙ୍କା ଫେରିପାଇବା ଆଶଙ୍କାରେ ଜମାକାରୀ
ଖୋର୍ଦ୍ଧା ଅଫିସ,୨୫ା୬: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବେଗୁନିଆ ବ୍ଲକ ରାଉତପଡ଼ା ଶାଖାରୁ ଜମାକାରୀଙ୍କ ୧.୫୦ କୋଟି ଟଙ୍କା ଆତ୍ମସାତ୍ କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ତତ୍କାଳୀନ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏହି ଘଟଣାର ତଦନ୍ତ ଲାଗି ମେ’…
ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲେ
ବାରଙ୍ଗ,୨୬।୬(ଡି.ଏନ୍.ଏ.): ପ୍ରେମ ପାଇଁ ନିଜ ମଥାର ସିନ୍ଦୂର ପୋଛିଲା ସ୍ତ୍ରୀ। ଭୁଲିଗଲା ସାତଜନ୍ମର ସମ୍ପର୍କକୁ। ପ୍ରେମିକ ସହ ମିଶି ଅଗ୍ନିକୁ ସାକ୍ଷୀ ରଖି ବିବାହ କରିଥିବା ସ୍ବାମୀକୁ ହତ୍ୟା କଲା। ବାରଙ୍ଗ ଥାନା ଅନ୍ତର୍ଗତ ନେତଲଗଁା ନିକଟ କାଜୁ ଜଙ୍ଗଲରୁ ବୁଧବାର…
ଫିଲ୍ମ ‘ଏମରଜେନ୍ସି’ରେ ଇନ୍ଦିରା ଗାନ୍ଧୀଙ୍କ ଚରିତ୍ର ସହ ନିଜକୁ ଯୋଡିବାକୁ ଚାହୁଛନ୍ତି କଙ୍ଗନା
ମୁମ୍ବାଇ: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ନିଜର ସ୍ୱତନ୍ତ୍ର ଶୈଳିର ଅଭିନୟକୁ ନେଇ ଦର୍ଶକଙ୍କ ନିକଟରେ ତିଆରି କରିଛନ୍ତି ଏକ ଭିନ୍ନ ପରିଚୟ । ନିଜ ଅଭିନୟରେ ଲୌହ ମାନବୀ ବୋଲି ଧରି ନେଇଥିବା କଙ୍ଗନା ଏବେ ରାଜନୀତିର ଏକ ବହୁତ…

