Home Left

ଇରାନ ବିରୋଧରେ ପାକିସ୍ତାନ? ସାଉଦି ଆରବକୁ ପୂର୍ଣ୍ଣ ସମର୍ଥନ ଦେଇ କ୍ରାଉନ ପ୍ରିନ୍ସଙ୍କୁ ଭେଟିବାକୁ ପହଞ୍ଚିଲେ ଶେହବାଜ ସରିଫ

ରିୟାଦ,୧୩।୩: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ସାଉଦି ଯୁବରାଜ ମହମ୍ମଦ ବିନ ସଲମାନଙ୍କ ସହ ଏକ ସ୍ବତନ୍ତ୍ର ସାକ୍ଷାତ କରିଥିଲେ। ଏହି ସାକ୍ଷାତ ଜେଦ୍ଦାରେ ହୋଇଥିଲା। ଆଲୋଚନା ସମୟରେ ଶେହବାଜ ସରିଫ ପଶ୍ଚିମ ଏସିଆର ବର୍ତ୍ତମାନର ଚ୍ୟାଲେଞ୍ଜିଂ ପରିସ୍ଥିତି ମଧ୍ୟରେ ସାଉଦି…

ନୂଆ ଗ୍ୟାସ୍‌ ସିଲିଣ୍ଡର ବୁକିଂ କରିବାକୁ ନାକେଦମ ହୋଇପଡୁଛନ୍ତି ଗ୍ରାହକ, ଜିଲାପାଳଙ୍କୁ ଭେଟି କଂଗ୍ରେସ କହିଲା…

ଛତ୍ରପୁର,୧୩ା୩(ଦିଲ୍ଲୀପ ସାମଲ): ଏଲ୍‌ପିଜି ବା ରନ୍ଧନ ଗ୍ୟାସ୍‌କୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ କମିଟି (ପୂର୍ବ) ପକ୍ଷରୁ ଆନ୍ଦୋଳନ କରାଯାଇଛି। ଏନେଇ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଜିଲାପାଳଙ୍କୁ ଭେଟି…

ମହଙ୍ଗା ହୋଇଯିବ ଇଲେକ୍ଟ୍ରୋନିକ୍‌ ଜିନିଷ : ବିଶେଷଜ୍ଞଙ୍କ ଚେତାବନୀ

ନୂଆଦିଲ୍ଲୀ,୧୩।୩: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ସଂଘର୍ଷ କେବଳ ତେଲ ଏବଂ ଗ୍ୟାସ ମୂଲ୍ୟକୁ ପ୍ରଭାବିତ କରିବ ତାହା ନୁହେଁ। ଏହାର ପ୍ରଭାବ ସୁଦୂରପ୍ରସାରୀ ହେବ ବୋଲି ଆଶା କରାଯାଉଛି। ଏହା ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଟେକ୍ନୋଲୋଜି କ୍ଷେତ୍ର ସେମିକଣ୍ଡକ୍ଟର ପର୍ଯ୍ୟନ୍ତ ମଧ୍ୟ…

ସୁଧୁରୁନି ରାଶନ କାର୍ଡ ବିଭ୍ରାଟ, ଆବେଦନ କରି ଅପେକ୍ଷାରେ ବହୁ ଯୋଗ୍ୟ ବ୍ୟକ୍ତି

ଯାଜପୁର,୧୩ା୩(ହର୍ଷବର୍ଦ୍ଧନ ବେହେରା): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ-୨୦୧୩ ଆଧାରରେ ଓଡ଼ିଶାରେ ରାଶନକାର୍ଡ ହିତାଧିକାରୀ ଚୟନ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଛି। ଏହିକ୍ରମରେ ୨୦୧୭ ପଞ୍ଚାୟତ ନିର୍ବାଚନ ପୂର୍ବରୁ ୨୦୧୫ରେ ରାଜ୍ୟରେ ନୂଆ ରାଶନ କାର୍ଡ ବଣ୍ଟନ ହୋଇଥିଲା। ନୂଆ ତାଲିକାରେ ପ୍ରତି ଜିଲାରେ…

ବଡ଼ ଧମକ ଦେଲାଣି ଇରାନ! ବୋମା ପକାଇ ଉଡାଇ ଦେବ ଗ୍ୟାସ ସହ ତେଲ ଡିପୋ, ଆମେରିକାକୁ କହିଲା…

ତେହରାନ୍‌,୧୩।୩: ଇରାନ ଆମେରିକାକୁ ଏକ ଚେତାବନୀ ଦେଇଛି, ଯେଉଁଥିରେ କୁହାଯାଇଛି ଯେ ଏହା ଆମେରିକାକୁ ତା’ର କାର୍ଯ୍ୟ ପାଇଁ ପଶ୍ଚାତାପ କରିବାକୁ ବାଧ୍ୟ କରିବ। ଇରାନ ଘୋଷଣା କରିଛି ଯେ ସେ ହର୍ମୁଜ ପ୍ରଣାଳୀ ଉପରେ ତା’ର କବଜାକୁ ଆହୁରି କଡ଼ା…

LPG ସଙ୍କଟ: ବନ୍ଦ ହେବ ନାହିଁ ହୋଟେଲ କି ରେସ୍ତୋରାଁ, ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୩।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଗ୍ୟାସ ସଙ୍କଟ ମଧ୍ୟରେ, ହୋଟେଲ ଏବଂ ରେସ୍ତୋରାଁ ଶିଳ୍ପକୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ ଏବଂ…

କେଉଁଠୁ ଆସୁଛି ଏତେ ସିଲିଣ୍ଡର? ଘର ସହ ଦୋକାନରୁ ମିଳିଲା ୨୫୦ ସିଲିଣ୍ଡର

ଅରରିଆ,୧୩।୩: ଗୁରୁବାର ବିଳମ୍ବିତ ସାରେ ଫୋର୍ବସଗଞ୍ଜ ସହରର ୱାର୍ଡ ନମ୍ବର ୧୫ର ପୋଖର ବସ୍ତିରେ ଏଲପିଜି ସିଲିଣ୍ଡରର ଅବୈଧ ସଂରକ୍ଷଣ ସମ୍ପର୍କରେ ସୂଚନା ପାଇ, ଏସଡିଓ ଅଭୟ କୁମାରଙ୍କ ନେତୃତ୍ୱରେ ଉପ-ବିଭାଗୀୟ ପ୍ରଶାସନ ଏକ ଚଢାଉ କରିଥିଲା ଏବଂ ଏକ ଆବାସିକ…

ଚାଲିଥିଲା ବ୍ରାଉନସୁଗାର ବେପାର, ମାଡ଼ି ବସିଲା ପୋଲିସ

ବରଗଡ଼,୧୩ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ବ୍ରାଉନସୁଗାର କାରବାରରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ଟାଉନ ଥାନା ଅନ୍ତର୍ଗତ ମହାନ୍ତିପଡ଼ାର ରାଜୁ ତାଣ୍ଡି (୪୬), ମାଷ୍ଟରଟିକ୍ରାର ଗୋପୀ ମହାନନ୍ଦ(୪୦) ଏବଂ ବିଶିପଡ଼ାର ଶ୍ରବଣ କୁମ୍ଭାର(୨୨)।…

ରାଜ୍ୟ ସଭାରେ ଏମପି ନିରଞ୍ଜନ ବିଶିଙ୍କ ଦାବି, ସମ୍ବଲପୁର-କୋରାପୁଟ-ବାଲେଶ୍ୱରରେ ଏମ୍ସ….

ବଲାଙ୍ଗୀର,୧୩।୩(ସୁନିଲ୍ କୁମାର ମହାନ୍ତି): ରାଜ୍ୟ ସଭା ଏମପି ନିରଞ୍ଜନ ବିଶି ରାଜ୍ୟ ସଭାରେ ଓଡ଼ିଶାର ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥା (ଏମ୍ସ ) ପ୍ରତିଷ୍ଠା ପାଇଁ ଦୃଢ଼ ଦାବି କରିଛନ୍ତି । ସେ ଦାବି…

ରାଜ୍ୟ ବାହାରକୁ କାହିଁକି ଯାଇଛନ୍ତି ୮ ବିଧାୟକ, କାରଣ କହିଲେ ତାରା… ରାଜନୀତିରେ ହଇଚଇ

ଭୁବନେଶ୍ୱର,୧୩।୩: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ୮ ଜଣ ବିଧାୟକ ବେଙ୍ଗାଲୁରୁ ଯିବା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି। ତାରା କହିଛନ୍ତି ବିଧାୟକମାନେ ନିଜ ଇଚ୍ଛାରେ ବୁଲିବାକୁ ଯାଇଛନ୍ତି। ସେମାନେ ଘୋଡ଼ା ବେପାର…

ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! ଏହି ସବୁ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୧୩।୩: ଆସନ୍ତା ୧୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆସନ୍ତା ୧୫ରୁ ୧୯ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ…

ଲୋକମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି! ଯୁଦ୍ଧ ଭିତରେ ଭାରତ ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୩।୩: ଇରାନ ଯୁଦ୍ଧର ପ୍ରଭାବ ଭାରତରେ ମଧ୍ୟ ଅନୁଭୂତ ହେଉଛି। ଏଲପିଜି ସିଲିଣ୍ଡରକୁ ନେଇ ବ୍ୟାପକ ଆତଙ୍କ ଦେଖାଦେଇଛି। ଗ୍ୟାସର କଳାବଜାରୀ ଶୀର୍ଷରେ ପହଞ୍ଚିଛି। ସାଧାରଣ ଜନତା ବ୍ୟଥିତ ଅବସ୍ଥାରେ। ଲୋକମାନେ ଭୟ କରୁଛନ୍ତି ଯେ ଏହି ଅଭାବ ଖାଦ୍ୟ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri