ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…
ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ପକ୍ଷରୁ ଚିଠି ସଂଖ୍ୟା ୫୪୪୭ ଓ ୫୪୫୪ ତା. ୩ା୯ା୨୦୨୬ ମାଧ୍ୟମରେ…
ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ
କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧ ଜଳବିଦ୍ୟୁତ ପ୍ରକଳ୍ପର ଅଡିଟ୍ ଟନେ ନଂ ୪ ଭିତରେ ଲୁହାଇତାଓ ନାମକ ଚାଇନା…
ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ
ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ ଇଶାନ କିଶନ ସ୍ବୀକାର କରିଛନ୍ତି। ୫ ଦିନିଆ ଦୁଲୀପ ଟ୍ରଫି ଫାଇନାଲ ରବିବାରଠାରୁ…
ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍ ଅଫର୍, ଧନଲାଭ ଯୋଗ
ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି ନକ୍ଷତ୍ର ଗୋଚର ୨୪ ସେପ୍ଟେମ୍ୱର ସକାଳ ୫ଟା ବାଜି ୫୦ ମିନିଟରେ ହେବ।…
ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ
ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁ ଦିବସ ଅବସରରେ ‘ଶିକ୍ଷା, ଶିକ୍ଷକ ଓ ଶିକ୍ଷାୟତନ’ ସମ୍ପର୍କିତ ଆଲୋଚନା…
ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ
କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା ଗସ୍ତ କରିବେ। ଏହି ଗସ୍ତ ସମୟରେ ସେ ଜଳବାୟୁ ପରିବର୍ତ୍ତନ ପ୍ରସଙ୍ଗ ଉଠାଇବେ…
‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା
କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ ରହୁଥିବା ପୋଷାକ ପିନ୍ଧାଇ ସ୍କୁଲ ପଠାଯାଉ। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ମୁଖ୍ୟାଳୟରେ ଅନୁଷ୍ଠିତ ଏକ…
ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ ଗିରଫ ଅଭିଯୁକ୍ତଙ୍କ ନିକଟରୁ ୧୦ଟି ଚୋରା ମୋବାଇଲ ଫୋନ୍, ୨ଟି ଦାମୀ ବ୍ୟାଗ…
୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ
ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ ଆଳ ଦେଖାଇ ‘ଆଜି ନୁହେଁ, କାଲି ଦିଆଯିବ’ ବୋଲି କହି ଗ୍ରାହକଙ୍କୁ ଗ୍ୟାସ…
ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା
ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର ବିକ୍ରୟ ଖବର ପ୍ରକାଶ ପାଇଥିଲା; ଆଦିତ୍ୟ ବିର୍ଲା ଗ୍ରୁପ, ଟାଇମ୍ସ ଅଫ ଇଣ୍ଡିଆ…
ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା
କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ ବନ୍ୟା ଏବଂ ଭୂସ୍ଖଳନର ପ୍ରାୟ ୧୧ ଦିନ ପରେ ଜଣେ ମହିଳାଙ୍କୁ ଭଗ୍ନାବଶେଷରୁ…
ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…
ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ ସମୟ ଧରି ପ୍ରଭାବ ପକାଇଥାଏ। ବର୍ଷ ୨୦୨୬ରେ ଶନି କୌଣସି ରାଶି ପରିବର୍ତ୍ତନ…

