Home Left

ୟୁପିରେ ୫୯.୮୩, ପଞ୍ଜାବରେ ୬୪.୨୭ ମତଦାନ

ଲକ୍ଷ୍ନୌ/ଚଣ୍ଡିଗଡ,୨୦।୨: ଉତ୍ତରପ୍ରଦେଶର ୧୬ଟି ଜିଲାର ୫୯ଟି ଆସନରେ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ୫୯.୮୩ ପ୍ରତିଶତ ଭୋଟିଂ ହୋଇଛି। ଲଲିତପୁର ଜିଲାରେ ସର୍ବାଧିକ ୬୭.୩୭ ପ୍ରତିଶତ ଭୋଟରଙ୍କ ସଂଖ୍ୟା ରେକର୍ଡ କରାଯାଇଛି। ସର୍ବନିମ୍ନ ୫୦.୮୮ ପ୍ରତିଶତ…

୩ ଡୋଜ୍‌ ଟିକା ନେଇ ମଧ୍ୟ କରୋନା ଆକ୍ରାନ୍ତ ହେଲେ ବ୍ରିଟେନ ରାଣୀ

ଲଣ୍ଡନ,୨୦।୨: ବ୍ରିଟେନର ରାଣୀ ଏଲିଜାବେଥ-୨ କରୋନାର ଶିକାର ହୋଇଛନ୍ତି। ଏନେଇ ରବିବାର ବର୍ମିଂହାମ ପ୍ୟାଲେସ ପକ୍ଷରୁ ସୂଚନା ଦିଆଯାଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ରାଣୀ ଏଲିଜାବେଥ-୨ କରୋନାର ଟିକାର ୩ଟି ଯାକ ଡୋଜ ନେଇଛନ୍ତି। ବ୍ରିଟେନ ନିୟମ ଅନୁଯାୟୀ ସେ…

ଯୁଦ୍ଧ ରୋକିବାକୁ ଅନ୍ତିମ ଉଦ୍ୟମ

କ୍ୱିଭ,୨୦।୨: ୟୁକ୍ରେନ ଓ ଋଷ ମଧ୍ୟରେ ହେବାକୁ ଯାଉଥିବା ଯୁଦ୍ଧକୁ ରୋକିବା ପାଇଁ ରବିବାର ଆରମ୍ଭ ହୋଇଛି ଅନ୍ତିମ କୁଟନୈତିକ ପ୍ରୟାସ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକ୍ରନ ଫୋନ ଜରିଆରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦମିର ପୁଟିନଙ୍କ ସହ କଥା ହୋଇଛନ୍ତି। ୟୁକ୍ରେନ…

କଂଗ୍ରେସ ନେତାଙ୍କ ଗାଡ଼ି ଜାଳି ଦେଲେ

ନବରଙ୍ଗପୁର/କୋଡ଼ିଙ୍ଗା,୨୦।୨(ବି.ପ୍ର./ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକ କୋଡ଼ିଙ୍ଗା ଥାନା ଅଧୀନ ଡଙ୍ଗରା ଗାଁର ବ୍ୟବସାୟୀ ତଥା କଂଗ୍ରେସ ନେତା କେ. ଝାଡେଶ୍ୱର ରାଓଙ୍କ ଘର ବାଉଣ୍ଡାରିରେ ଥିବା କାର୍‌ (ଓଆର୍‌-୧୦ଜି-୦୦୧୮) ଓ ବାଇକ୍‌ (ଓଆର୍‌-୨୪ଏ-୩୫୬୧)ରେ କେହି ନିଆଁ ଲଗାଇ ଦେଇଛନ୍ତି। କାର୍‌ଟି…

ଭୋଟବାକ୍ସ ଟେକିନେଲେ ଡଙ୍ଗରିଆ

ରାୟଗଡ଼ା ଅଫିସ/ବିଷମକଟକ,୨୦ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନ ମଣ୍ଡଳୀ ଅଧୀନ କଲ୍ୟାଣସିଂହପୁର ବ୍ଲକରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଭୋଟ ଗ୍ରହଣ ବେଳେ ରବିବାର ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ସୁନାଖଣ୍ଡି ପଞ୍ଚୟତ ନିୟମଗିରି ପାହାଡ଼ ଅଞ୍ଚଳର ରାଇଲିମା ଗ୍ରାମର ୧୪ ନଂ.…

୧୦ ଓଭରରେ ଭାରତ ୬୬/୩

କୋଲକାତା,୨୦।୨: ସ୍ଥାନୀୟ ଇଡେନ ଗାର୍ଡେନ୍ସଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଚାଲିଥିବା ତୃତୀୟ ଟି୨୦ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରୁଥିବା ଭାରତୀୟ ଦଳକୁ ଭଲ ଆରମ୍ଭ ମିଳି ନାହିଁ। ୧୦ ଓଭର ସୁଦ୍ଧା ଟିମ୍‌ ଇଣ୍ଡିଆ ୩ ଉଇକେଟ କ୍ଷତିରେ ୬୬ ରନ୍‌ କରିଛି।…

ପ୍ରିଜାଇଡିଂ ଅଫିସରଙ୍କୁ ମାଡ଼, ଛଡେଇ ନେଲେ ଭୋଟବାକ୍ସ

ଭଦ୍ରକ ଅଫିସ,୨୦।୨: ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ରବିବାର ଥିଲା ତୃତୀୟ ପର୍ଯ୍ୟାୟ ମତଦାନ। କୋହ୍ଲ ପଞ୍ଚାୟତର ୪ ନନମ୍ବର ବୁଥ୍‌ରେ ଉତ୍ତେଜନା ଦେଖାଦେଇଛି। ବାଲଟ ପେପର ଫୋଲ୍ଡିଂରେ ତ୍ରୁଟି ଯୋଗୁ ଚିହ୍ନ ଦେଖାଯାଉ ନ ଥିବାରୁ ଲୋକେ ଉତ୍ତ୍ୟକ୍ତ ହୋଇ…

ବଳଭଦ୍ରପୁରରୁ ଫେରିଲା ଖାଲି ଭୋଟ ବକ୍ସ

ଚମ୍ପୁଆ/ଝୁମ୍ପୁରା,୨୦ା୨(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଝୁମ୍ପୁରା ବ୍ଲକ ଅଧୀନ ବଳଭଦ୍ରପୁର ଗ୍ରାମବାସୀ ରବିବାର ଭୋଟ୍‌ ବର୍ଜନ କରିଛନ୍ତି। ମୌଳିକ ସୁବିଧାରୁ ବଞ୍ଚିତ ହୋଇଥିବାରୁ ଭୋଟ୍‌ ଦେଇ ନ ଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ସୂଚନା ଅନୁଯାୟୀ, ନିର୍ବାଚନ ବିଗୁଲ ବାଜିଲା…

ପଦାର୍ପଣ କରିବେ ଅଭେଶ, ଋତୁରାଜଙ୍କୁ ସୁଯୋଗ

କୋଲକାତା,୨୦।୨: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ୪ ପରିବର୍ତ୍ତନ ସହ ଓହ୍ଲାଇଛି ଟିମ୍‌ ଇଣ୍ଡିଆ। ପୂର୍ବ ଦୁଇ ମ୍ୟାଚ୍‌ରେ ଖେଳିଥିବା ବିରାଟ କୋହଲି, ରିଷଭ ପନ୍ତ, ୟୁଜବେନ୍ଦ ଚହଲ ଓ ଭୁବନେଶ୍ୱର କୁମାର ଦଳରୁ ବାଦ୍‌ ପଡ଼ିଛନ୍ତି।…

ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

ହାଥରସ,୨୦।୨: ଭାରତୀୟ ଜନତା ପାର୍ଟିର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ହାଥରସର ଏକ ପୋଲିଂ ବୁଥ୍‌ ନିକଟରେ କିଛି ଦୁର୍ବୃତ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା କରିଥିବା ଜଣାପଡିଛି। ଏପର୍ଯ୍ୟନ୍ତ ହତ୍ୟାର କାରଣ ଜଣାପଡିନାହିଁ। ମୃତ ଯୁବକଙ୍କ ନାମ କ୍ରିଷ୍ଣା…

‘ପ୍ରଥମ ଦୁଇ ପର୍ଯ୍ୟାୟରେ ଶତକ କରିଛୁ’

ଲକ୍ଷ୍ନୌ,୨୦।୨: “ଆମେ ପ୍ରଥମ ଦୁଇ ପର୍ଯ୍ୟାୟ ମତଦାନରେ ଶତକ ହାସଲ କରିଛୁ। ପରବର୍ତ୍ତୀ ଦୁଇ ପର୍ଯ୍ୟାୟରେ ମଧ୍ୟ ସମାଜବାଦୀ ପାର୍ଟି ନେତୃତ୍ୱାଧୀନ ମେଣ୍ଟ ଅନ୍ୟଠାରୁ ଆଗରେ ରହିବ”। ଉତ୍ତରପ୍ରଦେଶରେ ରବିବାର ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ଏଭଳି କହିଛନ୍ତି ସମାଜବାଦୀ…

ରୁଷିଆ-ୟୁକ୍ରେନ ମଧ୍ୟରେ ଯେଉଁ ଯୁଦ୍ଧ ହେବ, ତାହା ଦ୍ୱିତୀୟ ବିଶ୍ୱଯୁଦ୍ଧଠାରୁ ଭୟଙ୍କର

ଲଣ୍ଡନ,୨୦ା୨: ରୁଷିଆ-ୟୁକ୍ରେନ ବିବାଦ ମଧ୍ୟରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଏକ ଭୟାନକ କଥା କହିଛନ୍ତି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ୟୁରୋପରେ ସବୁଠାରୁ ବଡ଼ ଆକ୍ରମଣ କରିବାକୁ ରୁଷିଆ ପ୍ରସ୍ତୁତ ହେଉଛି ବୋଲି ବ୍ରିଟିଶ ପ୍ରଧାନମନ୍ତ୍ରୀ ଚେତାବନୀ ଦେଇଛନ୍ତି। ସେ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri