ଆସାମରେ ବନ୍ୟାସ୍ଥିତି: ମୃତ୍ୟୁ ସଂଖ୍ୟା ୧୧୮କୁ ବୃଦ୍ଧି
ଗୁଆହାଟୀ,୨୫।୬: ଆସାମରେ ବନ୍ୟାସ୍ଥିତି ଅଣାୟତ। ୨୪ ଘଣ୍ଟାରେ ଆଉ ୧୦ ଜୀବନ ଯାଇଥିବା ବେଳେ ୨୮ ଜିଲାର ୩୩.୩ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । ଏବେବି ଅନେକ ସ୍ଥାନ ଜଳମଗ୍ନ ହୋଇ ରହିଥିବା ରାଜ୍ୟ ପରିଚାଳନା ବିପର୍ଯ୍ୟୟ ପ୍ରାଧିକରଣ ତରଫରୁ…
ବିପଦରେ ସାମୁଦ୍ରିକ ପ୍ରାଣୀ, ଭିତରକନିକା
କେନ୍ଦ୍ରାପଡ଼ା ଅଫିସ, ୨୫ା୬: କେନ୍ଦ୍ରାପଡ଼ା ଜିଲା ଜାତୀୟ ଉଦ୍ୟାନ ଭିତରକନିକାର ଜୈବବିବିଧତା ଉପରେ ବିପଦ ଘନେଇ ଆସୁଛି। ଏଠାରେ ଥିବା ସାମୁଦ୍ରିକ ଓ ବନ୍ୟପ୍ରାଣୀ ମୃତ୍ୟୁଆଡ଼କୁ ଠେଲିହୋଇ ଯାଉଛନ୍ତି। ମଧୁର ଜଳର ସଙ୍କଟ ସହ ଶିଳ୍ପ ପ୍ରଦୂଷଣ ଏଥିପାଇଁ କାରଣ ସାଜିଛି।…
ତପନ ଡେକା ହେଲେ ଆଇବି ନିର୍ଦ୍ଦେଶକ
ନୂଆଦିଲ୍ଲୀ,୨୫।୬: ବରିଷ୍ଠ ଆଇପିଏସ୍ ଅଫିସର ତପନ କୁମାର ଡେକାଙ୍କୁ ଶୁକ୍ରବାର ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି) ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ବର୍ତ୍ତମାନର ଆଇବି ମୁଖ୍ୟ ଅରବିନ୍ଦ କୁମାରଙ୍କ କାର୍ଯ୍ୟକାଳ ଜୁନ୍ ୩୦ରେ ଶେଷ ହେଉଥିବାବେଳେ ତାଙ୍କ ସ୍ଥାନରେ ଡେକା ଯୋଗଦେବେ। ୧୯୮୮…
ପୁଅକୁ ମାରି ବାପାଙ୍କ ଆତ୍ମହତ୍ୟା
ନୂଆପଡ଼ା ଅଫିସ/ ଖଡିଆଳ,୨୫।୬(ଡି.ଏନ.ଏ.): ନୂଆପଡ଼ା ଜିଲା ଧରମବନ୍ଧା ଥାନା ଅନ୍ତର୍ଗତ ଫୋକଟପ ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟଛି। ପୁଅକୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ବାପା ଆତ୍ମହତ୍ୟା କରିଛନ୍ତି। ପାରିବାରିକ କଳହ ଏବଂ ଅନ୍ୟ ଜାତିର…
ନୂଆ ଶ୍ରମ ଆଇନକୁ ବିରୋଧ
ଭୁବନେଶ୍ୱର(ବ୍ୟୁରୋ)/ ନୂଆଦିଲ୍ଲୀ, ୨୫।୬: ଦେଶରେ ଆସନ୍ତା ୧ ତାରିଖରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଯଦି ନୂଆ ଶ୍ରମ ଆଇନ ଲାଗୁ ହୁଏ, ତା’ହେଲେ ଶ୍ରମିକମାନେ ବ୍ୟାପକ କ୍ଷତି ସହିବେ ବୋଲି ସଙ୍ଗଠନଗୁଡିକ ପକ୍ଷରୁ ଆଶଙ୍କା କରାଯାଉଛି। ମୁଖ୍ୟତଃ ଏହି ଆଇନ ବଡ଼…
ଆସାମ ବନ୍ୟା: ଚଳିତ ବର୍ଷ ମୃତକଙ୍କ ସଂଖ୍ୟା ୧୧୭
ଗୁଆହାଟି,୨୫ ।୬: ଦେଶର ପୂର୍ବୋତ୍ତର ରାଜ୍ୟ ଆସାମରେ ଆସିଥିବା ବନ୍ୟା ଏବେ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି । କିଛି ଜିଲାରେ ଏବେବି ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ବନ୍ୟା ଯୋଗୁ ଶୁକ୍ରବାର ୪୫.୩୪ ଲକ୍ଷ…
ଓଡ଼ିଶାକୁ ଡବ୍ଲ୍ୟୁଏଫ୍ପିର ପ୍ରଶଂସା
ଭୁବନେଶ୍ୱର, ୨୫ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରୋମ୍ସ୍ଥିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲ୍ୟୁଏଫ୍ପି) ମୁଖ୍ୟାଳୟରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଓଡ଼ିଶାରେ ଗରିବ, ମହିଳାଙ୍କ ଜୀବନଜୀବିକା, ଖାଦ୍ୟ ସୁରକ୍ଷା କାର୍ଯ୍ୟକ୍ରମକୁ କିଭଳି ସୁଦୃଢ଼ କରାଯାଇପାରିଛି, ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ…
ପୋଲିସ ଅବହେଳା ଜୀବନ ନେଲା
ଭୁବନେଶ୍ୱର,(ବ୍ୟୁରୋ)/କଟକ ସଦର,୨୫ା୬(ଡି.ଏନ.ଏ.): ଗୁଣନିଧିଙ୍କ ମୃତ୍ୟୁକୁ ରାଜ୍ୟ ମାନବାଧିକାର କମିଶନ (ଓଏଚ୍ଆର୍ସି) ଗୁରୁତ୍ୱର ସହ ନେଇଛନ୍ତି। ଏହି ଘଟଣାରେ କମିଶନ ଶୁକ୍ରବାର ନିଜ ଆଡୁ ଏକ ମାମଲା (ନଂ. ୧୨୦୯/୨୨) ରୁଜୁ କରି ଡିଜିପି ଏବଂ ଆଇଜିଙ୍କୁ ତଦନ୍ତ ରିପୋର୍ଟ ମାଗିଛନ୍ତି। କମିଶନ…
ବନ୍ଧୁକ ବିଲ୍ ଆମେରିକା କଂଗ୍ରେସରେ ଗୃହୀତ
ଓ୍ବାଶିଂଟନ,୨୫।୬: ଆମେରିକାରେ ବନ୍ଧୁକ ନିୟନ୍ତ୍ରଣ ଲାଗି ଅଣାଯାଇଥିବା ଐତିହାସିକ ବାଇପାର୍ଟିସନ ଗନ୍ ଭାଓଲେନ୍ସ ବିଲ୍ ଶୁକ୍ରବାର କଂଗ୍ରେସର ଅନୁମୋଦନ ଲାଭ କରିବା ପରେ ଏହାକୁ ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ସ୍ବୀକୃତି ପାଇଁ ପଠାଯାଇଛି। ଗୁରୁବାର ସିନେଟରେ ବିଲ୍ ସପକ୍ଷରେ ୬୫ ଓ…
ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଭାଜପା-କଂଗ୍ରେସ ବାକ୍ଯୁଦ୍ଧ
ଭୁବନେଶ୍ୱର,୨୫ା୬(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନକୁ ନେଇ ଭାଜପା ଓ କଂଗ୍ରେସ ମଧ୍ୟରେ ବାକ୍ଯୁଦ୍ଧ ଆରମ୍ଭ ହୋଇଯାଇଛି। ଭାଜପା ସମର୍ଥିତ ଏନ୍ଡିଏ ସରକାର ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ଏହାକୁ ସମର୍ଥନ କରିସାରିଛି। ହେଲେ କଂଗ୍ରେସ କିନ୍ତୁ ନୀତିଗତ…
ଆଫଗାନିସ୍ତାନ ଭୂକମ୍ପ: ଭାରତ ପଠାଇଲା ମାନବୀୟ ସହାୟତା
କାବୁଲ,୨୫ ।୬: ଆଫଗାନିସ୍ତାନର ପୂର୍ବ ପାକ୍ତିକା ଅଞ୍ଚଳରେ ଆସିଥିବା ଏକ ଶକ୍ତିଶାଳୀ ଭୂକମ୍ପରେ ପ୍ରାୟ ୧୦୦୦ ଲୋକଙ୍କର ମୃତ୍ୟୁ ହୋଇଥିଲା । ଏହାସହ ହଜର ହଜାର ଲୋକ ଆହତ ବି ହୋଇଥିଲେ । ଏଭଳି ପରିସ୍ଥିତିରେ ଆଫଗାନିସ୍ତାନକୁ ସହାୟତା ଯୋଗାଇଛି ଭାରତ…
କଠୋର ହେଲେ ଠାକ୍ରେ
ମୁମ୍ବାଇ/ଗୁଆହାଟୀ/ନୂଆଦିଲ୍ଲୀ,୨୫ା୬: ଶିବସେନାର ଦୁଇ ନମ୍ବର ନେତା ଏକନାଥ ସିନ୍ଧେ ଭାଜପା ଶାସିତ ଆସାମର ଏକ ହୋଟେଲରେ ବିଦ୍ରୋହୀ ବିଧାୟକମାନଙ୍କୁ ଧରି ମହାରାଷ୍ଟ୍ର ଦଖଲ ପାଇଁ ରଣନୀତି ପ୍ରସ୍ତୁତିରେ ବ୍ୟସ୍ତ। ଶୁକ୍ରବାର ଆଉ ଦୁଇଜଣ ଶିବସେନା ବିଧାୟକ ବିଦ୍ରୋହୀ ଶିବିରରେ ସାମିଲ ହେବା…

