ଶିବମୋଗାରେ ପୋଲିସ ଛାଉଣି
ବେଙ୍ଗାଲୁରୁ,୨୧।୨: ଦକ୍ଷିଣପନ୍ଥୀ ଗୋଷ୍ଠୀ ବଜରଙ୍ଗ ଦଳର ୨୬ ବର୍ଷୀୟ ସଦସ୍ୟଙ୍କୁ ରବିବାର ରାତିରେ ହତ୍ୟା କରାଯାଇଛି। ଏହି ହତ୍ୟାକାଣ୍ଡ ପରେ କର୍ନାଟକର ଶିଭମୋଗା ଅଞ୍ଚଳରେ ସୃଷ୍ଟି ହୋଇଛି ହିଂସା ପରିସ୍ଥିତି। ପୂରା ଅଞ୍ଚଳରେ ପୋଲିସ ମୁତୟନ କରାଯିବା ସହ ଜନସାଧାରଣଙ୍କ ଗହଳି…
କ୍ଷତିକାରକ ପଲିଥିନ୍
ବ୍ୟସ୍ତ ଜୀବନ ଭିତରେ ବଜାରକୁ ଯିବା ସମୟରେ ମନେ ପକେଇ ସଉଦାଥଳି ନେବା ଆମ ପାଇଁ ଭାରି କଷ୍ଟ କାମ। ଆମର ଠିକ୍ ମନେପଡ଼ନ୍ତା, ଯଦି ଦୋକାନୀ ପଲିଥିନ୍ ବ୍ୟାଗ୍ରେ ପୂରେଇ ସଉଦା ନ ଦିଅନ୍ତା। ଅବଶ୍ୟ ଏବେ ଟିକେ ଟିକେ…
ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତାଙ୍କୁ ଛୁରି ଭୁସି ହତ୍ୟା
ବେଙ୍ଗାଲୁରୁ,୨୧।୨: କର୍ନାଟକର ଶିବମୋଗାରେ ବଜରଙ୍ଗ ଦଳର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଛୁରିରେ ହତ୍ୟା କରାଯାଇଥିଲା। ମୃତ ଯୁବକ ଜଣଙ୍କ ୨୬ ବର୍ଷୀୟ ହର୍ଷ ବୋଲି ଜଣା ପଡିଛି। ଏହାକୁ ହିଜାବ ବିବାଦ ସହ ଯୋଡି ପୋଲିସ ଅନୁସନ୍ଧାନ କରୁଛି। ତେବେ ପୋଲିସ ସିଧାସଳଖ…
ସୂର୍ଯ୍ୟକୁମାରଙ୍କ ‘ନମସ୍କାର’ ସେଲିବ୍ରେଶନ୍କୁ ନେଇ ଚର୍ଚ୍ଚା: ଦେଖନ୍ତୁ ଭିଡିଓ
କୋଲକତା,୨୦।୨: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜର ତୃତୀୟ ତଥା ଅନ୍ତିମ ଟି -୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳର ଚମତ୍କାର ବିଜୟରେ ସୂର୍ଯ୍ୟକୁମାର ଯାଦବ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ମଧ୍ୟମ କ୍ରମରେ ସୂର୍ଯ୍ୟକୁମାର ଏକ ଚମତ୍କାର ଇନିଂସ ଖେଳିଥିଲେ। ଫଳରେ…
ଜଳେଶ୍ୱରର ୧୯ ବୁଥ୍ରେ ଭୋଟ ଜାଲିଆତି ଅଭିଯୋଗ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ବାଲେଶ୍ୱର ଜିଲା ଜଳେଶ୍ୱର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବସ୍ତା ବ୍ଲକର କାଦରାୟାନ ଓ କାରୁଆ ପଞ୍ଚାୟତର ୧୯ଟି ବୁଥ୍ରେ ଶୁକ୍ରବାର ମତଦାନବେଳେ ବ୍ୟାପକ ଜାଲିଆତି, ବୁଥ୍ ଦଖଲ ଆଦି ଅଭିଯୋଗ ହୋଇଛି। ଏପରି ଅନିୟମିତତା ନେଇ କଂଗ୍ରେସର ସ୍ଥାନୀୟ ଜିଲା…
ସଫଳତା ଦୋହରାଇବା ଲକ୍ଷ୍ୟରେ ଭାଜପା
ଜଗତ୍ସିଂହପୁର ଅଫିସ, ୨୧ା୨: ଜଗତ୍ସିଂହପୁର ଜିଲାର ୨୬ଟି ଜିଲା ପରିଷଦ ଜୋନ ମଧ୍ୟରୁ କୁଜଙ୍ଗ ବ୍ଲକର ୪ଟି ଯାକ ଆସନର ଗୁରୁତ୍ୱ ରହିଛି। ୨୦୧୭ ନିର୍ବାଚନରେ ଏହି ବ୍ଲକରେ ଭାଜପା ଓ ବିଜେଡି ପ୍ରାର୍ଥୀଙ୍କ ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା। ଏପରି…
ଯାହା କୋହଲି କରିପାରି ନ ଥିଲେ, ତାହା କରି ଦେଖାଇଲେ ରୋହିତ ଶର୍ମା
କୋଲକତା,୨୦।୨: ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ୩-୦ରେ ଜିତିଛି। ସିରିଜର ତୃତୀୟ ତଥା ଅନ୍ତିମ ଟି -୨୦ ମ୍ୟାଚରେ ଭାରତ ଭ୍ରମଣକାରୀ ୱେଷ୍ଟଇଣ୍ଡିଜକୁ ୧୯ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ଟିମ…
୪ ବୁଥ୍ରେ ମତଦାନ ସ୍ଥଗିତ
ପାଣିକୋଇଲି,୨୧।୨(ଡି.ଏନ.ଏ.): କୋରେଇ ବ୍ଲକ ଅଧୀନ ଗୋଳେଇପୁର ପଞ୍ଚାୟତ ସୋତି ଗ୍ରାମର ୪ ବୁଥ୍ରେ ମତଦାନ ବନ୍ଦ ରହିଛି। ଏଠାରେ ପୁନଃ ମତଦାନ ଲାଗି ଜିଲା ପ୍ରଶାସନ ଘୋଷଣା କରିଛି। ସେହିପରି ପଞ୍ଚାୟତର ଟିକର ସାନ ବିରୁହଁା ବୁଥ୍ରେ ପୁନଃ ମତଦାନ କରିବାକୁ…
୨୨ରେ ୪ର୍ଥ ପର୍ଯ୍ୟାୟ ଭୋଟ : ମତଦାନ କେନ୍ଦ୍ରରେ ପହଞ୍ଚିଲେ ପୋଲିଂ ଦଳ
ଡେଲାଙ୍ଗ,୨୧।୨(ଡି.ଏନ୍.ଏ): ଡେଲାଙ୍ଗ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଆଗାମୀ ୨୨ ତାରିଖରେ ସକାଳ ୭ଟାରୁ ଅପରାହ୍ନ ୧ଟା ପଯର୍ୟନ୍ତ ଅନୁଷ୍ଠିତ ହେବ। ଏନେଇ ପ୍ରଶାସନ ପ୍ରସ୍ତୁତି ଶେଷ କରିଛି। ବ୍ଲକର ୨୧ଟି ପଞ୍ଚାୟତରେ ୧ ଲକ୍ଷ ୨ ହଜାର…
ବାଲଟ୍ ବକ୍ସ ସୁରକ୍ଷା ନେଇ ଚିନ୍ତାରେ ପ୍ରାର୍ଥୀ
ନିମାପଡ଼ା,୨୧ା୨(ଡି.ଏନ୍.ଏ.): ନିମାପଡ଼ା ବ୍ଲକରେ ଗତ ୧୮ତାରିଖରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ମତଦାନ ପରେ ବାଲଟ ବକ୍ସକୁ ନିମାପଡ଼ା ବ୍ଲକ କାର୍ଯ୍ୟାଳୟରେ ଥିବା ଷ୍ଟ୍ରଙ୍ଗରୁମରେ ରଖାଯାଇଛି। ଏହାର ସୁରକ୍ଷା ପାଇଁ ପୋଲିସ ମୁତୟନ ହୋଇଛନ୍ତି। ତେବେ ବାଲ୍ଟ ବକ୍ସର ସୁରକ୍ଷା…
ଖସିଲା କରୋନା ଗ୍ରାଫ୍: ଆଜି ରାଜ୍ୟରୁ ୩୮୮ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୨ା୨(ବ୍ୟୁରୋ): ସୋମବାର ରାଜ୍ୟରୁ ୩୮୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୨,୮୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୨୬ ଜଣ ଚିହ୍ନଟ ହୋଇଥିବା…
ଗିରଫଦାରି, ବନ ବିଭାଗ କାର୍ଯ୍ୟକୁ ନେଇ ବଢ଼ୁଛି ସନ୍ଦେହ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ଆଠଗଡ଼ ନରସିଂହପୁର ୱେଷ୍ଟ ରେଞ୍ଜ୍ ଅଧୀନ ବାରାସିଂଘା ବିଟ୍ ଅନ୍ତର୍ଗତ ଜଙ୍ଗଲରେ ପୋତା ଯାଇଥିବା ହାତୀର ଗଳିତ ମୃତଦେହ ଜବତ ଘଟଣାକୁ ଇତିମଧ୍ୟରେ ୧୧ଦିନ ବିତି ଯାଇଛି। ହେଲେ ଏଯାଏ କାହାକୁ ଗିରଫ କରାଯାଇନାହିଁ କି ଆଖିଦୃଶିଆ ପଦକ୍ଷେପ ନିଆଯାଇ…
Archives


