ନିଜ ସରକାର ବିରୋଧରେ ସ୍ବର ଉଠାଇଲେ ଭାଜପା ଏମ୍ପି
ନୂଆଦିଲ୍ଲୀ,୨୪।୬: ଭାଜପା ଏମ୍ପି ବରୁଣ ଗାନ୍ଧୀ ନିଜ ସରକାର ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରୁଛନ୍ତି। ସମୟ ସମୟରେ ସେ ସରକାରଙ୍କ ଅନେକ ଯୋଜନାକୁ ମଧ୍ୟ ସମାଲୋଚନା କରିଛନ୍ତି। ନିକଟରେ ସେ ସରକାରଙ୍କ ଅଗ୍ନିପଥ ଯୋଜନା ଉପରେ ମଧ୍ୟ ପ୍ରଶ୍ନ ଉଠାଇଥିଲେ।…
ଗାଁରେ ପଶିଲା ଦନ୍ତା, ଲୋକେ ଭୟଭୀତ
ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱର ଜିଲାର ନୀଳଗିରି ବ୍ଲକ ଅଯୋଧ୍ୟା ଗାଁରେ ବୁଲୁଛି ଝାଡ଼ଖଣ୍ଡୀ ଦନ୍ତା। ଗୁରୁବାର ମଧ୍ୟରାତିରୁ ଆସିଥିବା ଦନ୍ତାଟି ଗୋଟିଏ ଘର ଭାଙ୍ଗିବା ସହ ଆତଙ୍କ ସୃଷ୍ଟି କରିଛି। ଅଯୋଧ୍ୟା ବଜାରର ମୁଖ୍ୟ ରାସ୍ତାରେ ଯିବା ଆସିବା କରିବା ସହ…
ଗୋପାଳପୁର ବିଜେଡି ବିଧାୟକ ଅଛି: ପ୍ରଦୀପ
ବ୍ରହ୍ମପୁର ଅଫିସ/ଗୋପାଳପୁର,୨୪ା୬: ଦଳରୁ ବହିଷ୍କୃତ ବିଷୟ ଗଣମାଧ୍ୟମରେ ପ୍ରସାରଣ ହୋଇଛି ଓ ନିଜେ ଶୁଣିଛି। ତେବେ ଏବେ ମଧ୍ୟ ମୁଁ ବିଜେଡିର ବିଧାୟକ ଅଛି। ବିଧାନସଭା ୱେବ୍ସାଇଟରେ ଶାସକ ଦଳ ତଥା ଟ୍ରେଜେରି ବେଞ୍ଚରେ ୨୬ନଂ. ସିଟ୍ ମୋ ପାଇଁ ଉଦ୍ଦିଷ୍ଟ…
ଅକ୍ଷୟ କୁମାରଙ୍କ ପାଇଁ ଫ୍ଲପ୍ ହେଲା ‘ସମ୍ରାଟ ପୃଥ୍ବୀରାଜ’!
ବଲିଉଡ୍ ଅଭିନେତା ଅକ୍ଷୟ କୁମାରଙ୍କ ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’ ବକ୍ସ ଅଫିସରେ ସେତେଟା ଭଲ ପ୍ରଦର୍ଶନ କରିପାରିନାହିଁ। ତେବେ ଫିଲ୍ମ ଫ୍ଲପ୍ ହେବା ପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ନିର୍ଦ୍ଦେଶକ ଏବଂ ନିର୍ମାତା। ଏହି ଫିଲ୍ମକୁ ଚନ୍ଦ୍ରପ୍ରକାଶ ଦ୍ୱିବେଦୀ ନିର୍ଦ୍ଦେଶନା ଦେଇଥିଲେ।…
କଣ୍ଡରାପାଟିଆରେ ସ୍ବଚ୍ଛ ଭାରତ ମିଶନ ଫେଲ୍
କେନ୍ଦ୍ରାପଡା ଅଫିସ, ୨୪ା୬: ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଚ୍ଛ ଭାରତ ମିଶନ ଯୋଜନା ଘୋଷଣା କରିଥିଲେ। ଇତିମଧ୍ୟରେ ଏହି ଘୋଷଣାକୁ ୮ ବର୍ଷ ପୂରିଛି। ତେବେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ପଞ୍ଚାୟତ ଅଧୀନ କଣ୍ଡରାପାଟିଆ ଗ୍ରାମରେ ଏହି…
ଶରଦ ପାଓ୍ବାରଙ୍କୁ ଦିଆଯାଉଛି ଧମକ
ମୁମ୍ବାଇ,୨୪।୬: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ଶିବସେନା ମୁଖପାତ୍ର ସଞ୍ଜୟ ରାଉତ ଭାରତୀୟ ଜନତା ପାର୍ଟି ନାଁରେ ଏକ ବଡ ଅଭିଯୋଗ ଆଣିଛନ୍ତି। ରାଉତ ଟୁଇଟ୍ ଯୋଗେ କହିଛନ୍ତି ଯେ, ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଧମକ ଦିଆଯାଇଛି। ଭାଜପା…
ଅଜବ ଢଙ୍ଗରେ ଆଉଟ୍ ହେଲେ ବ୍ୟାଟ୍ସମ୍ୟାନ୍, ସମସ୍ତେ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ
ଲିଡ୍ସ,୨୪।୬: ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ହୋଇଥିବା ତିନି ଟେଷ୍ଟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ଲିଡ୍ସରେ ଆରମ୍ଭ ହୋଇଛି। ମ୍ୟାଚର ପ୍ରଥମ ଦିନରେ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। କିୱି ଦଳର ପ୍ରଥମ…
ଓଟିଟି ପ୍ଲାର୍ଟପର୍ମରେ ଲୋକପ୍ରିୟ ଭାରତୀୟ ଫିଲ୍ମ‘ଆର୍ଆର୍ଆର୍’
ନିର୍ଦ୍ଦେଶକ ଏସ୍ ଏସ୍ ରାଜାମୌଲିଙ୍କ ଫିଲ୍ମ‘ଆର୍ଆର୍ଆର୍’ବକ୍ସ ଅଫିସରେ ପ୍ରାୟ ୧୧୦୦ କୋଟି ଅତିକ୍ରମ କରି ସମସ୍ତ ରେକର୍ଡ ଭାଙ୍ଗିଛିି। ବର୍ତ୍ତମାନ ନେଟ୍ଫ୍ଲିକ୍ସରେ ସବୁଠାରୁ ଲୋକପ୍ରିୟ ଭାରତୀୟ ଚଳଚ୍ଚିତ୍ର ହୋଇପାରିଛି। ଫିଲ୍ମରେ ଜୁନିୟର ଏନ୍ଟିଆର ଏବଂ ରାମ ଚରଣଙ୍କ କେମେଷ୍ଟ୍ରିକୁ ଦର୍ଶକ ପସନ୍ଦ…
ଚପିଯାଇଛି ତଦନ୍ତ ରିପୋର୍ଟ, କାର୍ଯ୍ୟାନୁଷ୍ଠାନ ହେଉନି
ଖୋର୍ଦ୍ଧା ଅଫିସ,୨୪ା୬: ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁମାନେ ଚେୟାର ଟେବୁଲରେ ବସି ପାଠ ପଢ଼ିବା ସହ ସ୍ବଚ୍ଛ ପାଣି ପିଇବେ। ଏଥିଲାଗି ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲାକୁ ୮୩ ଲକ୍ଷ ୪୭ ହଜାର ଟଙ୍କା ଅନୁଦାନ…
୩ ଦିନରେ ବିବାଦୀୟ ରାସ୍ତା ନିର୍ମାଣ ଶେଷ
ନୟାଗଡ଼ ଅଫିସ,୨୪।୬: ରାସ୍ତା ନିର୍ମାଣ ପାଇଁ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲର ସବୁଜ ସଙ୍କେତ ପାଇବା ପରେ ନୟାଗଡ଼ ଜିଲା ପ୍ରଶାସନ ୧ ବନାମ ୧୭ ଖଣ୍ଡ ଗାଁ ମଧ୍ୟରେ ଲାଗି ରହିଥିବା ବିବାଦୀୟ ବଳଭଦ୍ରପୁର ଓ ଢ଼ିପମାଳ ୩ କି.ମି. ରାସ୍ତାକୁ…
ପଶ୍ଚିମ ବଡ଼ଚଣାରେ ବେଆଇନ ମାଙ୍କଡ଼ା ଖାଦାନ
ଚଣ୍ଡିଖୋଲ,୨୪ା୬(ଡି.ଏନ.ଏ.): ଦର୍ପଣ ତହସିଲ ଅନ୍ତର୍ଗତ ପଶ୍ଚିମ ବଡ଼ଚଣା କୁହାଯାଉଥିବା ପ୍ରାୟ ୪ଟି ପଞ୍ଚାୟତରେ ବ୍ୟାପକ ବେଆଇନ ମାଙ୍କଡ଼ା ଖାଦାନ ଚାଲୁଛି। ଯେଉଁଦିନ ତହସିଲ ତରଫରୁ ଚଢ଼ାଉ କରାଯାଉଛି ସେହି ଦିନଟି ଖାଦାନ ବନ୍ଦ ରହୁଥିବାବେଳେ ଅନ୍ୟଦିନ ଖାଦାନରେ ବ୍ୟାପକ କାରବାର ହେଉଛି।…
ପିକ୍ନିକ୍ ସ୍ପଟ୍ରେ ରୂପାନ୍ତରିତ ହେବ ଡ୍ୟାମ୍ ଅଞ୍ଚଳ
ଯାଜପୁର ଅଫିସ,୨୪ା୬: ରାଜ୍ୟରେ ଥିବା ଜଳଭଣ୍ଡାର, ଜଳାଶୟ ଏବଂ ସ୍ବତନ୍ତ୍ର ଡ୍ୟାମ ନିକଟବର୍ତ୍ତୀ ଅଞ୍ଚଳରେ ପିକନିକ୍ ସ୍ପଟ୍, ସୌନ୍ଦର୍ଯ୍ୟକରଣ, ସଂଗ୍ରହାଳୟ ସହ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ବିଭିନ୍ନ ପ୍ରକଳ୍ପ ନିର୍ମାଣ କରାଯିବ। ଏଥିପାଇଁ ଜିଲାସ୍ତରରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଷ୍ଟାଣ୍ଡାର୍ଡ ଅପରେଟିଂ…

