ଏସ୍ପିଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ଏନ୍ଏଚ୍ଆର୍ସି
ଯାଜପୁର ଅଫିସ,୨୪ା୬: ଯାଜପୁର ଜିଲା ଅନ୍ତର୍ଗତ ଧର୍ମଶାଳା, ବାଲିଚନ୍ଦ୍ରପୁର, ବୈରୀ ଓ ବଡ଼ଚଣା ଥାନା ପୋଲିସ ପକ୍ଷରୁ ଅଭିଯୁକ୍ତଙ୍କ ଜାମିନ ଆବେଦନ ପାଇଁ ନିର୍ଦ୍ଦିଷ୍ଟ କେତେକ ଓକିଲଙ୍କୁ ସୁପାରିଶ କରୁଥିବା ଅଭିଯୋଗ ହୋଇଥିଲା। ଏନେଇ ଜାତୀୟ ମାନବାଧିକାର କମିଶନ(ଏନ୍ଏଚ୍ଆରସି)ରେ ମାମଲା ରୁଜୁ…
ୱାଇଏସଆର କଂଗ୍ରେସ ଦେଲା ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ
ଅମରାବତି,୨୪ ।୬: ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଏନଡିଏରୁ ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ତଥା ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥି ଘୋଷଣା କରିଛି । ଓଡ଼ିଶାର ଶାସକ ବିଜୁ ଜନତା ଦଳ(ବିଜେଡି) ଦ୍ରୌପଦୀଙ୍କୁ ସମର୍ଥନ କରିଥିବା…
ଦାନ୍ତ ପାଇଁ ହାତୀ ଶିକାର: ଡିଏଫ୍ଓ
ସମ୍ବଲପୁର,୨୪ା୬(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡିଆବାହାଲ ରେଞ୍ଜ ଅନ୍ତର୍ଗତ ସାପଲହରା ଗ୍ରାମ ପୋଖରୀରେ ୬ଦିନ ମୃତ୍ୟୁ ସହ ସଂଗ୍ରାମ ପରେ ଚିକିତ୍ସାଧୀନ ଅବସ୍ଥାରେ ଗତ ମଙ୍ଗଳବାର ଦନ୍ତାହାତୀର ମୃତ୍ୟୁ ଘଟିଥିଲା। ବ୍ୟବଚ୍ଛେଦ ରିପୋର୍ଟରୁ ଦନ୍ତାକୁ ଗୁଳିକରି ଶିକାର କରାଯାଇଥିବା ସ୍ପଷ୍ଟ ହୋଇଛି। ଏହି…
ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୨ସ୍କୁଲ ବସ୍ ଜବତ
ଆନନ୍ଦପୁର,୨୪।୬(ସ୍ବ.ପ୍ର.): କ୍ଷମତାଠାରୁ ଅଧିକ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ଦୁଇଟି ସ୍କୁଲ ବସ୍କୁ ଘସିପୁରା ପୋଲିସ ଜବତ କରିଛି। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ନିର୍ଦ୍ଦେଶ କ୍ରମେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର ମନ୍ତ୍ରୀ ଦାଶଙ୍କ କେନ୍ଦୁଝର ଜିଲା ଗସ୍ତ…
ଭୁବନେଶ୍ୱରରୁ ଇଞ୍ଜିନିୟରିଂ ଛାତ୍ରୀ ନିଖୋଜ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଭୁବନେଶ୍ୱରରୁ ଜଣେ ଇଞ୍ଜିନିୟରିଂ ଛାତ୍ରୀ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜୟପୁର ଅଞ୍ଚଳର ସ୍ବିଟି ରଏ (୨୦)। ସେ ଖଣ୍ଡଗିରିସ୍ଥିତ ଉତ୍କଳ ଏରୋସ୍ପେଶ୍ ଆଣ୍ଡ୍ ଇଞ୍ଜିନିୟରିଂ କଲେଜର ଦ୍ୱିତୀୟ ବର୍ଷର ଛାତ୍ରୀ। ସ୍ବିଟି କୋଲକାତାରୁ…
‘ଏଲ୍ଏସିରେ ଶାନ୍ତି ବଜାୟ ରଖିବାକୁ ଗମ୍ଭୀରତା ସହ ଚିନ୍ତା କରୁ ଚାଇନା’
ବେଜିଂ,୨୩।୬: ବ୍ରିକ୍ସ ସମ୍ମିଳନୀ ପୂର୍ବରୁ ଚାଇନାରେ ଭାରତୀୟ ରାଜଦୂତ ପ୍ରଦୀପ କୁମାର ରାୱତ ଚାଇନା ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କୁ ଭେଟି ସୀମାବର୍ତ୍ତୀ ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ କହିଛନ୍ତି ଯେ, ଏସିଆ ଏବଂ ବିଶ୍ୱର…
ଓଡ଼ିଶା ପାଇବ ଏମ୍ଏସ୍ଏମ୍ଇ-୨୦୨୨ ପୁରସ୍କାର
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଭାରତ ସରକାର ଏମ୍ଏସ୍ଏମ୍ଇ କ୍ଷେତ୍ରକୁ ପ୍ରୋତ୍ସାହିତ କରିବା ପାଇଁ ଉତ୍ପାଦନ ଉଦ୍ୟୋଗ, ସେବା ଉଦ୍ୟୋଗ, ସ୍ବତନ୍ତ୍ର ଉଦ୍ୟୋଗ ଏବଂ ପ୍ରତିଷ୍ଠାନ ସହାୟତା କ୍ଷେତ୍ର ଭଳି ସର୍ବମୋଟ ୪୪ଟି କ୍ଷେତ୍ରକୁ ପୁରସ୍କାର ନିମନ୍ତେ ଚୟନ କରାଯାଇଛି। ଏଥିରେ ଓଡ଼ିଶା ଜାତୀୟ ଏମ୍ଏସ୍ଏମ୍ଇ…
ଜେଲ ନିଃସଙ୍ଗ ପ୍ରକୋଷ୍ଠକୁ ସ୍ୟୁ ଚୀ ସ୍ଥାନାନ୍ତର
ବ୍ୟାଙ୍କକ୍,୨୪।୬: ମ୍ୟାନ୍ମାରର ସାମରିକ ସରକାର ଗୁରୁବାର ଦେଶର ବହିଷ୍କୃତ ନେତ୍ରୀ ଅଙ୍ଗ୍ ସାନ୍ ସ୍ୟୁ ଚୀଙ୍କୁ ଜେଲର ଏକ ନିଃସଙ୍ଗ ପ୍ରକୋଷ୍ଠକୁ ପଠାଇଦେଇଛନ୍ତି। ୨୦୨୧ ଫେବୃୟାରୀ ୧ରେ ସେନା ବିଦ୍ରୋହ କରି ଶାସନ କ୍ଷମତା ଅକ୍ତିଆର କରିବା ପରେ ସ୍ୟୁ ଚୀଙ୍କୁ…
ଆଦିବାସୀଙ୍କ ପାଇଁ ଦ୍ରୌପଦୀ କ’ଣ କରିଛନ୍ତି
ନୂଆଦିଲ୍ଲୀ,୨୪ା୬:ଆଦିବାସୀଙ୍କ ପାଇଁ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ତୁଳନାରେ ମୋ ଅବଦାନ ଅଧିକ। କେନ୍ଦ୍ରମନ୍ତ୍ରୀ ଥିବାବେଳେ ମୁଁ ଆଦିବାସୀଙ୍କ ମଙ୍ଗଳ ପାଇଁ ଅନେକ କାର୍ଯ୍ୟ କରିଛି ବୋଲି ଗୁରୁବାର ବିରୋଧୀ ଦଳର ମିଳିତ ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ବନ୍ତ…
ଆସାମରେ ଜଳ ପ୍ରଳୟ
ଗୁଆହାଟୀ, ୨୪।୬:ମେ’ ମାସରୁ ଆସାମରେ ଜାରି ରହିଥିବା ଜଳପ୍ରଳୟ ଗୁରୁବାର ଆହୁରି ଭୟଙ୍କର ହୋଇଛି। ବୁଧବାର ଆଉ ୧୨ ମୃତ୍ୟୁକୁ ମିଶାଇ ଏ ପର୍ଯ୍ୟନ୍ତ ବନ୍ୟା ଓ ଏଥିଜନିତ ଭୂସ୍ଖଳନ ଯୋଗୁ ଆସାମର ୧୦୮ ଜଣଙ୍କ ଜୀବନ ଗଲାଣି। ୩୨ ଜିଲା…
ଆସାମ ବନ୍ୟା: ରୋଗିଙ୍କୁ ହସ୍ପିଟାଲ ପହଞ୍ଚାଇବାକୁ ମନ୍ତ୍ରୀ ଚଲାଇଲେ ଡଙ୍ଗା
ଗୁଆହାଟି,୨୪ ।୬: ଦେଶର ପୁର୍ବୋତ୍ତର ରାଜ୍ୟରେ ଗତ କିଛିଦିନ ହେବ ଲାଗିରହିଥିବା ଲଗାଣ ବର୍ଷା ଯୋଗୁ ସ୍ଥିତି ବିଗିଡିବାରେ ଲାଗିଛି । ଆସାମ, ସିକ୍କିମ ସମେତ କିଛି ରାଜ୍ୟରେ ଗୋଟିଏ ପଟେ ଭୂସ୍ଖଳନ ତ ଅନ୍ୟପଟେ ଲଗାଣ ବର୍ଷା ଯୋଗୁ ଆସାମରେ…
ଭାରତୀୟ ବଂଶୋଦ୍ଭବ ଅଞ୍ଜଳିଙ୍କୁ ମଳିଲା ଗୁରୁଦାୟିତ୍ୱ
ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଭାରତୀୟ ବଂଶୋଦ୍ଭବ ଆଇନ ବିଶେଷଜ୍ଞ ଅଞ୍ଜଳି ଚତୁର୍ବେଦୀଙ୍କୁ ବରିଷ୍ଠ ବ୍ୟାପାର ବିଭାଗ ଜେନେରାଲ କାଉନ୍ସଲ୍ ଭାବେ ମନୋନୀତ କରିଛନ୍ତି। ବରିଷ୍ଠ ନାଗରିକମାନଙ୍କୁ ବିଶ୍ୱସ୍ତରୀୟ ସୁବିଧା ଓ ସେବା ଯୋଗାଇବା ଏହି ବିଭାଗର ମୁଖ୍ୟ ଉଦ୍ଦେଶ୍ୟ।…

