Home Left

ଏନ୍‌ଆଇଏ ମୁଖ୍ୟ ହେଲେ ଦିନକର ଗୁପ୍ତା

ନୂଆଦିଲ୍ଲୀ,୨୩।୬: ବରିଷ୍ଠ ଆଇପିଏସ୍‌ ଅଫିସର ଦିନକର ଗୁପ୍ତାଙ୍କୁ ଗୁରୁବାର ଜାତୀୟ ତଦନ୍ତ ସଂସ୍ଥା (ଏନ୍‌ଆଇଏ)ର ମହାନିର୍ଦ୍ଦେଶକ ନିଯୁକ୍ତ କରାଯାଇଛି। କାର୍ମିକ ବିଭାଗ ପକ୍ଷରୁ ପ୍ରକାଶିତ ନିର୍ଦ୍ଦେଶନାମାରେ ଏହି ସୂଚନା ଦିଆଯାଇଛି। ୧୯୮୭ ବ୍ୟାଚ୍‌ ପଞ୍ଜାବ କ୍ୟାଡର ଆଇପିଏସ୍‌ ଗୁପ୍ତା ଏନ୍‌ଆଇଏ ମୁଖ୍ୟ…

ସମ୍ମାନ ବଞ୍ଚାଇଲେ ଭରତ

ଲିସେଷ୍ଟର,୨୩।୬: ସ୍ଥାନୀୟ ଗ୍ରେସ ରୋଡଠାରେ ଭାରତ ଓ ଲିସେଷ୍ଟର ମଧ୍ୟରେ ଗୁରୁବାରଠାରୁ ୪ ଦିନିଆ ଓ୍ବାର୍ମଅପ୍‌ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୧୪୮ ରନ୍‌ରେ ୭ ଉଇକେଟ…

ବାଂଲାଦେଶରେ ବନ୍ୟାବିତ୍ପାତ: ୧୨୨ ବର୍ଷରେ ସବୁଠୁ ଭୟଙ୍କର

ଢାକା, ୨୩।୬: ଆସାମ ରାଜ୍ୟ ସହ ସୀମା ବାଣ୍ଟୁଥିବା ପଡ଼ୋଶୀ ବାଂଲାଦେଶରେ ଚଳିତ ବର୍ଷ ଭୟଙ୍କର ବନ୍ୟାବିତ୍ପତ୍ତି ୯୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ବିସ୍ଥାପିତ କରିବା ସହ ୩୨ ଜଣଙ୍କ ଜୀବନ ନେଲାଣି। ୧୨୨ ବର୍ଷରେ ଏହା ଦେଶର ସବୁଠୁ ବଡ଼ଧରଣର…

ବୈଠକରେ ପନିରସେଲଭାମ୍‌ଙ୍କୁ ବୋତଲମାଡ଼

ଚେନ୍ନାଇ,୨୩।୬: ଚେନ୍ନାଇ ଉପକଣ୍ଠ ବନଗରାମଠାରେ ଗୁରୁବାର ଏଆଇଏଡିଏମ୍‌କେ ସାଧାରଣ ପରିଷଦ ବୈଠକରେ ଉତ୍ତେଜନା ଦେଖାଦେଇଛି। ଦଳର କୋର୍ଡିନେଟର ଓ. ପନିରସେଲଭାମ୍‌(ଓପିଏସ୍‌) ଏବଂ ତାଙ୍କର କେତେଜଣ ସମର୍ଥକ ବୈଠକ ଅଧାରୁ ପଳାଇଯାଇଛନ୍ତି। କକ୍ଷତ୍ୟାଗ ବେଳେ ସେମାନଙ୍କ ଉପରକୁ ପାଣି ବୋତଲ ଫିଙ୍ଗାଯିବା ସହ…

ଜୁଲାଇ ଦ୍ୱିତୀୟ ସପ୍ତାହରେ ଇଡିରେ ହାଜର ହେବେ ସୋନିଆ

ନୂଆଦିଲ୍ଲୀ,୨୩।୬: ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲାରେ ଜେରାର ସମ୍ମୁଖୀନ ହେବା ଲାଗି କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସାନି ସମନ ଜାରି କରିଛି। ତାଙ୍କୁ ଜୁଲାଇ ଦ୍ୱିତୀୟ ସପ୍ତାହରେ ତଦନ୍ତରେ ସାମିଲ ହେବାକୁ କୁହାଯାଇଛି। ବୁଧବାର…

ଫିଫା ର଼୍ୟାଙ୍କିଙ୍ଗ୍ସରେ ଭାରତ ଦୁଇ ସ୍ଥାନ ଉପରକୁ ଉଠିଲା

ନୂଆଦିଲ୍ଲୀ,୨୩।୬: ଏସିଆନ୍‌ କପ୍‌ କ୍ୱାଲିଫିକେଶନ ରାଉଣ୍ଡରେ ଉଲ୍ଲେଖନୀୟ ପ୍ରଦର୍ଶନ ପରେ ଫିଫା ବିଶ୍ୱ ର଼୍ୟାଙ୍କିଙ୍ଗ୍ସରେ ଭାରତ ଉପରକୁ ଉଠିଛି। ପୂର୍ବରୁ ୧୦୬ତମ ସ୍ଥାନରେ ଥିବା ଭାରତ ଦୁଇଟି ସ୍ଥାନ ଉପରକୁ ଉଠିଥିବା ଫିଫା ପକ୍ଷରୁ ଗୁରୁବାର ପ୍ରକାଶ କରାଯାଇଥିବା ର଼୍ୟାଙ୍କିଙ୍ଗ୍ସରେ ଦର୍ଶାଯାଇଛି।…

ମହିଳା ଭାରତୀୟ ଦଳର ବିଜୟ ଅଭିଯାନ

ଡାମ୍ବୁଲା,୨୩।୬: ଡାମ୍ବୁଲାରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭାରତୀୟ ମହିଳା ଦଳ ୩୪ ରନ୍‌ରେ ଶ୍ରୀଲଙ୍କାକୁ ହରାଇ ଦେଇଛି। ଏହି ବିଜୟ ସହ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୧-୦ର ଅଗ୍ରଣୀ ହାସଲ କରିଛି।…

‘ବିଦ୍ରୋହୀ ବିଧାୟକ ପଶ୍ଚିମବଙ୍ଗ ଆସନ୍ତୁ, ଭଲ ଅତିଥି ସତ୍କାର କରିବୁ’

କୋଲକାତା,୨୩।୬: ବିରୋଧୀଙ୍କୁ ସବୁବେଳେ ସମାଲୋଚନା କରି ଚର୍ଚ୍ଚାରେ ରହୁଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟକୁ ନେଇ ମମତା ବାନାର୍ଜୀ ଭାଜପା ଉପରେ ବର୍ଷି କଟାକ୍ଷ କରିଛନ୍ତି। ଗୁରୁବାର ମମତା ଟୁଇଟ…

ଯବାନ-ମାଓବାଦୀ ଗୁଳିବିନିମୟ

ଭବାନୀପାଟଣା,୨୩।୬(ସ୍ବ.ପ୍ର): କଳାହାଣ୍ଡି-କନ୍ଧମାଳ ଜିଲା ସୀମାନ୍ତ ମଦନପୁର ରାମପୁର ଥାନା ଅଧୀନ ଲୁବେନଗଡ଼ ନିକଟରେ ଥିବା ମୁଣ୍ଡାମସ୍କା ସଂରକ୍ଷିତ ଜଙ୍ଗଲରେ ଯବାନ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ଗୁଳି ବିନିମୟରେ କେହି ମୃତାହତ ହୋଇନାହାନ୍ତି। କଳାହାଣ୍ଡି ଏସ୍‌ପି ଅଭିଳାଶ ଜି ଗୁରୁବାର…

‘ଯବାନ’ରେ ଶାହରୁଖ୍‌ଙ୍କ ସହ ନଜର ଆସିବେ ଦୀପିକା

ମୁମ୍ବାଇ: ପୁଣିଥରେ ଏକାଠି ନଜରକୁ ଆସିବେ ବଲିଉଡ୍‌ର ନାମକରା ଯୋଡି ଶାହରୁଖ୍‌ ଖାନ୍‌ ଏବଂ ଦୀପିକା ପାଦୁକୋନ୍‌। ଶାହରୁଖ୍‌ଙ୍କ ଆଗାମୀ ଫିଲ୍ମ ‘ଯବାନ’ରେ ତାଙ୍କ ଭିନ୍ନ ଲୁକ୍‌କୁ ନେଇ ଚର୍ଚ୍ଚା ଜୋର ଧରିଛି। ତାମିଲ ନିର୍ଦ୍ଦେଶକ ଏଟଲୀ ଏଥିରେ ନିର୍ଦ୍ଦେଶନା ଦେଉଛନ୍ତି।…

ଫିଲ୍ମ ଶମଶେରାକୁ ନେଇ ବଢୁଛି ଉତ୍ସାହ, ସାମ୍ନାକୁ ଆସିଲା ସଞ୍ଜୟଙ୍କ ଲୁକ୍‌

ବଲିଉଡ୍‌ର ବହୁ ପ୍ରତୀକ୍ଷିତ ଫିଲ୍ମ ‘ଶମଶେରା’ର ଟ୍ରେଲର ଶୁକ୍ରବାର ରିଲିଜ୍‌ ହେବାକୁ ଯାଉଛି। ଫିଲ୍ମରେ ଅଭିନେତା ରଣବୀର କପୁର, ବାଣୀ କପୁର ଏବଂ ସଞ୍ଜୟ ଦତ୍ତଙ୍କୁ ଦର୍ଶକ ଦେଖିବାକୁ ପାଇବେ। ଏଥିରେ ରଣବୀରଙ୍କ ଲୁକ୍‌ ଫିଲ୍ମର କ୍ରେଜକୁ ଆହୁରି ବଢାଇ ଦେଇଛି…

ଜଷ୍ଟିସ ଅମଜଦ ହିମାଚଳ ହାଇକୋର୍ଟର ମୁଖ୍ୟ ବିଚାରପତି

ଶିମଲା,୨୩।୬: ଜଷ୍ଟିସ ଅମଜଦ ଏ ସୟିଦଙ୍କୁ ହିମାଚଳ ହାଇକୋର୍ଟର ୨୭ତମ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ଗୁରୁବାର ସକାଳ ୯ଟାରେ ଶିମଲା ରାଜ ଭବନରେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର ଅମଜଦଙ୍କୁ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?