Home Left

ରାଜକନିକା ୭୨.୫୪, ମାର୍ଶାଘାଇରେ ୭୭% ମତଦାନ

କେନ୍ଦ୍ରାପଡ଼ା ଅଫିସ/ ରାଜକନିକା/ ମାର୍ଶାଘାଇ, ୧୯ା୨ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ସରିଛି। ଏହି ପର୍ଯ୍ୟାୟରେ ରାଜକନିକା ଓ ମାର୍ଶାଘାଇ ବ୍ଲକର ୩ଟି ଲେଖାଏ ଜୋନ୍‌ ଅଞ୍ଚଳରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଅଳ୍ପ…

ବଳାତ୍କାରୀଙ୍କୁ ୩ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୯ା୨: ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ ଅନୁପ ରଞ୍ଜନ ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲା ଶୁଣାଣି କରିଥିଲେ। ପ୍ରମାଣ ମିଳଥିବାରୁ କାଳୁ ବେହେରା (୩୨)ଙ୍କୁ ସେ ୩ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ୭ ହଜାର…

ଭୋଟବାକ୍ସ ସିଲ୍‌ ଖୋଲା ନେଇ ଉତ୍ତେଜନା

ଚଣ୍ଡିଖୋଲ,୧୯ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅଧୀନ ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ମହାବିଦ୍ୟାଳୟକୁ ଅସ୍ଥାୟୀ ଭୋଟବାକ୍ସ ସଂରକ୍ଷଣ କେନ୍ଦ୍ର କରାଯାଇଛି। ତେଣୁ ଏଠାକୁ ଭୋଟ ବାକ୍ସ ଆସୁଛି। ଶୁକ୍ରବାର ଭୋଟ ଶେଷପରେ ଉକ୍ତ ବ୍ଲକ ଚମ୍ପାପୁର ପଞ୍ଚାୟତ ଗୋପୀନାଥପୁର ଗ୍ରାମର ୩ ନଂ. ବୁଥ୍‌…

ଆତ୍ମହତ୍ୟା କଲେ ସରପଞ୍ଚ ପ୍ରାର୍ଥୀଙ୍କ ଭାଇ

ଦଶରଥପୁର,୧୯।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଥିବାବେଳେ ଯାଜପୁର ଜିଲାରେ ଏକ ଦୁଃଖଦ ଘଟଣା ଘଟିଛି। ଭୋଟର ଛଳନା କରିଥିବା ଆଶଙ୍କାକରି ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ଭାଇ ରଶି ଲଗାଇ ଆତ୍ମହତ୍ୟା କରିଥିବା ସମ୍ପୃକ୍ତ ପରିବାର ପକ୍ଷରୁ…

ସୁରକ୍ଷା ସମ୍ମିଳନୀକୁ ରୁଷିଆର ବର୍ଜନ

ମ୍ୟୁନିକ୍‌,୧୯।୨: ୟୁକ୍ରେନ୍‌ ସୀମାରେ ବିପୁଳ ସୈନ୍ୟ ମୁତୟନ କରି ସାରା ବିଶ୍ୱର ମୁଣ୍ଡବ୍ୟଥା ବଢ଼ାଇ ଦେଇଥିବା ରୁଷିଆ ମୁନିକ୍‌ ସୁରକ୍ଷା ସମ୍ମିଳନୀ (ଏମ୍‌ଏସ୍‌ସି)କୁ ବର୍ଜନ କରିଛି। ଜର୍ମାନୀର ମ୍ୟୁନିକ୍‌ ସହରରେ ଶୁକ୍ରବାର ଆରମ୍ଭ ହୋଇଥିବା ଏହି ତିନିଦିନିଆ ସମ୍ମିଳନୀରେ ୟୁକ୍ରେନ୍‌ ସଙ୍କଟ…

୨ ଘଣ୍ଟା ଜାତୀୟ ରାଜପଥ ଅବରୋଧ

ଚଣ୍ଡିଖୋଲ,୧୯ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକରେ ନିର୍ବାଚନକୁ ନେଇ ବିଭିନ୍ନ ସ୍ଥାନରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହୋଇଛି। ଉକ୍ତ ବ୍ଲକର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ନଳୀପୁରଠାରେ ଜଣେ ଯୁବକଙ୍କୁ ମାଡ଼ ମାରିବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ ନଳୀପୁରଠାରେ ୨ ଘଣ୍ଟାକାଳ ୫୩ ନଂ. ଜାତୀୟ…

ଆଣବିକ ଶକ୍ତି ଦେଖାଇବ ରୁଷିଆ

ମସ୍କୋ/ଓ୍ବାଶିଂଟନ୍‌,୧୯ା୨: ୟୁକ୍ରେନ୍‌ ସହ ରୁଷିଆ ମୁହାଁମୁହିଁ ସ୍ଥିତିରେ ଥିବାବେଳେ ଶନିବାର ନ୍ୟୁକ୍ଲିୟର ଡ୍ରିଲ୍‌ କରିବାକୁ ଶୁକ୍ରବାର ଏହାର ସେନା ପକ୍ଷରୁ ଘୋଷଣା କରାଯାଇଛି। ଏହାକୁ ୟୁକ୍ରେନ୍‌ ଆକ୍ରମଣର ପ୍ରାକ୍‌ ପ୍ରସ୍ତୁତି ବୋଲି ବିଶେଷଜ୍ଞମାନେ କହୁଛନ୍ତି। ଅନ୍ୟପକ୍ଷେ ରୁଷିଆ ବିରୋଧରେ ଆମେରିକା କଂଗ୍ରେସରେ…

ମାନବାଧିକାର ଉଲ୍ଲଂଘନ କରୁଛି ୟୁକ୍ରେନ୍‌: ପୁଟିନ୍‌

ମସ୍କୋ,୧୯।୨: ୟୁକ୍ରେନ୍‌ର ପୂର୍ବାଞ୍ଚଳରେ ସ୍ଥିତି ଅତି ଖରାପ ଆଡ଼କୁ ଗତି କରୁଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଶୁକ୍ରବାର ଅଭିଯୋଗ ଆଣିଛନ୍ତି। କ୍ରେମଲିନ୍‌ରେ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧନ କରି ପୁଟିନ୍‌ କହିଛନ୍ତି, ୟୁକ୍ରେନ୍‌ରେ ରୁଷୀୟ ଭାଷା କହୁଥିବା ଲୋକଙ୍କ ସହ…

ଅବହେଳାରୁ ପୁଣି ହିଂସା

ଭୁବନେଶ୍ୱର,୧୯।୨(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ମତଦାନବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଚରଣବିଧିର ଖୋଲାଖୋଲି ଉଲ୍ଲଂଘନ ସହ ବୁଥ୍‌ ଜବରଦଖଲ, ଭୋଟ ବାକ୍ସ ଲୁଟ୍‌, ପ୍ରିଜାଇଡିଂ ଅଫିସର, ଖବରଦାତାଙ୍କୁ ଆକ୍ରମଣ ଭଳି ଘଟଣା ଘଟିଥିଲା। ଏ ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭେଟି ଦୃଢ଼…

ପୋଖରୀରେ ଫିଙ୍ଗିଲେ ଭୋଟ ବାକ୍ସ

ଯାଜପୁର ଅଫିସ/ଦଶରଥପୁର (ଡି.ଏନ.ଏ.),୧୯ା୨: ଯାଜପୁର ଜିଲା ପଞ୍ଚାୟତ ନିର୍ବାଚନର ୨ୟ ପର୍ଯ୍ୟାୟ ମତଦାନରେ ପୁଣି ବୋମାମାଡ, ବାଲଟ ପେପର ଲୁଟ୍‌ ଓ ମାଡପିଟ ଘଟଣାର ପୁନରାବୃତ୍ତି ହୋଇଛି। ଶୁକ୍ରବାର ଦଶରଥପୁର ବ୍ଲକ କନିକାପଡ଼ା ପଞ୍ଚାୟତର ୨ ଓ ୩ ନମ୍ବର ବୁଥ୍‌ରେ…

ନିର୍ବାଚନ ଆସିଲେ ଗୁଜବ ହୁଏ

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ନେଇ ରାଜ୍ୟର ରାଜନୈତିକ ବାତାବରଣ ଉଷ୍ମ ରହିଛି। ଏହା ଭିତରେ କିଛିଦିନ ହେବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ନେଇ ସାମାଜିକ ଗଣମାଧ୍ୟମଠାରୁ ଆରମ୍ଭ କରି ବିଭିନ୍ନ ମହଲରେ ଚର୍ଚ୍ଚା ହେଉଥିଲା। ତେବେ ଖୋଦ୍‌ ମୁଖ୍ୟମନ୍ତ୍ରୀ…

ଜାହାଜରେ ନିଆଁ : ୧୦ ନିଖୋଜ

ଅଥେନ୍ସ,୧୯।୨: ଗ୍ରୀସ୍‌ରୁ ଇଟାଲି ଅଭିମୁଖେ ଆସୁଥିବା ୟୁରୋଫେରି ଅଲିମ୍ପିଆ ଜାହଜରେ ଶୁକ୍ରବାର ନିଆଁ ଲାଗିଯାଇଛି। ଫେରିରୁ ଶତାଧିକ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିବାବେଳେ ସେମାନଙ୍କ ମଧ୍ୟରୁ ୩ ଜଣ ଆହତ ହୋଇଥିବା ଗ୍ରୀସ୍‌ ଗଣମାଧ୍ୟମ ପକ୍ଷରୁ କୁହାଯାଇଛି। ୨୯୦ ଜଣ ଯାତ୍ରୀଙ୍କୁ ଉଦ୍ଧାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri