Home Left

ଏଏପି ସରକାରଙ୍କ ବିରୋଧରେ ମିଥ୍ୟା ଅଭିଯୋଗ ଆଣୁଛି ଭାଜପା

ନୂଆଦିଲ୍ଲୀ, ୨୨ା୬: ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ମଙ୍ଗଳବାର ରାଜଧାନୀରେ ଶାସକ ଆମ ଆଦମୀ ପାର୍ଟି (ଏଏପି) ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ବନ୍ଦ କରିବା ପାଇଁ ଭାରତୀୟ ଜନତା ପାର୍ଟି ମିଥ୍ୟା ଅଭିଯୋଗ କରିଥିବା ନେଇ କ୍ଷୋଭ ପ୍ରକାଶ କରିଛନ୍ତି। ଉପରାଜ୍ୟପାଳ…

ଗର୍ଭାଶୟରୁ ବାହାରିଲା ଶିଶୁର କଟାମୁଣ୍ଡ

ଇସ୍‌ଲାମାବାଦ,୨୨ା୬: ପାକିସ୍ତାନ ସିନ୍ଧରୁ ଡାକ୍ତରଖାନା କର୍ମଚାରୀଙ୍କ ଅବହେଳାର ଏକ ଲୋମଟାଙ୍କୁରା ଘଟଣା ସାମ୍ନାକୁ ଆସିଛିି। ଥାରପରକାର ଜିଲା ରୁରାଲ ହେଲ୍‌ଥ ସେଣ୍ଟରରେ ଜଣେ ୩୨ ବର୍ଷୀୟା ମହିଳା ପ୍ରସବ ପାଇଁ ଭର୍ତ୍ତି ହୋଇଥିଲେ। ସ୍ତ୍ରୀ ରୋଗ ବିଶେଷଜ୍ଞ ନ ଥିବାରୁ ଡାକ୍ତରଖାନା…

୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୧।୬: ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମା ଏବଂ ବାରମୁଲ୍ଲା ଜିଲାରେ ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଜୈଶ-ଇ-ମହମ୍ମଦ ଆତଙ୍କବାଦୀଙ୍କ ସମେତ ୩ ନିହତ ହୋଇଛନ୍ତି। ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ଗୋଇନ୍ଦା ସୂଚନା ପାଇ ସୁରକ୍ଷା ବଳ ବାରମୁଲ୍ଲାର ସୋପୋର ଅଞ୍ଚଳ ଅନ୍ତର୍ଗତ ତୁଲିବାଲ ଗ୍ରାମରେ…

ବିପଦ ଆଶଙ୍କା କମାଅ

ନୂଆଦିଲ୍ଲୀ,୨୨ା୬: ବିମାନବନ୍ଦର ଓ ଏହାର ଚତୁଃପାର୍ଶ୍ୱ ଅଞ୍ଚଳରେ ପଶୁପକ୍ଷୀଙ୍କ ଉପସ୍ଥିତିକୁ ନେଇ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ଉଦ୍‌ବେଗ ପ୍ରକାଶ କରାଯାଇଛି। ଦୁଇଦିନ ପୂର୍ବରୁ ବିହାରର ପାଟନାରୁ ନୂଆଦିଲ୍ଲୀ ଯାଉଥିବା ଏକ ବିମାନରେ ପକ୍ଷୀ ମାଡ଼ ହୋଇ ଇଞ୍ଜିନରେ…

ସୁପ୍ରିମକୋର୍ଟରେ ‘ଅଗ୍ନିପଥ’

ନୂଆଦିଲ୍ଲୀ,୨୨ା୬: ସେନାରେ ଠିକା ନିଯୁକ୍ତି ପାଇଁ କେନ୍ଦ୍ର ସରକାର ଆଣିଥିବା ‘ଅଗ୍ନିପଥ’ ଯୋଜନାକୁ ବିରୋଧ ଥମିବାର ନାଁ ଧରୁନି। ଦେଶର ବିଭିନ୍ନ ସ୍ଥାନରେ ହିଂସାତ୍ମକ ବିକ୍ଷୋଭ ପ୍ରଦର୍ଶନ ପରେ ଏହି ବିବାଦ ସୁପ୍ରିମକୋର୍ଟରେ ପହଞ୍ଚିଛି। ଦେଶରେ ଆଇନ ଶୃଙ୍ଖଳା ବଜାୟ ସହ…

ଭାଲୁ ଆକ୍ରମଣରେ ୨ ମୃତ, ୫ ଗୁରୁତର

ପାରଳାଖେମୁଣ୍ଡି,୨୨ା୬(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ସୀମାନ୍ତରେ ଭାଲୁ ଆକ୍ରମଣରେ ଦୁଇ ଦିନରେ ୨ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଆହତ ହୋଇଛନ୍ତି। ମୃତକମାନଙ୍କ ପରିଚୟ ମିଳିନଥିବା ବେଳେ ସେମାନେ ପଲାସା ଅଞ୍ଚଳର ବୋଲି ଜଣାପଡ଼ିଛି। ଆନ୍ଧ୍ର ବନ ବିଭାଗ…

ରଶ୍ମିରେଖାଙ୍କ ଦୁଇ ପୁରୁଷ ବନ୍ଧୁଙ୍କୁ ହେବ ଜେରା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଅଭିନେତ୍ରୀ ରଶ୍ମିରେଖା ଓଝା ଓରଫ ସୋନି(୨୨)ଙ୍କ ରହସ୍ୟଜନକ ମୃତ୍ୟୁକୁ ୪ ଦିନ ବିତିଛି। ପ୍ରାଥମିକ ତଦନ୍ତରୁ ରଶ୍ମିରେଖା ଆତ୍ମହତ୍ୟା କରିଥିବା କମିଶନରେଟ ପୋଲିସ ପକ୍ଷରୁ କୁହାଯାଉଥିବାବେଳେ ପରିବାର ଲୋକେ କିନ୍ତୁ ହତ୍ୟା ଅଭିଯୋଗକୁ ଦୋହରାଇଛନ୍ତି। ଏପରିସ୍ଥିତିରେ ତଦନ୍ତକୁ ଆଗକୁ ବଢ଼ାଇବା…

ମୋବାଇଲ୍‌ରେ ଗେମ୍‌ ଖେଳୁଥିବା ବେଳେ ଫାଟିଲା ବ୍ୟାଟେରୀ

ଗଞ୍ଜାମ,୨୧।୬(ଡି.ଏନ୍‌.ଏ.): ମୋବାଇଲରେ ଗେମ୍‌ ଖେଳୁଥିବା ବେଳେ ବ୍ୟାଟେରୀ ଫାଟି ଆହତ ହୋଇଛନ୍ତି ଜଣେ ଯୁବକ। ଘଟଣାଟି ଘଟିଛି ଗଞ୍ଜାମ ବ୍ଲକ ଅଧିନସ୍ଥ ରମ୍ଭା ଥାନା ଝାଟି ପଦର ଗ୍ରାମରେ। ଉକ୍ତ ଗ୍ରାମର ଯୁବକ ରଞ୍ଜନ ସାହୁ ମଙ୍ଗଳବାର ସକାଳେ ମୋବାଇଲରେ ଗେମ୍‌…

ସ୍ଥାନ ବଜାୟ ରଖିଲେ ମନ୍ଧାନା

ଦୁବାଇ, ୨୧।୬: ମଙ୍ଗଳବାର ପ୍ରକାଶିତ ଆଇସିସି ମହିଳା ଦିନିକିଆ କ୍ରିକେଟ ର଼୍ୟାଙ୍କିଙ୍ଗ୍‌ର ବ୍ୟାଟର ବିଭାଗରେ ଭାରତର ସ୍ମୃତି ମନ୍ଧାନା ୮ମ ସ୍ଥାନ ବଜାୟ ରଖିଛନ୍ତି। ତେବେ ବୋଲର୍‌ଙ୍କ ତାଲିକାରେ ଝୁଲଣ ଗୋସ୍ବାମୀ ଗୋଟିଏ ସ୍ଥାନ ତଳକୁ ଖସି ୬ଷ୍ଠରେ ପହଞ୍ଚିଛନ୍ତି। ଓ୍ବେଷ୍ଟଇଣ୍ଡିଜ…

ଟି୨୦ ବିଶ୍ୱକପ୍‌ରେ ଟ୍ରମ୍ପ କାର୍ଡ ସାବ୍ୟସ୍ତ ହୋଇପାରନ୍ତି ଏହି ବୋଲର୍‌: ଗାଭାସ୍କର

ନୂଆଦିଲ୍ଲୀ,୨୧।୬: ଭାରତୀୟ ଦ୍ରୁତ ବୋଲର ହର୍ଷଲ ପଟେଲ ନିଜ ବୋଲିଂ ଦ୍ୱାରା ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି। ନିଜର ଉଲ୍ଲେଖନୀୟ ପ୍ରଦର୍ଶନକୁ ନେଇ ହର୍ଷଲଙ୍କୁ ୨୦୨୧ରେ ଭାରତୀୟ ଟି୨୦ ସ୍କ୍ବାର୍ଡରେ ସୁଯୋଗ ମିଳିଥିଲା। ଏଯାବତ ସେ ୧୩ ଅନ୍ତର୍ଜାତୀୟ ମୁକାବିଲା ଖେଳି ୧୮…

ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ରୋମ ଗସ୍ତ ଆରମ୍ଭ କଲେ ନବୀନ

ଭୁବନେଶ୍ୱର,୨୧ା୬(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶ୍ୱର ସର୍ବପୁରାତନ ସହର ରୋମରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମଙ୍ଗଳବାର ନବୀନ ରୋମର ପିଆଜା ଗାନ୍ଧୀଠାରେ ଥିବା ମହାତ୍ମାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କର ରୋମ ଗସ୍ତ ଆରମ୍ଭ କରିଛନ୍ତି । ଶାସନ ଓ…

କୋକସରାରେ ‘ଯୋଗ ଦିବସ’

କୋକସରା,୨୧।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଅଧୀନ ଲଡୁଗାଁ ଉଚ୍ଚ ବିଦ୍ୟାଳୟ, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର କୋକସରା ଓ ଭାଜପା ପକ୍ଷରୁ ମଙ୍ଗଳବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଲଡୁଗାଁ ଉଚ୍ଚ ବିଦ୍ୟାଳୟଠାରେ ମୁଖ୍ୟ ଅତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?